ଶିବସେନା ବିଧାୟକ ମଙ୍ଗେଶ କୁଡାଲକରଙ୍କ ପତ୍ନୀ ରଜନୀ କୁଡାଲକରଙ୍କ ମୃତଦେହ ଗତକାଲି ରାତିରେ ମୁମ୍ବାଇ ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଏହା ଆତ୍ମହତ୍ୟା ବୋଲି ପୋଲିସ୍ ସନ୍ଦେହ କରୁଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ।
ଲୋୟର ପିଏମିଜିରେ ହଜାର ହଜାର ଡ୍ରାଇଭର
ଖରାଛୁଟି ସମ୍ପର୍କରେ ଖୁବଶୀଘ୍ର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମୀକ୍ଷା କରାଯିବ । ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ପାଠପଢ଼ା, ପରୀକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ
ଆସନ୍ତା ମାସରେ ହେବାକୁ ଥିବା ଜିଏସ୍ଟି କାଉନ୍ସିଲ୍ ବୈଠକରେ ଏଭଳି କିଛି ନିଷ୍ପତ୍ତି ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି।
ଆଜି ୨୦୨୨ ମସିହା, ଏପ୍ରିଲ ମାସ ୧୮ ତାରିଖ, ସୋମବାର, ମେଷ ୫ ଦିନ,ବୈଶାଖମାସ, କୃଷ୍ଣପକ୍ଷ, ଦ୍ୱିତୀୟାତିଥି, ବିଶାଖା ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର, ମିଥୁନ ରାଶିର ଘାତବାର । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ଭଗବାନ ଜଣେ ମହିଳାଙ୍କୁ ଏତେ ବଡ଼ ପାଟି ଦେଇଛନ୍ତି ଯେ ସେ ଗୋଟିଏ କାମୁଡ଼ାରେ ମ୍ୟାକଡୋନାଲ୍ଡର ଗୋଟିଏ ବରଗର ଏବଂ ଗୋଟିଏ ଥରରେ ମଧ୍ୟମ ଆକାରର ଫ୍ରେଞ୍ଚ୍ ଫ୍ରାଇଜ୍କୁ ଖାଇଦେଉଛନ୍ତି। ଖାଲି ସେତିକି ନୁହେଁ, ସେ ବଡ ବଡ ଗ୍ଲାସ୍କୁ ବି ପାଟି ରଖିଦିଅନ୍ତି।
ଆଡଭେଞ୍ଚର ଓ ହାଇକିଙ୍ଗକୁ ଦୁଃସାହସିକ ଲୋକଙ୍କ କାମ ବୋଲି କୁହାଯାଏ। ବେଳେବେଳେ ଶାରୀରିକ ଭାବେ ଶକ୍ତିଶାଳୀ ଥିବା ଲୋକଙ୍କ ପାଇଁ ବି ହ୍ୟାକିଂ ଓ ଟ୍ରାକିଂ କଷ୍ଟକର ହୋଇପଡେ। ବର୍ତ୍ତମାନ ଜଣେ ୬୨ ବର୍ଷ ବୟସ୍କା ମହିଳା ପାଶ୍ଚାତ୍ୟ ଘାଟର ଶିଖରରେ ଚଢି ପ୍ରମାଣ କରିଦେଇଛନ୍ତି ଯେ ମନୋବଳ ଆଗରେ ବୟସ ବାଧା ସୃଷ୍ଟି କରିପାରିବ ନାହିଁ।
ଯୋଗାସନ ମଧ୍ୟରେ ସୁଖାସନ ଏପରି ଏକ ଅଭ୍ୟାସ ଯାହା ସ୍ୱାସ୍ଥ୍ୟ ପାଇଁ ଅନେକ ଲାଭଦାୟକ। ଏହା ଅତ୍ୟନ୍ତ ସହଜ ହୋଇଥିବା ବେଳେ ଉଭୟ ଶରୀର ଏବଂ ମନକୁ ଶାନ୍ତ କରିବାରେ ସାହାଯ୍ୟ କରିବା ସହିତ ଅନେକ ରୋଗର ଲକ୍ଷଣକୁ ହ୍ରାସ କରିଥାଏ।
ସାଧାରଣ ଲୋକଙ୍କ ଅପେକ୍ଷା କିନ୍ନରମାନେ ଅଧିକ ଦିନ ବଞ୍ଚନ୍ତି। ଏକ ଗବେଷଣାରୁ ଏମିତି ତଥ୍ୟ ସାମ୍ନାକୁ ଆସିଛି। ତେବେ ଏହା ପଛର କ’ଣ କାରଣ ଆସନ୍ତୁ ଜାଣିବା।
୨୦ ତାରିଖରେ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ NDMA ପକ୍ଷରୁ ବସିବ ବୈଠକ
ସୁରଟରେ ନିଆରା ଫ୍ୟାସନ୍ ଶୋ। ଏଥିରେ ସୁନ୍ଦର ସୁନ୍ଦର ମଡେଲ ନୁହଁନ୍ତି, ବରଂ ରାମ୍ପ୍ ୱାକ୍ କରିଥିଲେ ବୟସ୍କ ବ୍ୟକ୍ତି ଏବଂ ମହିଳାମାନେ
ସାଉଥ୍ ସୁପର୍ଷ୍ଟାର୍ଙ୍କ ପ୍ରତି କଙ୍ଗନାଙ୍କ କାହିଁକି ଏତେ ଭଲ ପାଇବା? ସେମାନଙ୍କୁ ପ୍ରଶଂସାରେ କାହିଁକି ପୋତି ପକଉଛନ୍ତି ସେ? ଆସନ୍ତୁ ଜାଣିବା ଏହା ପଛର କାହାଣୀ।
୨୫ଟି ଜେନେରାଲ ମ୍ୟାନେଜର୍ (ଇଂ)ପଦବୀ ପାଇଁ NBCC (ଭାରତ) ଲିମିଟେଡ୍ ଆବେଦନକୁ ଆହ୍ୱାନ କରିଛି। ଆବେଦନ ପ୍ରକ୍ରିୟା ଜାରି ରହିଛି ଏବଂ ଆବେଦନ ଫର୍ମ ଦାଖଲ କରିବାର ଶେଷ ତାରିଖ ହେଉଛି ମେ ୫ ରହିଛି। ସଂପୂର୍ଣ୍ଣ ବିବରଣୀ ଜାଣିବା ପାଇଁ ଦେଖନ୍ତୁ।
କିଏ ଜାଣିଥିଲା ଏମିତି ହେବ ବୋଲି। ସେଦିନ କୁମ୍ଭୀରକୁ ଖାଇବାକୁ ଦେଉଥିଲେ ଯୁବତୀ। ହଠାତ୍ ହାତକୁ ମାଡି ବସିଲା କୁମ୍ଭୀର। ପାଣିକୁ ଭିଡି ନେଇ ପାଟିରେ ପୂରାଇବା ବେଳେ ହେଲା . ...
'କେଜିଏଫ୍ ୨' ଆଗୁଆ ବୁକିଂ ବଡ ବଡ ତାରକାଙ୍କ ଫିଲ୍ମକୁ ପଛରେ ପକେଇ ଦେଇଛି। ଏହା ପରେ, ଫିଲ୍ମଟି ପ୍ରଥମ ଦିନରେ ବକ୍ସ ଅଫିସ୍ ଜବରଦସ୍ତ ବ୍ୟବସାୟ କରିଛି। 'କେଜିଏଫ୍ ୨'ର ଏପରି କ୍ରେଜ୍ ଦେଖି ଏହା ସ୍ପଷ୍ଟ ହୋଇଛି ଯେ ରୋଜଗାର ଦୃଷ୍ଟିରୁ ବକ୍ସ ଅଫିସରେ ପୁଷ୍ପା, ଆର୍ଆର୍ଆର୍ ଭଳି ବଡ ବଜେଟ୍ ଫିଲ୍ମକୁ ବି ପଛରେ ପକେଇଦେବ।
ନୂଆ ଲୁକରେ ଇଣ୍ଟରନେଟ ସେନସେସନ ରାନୁ ମଣ୍ଡଳ। ମଥାରେ କୁମକୁମ୍ ଓ ସିନ୍ଥିରେ ସିନ୍ଦୁର ଲଗାଇ ବୋହୂ ବେଳରେ ସଜେଇ ହୋଇ ଗୀତ ଗାଇଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି...
ଆସାମରେ ପ୍ରକୃତିର ତାଣ୍ଡବ । ବିଗିଡ଼ି ଯାଇଛି ପାଗ । ଏବେ ସୁଦ୍ଧା ବର୍ଷା, ପବନ, ଘଡ଼ଘଡ଼ି ଯୋଗୁଁ ୧୪ ଜଣ ପ୍ରାଣ ହରାଇଛନ୍ତି ।
ବିବାହରେ ଟଙ୍କା, ସୁନା, ଗହଣା ବଦଳରେ ଲେମ୍ବୁ ଉପହାର ।
ଖବର ପାଇ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲା ।
ଏବେ ଯାଏଁ ମାମଲାରେ ୧୪ ଜଣଙ୍କୁ ଗିରଫ କରିଛି ପୋଲିସ୍ । ହିଂସାକାଣ୍ଡ ଭିଆଇବା ଓ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦକୁ ତେଜିଥିବା କିଛି ବ୍ୟକ୍ତିଙ୍କୁ ଚିହ୍ନଟ ବି କରାଯାଇଛି ।
ପ୍ରଥମ ଥର ପାଇଁ ଆଇପିଏଲ୍ ଇତିହାସରେ ଗୋଟିଏ ଦଳ କ୍ରମାଗତ ଭାବେ ୬ ଥର ପରାଜୟ ବରଣ କରିଛି । ଆଉ ଏହାସହ ମୁମ୍ବାଇ ଇଣ୍ଡିଆନ୍ସକୁ ପଏଣ୍ଟ ଟେବୁଲରେ କୌଣସି ଅଙ୍କ ମିଳିନାହିଁ ।
ଲୋକମାନେ ପରିହାସ କରନ୍ତି ଯେ ସ୍କେଟିଂ ଏକ ପିଲା ଖେଳ ନୁହେଁ। କିନ୍ତୁ ବର୍ତ୍ତମାନ ଏକ ଛୋଟ ପିଲା ଏହି କଥାକୁ ଭୁଲ ବୋଲି ପ୍ରମାଣିତ କରିଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଚର୍ଚ୍ଚାରେ ରହିଛି, ଯେଉଁଥିରେ ପିଲାଟି ପାହାଚରେ ଚମତ୍କାର ସ୍କେଟିଂ କରୁଥିବା ଦେଖାଯାଏ।
ଭାରତର ମହିଳାମାନେ ବହୁତ ପରିଶ୍ରମୀ ଏବଂ ପ୍ରତିଜ୍ଞାକାରୀ। ସେମାନେ ଦେଶ ପରିଚାଳନା କରୁଛନ୍ତି, ରାଷ୍ଟ୍ର ନିର୍ମାଣରେ ସାହାଯ୍ୟ କରୁଛନ୍ତି। ଏହି ନାରୀମାନଙ୍କ ଭିତରେ ଜଣେ ହେଲେ ଦମୟନ୍ତୀ ମାଞ୍ଝୀ। ଆସନ୍ତୁ ଜାଣିବା ବସ୍ତିରୁ ଡେପୁଟି ମେୟର ହେବାର ତାଙ୍କ ସଂଘର୍ଷର କାହାଣୀ।