ଋଷୀୟ ପ୍ରତିରକ୍ଷା ବିଭାଗ ଏକ ଭିଡିଓ ଜାରି କରିଛି । ଯେଉଁଥିରେ ବହୁ ସଂଖ୍ୟକ ମସ୍କୋ ଟ୍ୟାଙ୍କ ଦ୍ରୁତ ଗତିରେ କିଭ୍ ଆଡକୁ ଗତି କରୁଥିବା ଦେଖାଯାଉଛି । ବେଲାରୁଷ ସୀମାରୁ ଉତ୍ତରପଟୁ ସ୍ଥଳଭାଗରେ ରୁଷ ସେନା କିଭ୍ ମୁହାଁ ହୋଇଛି ।
ରାଜ୍ୟପାଳ ଆଜି ନିଜର ଭାଷଣ ଆରମ୍ଭ କରିବା ମାତ୍ରେ ବିରୋଧୀ ଟିଡିପି ଦଳର ସଦସ୍ୟମାନେ “ରାଜ୍ୟପାଳ ଫେରିଯାଅ ବୋଲି ସ୍ଲୋଗାନ ଦେବା ସହ ଭାଷଣର କପିକୁ ଚିରିଦେଇଥିଲେ ।
ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇଛନ୍ତି। ପ୍ରାୟ ୩୫ ମିନିଟ୍ ଧରି ଫୋନ୍ରେ ଆଲୋଚନା ହୋଇଥିଲା।
ସୁଧୁରୁନି ପାକିସ୍ତାନ । ଭାରତ ବିରୋଧରେ ଲଗାତାର ଷଡ଼ଯନ୍ତ୍ର କରୁଛି ଶତ୍ରୁ ଦେଶ ।
ଋଷିଆ ସ୍ୱାଧୀନ ରାଷ୍ଟ୍ର ଘୋଷଣା କରିଥିବା ଲୁହାଂସ୍କରେ ବଡ ଧରଣର ବିସ୍ଫୋରଣ ହୋଇଛି। ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ସହରରେ କଳା ଧୂଆଁ ଆଚ୍ଛାଦିତ ହୋଇଯାଇଥିଲା।
ଋଷିଆର ଯୁଦ୍ଧ ବିରତି ଘୋଷଣା । ଭାରତୀୟ ସମୟାନୁସାରେ ଦିନ ୧୨ଟା ୩୦ରୁ ଯୁଦ୍ଧ ବିରତି ଘୋଷଣା ହୋଇଛି ।
ମୋଟ୍ ୯ଟି ଜିଲ୍ଲାର ୫୪ଟି ଆସନରେ ଆଜି ସକାଳୁ ଭୋଟ୍ ଗ୍ରହଣ ହେଉଛି ।
ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦିମିତ୍ରୀ କାଲେବା ଟ୍ୱିଟରରେ ଏକ ବିଶାଳକାୟ ବୋମାର ଫଟୋ ପୋଷ୍ଟ କରିଛନ୍ତି । ଏଭଳି ବୋମା ତାଙ୍କ ଦେଶର ଲୋକଙ୍କ ଜୀବନକୁ ହତ୍ୟା କରୁଥିବା ସେ ଲେଖିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କ ସହ କଥା ହେବେ। ଫୋନ୍ରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ସାମ୍ପ୍ରତିକ ଯୁଦ୍ଧ ସ୍ଥିତି ନେଇ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।
୨୦୧୪ ପରେ ପ୍ରଥମ ଥର ପାଇଁ ବିଶ୍ୱ ବଜାରରେ ତୈଳ ଦର ସର୍ବାଧିକ ସ୍ତରରେ ପହଞ୍ଚିଛି । ୟୁକ୍ରେନ ଉପରେ ରୁଷର ଆାକ୍ରମଣକୁ ନେଇ ୟୁରୋପୀୟ ରାଷ୍ଟ୍ର ଓ ଆମେରିକା ରୁଷରୁ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି
୮ଟି ମିଜାଇଲ୍ ମାଡ଼ କରି ସେଣ୍ଟ୍ରାଲ ୟୁକ୍ରେନର ଭିନିତ୍ସିଆ ଏୟାରପୋର୍ଟକୁ ଉଡ଼ାଇଛି ଋଷିଆ। କିନ୍ତୁ ଏପର୍ଯ୍ୟନ୍ତ ୟୁକ୍ରେନ ରାଜଧାନୀ କିଭ୍ ଭିତରେ ପଶିପାରିନି ଋଷୀୟ ସେନା।
ପବିତ୍ର କାଶୀ ବା ବାରାଣସୀ ସହରର ସବଠୁ ବଡ଼ ପରିଚୟ ଦେଶର ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଅନ୍ୟତମ । ଏହି ପ୍ରସିଦ୍ଧ କାଶୀ ବିଶ୍ୱନାଥ ମନ୍ଦିର ହିନ୍ଦୁମାନଙ୍କର ।
ମ୍ୟାଚ୍ ଜିତିବା ପରେ ଏକ ଦୃଶ୍ୟ ଦେଖିବାକୁ ମିଳିଛି ଯାହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଛି ।
ୟୁକ୍ରେନ୍ ୧୧ ଦିନରେ ୧୧ ହଜାର ଋଷୀୟ ସୈନ୍ୟଙ୍କୁ ମାରିଥିବା ଦାବି କରିଛି । ତେବେ ବର୍ତ୍ତମାନ ସ୍ଥିତିରେ ୟୁକ୍ରେନ୍ ପାଇଁ ଚ୍ୟାଲେଞ୍ଜ ହୋଇଛି ସାଧାରଣ ନାଗରିକଙ୍କୁ ଓ୍ୱାର୍ଜୋନ୍ରୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରିବା ।
ପୁଣେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଟ୍ରୋ ରେଲ୍ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହାସହ ସାଧାରଣ ଲୋକଙ୍କ ସହ ମେଟ୍ରୋରେ ପୁଣେ ସହର ପରିଭ୍ରମଣ କରିଛନ୍ତି ।
କ୍ୟାପଟେନ୍ ଭାବେ ରୋହିତ୍ ଶର୍ମା ନିଜର ପ୍ରଥମ ଟେଷ୍ଟରେ ବୃହତ ବିଜୟ ହାସଲ କରିଛନ୍ତି । ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଦଳକୁ ବୃହତ ବିଜୟ ଦେବାରେ ବଡ଼ ଭୂମିକା ଗ୍ରହଣ କରିଛି ।
ଇଣ୍ଡିଆନ୍ ନେଭୀରେ ଚାକିରି କରିବାକୁ ଚାହୁଁଛନ୍ତି କି ? ଇଣ୍ଡିଆନ୍ ନେଭି ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । ଇଣ୍ଡିଆନ୍ ନେଭିରେ ଟ୍ରାନ୍ସମ୍ୟାନ ସ୍କିଲଡ ପଦବୀରେ ଆବେଦନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଏନେଇ ଆବେଦନ କରିପାରିବେ ।
ଯୁଦ୍ଧ ବନ୍ଦ କରିବାକୁ ନିବେଦିନ । ଭାରତର ସାହାଯ୍ୟ ଭିକ୍ଷା କଲା ୟୁକ୍ରେନ୍ ।
ମହିଳା କ୍ରିକେଟ ବିଶ୍ୱକପ୍ରେ ପାକିସ୍ତାନକୁ ପରାସ୍ତ କଲା ଭାରତ । ୧୦୭ ରନ୍ର ବିରାଟ ବ୍ୟବଧାନରେ ଭାରତ ବିଜୟୀ ହୋଇଛି ।
କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଟ୍ୱିଟ୍ କରି ଲେଖିଛନ୍ତି ଯେ, “ପେଟ୍ରୋଲ ଟାଙ୍କି ତୁରନ୍ତ ପୂର୍ଣ୍ଣ କରିଦିଅନ୍ତୁ, ମୋଦି ସରକାରଙ୍କ ନିର୍ବାଚନ ଅଫର ଶେଷ ହେବାକୁ ଯାଉଛି”।
ବିଧାନସଭାରେ ଚଠି ପହଞ୍ଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି ବୋଲି କହିଛନ୍ତି ବାଚସ୍ପତି ।
ରୋନକ୍ ୟୁକ୍ରେନ ଭିତରେ ପଶି ଜଣେ ଭାରତୀୟ ମହିଳା ଏବଂ ତାଙ୍କର ଦୁଇ ମାସର ଶିଶୁକୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛନ୍ତି । କେବଳ ମା’ ଓ ପିଲାଙ୍କୁ ନୁହେଁ ୟୁକ୍ରେନରୁ ଅନେକ ସଂଖ୍ୟକ ଲୋକଙ୍କୁ ଉଦ୍ଧାର କରୁଛନ୍ତି ସେ ।
ଭାରତ-ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ମୋହାଲି ଟେଷ୍ଟର ଆଜି ତୃତୀୟ ଦିନ । ଏହି ଟେଷ୍ଟରେ ଦମଦାର ସ୍ଥିତିରେ ରହିଛି ଟିମ୍ ଇଣ୍ତିଆ ।
୨୦୧୭ ନିର୍ବାଚନରେ ବାରାଣସୀ ଲୋକସଭା ଆସନ ଅଧିନରେ ଥିବା ସମସ୍ତ ୮ଟି ଯାକ ବିଧାନସଭା ଆସନରେ ବିଜେପି ବିଜୟ ଲାଭ କରିଥିଲା । ଏଥର ମଧ୍ୟ ସେହିଭଳି ପ୍ରଦର୍ଶନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନ ହେଲା ଆସି ବାରାଣସୀରେ ଡେରା ପକାଇଥିଲେ ।
୨୦୧୭ ନିର୍ବାଚନରେ ବାରାଣସୀ ଲୋକସଭା ଆସନ ଅଧିନରେ ଥିବା ସମସ୍ତ ୮ଟି ଯାକ ବିଧାନସଭା ଆସନରେ ବିଜେପି ବିଜୟ ଲାଭ କରିଥିଲା । ଏଥର ମଧ୍ୟ ସେହିଭଳି ପ୍ରଦର୍ଶନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସି ୩ ଦିନ ବାରାଣସୀରେ ଡେରା ପକାଇଥିଲେ