ରୋହିଣୀ କୋର୍ଟରେ ନିମ୍ନ ତୀବ୍ରତାଯୁକ୍ତ ବିସ୍ଫୋରଣ । ତୁରନ୍ତ ଖାଲି କରାଗଲା ପରିସର ।
ଧର୍ମ ପରିବର୍ତ୍ତନ କରାଇ ଦେଉନଥିବା ଅଭିଯୋଗ କରି ପୋଲିସ ନିକଟରେ ଅଭିଯୋଗ କଲେ ମୁସଲମାନ ଯୁବକ ।
ଗ୍ରୁପ୍ କ୍ୟାପ୍ଟେନ୍ ବରୁଣ ସିଂ ସୌଭାଗ୍ୟକ୍ରମେ ହେଲିକପ୍ଟର ଦୁର୍ଘଟଣାରୁ ବଞ୍ଚି ଯାଇଛନ୍ତି। ବର୍ତ୍ତମାନ ବରୁଣ ସିଂଙ୍କୁ ଲାଇଫ୍ ସପୋର୍ଟରେ ରଖାଯାଇଛି ଓ ତାଙ୍କୁ ବଞ୍ଚାଇବା ପାଇଁ ସମସ୍ତ ପ୍ରକାର ପ୍ରଚେଷ୍ଟା କରାଯାଉଛି।
ଖବର ସରବରାହ ସଂସ୍ଥା ANI ସୂତ୍ରରୁ ମିଳିଥିବା ଏହି ଭିଡିଓରେ ହେଲିକପ୍ଟର ଉଡ଼ୁଥିବା ଓ କିଛି ସମୟ ପରେ ଅଦୃଶ୍ୟ ହୋଇଯାଉଛି।
କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଲୋକସଭାରେ ବିବୃତି ରଖିଛନ୍ତି। ଲ୍ୟାଣ୍ଡିଂର ୭ ମିନିଟ୍ ପୂର୍ବରୁ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ଆଜି ହାତକୁ ଦିହାତ ହେବେ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଅଭିନେତା ଭିକି କୌଶଲ୍ । ବିବାହ ବନ୍ଧନରେ ବାନ୍ଧିହେବେ ବଲିଉଡ୍ର ଏହି ଲଭ୍ ବାର୍ଡ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇସାରିଛି। ରାଜସ୍ଥାନର ସୱାଇ ମାଧୋପୁରର ଐତିହାସିକ ଦୁର୍ଗରେ ବାହାଘର ହେବ ।
ଭିତର ରତ୍ନଭଣ୍ଡାର ୧୯୮୫ରେ ଶେଷଥର ପାଇଁ ଖୋଲା ହୋଇଥିବା ବେଳେ ଦୀର୍ଘ ୩୬ ବର୍ଷ ହେବ ଭିତର ରତ୍ନଭଣ୍ଡାର ଖୋଲାଯାଇନାହିଁ।
ଏହି ଦୁର୍ଘଟଣା ସଂପର୍କରେ ଆଜି ସଂସଦରେ ବିବୃତି ରଖିପାରନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ।
ସୂଚନା ଅନୁସାରେ, କେନ୍ଦ୍ର ସରକାରଙ୍କ ଏହି ୩ଟି ନୂଆ ଆଇନ ବିରୋଧରେ ତେଜିଥିଲା ପ୍ରତିବାଦ । ବିରୋଧୀଙ୍କ ହୋହାଲ୍ଲା ଭିତରେ ଉକ୍ତ ୩ଟି ଯାକ କୃଷି ବିଲ୍ ପାର୍ଲାମେଣ୍ଟରେ ପାସ୍ ହୋଇଥିଲା ।
ଦୀର୍ଘ ୪ ଦଶନ୍ଧି ଧରି ଭାରତୀୟ ସେନାରେ ସେ ସେବା ଯୋଗାଇ ଆସୁଛନ୍ତି । ଅନେକ ଯୁଦ୍ଧରେ ସଫଳ ହୋଇଛନ୍ତି । ତାଙ୍କ ନେତୃତ୍ୱରେ ଭାରତୀୟ ସେନା ଅନେକ କଠିନ୍ ମିଶନରେ ସଫଳତା ପାଇଛି ।
ଅତ୍ୟଧିକ କାର୍ଯ୍ୟଭାର ଯୋଗୁ କୋହଲି ଟି-୨୦ କ୍ୟାପଟେନ୍ସି ଛାଡ଼ିଥିଲେ। ଏବେ କୋହଲି ଦିନିକିଆ କ୍ୟାପଟେନ୍ ପଦ ମଧ୍ୟ ଛାଡ଼ି ଦେଇଛନ୍ତି।
ତିନି ସେନା ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା ଲାଗି ସୃଷ୍ଟି କରାଯାଇଥିବା ସିଡିଏସ୍ ପଦରେ ବସିବାର ଗୌରବ ମିଳିଥିଲା ଜେନେରାଲ ବିପିନ୍ ରାଓ୍ୱତଙ୍କୁ । ୨୦୧୯ ଡିସେମ୍ବର ୩୦ରେ ତାଙ୍କୁ ଏହି ପଦ ମିଳିଥିବା ବେଳେ ୨୦୨୦ ଜାନୁଆରୀ ପହିଲାରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ ।
ବୁଧବାର ତାମିଲନାଡୁର କନ୍ନୁର ନିକଟରେ ଭାରତୀୟ ବାୟୁସେନାର ହେଲିକପ୍ଟର Mi-17V5 ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଆଉ ସେଥିରେ ଜେନେରାଲ ବିପିନ ରାୱତଙ୍କ ପରଲୋକ ଘଟିଛି ।
ସିଡିଏସ୍ ବିପିନ ରାଓ୍ବତଙ୍କ ପରଲୋକରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ଗୃହ ମନ୍ତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ଏହି ହେଲିକପ୍ଟର ସବୁଠୁ ସୁରକ୍ଷିତ ହେଲିକପ୍ଟର ମଧ୍ୟରୁ ଅନ୍ୟତମ । ଏହି ହେଲିକପ୍ଟରକୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ବ୍ୟବହାର କରାଯାଇଥାଏ । କାରଣି ଏଥିରେ ଯାତ୍ରା କରିବା ଅନ୍ୟ ହେଲିକପ୍ଟର ଅପେକ୍ଷା ଅଧିକ ସୁରକ୍ଷିତ ।
ଦୁର୍ଘଟଣାଗ୍ରସ୍ତ Mi-17V5 ବାୟୁସେନାର ସବୁଠାରୁ ଅତ୍ୟାଧୁନିକ ଓ ସୁରକ୍ଷିତ ହେଲିକପ୍ଟର ମଧ୍ୟରୁ ଅନ୍ୟତମ ।୨୦୧୨ ମସିହା ଫେବୃଆରୀ ୧୭ ପରଠାରୁ ଏହା ବାୟୁସେନାରେ ସେବା ଯୋଗାଇ ଆସୁଛି ।
ପରେ ସେଠାରୁ ସିଧା ସଳଖ ସଂସଦ ଆଭିମୁଖେ ବାହାରିଲେ ରାଜନାଥ ସିଂହ । ତେବେ ସିଡିଏସ୍ଙ୍କ ହେଲିକପ୍ଟର ଦୁର୍ଘଟଣା ନେଇ ଅନେକ ବଡ଼ ବଡ଼ ନେତା ଦୁଃଖ ପ୍ରକାଶ କରିଛନ୍ତି ।
କେମିତି ହେଲା ବିସ୍ଫୋରଣ ? କଣ ହେଲିକପ୍ଟରରେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଏହାକୁ ଯାଞ୍ଚ କରାଯାଇନଥିଲା କି ? ନା ଏହି ଦୁର୍ଘଟଣା ପଛରେ ଅନ୍ୟ କିଛି କାରଣ ଅଛି ?
ବାୟୁସେନାର MI-17 V 5 ହେଲିକପ୍ଟରରେ ସିଡିଏସ୍ ବିପିନ ରାଓ୍ୱତ, ତାଙ୍କ ପତ୍ନୀ ଓ ଷ୍ଟାଫ୍ ମେମ୍ବରଙ୍କୁ ମିଶାଇ ୧୪ ଜଣ ଥିବା ସୂଚନା ମିଳିଛି।
ସିଡିଏସ୍ ବିପିନ୍ ରାଓ୍ୱତ୍ଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ସିଡିଏସ୍ ବିପିନ ରାୱତ୍ଙ୍କୁ ହସ୍ପିଟାଲ ନିଆଯାଇଛି। ତାଙ୍କୁ ୱେଲିଂଟନ୍ ଏୟାରବେସ୍ ହସ୍ପିଟାଲ ନିଆଯାଇଥିବା ସୂଚନା ମିଳିଛି।
ସିଡିଏସ୍ ବିପିନ ରାୱତ, ତାଙ୍କ ପତ୍ନୀ ଏବଂ ଅନ୍ୟ ଅଧିକାରୀଙ୍କୁ ନେଇ ଯାଉଥିବା ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ପ୍ରାଥମିକ ସୂଚନା ଅନୁସାରେ ଏପର୍ଯ୍ୟନ୍ତ ଦୁର୍ଘଟଣାସ୍ଥଳରୁ ୪ ମୃତଦେହ ଉଦ୍ଧାର କରିବା ସହ ତିନି ଜଣଙ୍କୁ ଉଦ୍ଧାର କରାଯାଇଛି ।
ନୂଆପଡା ଜିଲ୍ଲାର ରଜନା ପଂଚାୟତର ବେଲଗାଁ କରୁଆଁପଡା ଏକ ଛୋଟ ଗାଁ । ଗାଁର ଜନସଂଖ୍ୟା ପ୍ରାୟ ୪୫୦ । ଏବେ ଲୋକଙ୍କ ପାଇଁ କାଳ ହୋଇଛି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ । ବର୍ଷା ଦିନ ଗାଁକୁ ଡ୍ୟାମର ପାଣି ମାଡି ଆସେ । ଘର ଦ୍ୱାର ଭାଙ୍ଗି ଦିଏ । ଘରକୁ ସାପ ବେଙ୍ଗ ଆଦି ପଶି ଆସନ୍ତି । ଗାଁ ପୂରା ସନ୍ତସନ୍ତିଆ ।
ତାମିଲନାଡୁ କୁନ୍ନୁରରେ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରରେ ସେନା ମୁଖ୍ୟ ବିପିନ ରାୱତ ଥିଲେ ବୋଲି ସୂଚନା ମିଳିଛି।
ବିଶ୍ୱର ଅଧିକାଂଶ ଦେଶରେ ୫ ଦିନିଆ ସାପ୍ତାହିକ କାର୍ଯ୍ୟଦିବସ ରହିଛି । କିନ୍ତୁ କର୍ମଚାରୀଙ୍କୁ ଅଢ଼େଇ ଦିନ ଛୁଟି ଦେବାରେ ୟୁଏଇ ବିଶ୍ୱର ପ୍ରଥମ ଦେଶ ପାଲଟିଛି ।
କୌଣସି ଅପରାଧ ନକରି ତାଙ୍କୁ ଜେଲ୍ ଯିବାକୁ ପଡ଼ିଥିଲା। ଏଭଳି ସ୍ଥିତିରେ ଭାଗ୍ୟକୁ ଦୋଷ ଦେବା ଛଡ଼ା ତାଙ୍କ ପାଖରେ କୌଣସି ଉପାୟ ନଥିଲା। ପୋଲିସ୍ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୩ ଦିନରେ ୫ ଥର ଗିରଫ କରିଥିଲେ