ଭୁବନେଶ୍ୱର: ରାଜ୍ୟରେ ଓବିସି କମିଶନ୍ ନିଯୁକ୍ତି ଦାବି ନେଇ ଓବିସି ବିଜେପି ମୋର୍ଚ୍ଚା ରାଜ୍ୟପାଳଙ୍କ ନିକଟରେ ଫେରାଦ ହୋଇଛି। ଓବିସି ଛାତ୍ରଛାତ୍ରୀଙ୍କ ପାଇଁ ପ୍ରୋତ୍ସାହନ ରାଶୀ, ଚାକିରୀରେ ୨୭ ପ୍ରତିଶତ ସଂରକ୍ଷଣ ଭଳି ୫ଟି ଦାବି ନେଇ ରାଜ୍ୟପାଳଙ୍କୁ ସାକ୍ଷାତ କରିଛି ବିଜେପି ମୋର୍ଚ୍ଚା। ସଭାପତି କୃଷ୍ଣଚନ୍ଦ୍ର ପାତ୍ରଙ୍କ ନେତୃତ୍ୱାଧୀନ ୫ ଜଣିଆ ସଦସ୍ୟ ରାଜ୍ୟପାଳଙ୍କୁ ଭେଟି ଦାବି ଜଣାଇଛନ୍ତି।
ଭୁବନେଶ୍ୱର: କଥାରେ ଅଛି ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଚୀନ୍ର ଚଙ୍ଗ୍ଚିନ୍ ସହରରେ। ଏକ ଆପାର୍ଟମେଣ୍ଟର ଛଅ ମହଲା ଉପରୁ ଖସିପଡ଼ିଲା ୩ ବର୍ଷର ଶିଶୁ। କିନ୍ତୁ ତଳେ ଥିବା ଲୋକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଶିଶୁଟିକୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କେମିତି ହେଲା ଏସ ଚତତ୍କାର୍ ଆସନ୍ତୁ ଜାଣିବା ବାଲ୍କୋନିର ଏକ ରେଲିଂକୁ ଧରି ଶିଶୁଟି ଝୁଲୁଥିବା ଦେଖିବା ପରେ ତଳେ ଥିବା ଆପାର୍ଟମେଣ୍ଟ […]
ନୂଆଦିଲ୍ଲୀ: ଲୋକପ୍ରିୟ ସାମ୍ୱାଦିକ ରବୀଶ କୁମାରଙ୍କୁ ମିଳିବ ‘ରେମନ ମ୍ୟାଗସେସେ ଆଓ୍ୱାର୍ଡ୍’। ୨୦୧୯ ବର୍ଷ ପାଇଁ ଏହି ସମ୍ମାନରେ ସମ୍ମାନିତ ହେବେ ଏନଡିଟିଭି ଇଣ୍ଡିଆର ମ୍ୟାନେଜିଂ ଏଡିଟର। ହିନ୍ଦୀ ସାମ୍ୱାଦିକତା କ୍ଷେତ୍ରରେ ତାଙ୍କର ପ୍ରଭାବୀ ଯୋଗଦାନ ପାଇଁ ତାଙ୍କୁ ଚୟନ କରାଯାଇଛି। ଏହି ସମ୍ମାନ ଜଣେ ସାମ୍ୱାଦିକଙ୍କ ପାଇଁ ବଡ଼ କାରଣ ‘ ରେମନ ମ୍ୟାଗସେସେ’ ଆୱାର୍ଡକୁ ଏସିଆର ନୋବେଲ ପୁରସ୍କାର ବୋଲି କୁହାଯାଏ। ଏହି ପୁରସ୍କାର ଫିଲିପାଇନ୍ସର ପୂର୍ବତନ ରାଷ୍ଟ୍ରପତି ରେମନ ମାଗସେସେଙ୍କ ନାମରେ ନାମିତ […]