ସିଓଲ: ଉତ୍ତର କୋରିଆର ଶାସକ କିମ୍ ଜଙ୍ଗ ଉନଙ୍କୁ ନେଇ ଅନେକ ଦ୍ୱନ୍ଦ୍ୱ ଦେଖା ଦେଇଛି। ଭିନ୍ନ ଭିନ୍ନ ମିଡିଆରେ ବିଭିନ୍ନ କଥା ଶୁଣିବାକୁ ମିଳୁଛି। ଚାଇନାର ଏକ ଗଣମାଧ୍ୟମରେ କିମ୍ ଜୋଙ୍ଗଙ୍କ ମୃତ୍ୟୁ ଖବର ପ୍ରକାଶ ପାଇଥିଲା। ଅନ୍ୟପକ୍ଷେ କିମ୍ ଜୋଙ୍ଗଙ୍କ ସ୍ୱାସ୍ଥ୍ୟାବସ୍ଥା ପରୀକ୍ଷା ପାଇଁ ଚୀନ ଡାକ୍ତରୀ ଟିମ୍ ପଠାଉଥିବା ଖବର ମଧ୍ୟ ଶୁଣିବାକୁ ମିଳିଛି। ତେବେ କିମ୍ ଜୋଙ୍ଗଙ୍କ ସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ତ ଖବରକୁ ଦକ୍ଷିଣ କୋରିଆ ଖଣ୍ଡନ କରି ଆସୁଛି। ଦକ୍ଷିଣ […]
ନୂଆଦିଲ୍ଲୀ: ମ୍ୟୁଚୁଆଲ୍ ଫଣ୍ଡ୍ ଜରିଆରେ ଶେଆର୍ ବଜାରରେ ନିବେଶ କରୁଥିବା ନିବେଶକଙ୍କ ପାଇଁ ଆଶ୍ୱସ୍ତିର ଖବର। ମ୍ୟୁଚୁଆଲ୍ ଫଣ୍ଡ୍ ଗୁଡିକ ଲାଗି ସ୍ୱତନ୍ତ୍ର ୫୦ ହଜାର କୋଟି ଟଙ୍କାର ସ୍ପେଶାଲ ଲିକ୍ୟୁଡିଟି ଫାସିଲିଟି ଘୋଷଣା କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) ମ୍ୟୁଚୁଆଲ୍ ଫଣ୍ଡ୍ କମ୍ପାନୀ ଗୁଡିକ ମଧ୍ୟରେ ନଗଦ ନେଣଦେଣ ବ୍ୟବସ୍ଥାକୁ ସଚଳ କରିବାକୁ RBI ଏହି ସହାୟତା ପ୍ରଦାନ କରିଛି। କରୋନା ଯୋଗୁ ଦେଶରେ ଶେଆର ମାର୍କେଟ୍ ପ୍ରଭାବିତ ହୋଇଛି। ଏହି ସମୟରେ ମ୍ୟୁଚୁଆଲ୍ […]
ଶ୍ରୀନଗର: କାଶ୍ମୀର ଘାଟିରେ ସକ୍ରିୟ ଥିବା ଦୁଇ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା ଏବଂ ହିଜବୁଲ ମୁଜାହିଦ୍ଦିନ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଲସ୍କର ଏକ ନୂଆ ସଂଗଠନ ‘ଦ ରେଜିଷ୍ଟାନ୍ସ ଫ୍ରଣ୍ଟ ‘ (ଟିଆରଏଫ) ଗଠନ କରିଛି। ମିଳିଥିବା ସୂଚନା ଅନୁସାରେ, ହିଜବୁଲ୍ ମୁଜାହିଦ୍ଦିନର ଟପ୍ କମାଣ୍ଡର ଅବାସ୍ ଶେଖ୍ ହିଜବୁଲର ହାତ ଛାଡି ଟିଆରଏଫର ହାତ ଧରିଛି। ଏହି କାରଣରୁ ଟିଆରଏଫ ଏବଂ ଲସ୍କର ଉଭୟ ହିଜବୁଲର ଟାର୍ଗେଟରେ ଅଛନ୍ତି। ଏ ସଂକ୍ରାନ୍ତରେ ‘Tehreek e Pupils Party’ […]
ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୧୭୭ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୮୨୬ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୯୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଦବେଗଜନକ ସ୍ଥିତିରେ ଥିବା ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାରରୁ ଅଧିକରେ ପହଞ୍ଚିଛି। ସେହିପରି ଗୁଜରାଟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାରରୁ ଅଧିକ […]
କୋଲାର: ସାରା ଦେଶବାସୀ ଏବେ କରୋନା ବିରୋଧରେ ଲଢେଇ କରୁଛନ୍ତି। ସାଧାରଣ ଲୋକଙ୍କଠୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ସହାୟତାର ହାତ ବଢାଉଛନ୍ତି। ଏହି ସମୟରେ କର୍ଣ୍ଣାଟକର କୋଲାରରେ ରହୁଥିବା ଦୁଇ ଭାଇଙ୍କ ସହାୟତାକୁ ନେଇ ଏବେ ଚର୍ଚ୍ଚା। ଜମି ବିକ୍ରି କରି ଏହି ଦୁଇ ଭାଇ ଗରିବଙ୍କ ସହାୟତା କରିଛନ୍ତି। ସୂଚନା ଅନୁସାରେ, ଏହି ଦୁଇ ଭାଇ ସେମାନଙ୍କର ୨୫ ଲକ୍ଷ ଟଙ୍କାର ଜମି ବିକ୍ରି କରି ଗରିବ ଓ ଅନାହାରରେ ଥିବା ଲୋକଙ୍କୁ […]
ନୂଆଦିଲ୍ଲୀ: ୫୦ ହଜାର ନୁହେଁ କି ୬୦ ହଜାର ନୁହେଁ ଆଗାମୀ ଦିନରେ, ୧୦ ଗ୍ରାମ ସୁନା କିଣିବା ପାଇଁ ହେଲେ ଆପଣଙ୍କୁ ୮୦,୦୦୦ ଟଙ୍କାରୁ ଅଧିକ ଦେବାକୁ ପଡିପାରେ। ଏଭଳି କିଛି ଆକଳନ କରିଛନ୍ତି Bank of America Securities (BofA Sec)ର ବିଶ୍ଳେଷକ। ଆକଳନ ଅନୁଯାୟୀ, ୨୦୨୧ ଶେଷ ସୁଦ୍ଧା ଅନ୍ତର୍ଜାତୀୟ ବଜାରରେ ସୁନା ଦର ପ୍ରତି ounce (Oz)କୁ $୩,୦୦୦ରେ ପହଞ୍ଚିପାରେ। ଭାରତୀୟ ମୁଦ୍ରାରେ ପ୍ରତି ୧୦ ଗ୍ରାମକୁ ଏହା ୮୨, ୦୦୦ […]
ନୂଆଦିଲ୍ଲୀ: ମୁମ୍ବାଇରେ ବର ଓ ବରେଲୀରେ କନ୍ୟା, ରାୟପୁରରେ ଅନଲାଇନରେ ବିବାହ କରାଇଲେ ପଣ୍ଡିତ। ଲକଡାଉନ ବେଳେ ଏଭଳି କିଛି ବିବାହକୁ ନେଇ ଏବେ ଚର୍ଚ୍ଚା। ସାରାଦେଶରେ ଏବେ ଲକଡାଉନ ଜାରି ରହିଛି। ଏହି ସମୟରେ ମୁମ୍ବାଇରେ ବର ଓ ଉତ୍ତରପ୍ରଦେଶର ବରେଲୀରେ ଫସି ରହିଥିବା କନ୍ୟାଙ୍କ ବିବାହ ଛତିଶଗଡ ରାୟପୁରର ଜଣେ ପଣ୍ଡିତ କରାଇଛନ୍ତି। ବିବାହର ମେହେନ୍ଦି, ହଳଦୀ ସମେତ ଅନ୍ୟ କାର୍ଯ୍ୟକ୍ରମ ସବୁ ଅନଲାଇନରେ ନିଆରା ଅନ୍ଦାଜରେ ହୋଇଥିଲା। ବିବାହ ମଣ୍ଡପ ସାଜସଜ୍ଜା ହୋଇଥିଲା, […]
ନୂଆଦିଲ୍ଲୀ: ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ, ଏୟାର ଇଣ୍ଡିଆ, ରାଜ୍ୟ ସରକାର ଏବଂ ବିଦେଶରେ ଥିବା ଭାରତୀୟ ମିଶନଙ୍କ ସହାୟତାରେ ବିଦେଶରେ ଫସିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ବିଦେଶ ମନ୍ତ୍ରାଳୟ ଯୋଜନା କରୁଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଲକଡାଉନ କଟକଣା ଉଠିବା ପରେ ବିଦେଶରେ ଫସି ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ସରକାର ଯୋଜନା କରୁଛନ୍ତି। ସ୍ୱତନ୍ତ୍ର ବିମାନ ଯୋଗେ କିମ୍ବା ରେଗୁଲାର ବିମାନ ଗୋଟିଏ ରାଜ୍ୟରୁ ଅନ୍ୟ ଏକ […]
ୱାଶିଂଟନ/ସିଓଲ: ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ ଉନ୍ଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଅନ୍ତର୍ଜାତୀୟ ଗଣମାଧ୍ୟମରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଅନେକ ଖବର ସାମ୍ନାକୁ ଆସୁଛି। କେତେକ ରିପୋର୍ଟରେ କୁହାଯାଉଛି, ତାଙ୍କର ବ୍ରେନ ଡେଡ ହୋଇଯାଇଛି ତ ଆଉ କିଛି ରିପୋର୍ଟରେ କୁହାଯାଉଛି, ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗମ୍ଭୀର ଅଛି। ଆହୁରି ମଧ୍ୟ ଶୁଣିବାକୁ ମିଳୁଛି ଯେ, ତାଙ୍କର ମୃତ୍ୟୁ ଘଟିଛି। କିନ୍ତୁ ପ୍ରକୃତ ଘଟଣା କ’ଣ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏସବୁ ଭିତରେ […]
ନୂଆଦିଲ୍ଲୀ: କରୋନା ସଂକ୍ରମଣ ରୋକିବା ପାଇଁ ଅନେକ ଦେଶରେ ଲକ୍ଡାଉନ୍ ଘୋଷଣା ହୋଇଛି। ଏହି କାରଣରୁ ବିଭିନ୍ନ ଦେଶରେ ପ୍ରଦୂଷଣ ମାତ୍ରା ହ୍ରାସ ପାଇବା ସହ ନଦୀର ପାଣି ଆହୁରି ସ୍ୱଚ୍ଛ ହୋଇଯାଛି। ଜନଗହଳିପୂର୍ଣ୍ଣ ସ୍ଥାନ ଏବେ ଶୂନ୍ଶାନ୍ ହୋଇଯାଇଛି। ଏସବୁ ଭିତରେ ଏକ ସମୁଦ୍ର ବେଳାଭୂମିରେ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ସମୁଦ୍ର ଲହଡିରୁ ନୀଳ ରଙ୍ଗର ଆଲୋକ ବାହାରିଥିବା ଦେଖିବାକୁ ମିଳିଛି। ଆମେରିକା ମେକ୍ସିକୋର Acapulco ସମୁଦ୍ର ବେଳାଭୂମିରେ ଦେଖିବାକୁ ମିଳିଥିଲା ଏପରି ନିଆରା […]
ନୂଆଦିଲ୍ଲୀ: କରୋନା ଲକ୍ଡାଉନ୍ ବେଳେ ଦୋକାନ ଖୋଲିବା ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ମାତ୍ର ଏଥିରେ ଦ୍ୱନ୍ଦ୍ୱ ଉପୁଜିବାରୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଳାୟ ପକ୍ଷରୁ ଆଜି ଟ୍ୱିଟ୍ କରାଯାଇ ସ୍ପଷ୍ଟୀକରଣ ଦିଆଯାଇଛି। ସ୍ପଷ୍ଟୀକରଣ ଅନୁସାରେ, ଗ୍ରାମାଞ୍ଚଳରେ ଥିବା ସମସ୍ତ ଦୋକାନ ଖୋଲା ରହିବ। ସେହିପରି ସହରାଞ୍ଚଳରେ ଥିବା ସମସ୍ତ ଗୋଟିକିଆ ଦୋକାନ ତଥା ଆବାସିକ ଅଞ୍ଚଳ ବା କଲୋନୀ ପାଖରେ ଥିବା ଦୋକାନ ଖୋଲା ହୋଇପାରିବ। ତେବେ ସହରାଞ୍ଚଳରେ କୌଣସି ମାର୍କେଟ […]
ନୂଆଦିଲ୍ଲୀ: ଆଜିଠୁ ସାରା ଦେଶରେ ଖୋଲିଲା ବିଭିନ୍ନ ଦୋକାନ। ଦୋକାନ ଗୁଡ଼ିକ ଖୋଲିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛି। ରେସିଡେନସିଆଲ ଓ ମାର୍କେଟ କମ୍ପ୍ଲେକ୍ସ ମଧ୍ୟରେ ଥିବା ଦୋକାନ ଗୁଡ଼ିକୁ ଖୋଲିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ଅନୁମତି ପ୍ରଦାନ କରାଯାଇଛି। ନିର୍ଦ୍ଦେଶାନୁସାରେ, ରେସିଡେନସିଆଲ, କମ୍ପ୍ଲେକ୍ସ ମଧ୍ୟରେ ଥିବା ଦୋକାନ ଗୁଡିକ ଖୋଲିବାକୁ ଏହି ଅନୁମତି ଦିଆଯାଇଛି। ତେବେ ହଟସ୍ପଟ୍ ଜୋନ୍ରେ ଆସୁଥିବା ଅଞ୍ଚଳରେ ଏହି ଦୋକାନ ଗୁଡିକ ଓ ଶପିଂ […]
ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ସହିତ ଲଢେଇ କରୁଥିବା ଲୋକଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ପରୀକ୍ଷାମୂଳକ ଭାବେ କରୋନା ଆକ୍ରାନ୍ତଙ୍କ ଶରୀରରେ ପ୍ରୟୋଗ କରାଯାଇଥିବା ପ୍ଲାଜ୍ମା ଥେରାପି ସଫଳ ହେଉଥିବା ଜଣାପଡ଼ିଛି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୂଚନା ଦେଇଛନ୍ତି। ସେ କହିଛନ୍ତି, “ଚାରି ଜଣ କରୋନା ଆକ୍ରାନ୍ତଙ୍କ ଶରୀରରେ ପ୍ଲାଜମା ଥେରାପି କରାଯାଇଥିଲା ଓ ଏହା ସଫଳ ହେଉଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ଦୁଇଜଣ ଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ଜଣାପଡିଛି “। […]
ନୂଆଦିଲ୍ଲୀ: ସାରା ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପିଥିବା କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ପରୀକ୍ଷଣ ହୋଇଥିବା ଆଣ୍ଟି-ଭାଇରାଲ୍ ଔଷଧ ରେମଡେସିଭିରକୁ ନେଇ ଡାକ୍ତରଙ୍କ ଆଶାର କିରଣ ମଉଳି ଯାଇଥିବା କୁହାଯାଉଛି। ସୂଚନା ଅନୁସାରେ, କ୍ଲିନିକାଲ୍ ଟେଷ୍ଟରେ ରେମଡେସିଭିର ବିଫଳ ହୋଇଛି। ଏହି ଔଷଧର ପରୀକ୍ଷଣ ଚୀନ ନିଜ ଦେଶର କରୋନା ଆକ୍ରାନ୍ତଙ୍କ ଶରୀରରେ କରିଥିଲା । WHO ପକ୍ଷରୁ ଏହାର ୱେବସାଇଟ୍ରେ ସୂଚନା ଦିଆଯାଇଥିଲା ଯେ, କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ୨୩୭ ଜଣ […]
ୱାଶିଂଟନ: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବର୍ତ୍ତମାନ ଏହାକୁ ରୋକିବା ପାଇଁ କୌଣସି ଔଷଧ ବାହାରି ପାରିନାହିଁ। ଦିନରାତି ଏକାଠି କରି ବୈଜ୍ଞାନିକମାନେ ସେମାନଙ୍କର ରିସର୍ଚ୍ଚ ଜାରି ରଖିଛନ୍ତି। ଏପରିକି ଅନେକ ଦେଶ ମଧ୍ୟ ଦାବି କରୁଛନ୍ତି ଯେ, କରୋନା ଭାଇରସ ଭାକ୍ସିନ(ଟିକା) ସେମାନଙ୍କ ଦେଶରେ ତିଆରି ଚାଲିଛି। ଏସବୁ ଭିତରେ ଆମେରିକା ବୈଜ୍ଞାନିକମାନେ ପରୀକ୍ଷା କରି ଜାଣିବାକୁ ପାଇଛନ୍ତି […]
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ ଉନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ମତ ରଖିଛନ୍ତି। କିଛି ଦିନ ହେଲା କିମଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନ ଥିବା ଖବର ପ୍ରକାଶ ପାଇବାରେ ଲାଗିଛି। ତାଙ୍କର ବ୍ରେନ ଡେଡ ହୋଇଯାଇଥିବା କୁହାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଅନେକ ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା। ଏପରିକି ତାଙ୍କ ପରେ ଉତ୍ତର କୋରିଆର ପରବର୍ତ୍ତୀ ଶାସକ କିଏ ହେବ ତାକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଥିଲା। […]
ମୁମ୍ବାଇ: ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ମହାରାଷ୍ଟ୍ରର ହାଉସିଂ ମନ୍ତ୍ରୀ ଜିତେନ୍ଦ୍ର ଆୱାଡ। ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରିବା ପାଇଁ ଥାନେର ଏକ ଘରୋଇ ହସ୍ପିଟାଲରେ ୫୪ ବର୍ଷୀୟ ଜିତେନ୍ଦ୍ର ଭର୍ତ୍ତି ହୋଇଥିଲେ। ଏହି ସମୟରେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ହୋଇଥିଲା। ଯେଉଁଥିରେ ରିପୋର୍ଟ କରୋନା ପଜିଟିଭ ଆସିଛି। ଏହାପୂର୍ବରୁ ତାଙ୍କ ପାଖରେ କାମ କରୁଥିବା ସୁରକ୍ଷାକର୍ମୀ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ଜିତେନ୍ଦ୍ର ଓ ତାଙ୍କ ପରିବାରର ୧୫ ଜଣ ସଦସ୍ୟ ଏକ ସପ୍ତାହ […]
ନୂଆଦିଲ୍ଲୀ: କରୋନା ଲକଡାଉନ ବେଳେ ଘରେ ବସି ବୋର୍ ହେଉଥିବା ଦର୍ଶକଙ୍କ ପାଇଁ ଡିଡି ନ୍ୟାଶନାଲ ଚାନେଲରେ ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପୁନଃ ପ୍ରସାରିତ ହୋଇଥିଲା। ଏପ୍ରିଲ ୧୮ରେ ଏହି ଶୋ’ ସମାପ୍ତ ହୋଇଥିଲା। ଏବେ ଉତ୍ତର ରାମାୟଣ ପୁନଃ ପ୍ରସାରିତ ହେଉଛି। ଦୀର୍ଘ ବର୍ଷ ପରେ ଟିଭି ପରଦାରେ ମେଗା ଧାରାବାହିକ ‘ରାମାୟଣ’କୁ ଲୋକେ ବେଶ୍ ଉପଭୋଗ କରିଥିଲେ। ଏହାସହ ଟିଆରପି ମଧ୍ୟ ବେଶ୍ ଭଲ ଥିଲା। ତେବେ ଦୂରଦର୍ଶନରେ ଆଉ ଏକ ପୌରାଣିକ ଧାରାବାହିକ […]
ଶ୍ରୀନଗର: ମାରାତ୍ମକ କରୋନା ଭାଇରସ ସାରା ବିଶ୍ୱରେ କାୟା ମେଲାଇ ମୁଣ୍ଡ ପରେ ମୁଣ୍ଡ ନେଉଥିବା ବେଳେ ପାକିସ୍ତାନ ଚିରାଚରିତ ଢଙ୍ଗରେ ଭାରତ ବିରୋଧରେ ଷଡ଼ଯନ୍ତ୍ର ରଚିବାରେ ଲାଗିଛି। ସବୁବେଳେ ଆତଙ୍କୀ ପଠାଇ ଭାରତକୁ ରକ୍ତରଞ୍ଜିତ କରୁଥିବା ପାକିସ୍ତାନ ଏଥର ରଚିବାକୁ ଯାଉଛି ନୂଆ ପ୍ରକାର କୁତ୍ସିତ ଷଡ଼ଯନ୍ତ୍ର। ଏଭଳି କିଛି ପାକିସ୍ତାନର କୁତ୍ସିତ ଷଡ଼ଯନ୍ତ୍ର ଏବେ ପଦାକୁ ଆସିଛି। ପାକ୍ ଏବେ କରୋନା ଆକ୍ରାନ୍ତଙ୍କୁ ସୀମା ପାର୍ କରିବା ପାଇଁ ପ୍ରୟାସ କରୁଛି ବୋଲି ଜମ୍ମୁ-କଶ୍ମୀର ପୁଲିସ […]
ନୂଆଦିଲ୍ଲୀ: ନିକଟରେ OnePlus ଏହାର ଲାଟେଷ୍ଟ OnePlus 8 ସିରିଜ ଭାରତୀୟ ମାର୍କେଟରେ ଲଞ୍ଚ କରିଛି। OnePlus 8 ଓ OnePlus 8 Pro ହେଉଛି, ଯଥାକ୍ରମେ OnePlus 7T ଓ OnePlus 7T Proର higher ଭର୍ସନ। OnePlus ଭାରତରେ ଏହାର ନୂଆ ସ୍ମାର୍ଟ ଫୋନ ଲଞ୍ଚ କରିବା ସହ OnePlus 7T Proର ଦାମ କମ କରିଛି। ପୂର୍ବରୁ ଏହି ଫୋନର ଦାମ ୫୩,୯୯୯ ଟଙ୍କା ଥିଲା। ଏବେ ଏହା ୪୭,୯୯୯ ଟଙ୍କା ହୋଇଛି। […]
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିବ ନାହିଁ ବର୍ଦ୍ଧିତ ମହଙ୍ଗା ଭତ୍ତା(DA)। ସେହିପରି କେନ୍ଦ୍ର ସରକାରଙ୍କ ପେନ୍ସନ୍ଧାରୀଙ୍କୁ ମଧ୍ୟ ବର୍ଦ୍ଧିତ ଡିୟରନେସ୍ ରିଲିଫ୍ ବା DR ମଧ୍ୟ ମିଳିବ ନାହିଁ। ଏନେଇ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ମହାମାରୀ କରୋନା ଯୋଗୁ ଦେଶର ଅର୍ଥନୀତି ବିଗୁଡି ଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଗତ ମାର୍ଚ୍ଚ ମାସରେ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଧାରୀଙ୍କ DA ଓ DR ସରକାର […]
ନୂଆଦିଲ୍ଲୀ: ସାରାଦେଶ ଏବେ କରୋନା ବିରୋଧରେ ଲଢେଇ କରୁଛନ୍ତି। ସାଧାରଣ ଜନତାଙ୍କଠୁ ଆରମ୍ଭ କରି ରାଜନେତା, ସେଲିବ୍ରିଟି ସମସ୍ତେ ଏହି ଲଢେଇରେ ସାମିଲ ହୋଇଛନ୍ତି। ଏସବୁ ଭିତରେ ଭାରତୀୟ ରେଳ ବିଭାଗ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି। ଦେଶରେ ଥିବା ରେଲୱେ କିଚେନ ଗୁଡିକରୁ ପ୍ରତ୍ୟେକ ଦିନ ୨.୬ ଲକ୍ଷ ମିଲ୍ସ ସପ୍ଲାଏ କରିବା ପାଇଁ ରେଳ ମନ୍ତ୍ରାଳୟ ଅଫର ପ୍ରଦାନ କରିଛି। ପ୍ରତି ମିଲ୍ସ ଦାମ ମାତ୍ର ୧୫ ଟଙ୍କା ରହିଛି। ଏହି […]
ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପତ୍ନୀ ସବିତା କୋବିନ୍ଦ କରୋନା ଲଢ଼େଇରେ ନିଜକୁ ସମର୍ପିତ କରିଛନ୍ତି। ଦେଶର ପ୍ରଥମ ମହିଳା ହୋଇଥିଲେ ହେଁ ସବିତା କୋବିନ୍ଦ, କରୋନା କବଳରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସିଲେଇ ମେସିନ୍ ସାହାଯ୍ୟରେ ମାସ୍କ ତିଆରି କରିଛନ୍ତି। ରାଷ୍ଟ୍ରପତି ଇଷ୍ଟେଟର ଶକ୍ତି ହାଟରେ ସବିତା କୋବିନ୍ଦ ମାସ୍କ ସିଲେଇ କରୁଥିବା ଦେଖିବାକୁ ମିଳିଛି। ଦିଲ୍ଲୀ ଅର୍ବାନ ଶେଲଟର ଉନ୍ନତିକରଣ ବୋର୍ଡ ପକ୍ଷରୁ ଗଠନ ହୋଇଥିବା ବିଭିନ୍ନ ଶେଲଟର ହୋମରେ ରହୁଥିବା ଲୋକଙ୍କୁ […]
ୱାଶିଂଟନ୍: ମହାମାରୀ କରୋନା ଭାଇରସ ଏବେ ପଶୁପକ୍ଷୀଙ୍କୁ ଆକ୍ରାନ୍ତ କରିବା ଆରମ୍ଭ କରିଛି। ପୂର୍ବରୁ କୁକୁର ଓ ବାଘ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ଖବର ସାମ୍ନାକୁ ଆସିଥିବାବେଳେ ଏବେ ପ୍ରଥମଥର ପାଇଁ ଦୁଇଟି ପୋଷା ବିଲେଇ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ବିଲେଇ ଦ୍ୱୟ ଶରୀରରେ କରୋନା ଭୂତାଣୁ ଥିବା ଜଣାପଡ଼ିଛି। କରୋନାରେ ଆକ୍ରାନ୍ତ ହେବା ପରେ ବିଲେଇ ଦ୍ୱୟ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ହେଲେ ମଣିଷ ତୁଳନାରେ ସେମାନଙ୍କ ଶରୀରରେ କରୋନା […]
ମୁମ୍ବାଇ: ପୁଣି ଜଣେ ସାମ୍ବାଦିକଙ୍କ ଉପରକୁ ଆକ୍ରମଣ। ରିପବ୍ଲିକ ମିଡିଆ ନେଟୱର୍କର Editor-in-Chief ଅର୍ଣ୍ଣବ ଗୋସ୍ୱାମୀଙ୍କ ଉପରକୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା କରିଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ଅର୍ଣ୍ଣବ ଓ ତାଙ୍କ ପତ୍ନୀ କାରରେ ଷ୍ଟୁଡିଓରୁ ଘରକୁ ଫେରୁଥିବାବେଳେ କିଛି ଦୁର୍ବୃତ୍ତ ସେମାନଙ୍କ ଉପରକୁ ଆକ୍ରମଣ କରିଥିଲେ। ସେମାନେ ଅର୍ଣ୍ଣବଙ୍କୁ ଗାଳିଗୁଲଜ କରିବା ସହ ଗାଡ଼ି କାଚକୁ ଭାଙ୍ଗିବା ପାଇଁ ଚେଷ୍ଟା କରିଥିଲେ । ପରେ ଅର୍ଣ୍ଣବଙ୍କ ସୁରକ୍ଷା କର୍ମୀ ସେମାନଙ୍କୁ କାବୁ […]