ଆପଣ ଯଦି GAILରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଥାନ୍ତି ସୁଯୋଗ ଆପଣଙ୍କ ପାଇଁ। ଏନେଇ GAIL ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ବିଜ୍ଞପ୍ତି ଅନୁସାରେ ଅଣ-କାର୍ଯ୍ୟନିର୍ବାହୀ ପଦବୀ ପୂରଣ ହେବ। ଆପଣ ଯଦି ଏନେଇ ଇଛୁକ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ଏହି ଖବରଟି ପଢନ୍ତୁ।
ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଭାରତରେ ରହିବା ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି ମହମ୍ମଦ ୟୁନୁସ । ଯାହାକୁ ନେଇ ଏବେ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି ।
ଇରାକର ଶିୟା ଦଳଗୁଡ଼ିକ ସଂସଦରେ ବ୍ୟକ୍ତିଗତ ଆଇନରେ ସଂଶୋଧନ ଆଣିବାକୁ ଦାବି କରୁଛନ୍ତି, ଯାହା ନଅ ବର୍ଷରୁ କମ୍ ପିଲାମାନଙ୍କୁ ବିବାହ କରିବାକୁ ଅନୁମତି ଦେବ ।
କଥା କଟାକଟି ହେଲେ ଜୟା ବଚ୍ଚନ ଓ ଉପରାଷ୍ଟ୍ରପତି । ରାଜ୍ୟସଭାରେ ସାଂସଦ ଜୟା ବଚ୍ଚନଙ୍କ ଉପରେ ତାତିଲେ ଉପରାଷ୍ଟ୍ରପତି ତଥା ଗୃହର ଅଧ୍ୟକ୍ଷ ଜଗଦୀପ ଧନକଡ ।
ପ୍ୟାରିସ ଅଲିମ୍ପିକ୍ସରେ ଏବେ ଚର୍ଚ୍ଚାରେ ଏହି ପାକିସ୍ତାନୀ ଆଥଲେଟ୍ । ୯୨.୯୭ ମିଟର ଜାଭେଲିନ୍ ଥ୍ରୋ କରି ସେ ଆଥଲେଟିକ୍ସରେ ପାକିସ୍ତାନ ପାଇଁ ପ୍ରଥମ ବ୍ୟକ୍ତିଗତ ସ୍ୱର୍ଣ୍ଣ ପଦକ ଜିତିବାର ରେକର୍ଡ କରିଛନ୍ତି ।
ଭିସା ବାତିଲକୁ ନେଇ ସଞ୍ଜୟ ଦତ୍ତ ପ୍ରତିକ୍ରିୟା ଦେଇଛନ୍ତି। ଭିସା ବାତିଲ୍ ହେବା ପରେ ତାଙ୍କୁ ଅଜୟ ଦେବଗନଙ୍କ ଆଗାମୀ ଫିଲ୍ମ 'ସନ୍ ଅଫ୍ ସର୍ଦ୍ଦାର ୨' ହରାଇବାକୁ ପଡିଛି ବୋଲି ଶୁଣାଯାଉଥିଲା। ଏହାକୁ ନେଇ ଏବେ ଯେଉଁ ନୂଆ ରିପୋର୍ଟ ସାମ୍ନାକୁ ଆସିଛି ତାହା ଖୁବ ଚକିତ କରିଦେବା ଭଳି।
ତିନୋଟି ସର୍ତ୍ତରେ ସିସୋଦିଆଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି ।
ପ୍ୟାରିସ୍ ଅଲିମ୍ପିକରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ଭିନେଶ ଫୋଗଟ କୁସ୍ତିରୁ ସନ୍ୟାସ ନେଇ ବଡ଼ ଘୋଷଣା କରିସାରିଛନ୍ତି।
ଅନ୍ତରୀଣ ସରକାରର ମୁଖିଆ ଭାବେ ଶପଥ ନେଲେ ୟୁନୁସ୍ । ହଟୁନି ଶେଖ୍ ହାସିନାଙ୍କ ଶରଣ ସସପେନ୍ସ ।
ଚତୁର୍ଥ ଭାରତୀୟ ଭାବେ ବ୍ୟକ୍ତିଗତ ଦୁଇଟି ଅଲିମ୍ପିକରେ ମେଡାଲ । ପାକିସ୍ତାନର ଅର୍ସଦ ନଦୀମ ଜିତିଲେ ସ୍ବର୍ଣ୍ଣପଦକ ।
ଆଣବିକ ଅସ୍ତ୍ରର ବିପଦ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ‘ନାଗାସାକି ଦିବସ’ ସାରା ବିଶ୍ୱରେ ପାଳନ କରାଯାଏ। ଏହା ହିରୋସିମା ନାଗାସାକି ଦିବସ ଭାବରେ ମଧ୍ୟ ଜଣାଶୁଣା।
ସ୍ପେନକୁ ୨-୧ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ମେଡାଲ ନିଜ ନାମରେ କରିଛି ଭାରତ ।
‘ଆଦି’ ଉତ୍ସବ ପାଇଁ ଏହି ହୋର୍ଡିଂ ଲଗାଯାଇଥିଲା । ତେବେ ଏହି ଉତ୍ସବରେ ତାମିଲନାଡୁର ବିଭିନ୍ନ ମନ୍ଦିରରେ ଦେବୀ ଅମ୍ମାନ (ପାର୍ବତୀ)ଙ୍କ ପୂଜା କରାଯାଇଥାଏ । କିନ୍ତୁ ଏହି ଉତ୍ସବରେ ଲଗାଯାଇଥିବା ପୋଷ୍ଟରରେ ମିୟା ଖଲିଫାଙ୍କ ଫଟୋ ଲାଗିଥିବାର ଦେଖିବାକୁ ମିଳିଥିଲା ।
ଭୂକମ୍ପ ପରେ ଜାପାନ ପାଣିପାଗ ବିଭାଗ(JMA) ପକ୍ଷରୁ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମୀ ସତର୍କ ସୂଚନା ଜାରି କରାଯାଇଛି ।
ଅଲିମ୍ପିକ୍ସରେ ଆଜି ଏକାଧିକ ପଦକ ଆଶାରେ ଭାରତ । ଗୋଲ୍ଡେନ ବୟ ନୀରଜ ଚୋପ୍ରା ଓ ପୁରୁଷ ହକି ଟିମ ପାଖରେ ରହିଛି ପଦକ ଜିତିବାର ସୁଯୋଗ ।
ଆଜି ହେବ ଶପଥଗ୍ରହଣ ଉତ୍ସବ । ବାଂଲାଦେଶରେ ନବଗଠିତ ଅନ୍ତରୀଣ ସରକାରର ନେତୃତ୍ବ ନେବେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ।
ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଲଗାତାର ନବମ ଥର ପାଇଁ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛନ୍ତି ରିଜର୍ଭ ବ୍ୟାଙ୍କ ।
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଦେହାନ୍ତ । ୨୦୦୦ରୁ ୨୦୧୧ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଥିଲେ ।
ମାଟି ଅତଡ଼ା ତଳୁ ଦୁଇଟି କୁନି ମାଙ୍କଡ଼ ଉଦ୍ଧାର ହୋଇଛନ୍ତି । ପାଖରେ ମା’ ନାହିଁ, ବଞ୍ଚିବାକୁ ସାହାରା ବି ନାହିଁ, ହେଲେ ଭଗବାନ ବଞ୍ଚାଇ ଦେଇଛନ୍ତି ।
ସ୍ୱାଧୀନତା ଦିବସରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 ।
ବାଇଓଲୋଜିକାଲ ସାଇନ୍ସ ପାଇଁ ପ୍ରଫେସର ଗୋବିନ୍ଦରାଜନ୍ ପଦ୍ମନାଭନଙ୍କୁ ମିଳିବ ବିଜ୍ଞାନ ରତ୍ନ । ବିଜ୍ଞାନ ଟିମ୍ ପୁରସ୍କାର ପାଇବେ ଇସ୍ରୋର ଚନ୍ଦ୍ରାୟନ-ଥ୍ରୀ ଟିମ୍ ସଦସ୍ୟ ।
କୁସ୍ତିକୁ ଅଲବିଦା କହିଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍ ପଡ଼ିବା ପରେ ସବୁଦିନ ପାଇଁ କୁସ୍ତି ଛାଡିଛନ୍ତି ଭିନେଶ୍। ସେ କୁସ୍ତିରୁ ସନ୍ନ୍ୟାସ ନେଇଥିବା ନିଜ ଏକ୍ସ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଏଥିସହ ଭାବ ବିହ୍ଵଳ ପୋଷ୍ଚ କରି ଲେଖିଛନ୍ତି, କୁସ୍ତି ମୋ ବିପକ୍ଷରେ ମ୍ୟାଚ୍ ଜିତିଗଲା, ମୁଁ ହାରିଗଲି।
ଚଳିତ ବର୍ଷଠାରୁ ପ୍ରତ୍ୟେକ ବର୍ଷ ପ୍ରଦାନ କରାଯିବ ଏହି ସମ୍ମାନଜନକ ‘ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର।
ଭିନେଶ ସାଧାରଣତଃ ଦିନକୁ ଦେଢ଼ କେଜି ଖାଦ୍ୟ ଖାଉଥିବା ବେଳେ, ତାହା ଦୈନିକ ଅଭ୍ୟାସ ପାଇଁ ଯଥେଷ୍ଟ ହୋଇଥାଏ। ସେ ୩ ବାଉଟ୍ ଖେଳିବାକୁ ଥିବାରୁ ଡିହାଇଡ୍ରେସନ ରୋକିବାକୁ ଅଳ୍ପ ପରିମାଣର ପାଣି ପିଇବାକୁ ଦିଆଯାଇଥିଲା।
ପୁନର୍ବିଚାର ପାଇଁ UWWରେ IOAର ଅପିଲ୍ । ସଂସଦରେ ବି ଉଠିଲା ଭିନେଶ ଅଯୋଗ୍ୟ ପ୍ରସଙ୍ଗ ।