ଘରେ ହେଉ ବା ମନ୍ଦିରରେ ଆମେ କର୍ପୂର ଜଳାଇ ଆଳତି କରିଥାଉ। ଏହାକୁ ଔଷଧ ଭାବେ ମଧ୍ୟ ବ୍ୟବହାର କରାଯାଇଥାଏ। ଏହା ଛଡ଼ା କର୍ପୂରର ଆଉ ଏକ ଉପକାରିତା ମଧ୍ୟ ରହିଛି। ବାସ୍ତୁଶାସ୍ତ୍ର ଅନୁସାରେ, କର୍ପୂର ଜଳାଇ ଆଳତି କରିବା ଦ୍ୱାରା ଘରୁ ନକାରାତ୍ମକ ଶକ୍ତି ଦୂର ହୋଇଥାଏ। ଏହା ଘରେ ସକରାତ୍ମକ ପ୍ରଭାବ ପକାଇଥାଏ। ତେବେ ଆସନ୍ତୁ ଜାଣିବା, ଘରେ କର୍ପୂର ଜଳାଇ ଆଳତି କରିବା ଦ୍ୱାରା କେଉଁ ସବୁ ଉପକାର ମିଳିଥାଏ। କର୍ପୂର ଜଳାଇ […]
ଆବଶ୍ୟକ ସାମଗ୍ରୀ: ମଇଦା, ଖାଇବା ସୋଡ଼ା, ଚିନି, ଦହି, ରିଫାଇନ୍ ତେଲ, ଅଲିଭ୍ ଅଏଲ୍, ପିଜ୍ଜା ସସ୍, କଟା ପିଆଜ, କଟା କ୍ୟାପ୍ସିକମ୍, କଟା ଜଲ୍ପେନୋ(ଏକ ପ୍ରକାରର ଲଙ୍କା), କପ୍ କଟା ବ୍ଲାକ୍ ଅଲିଭ୍, ମୋଜାରେଲା ଚିଜ୍, ଇଟାଲିୟାନ ମସଲା ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ମଇଦା, ଖାଇବା ସୋଡ଼ା, ଲୁଣ, ଚିନି ଓ ଦହି ଭଲ ଭାବେ ମିଶାନ୍ତୁ। ଏବେ ଏଥିରେ ଅଳ୍ପ ଅଳ୍ପ ପାଣି ଦେଇ ନରମ ହେଲା ଯାଏ ଚକଟନ୍ତୁ। ଚକଟି ସାରିବା ପରେ […]
ଆଜିକାଲି ସବୁ ବର୍ଗର ଲୋକ ସୁସ୍ଥ ଏବଂ ଫିଟ୍ ରହିବାକୁ ଚେଷ୍ଟା କରୁଛନ୍ତି। ଏଥିଲାଗି ପ୍ରତିଦିନ ଯୋଗ, ବ୍ୟାୟାମ, ଏକ୍ସରସାଇଜ, ମର୍ଣ୍ଣି ୱାକ୍ ଆଦି କରିଥାନ୍ତି। ତେବେ ବହୁ ଲୋକ ବ୍ୟସ୍ତ ଜୀବନଶୈଳୀରୁ ଟାଇମ୍ ବାହାର କରି ଜିମ୍ ଯିବାକୁ ସମୟ ପାଇ ନ ଥାନ୍ତି। ଆଜି ଆମେ ଆପଣଙ୍କ ଆପଣଙ୍କ ରୋଷେଇ ଘରେ ଥିବା ଏକ ଜିନିଷ ବ୍ୟବହାର କରି କିପରି ଫିଟ୍ ରହିବେ ସେ ବିଷୟରେ କହିବୁ। ଆପଣଙ୍କ ରୋଷେଇ ଘରେ ଖାଦ୍ୟରେ କଳା […]