• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

4
ପ୍ରଧାନ ବିଚାରପତିଙ୍କ ବିରୋଧରେ ଷଡଯନ୍ତ୍ର ଅଭିଯୋଗର ହେବ ତଦନ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ରଂଜନ ଗୋଗୋଇଙ୍କ ବିରୋଧରେ ଷଡଯନ୍ତ୍ର ଅଭିଯୋଗର ତଦନ୍ତ ହେବ। ଏନେଇ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି। ଏହି କମିଟିକୁ ସିବିଆଇ ମୁଖ୍ୟ, ଦିଲ୍ଲୀ ପୋଲିସ ମୁଖ୍ୟ ଓ ଗୁଇନ୍ଦା ମୁଖ୍ୟ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ମହିଳାଙ୍କ ପକ୍ଷରୁ ମାମଲା ଲଢିବା ପାଇଁ  ଆଇନଜୀବୀ ଉତ୍ସବ ବେନଙ୍କୁ ଦେଢ […]