ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତକୁ ପୂରିଲା ମାସେ। ଜୁନ୍ ୧୪ ଅର୍ଥାତ୍ ଆଜି ଦିନରେ ସୁଶାନ୍ତଙ୍କ ମୃତଦେହ ନିଜ ବାନ୍ଦ୍ରା ସ୍ଥିତ ଘରେ ମିଳିଥିଲା। ଏନେଇ ସୁଶାନ୍ତଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ପ୍ରଥମ ଥର ପାଇଁ ତାଙ୍କ ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ପୋଷ୍ଟ କରିଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ପରେ ଅଙ୍କିତା ଭାଙ୍ଗି ପଡ଼ିଥିଲେ। ସେ ନିଜକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି। ଅଙ୍କିତା ଗତ ମାସେ ହେଲା କୌଣସି […]
ଭୋପାଳ: ମଧ୍ୟପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଚକିତ କଲା ଭଳି ଭିଡିଓ ଦେଖିବାକୁ ମିଳିଛି। ଏମ୍ପିର ନରସିଂହପୁର ଜିଲ୍ଲାର ଏକ ପୋଖରୀରୁ ବିରଳ ପ୍ରଜାତିର ଶହ ଶହ ବେଙ୍ଗ ବାହାରୁଛନ୍ତି। ବେଙ୍ଗଗୁଡ଼ିକ ଦେଖିବାକୁ ହଳଦିଆ ରଙ୍ଗର। ଏଭଳି ବେଙ୍ଗକୁ ସମସ୍ତେ ଦେଖି ଅବାକ୍ ହେଉଛନ୍ତି। ଖବର ଅନୁଯାୟୀ, ମଧ୍ୟପ୍ରଦେଶର ନରସିଂହପୁର ଜିଲ୍ଲାର ଆମଗାଓଁ ବଡ଼ା ଠାରେ ବିରଳ ପ୍ରଜାତିର ହଳଦିଆ ବେଙ୍ଗ ଦେଖିବାକୁ ମିଳିଥିଲା। ଏତେ ସଂଖ୍ୟକ ହଳଦିଆ ବେଙ୍ଗକୁ ଦେଖି ଲୋକେ ଭୟଭୀତ ହୋଇ ସେଠାରୁ ଦୌଡ଼ିବାକୁ ଲାଗିଥିଲେ। […]
ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ବିଦ୍ୟା ବାଲାନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଶକୁନ୍ତଳା ଦେବୀ’ର ଟିଜର ଆଜି ରିଲିଜ୍ ହୋଇଛି। ଏହି ଫିଲ୍ମଟି ମହାନ ଗଣିତଜ୍ଞ ଶକୁନ୍ତଳା ଦେବୀଙ୍କର ଚମତ୍କାର ପ୍ରତିଭା ଉପରେ ଆଧାରିତ। ଫିଲ୍ମଟି OTT ପ୍ଲାଟଫର୍ମ ଆମାଜନ ପ୍ରାଇମରେ ରିଲିଜ୍ କରାଯିବ। ଅସଂଖ୍ୟ ସଫଳତା ହାସଲ କରିଥିବା ଚିତ୍ତାକର୍ଷକ ଗଣିତଜ୍ଞ ଶକୁନ୍ତଳା ଦେବୀଙ୍କ ଭୂମିକାରେ ବିଦ୍ୟା ବାଲାନଙ୍କୁ ଦେଖିବାକୁ ମିଳିବ। ଶକୁନ୍ତଳା ଦେବୀଙ୍କୁ କାଲକୁଲେଟର ଠୁ ବି ଦ୍ରୁତ ବୋଲି କୁହାଯାଏ ଓ ତାଙ୍କର ମାଇଣ୍ଡ […]
ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ସିଂହ ଓ ବାଘର ଭିଡିଓ ଖୁବ୍ ଭାଇରାଲ ହେବାରେ ଲାଗିଛି। ଲୋକମାନେ ମଧ୍ୟ ବନ୍ୟଜନ୍ତୁଙ୍କର ଭିଡିଓ ଦେଖିବାକୁ ଖୁବ୍ ପସନ୍ଦ କରୁଛନ୍ତି। ସେହିଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦେଖିବାକୁ ମିଳୁଛି ଯେ ପେଞ୍ଚ ନ୍ୟାସନାଲ ପାର୍କ(Pench National Park) ରୁ ହଠାତ୍ ଏକ ବାଘ ଆସି ରାସ୍ତାର ମଝିରେ ବସିପଡ଼ୁଛି। ଫଳରେ ସେହି ବାଟ ଦେଇ ଯାଉଥିବା ଲୋକମାନେ ଭୟଭୀତ ହୋଇଯାଇଥିଲେ। ଏହି ଭିଡିଓଟି ପେଞ୍ଚ […]
ନୂଆଦିଲ୍ଲୀ: ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନ ଓ ତାଙ୍କ ପରିବାରର ଚାରିଜଣ କରୋନା ପଜିଟିଭ ଜଣାପଡ଼ିବା ପରେ ସେମାନଙ୍କ ପ୍ରଶଂସକମାନେ ତାଙ୍କ ଆରୋଗ୍ୟ କାମନା କରୁଛନ୍ତି। ଏବେ ବିଗ୍ ବିଙ୍କ ଜଣେ କୁନି ପ୍ରଶଂସକ ମଧ୍ୟ ନିଆରା ଢଙ୍ଗରେ ତାଙ୍କ ସୁସ୍ଥ ହେବା ନେଇ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ମଧ୍ୟପ୍ରଦେଶର ପାନ୍ନାରେ ରହୁଥିବା ତାଙ୍କର ସବୁଠୁ କନିଷ୍ଠ ପ୍ରଶଂସକ ନାଭେଲି ଗୀତଗାଇ ବିଗ୍ ବିଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଖବର ଅନୁଯାୟୀ, ୨୦୧୪ ମସିହାରେ […]
ଲକ୍ଷ୍ନୌ: କରୋନା ଭାଇରସ ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି ଭାଇରସକୁ ରୋକିବା ପାଇଁ ଉତ୍ତରପ୍ରଦେଶରେ ଆଜି ରାତି ୧୦ଟାରୁ ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ଲକ୍ଡାଉନ୍ ଜାରି କରାଯାଇଛି। ଏହି ସମୟରେ ରାଜ୍ୟ ଭିତରେ ଥିବା ସମସ୍ତ କାର୍ଯ୍ୟାଳୟ, ମାର୍କେଟ ଓ ବାଣିଜ୍ୟ ପ୍ରତିଷ୍ଠାନ ବନ୍ଦ ରହିବ। କିନ୍ତୁ ଆବଶ୍ୟକ ସେବାଗୁଡ଼ିକ ପୂର୍ବଭଳି ଜାରି ରହିବ। ମୁଖ୍ୟ ଶାସନ ସଚିବ ଆର୍.କେ ତିୱାରୀ ସମସ୍ତ କମିଶନର, ଆଇଜି , ଡିଏମ୍ ଓ ଏସଏସପିଙ୍କୁ ନିର୍ଦ୍ଦେଶ […]