ନୂଆଦିଲ୍ଲୀ: ଚୋର ଚୋରି କରି ସାରିଲା ପରେ ଡ୍ୟାନ୍ସ କରୁଛି। ଚୋରଙ୍କ ଏହି ନିଆରା ଏବଂ ବେଫିକର୍ ଅନ୍ଦାଜ ଦିଲ୍ଲୀରେ ଦେଖିବାକୁ ମିଳିଛି। ରାତିର ଅନ୍ଧାରରେ କଳାକନା ବୁଲାଉ ଥିବା ବେଳେ ଚୋରମାନେ ବଲିଉଡ୍ ଡ୍ୟାନ୍ସ କରୁଛନ୍ତି। ପ୍ରଥମେ ଗୋଟିଏ ପରେ ଗୋଟିଏ ଦୋକାନର ସଟର୍ ତାଡ଼ି ଚୋରି କରି ସାରିଲା ପରେ ଡ୍ୟାନ୍ସ କରୁଛନ୍ତି। ନା ସେମାନଙ୍କର କୌଣସି ଡର ଅଛି ନା କାହାକୁ ଖାତିର ଅଛି। ଶୁନ୍ସାନ୍ ରାସ୍ତା ଯେପରି ଚୋରଙ୍କ ପାଇଁ ଷ୍ଟେଜ୍ […]
ନୂଆଦିଲ୍ଲୀ : ସାନ୍ତାଳୀ ଭାଷାକୁ ମିଳିଲା ରାଜ୍ୟସଭାର ମାନ୍ୟତା । ଏହା ସହିତ ଆଉ ୪ଟି ଭାଷାକୁ ବି ମାନ୍ୟତା ମିଳିଛି। ସେଗୁଡ଼ିକ ହେଲା ଡୋଗ୍ରୀ, କାଶ୍ମୀରି, କୋଙ୍କଣୀ ଓ ସିନ୍ଧି। ରାଜ୍ୟସଭାରେ ଆଲୋଚନା ବେଳେ ଏହି ନୂଆ ୫ଟି ଭାଷା ବ୍ୟବହାର କରିପାରିବେ ସାଂସଦମାନେ। ଆଲୋଚନା ବେଳେ ଏହି ୫ଟି ଭାଷାର ସାଙ୍ଗେ ସାଙ୍ଗେ ଅନୁବାଦ କରିବାକୁ ରାଜ୍ୟସଭା ସେକ୍ରେଟାରିଏଟ୍ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଆସନ୍ତା ମୌସୁମୀ ଅଧିବେଶନଠାରୁ ସାଂସଦମାନେ ସମ୍ବିଧାନର ଅଷ୍ଟମ ସିଡ୍ୟୁଲରେ ଥିବା […]
ଭୁବନେଶ୍ୱର : ଆନ୍ଧ୍ରପ୍ରଦେଶରୁ ଆସୁଥିବା ମାଛର ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି ଖବର ପ୍ରକାଶ ପରେ ରାଜ୍ୟର ବିଭିନ୍ନ ମାଛ ମାର୍କେଟରେ ଲୋକ ମାଛ କିଣିବା ବେଳେ ଆଶାଆଶଙ୍କାରେ ରହୁଛନ୍ତି। ମାଛରେ କ୍ୟାନସର ସୃଷ୍ଟିକାରୀ ଫର୍ମାଲିନ ମିଶା ଯାଉଥିବା ଅଭିଯୋଗ ପରେ ଏହାର ଯାଞ୍ଚ ଲାଗି ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ପ୍ରଦୀପ ମହାରଥୀ। ବଜାରକୁ କି ପ୍ରକାର ମାଛ ଆସୁଛି, […]
ମୁମ୍ବାଇ: ୱାଙ୍ଖଡେରେ ଆଣ୍ଠେଇଛି ଟିମ୍ ଇଣ୍ଡିଆ। ୨୦୨୦ରେ ବିରାଟ୍ କୋହଲିଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ତା’ର ପ୍ରଥମ ଦିନିକିଆ ମ୍ୟାଚରେ ଅଷ୍ଟ୍ରେଲିଆ ନିକଟରୁ ଶୋଚନୀୟ ପରାସ୍ତ ହୋଇଛି। ପ୍ରଥମେ ବ୍ୟାଟ୍ସମ୍ୟାନଙ୍କ ଆତ୍ମସମର୍ପଣ ଏବଂ ପରେ ବୋଲରଙ୍କ ଦୁର୍ବଳ ପ୍ରଦର୍ଶନ ଟିମ୍ ଇଣ୍ଡିଆ ପରାଜୟର ମୁଖ୍ୟ କାରଣ ସାଜିଛି। ବ୍ୟାଟିଂ କରିବାକୁ ସୁଯୋଗ ପାଇଥିବା ଭାରତ ୪୯.୧ ଓଭରରେ ୨୫୫ ରନ୍ କରି ଅଲଆଉଟ୍ ହୋଇଥିଲା। ଜବାବରେ ଡେଭିଡ୍ ୱାର୍ଣ୍ଣର୍ ଓ କ୍ୟାପଟେନ୍ ଆରୋନ୍ ଫିଞ୍ଚଙ୍କ ଅପରାଜିତ ଶତକ […]
ମୁମ୍ବାଇ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତିନିମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଏଠାରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୪୯.୧ ଓଭରରେ ୨୫୫ ରନ୍ କରି ଅଲଆଉଟ୍ ହୋଇଛି। ଶିଖର ଧୱନ୍ ଓ ଲୋକେଶ ରାହୁଲଙ୍କ ଶତକୀୟ ଭାଗୀଦାରୀ ଦ୍ୱାରା ଭାରତ ଏକ ସମୟରେ ମଜଭୁତ୍ ସ୍ଥିତିରେ ଥିଲା। କିନ୍ତୁ ମଝି ଓଭର ଗୁଡ଼ିକରେ ଅଷ୍ଟ୍ରେଲିଆ ବୋଲରଙ୍କ ଶାଣିତ ବୋଲିଂ ଆଗରେ ଭାରତୀୟ ମିଡିଲ୍ ଅର୍ଡର ଆତ୍ମସମର୍ପଣ କରିଥିଲେ, ଯେଉଁକାରଣରୁ ଘରୋଇ ଟିମ୍ […]
ଅଷ୍ଟ୍ରେଲିଆ : ମରୁଡ଼ିଗ୍ରସ୍ତ ଦକ୍ଷିଣ ଅଷ୍ଟ୍ରେଲିଆରେ ୫ ହଜାର ଓଟକୁ ଗୁଳି କରି ହତ୍ୟା କରାଯାଇଛି। ସେମାନଙ୍କ ଉପରକୁ ଆକାଶ ମାର୍ଗରୁ ଗୁଳି କରାଯାଇଥିବା ଜଣାପଡ଼ିଛି । ପାଣିର ଅଭାବ ଓ ଲୋକଙ୍କ ଧନଜୀବନ ପ୍ରତି ବିପଦ ସୃଷ୍ଟି କରିବାରୁ ସେମାନଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି । ଆଗରୁ ୧୦ ହଜାର ଓଟଙ୍କୁ ମାରିବାକୁ ଯୋଜନା କରାଯାଇଥିଲା । ଅଷ୍ଟ୍ରେଲିଆ ଜଙ୍ଗଲରେ ଓଟଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇଛି । ଏତେ ସଂଖ୍ୟକ ଓଟ ମାତ୍ରାଧିକ […]
ମକର ସଂକ୍ରାନ୍ତିରେ ମକର ଶବ୍ଦ ସୌର ମଣ୍ଡଳର ବାର ରାଶି ଗୁଡ଼ିକ ମଧ୍ୟରେ ଗୋଟିଏ ରାଶି , ଯାହାର ସ୍ୱାମୀଦେବ ଶନି ଗ୍ରହ । ସଂକ୍ରାନ୍ତିର ଅର୍ଥ ସଂକ୍ରମଣ ଅର୍ଥାତ୍ ଗ୍ରହର ପ୍ରବେଶ କରିବା । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିକୁ ଛାଡ଼ି ମକର ରାଶିରେ ପ୍ରବେଶ କରିଥାନ୍ତି । ଭାରତୀୟ ଜ୍ୟୋତିଷ ବିଜ୍ଞାନ ଅନୁସାରେ , ସୂର୍ଯ୍ୟ ଏହି ଦିନ ଠାରୁ ଉତ୍ତରାୟଣ ହୋଇଥାନ୍ତି। ଉତ୍ତରାୟଣ ସୂର୍ଯ୍ୟର ହିନ୍ଦୁ ଧର୍ମରେ ବିଶେଷ ମହତ୍ୱ […]
ଭୁବନେଶ୍ୱର: ଆସାମର ଗୌହାଟୀରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସରେ ଓଡ଼ିଶାକୁ କ୍ରମାଗତ ଚତୁର୍ଥ ଦିନରେ ପଦକ ମିଳିଛି। ସୋମବାର ୨୧ ବର୍ଷରୁ କମ୍ ବାଳିକା ଇଣ୍ଡିଭିଜୁଆଲ୍ ରୋଡ୍ ରେସରେ ରାଉରକେଲା ସାଇକ୍ଲିଷ୍ଟ ସ୍ୱସ୍ତି ସିଂ ରୌପ୍ୟ ପଦକ ଅର୍ଜନ କରିଛନ୍ତି। ରବିବାର ରାଉରକେଲାର ଅନ୍ୟତମ ସାଇକ୍ଲିଷ୍ଟ ଦିନେଶ କୁମାର ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ। ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସରେ ଓଡ଼ିଶା ପ୍ରଥମଥର ଲାଗି ସାଇକ୍ଲିଂ ଇଭେଣ୍ଟରେ ଦୁଇଟି ପଦକ ଜିତି ନୂଆ କୀର୍ତ୍ତିମାନ […]
ନୂଆଦିଲ୍ଲୀ : ଆଉ ମାତ୍ର ୮ ଦିନ । ସାରା ଦୁନିଆ ଦେଖିବ ବହୁଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାର ଦୋଷୀଙ୍କ ମୃତ୍ୟୁଦଣ୍ଡ । ଘାତକ ତୟାର୍, ଫାଶୀ ଦଉଡ଼ି ଓ ତିହାର୍ ଜେଲ୍ ବି ତୟାର୍ । ତାରିଖ ଜାନୁୟାରୀ ୨୨ । ସମୟ ସକାଳ ୭ଟା। ଜହ୍ଲାଦ ବି ତୟାର୍ ଫାଶୀ ଖୁଣ୍ଟରେ ଝୁଲିବେ ୪ ଦରିନ୍ଦା । ଗୋଟିଏ ପଟେ ଆତଙ୍କରେ ୪ ଦୋଷୀ ମୃତ୍ୟୁର ଦିନ ଗଣୁଥିବାବେଳେ ତିହାର୍ ଜେଲ୍ରେ […]
ନୂଆଦିଲ୍ଲୀ (ସୁଧାଂଶୁ ଶେଖର ପରିଡା) : ଭାରତୀୟ ବାୟୁସେନା ବା ଇଣ୍ଡିଆନ୍ ଏୟାର ଫୋର୍ସ। ପୃଥିବୀର ଚତୁର୍ଥ ଶକ୍ତିଶାଳୀ ସେନା ଭାବେ ବେଶ ପରିଚିତ । ବହୁଥର ନିଜର ପରାକ୍ରମ ଦେଖାଇ ସାରା ବିଶ୍ୱକୁ କରିଛି ଚକିତ। ଅତ୍ୟାଧୁନିକ ହାତ ହତିଆର୍ ଓ ବିମାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଛି ଏହି ସେନା । ତେବେ କେଉଁଥି ପାଇଁ ବଳିଆନ୍ ଭାରତୀୟ ବାୟୁସେନା । ଆସନ୍ତୁ ଜାଣିବା । ଭାରତୀୟ ବାୟୁସେନା ପାଖରେ ରହିଛି ସୁଖୋଇ ୩୦ […]
ଟିଭି ଜଗତର ସବୁଠୁ ଲୋକପ୍ରିୟ ସୋ’ ଦିୟା ଔର୍ ବାତୀରୁ ଚର୍ଚ୍ଚାରେ ଥିଲେ ୩୮ ବର୍ଷିୟ ଅଭିନେତା ଆନସ୍ ରସିଦ୍ । କିଛି ବର୍ଷ ପୂର୍ବରୁ ସେ ବହୁତ ଆକ୍ଟିଭ୍ ଥିଲେ । କିନ୍ତୁ ଏବେ ସେହି ସିରିୟଲ୍ ସରିଯାଇଛି । ଆଉ ସେ ଅଭିନେତା ବି ଅଜଣା ହୋଇଗଲେଣି । ତାଙ୍କର କ୍ୟାରିୟର ଏକ ରକମ ତଳକୁ ଖସିବାକୁ ବସିଛି। ଆପଣଙ୍କୁ ଜଣାଇ ଦେଉଛୁ କି ବହୁ ଦିନ ହେଲା ସେ ଟିଭି ଓ ଅଭିନୟ […]
ଅମିତା ବଚ୍ଚନ ଏମତି ଏକ ନାଁ ଯାହାଙ୍କ କୌଣସି ପରିଚୟ ଦେବା ଆବଶ୍ୟକତା ନାହିଁ । ସେ ନିଜେ ହିଁ ନିଜର ପରିଚୟ । ସିନେମା ବ୍ୟତୀତ ରାଜନୀତି , କବିତା ଓ ନିଜର ଗୀତ ଗାଇବାକୁ ନେଇ ସେ ସାରା ଦୁନିଆରେ ପରିଚିତ । ଏହି ପ୍ରସିଦ୍ଧ ଅଭିନେତା କେବିସିର ୧୦ ଟି ସିଜିନ୍ର ହୋଷ୍ଟ ରହିଛନ୍ତି ଏବଂ ଏବେ ମଧ୍ୟ ସେହି ସୋ’ର ସେ ଚିହ୍ନା ମୁହଁ ପାଲଟିଯାଇଛନ୍ତି । ଅମିତାଭ ହେଉଛନ୍ତି ବଲିଉଡ୍ର […]