ସୁସ୍ଥ ଓ ନିରାପଦରେ ରହିବା ପାଇଁ ଆମେ ବହୁତ କିଛି ଉପାୟ ଆପଣାଇଥାଉ। ତାହା ଡାୟଟିଂ କରିବାକୁ ପଡୁ ଅଥବା କଠିନ ୱର୍କଆଉଟ୍, ସବୁ କିଛି ଉପାୟ ଆପଣାଉଥାଉ। କିନ୍ତୁ ସବୁ ଲୋକଙ୍କ ପାଇଁ ଏସବୁ ସହଜକର ହୋଇ ନଥାଏ। ଅନେକ ଲୋକ ବହୁତ ପ୍ରକାରର ଡାଏଟିଂର ଚେଷ୍ଟା କରିଥାନ୍ତି ଓ ଖାଦ୍ୟରେ ଅନେକ ଜିନିଷକୁ ବନ୍ଦ କରିଦେଥାନ୍ତି। ବହୁତ କିଛି ଜିନିଷକୁ ତ୍ୟାଗ କଲା ପରେ ବି ଶରୀରର ଓଜନରେ କରିଛି ପ୍ରଭାବ ପଡନଥାଏ । […]
ମୁମ୍ବାଇ: ମୁମ୍ବାଇରେ ଚାର୍ଟାର୍ଡ଼ ବିମାନ ଦୁର୍ଘଟଣାଗ୍ରସ୍ତ। ମୁମ୍ବାଇ ସହରର ଘାଟକୋପର ଅଞ୍ଚଳରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ଲ୍ୟାଣ୍ଡିଂ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି। ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଘାଟକୋପରର ଏକ ନିର୍ମାଣଧୀନ ବିଲ୍ଡିଂ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ବିମାନଟି ଜଳି ଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଦମକଳ ବାହିନୀ ଏବଂ ଉଦ୍ଧାରକାରୀ ଟିମ୍ ପହଞ୍ଚିଛନ୍ତି। ତେବେ କେଉଁ କାରଣରୁ ଏବଂ କିପରି ବିମାନଟି ଦୁର୍ଘଟଣା […]
ନୂଆଦିଲ୍ଲୀ: ଆପଣେ ଦେଖିଛନ୍ତି କି ବଲିଉଡ଼ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପପୁଲାର୍ ଫିଲ୍ମ ‘ଡନ୍’? ତେବେ ନିଶ୍ଚୟ ଶୁଣିଥିବେ ଫିଲ୍ମର ସବୁଠାରୁ ହିଟ୍ ହୋଇଥିବା ପ୍ରସିଦ୍ଧ ଗୀତ ‘ଖାଇକେ ପାନ୍ ବନାରସ ୱାଲା’। ଗୀତଟି ବହୁ ପୁରୁଣା ହୋଇଥିଲେ ମଧ୍ୟ ଏବେବି ଲୋକଙ୍କ ମନରେ ଏହା ରହିଛି। ଆଜିବି ଲୋକମାନେ ଏହି ଗୀତକୁ ମନେ ମନେ ଗୁଣୁଗୁଣୁ କରି ଗାଆନ୍ତି। ପ୍ରସିଦ୍ଧ ଗୀତ ‘ଖାଇକେ ପାନ୍ ବନାରସ ୱାଲା’ କୁ ନେଇ ଏକ ରାଜ୍ ଖୋଲିଛି। ଏହି […]
କୋଲକାତା: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ)ର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ୱ ସମ୍ଭାଳିବାକୁ ଥିବା ସୌରଭ ଗାଙ୍ଗୁଲି ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ସିରିଜକୁ ନେଇ ମୁହଁ ଖୋଲିଛନ୍ତି। ଭାରତୀୟ କ୍ରିକେଟ୍ ଟିମର ପୂର୍ବତନ କ୍ୟାପଟେନ୍ ଗାଙ୍ଗୁଲି କହିଛନ୍ତି, ଭାରତ-ପାକ୍ ମଧ୍ୟରେ କ୍ରିକେଟ୍ ସମ୍ପର୍କ ଦୁଇ ଦେଶର ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ ପରେ ଚର୍ଚ୍ଚା ଆରମ୍ଭ ହୋଇପାରେ। କୋଲକାତାରେ ଗୁରୁବାର ଏକ ମିଡିଆ ବ୍ରେକିଙ୍ଗ୍ ସମୟରେ ଗାଙ୍ଗୁଲିଙ୍କୁ ଭାରତ-ପାକିସ୍ତାନ ଦ୍ୱିପାକ୍ଷିକ ସିରିଜ୍ ପୁଣିଥରେ ଆରମ୍ଭ କରିବା […]
ମୁଜାଫରନଗର: ଫିଲ୍ମରେ ସୁପରମ୍ୟାନ୍ଙ୍କ କଥା ତ ସମସ୍ତେ ଜାଣିଥିବେ। କାହିଁକି ନା ସୁପରମ୍ୟାନ୍ ଶେଷ ସମୟରେ ଆସି ସମସ୍ତଙ୍କ ଜୀବନ ବଞ୍ଚାଇ ଥାଏ। ଆଉ ସମସ୍ତେ ଭାବନ୍ତି କି ସୁପରମ୍ୟାନ୍ ହେଉଛି ସବୁଠୁ ଶକ୍ତିଶାଳୀ। ସୁପରମ୍ୟାନ୍ ପାଖରେ ସେସବୁ ଶକ୍ତି ଅଛି ଯାହା ଅନ୍ୟମାନଙ୍କ ପାଖରେ ନାହିଁ ବୋଲି ସମସ୍ତଙ୍କ ଧାରଣା। ତେବେ ଆମେ ଏଠି ଆପଣଙ୍କୁ କୌଣସି ରିଲ୍ ଲାଇଫର ସୁପରମ୍ୟାନ୍ ନୁହେଁ ବରଂ ରିୟଲ୍ ଲାଇଫର ସୁପରମ୍ୟାନ୍ଙ୍କ କଥା କହୁଛୁ। ପଢ଼ନ୍ତୁ ପୂରା ଘଟଣା… […]
ଆପଣ ଟ୍ରେନ୍ରେ ଯାତ୍ରା କରୁଛନ୍ତି କି ? ନିହାତି ଏହି କଥାକୁ ଜାଣି ରଖନ୍ତୁ । କାହିଁକି ନା ଆପଣ ନ ଜାଣିଲେ ଅସୁବିଧାରେ ପଡିପାରନ୍ତି। ଏଣୁ ନିଜର ଅଧିକାର ଗୁଡ଼ିକ ବିଷୟରେ ଅବଗତ ଥିଲେ ଯାତ୍ରା ସୁଖଦପୂର୍ଣ୍ଣ ହେବ । ଆଉ କୌଣସି ଅସୁବିଧାରେ ପଡିବେନି। ଏବେ ଆସନ୍ତୁ ଜାଣିବା ସେହି ଅଧିକାର ଗୁଡ଼ିକ କଣ – ୧ – ଯଦି ଆପଣ କୌଣସି କାରଣବଶତଃ ଟିକେଟ୍ ବୁକ୍ କରିପାରିନାହାଁନ୍ତି ତ ବ୍ୟସ୍ତ ନହୋଇ ପ୍ଲାଟଫର୍ମ […]
ଭୁବନେଶ୍ୱର: ଫିଫା ବିଶ୍ୱକପରେ ବଡ଼ ବିପର୍ଯ୍ୟୟ। ଡଫେଣ୍ଡିଂ ଚାମ୍ପିୟନ ଜର୍ମାନୀକୁ ୨-୦ ଗୋଲରେ ହରାଇ ବିପର୍ଯ୍ୟୟ ଆଣିଛି ସାଉଥ୍ କୋରିଆ। ଗ୍ରୁପ-Fର ଶେଷ ଲିଗ୍ ମ୍ୟାଚ୍ରେ ହାରି ଜର୍ମାନୀ ଫିଫା ବିଶ୍ୱକପରୁ ବିଦାୟ ନେଇଛି। ୨୦୧୪ ବିଶ୍ୱକପରେ ଚାମ୍ପିୟନ ଦଳ ୨୦୧୮ ବିଶ୍ୱକପର ପ୍ରଥମ ରାଉଣ୍ଡରୁ ବିଦା ହେବା ଘଟଣା ସମସ୍ତଙ୍କୁ ଚକିତ କରିଛି, ବିଶ୍ୱାସ ହେଉନଥିଲେ ବି ସତ। ଲଗ୍ ପର୍ଯ୍ୟାୟର ୩ଟି ମ୍ୟାଚ୍ରୁ ୨ଟି ମ୍ୟାଚ୍ରେ ପରାଜୟ ଫଳରେ ବିଦାୟ ନେଇଛି ଡିଫେଣ୍ଡିଂ ଚାମ୍ପିୟନ। […]
ଭୁବନେଶ୍ୱର: ଚଳିତ ମାସ ୨୦ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍ ସୁପର୍ ଲିଗ୍ (ଆଇଏସଏଲ୍)ର ଷଷ୍ଠ ସଂସ୍କରଣ। ଏହା ପୂର୍ବରୁ ଆଇଏସଏଲର ଅନ୍ୟତମ ଫ୍ରାଞ୍ଚାଇଜି ଓଡ଼ିଶା ଏଫସି ବୁଧବାର ଭୁବନେଶ୍ୱରରେ ତା’ର ନୂଆ କିଟ୍ ଉନ୍ମୋଚିତ କରିଛି। ଚଳିତ ବର୍ଷ ଅଗଷ୍ଟ ୩୧ ତାରିଖରେ ଦିଲ୍ଲୀସ୍ଥ ଫ୍ରାଞ୍ଚାଇଜି ଓଡ଼ିଶା ସରକାରଙ୍କ ସହ ଏକ ଏମଓୟୁ ସ୍ୱାକ୍ଷର କରିଥିଲା। ଯାହା ପରେ ଦିଲ୍ଲୀ ଏଫସିର ନାଁ ବଦଳି ଏହା ଓଡ଼ିଶା ଏଫସି ହୋଇଥିଲା। ଏହି ଏମଓୟୁ ସ୍ୱାକ୍ଷର ସମୟରେ […]
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଜାପାନର ଅନୁଭୂତି। ଜାପାନ ଭଳି ଭୁବନେଶ୍ୱରରେ ରେଷ୍ଟୁରାଣ୍ଟରେ ମଧ୍ୟ ଖାଦ୍ୟ ପରଷିବେ ରୋବର୍ଟ। ରାଜଧାନୀରେ ଆଜିଠାରୁ ଆରମ୍ଭ ହୋଇଥିବା ରୋବୋ ସେଫ୍। ରେଷ୍ଟୁରାଣ୍ଟରେ ଗ୍ରାହକ ପାଇବେ ରୋବୋ ୱେଟର ଚମ୍ପା ଓ ଚମେଲିର ସାନିଧ୍ୟ। ରାଜଧାନୀ ଭୁବନେଶ୍ୱରରେ ଖୋଲିଛି ରୋବୋ ସେଫ୍ ରେଷ୍ଟୁରାଣ୍ଟ। ଏଠି ଦେଖିବାକୁ ମିଳିବ ରୋବୋ ୱେଟର। ରେଷ୍ଟୁରାଣ୍ଟ ଭିତରେ ପ୍ରବେଶ କରିବା ମାତ୍ରେ ଅନ୍ୟ ରେଷ୍ଟୁରାଣ୍ଟ ଭଳି ଏଠି ଆପଣ ମେନୁ ଦେଖି ଅର୍ଡର ନେବେ ଓ […]