ଅଧିକାଂଶ ଲୋକ ବର୍ଷାରେ ଚା’ ସହିତ ପକୁଡି ଖାଇବାକୁ ପସନ୍ଦ କରନ୍ତି। ତେଣୁ ବର୍ଷ ଋତୁରେ ପକୁଡିର ଚାହିଦା ବହୁତ ବଢିଯାଏ ଏବଂ ଲୋକମାନେ କେବଳ ଘରେ ନୁହେଁ ବାହାରେ ମଧ୍ୟ ଏହାର ମଜ୍ଜା ଉପଭୋଗ କରନ୍ତି। ଲୋକମାନେ ଭାବନ୍ତି ଯେ ଚା’ ସହିତ ପକୁଡି ଖାଇବା ଏକ ଉତ୍ତମ ଖାଦ୍ୟ ମିଶ୍ରଣ, କିନ୍ତୁ ଏହା ଏକ ଭୁଲ ଧାରଣା।
ମାତ୍ର ୨୬ ବର୍ଷ ବୟସରେ ହୋଇଛନ୍ତି କୋଟିପତି । ଆସାମର ଜଣେ ଯୁବକ ପ୍ରସ୍ତୁତ କରିଥିବା ମେସେଜିଂ ଆପ୍ଲିକେସନକୁ ଆମେରିକାର ଏକ ପ୍ରତିଷ୍ଠିତ କମ୍ପାନୀ ୪୧୬ କୋଟି ଟଙ୍କାରେ କିଣିଛି ।
ନିଟ୍ ବିବାଦ ଯେତେ ଘନଉଛି, ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ପେପର ଲିକ୍ ନେଟୱର୍କର ଜଣେ ପ୍ରମୁଖ ସଦସ୍ୟ ଅପରେସନର ବିଷୟରେ ବୁଝାଇଛନ୍ତି । କେମିତି ହୁଏ ପେପର ଲିକ୍...
ଭାରତୀୟ ହକି ଦଳ ଘୋଷିତ ହୋଇଛି । ହରମନପ୍ରୀତ ସିଂଙ୍କ ନେତୃତ୍ବରେ ୧୯ ଜଣିଆ ହକି ଟିମ୍ ଘୋଷଣା ହୋଇଛି । ଏକମାତ୍ର ଓଡ଼ିଆ ଖେଳାଳି ଭାବେ ଅମିତ ରୋହିଦାସଙ୍କୁ ମିଳିଛି ସୁଯୋଗ ।
BELରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ସ୍ଥାୟୀ ଭିତ୍ତିରେ ଏହି ନିଯୁକ୍ତି କରାଯିବ। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ଆପଣ ଯଦି ଏଠି ଚାକିରି କରିବାକୁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ଦେଖନ୍ତୁ।
ଆଦିତ୍ୟ ସତ୍ୟପୋଦର ଏବଂ ଦୀନେଶ ଭିଜନ୍ ଅନ୍ୟ ଏକ ଅନନ୍ୟ ହରର୍-କମେଡି କରିବାକୁ ଆଗ୍ରହ ଦେଖାଇଛନ୍ତି। ସେ 'ୱେମ୍ପାୟାର୍ସ ଅଫ୍ ବିଜୟ ନଗର' ଶୀର୍ଷକରେ ଏକ ଫିଲ୍ମ କରିବାକୁ ଯାଉଛନ୍ତି। ଏଥିରେ ଆୟୁଷ୍ମାନ ଖୁରାନା ଏବଂ ରଶ୍ମିକା ମନ୍ଦାନାଙ୍କ ରୋମାନ୍ସ ଦେଖିବାକୁ ମିଳିବ।
ସଲମାନ ଖାନଙ୍କ ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ସଲମାନ ତାଙ୍କର ଫାଷ୍ଟ୍ କ୍ରସ୍ ବିଷୟରେ କହୁଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ସେ ଯାହାଙ୍କ ନାଁ କହିଛନ୍ତି ତାହା ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଦେଖନ୍ତୁ ଏହି ଭିଡିଓ…
ବାଚସ୍ପତି ନିର୍ବାଚନ ସମୟରେ ଶାସକ ଓ ବିରୋଧୀ ଦଳର ଏହି ଦୁଇ ନେତାଙ୍କ ମଧ୍ୟରେ ଏପରି ବନ୍ଧୁତ୍ୱପୂର୍ଣ୍ଣ ଭାବ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି।
ଦେଶ ଇତିହାସରେ ଚତୁର୍ଥ ଥର ବାଚସ୍ପତି ନିର୍ବାଚନ ହୋଇଥିଲା। ପୂର୍ବରୁ ୧୯୫୨, ୧୯୬୭ ଓ ୧୯୭୬ରେ ନିର୍ବାଚନ ହୋଇଥିଲା। ଦୀର୍ଘ ଦଶନ୍ଧି ପରେ ପୁଣି ଥରେ ବାଚସ୍ପତି ନିର୍ବାଚନ ହୋଇଥିଲା।
ଚାଇନାର ଜଣେ ଗାୟିକାଙ୍କ ଏକ ଭିଡିଓ ଦିନକୁ ଦିନ ଭାଇରାଲ୍ ହେବାରେ ଲାଗିଛି, ଯେଉଁଥିରେ ସେ ଶାହରୁଖ ଖାନଙ୍କ ହିଟ୍ ଚଳଚ୍ଚିତ୍ରର ହିଟ୍ ଗୀତ ଗାଉଥିବାର ନଜର ଆସିଛନ୍ତି।
ଏହି ଆର୍ଟିକିଲ ଆଧାରରେ ଆଇନଜୀବୀ ଭିନୀତି ଜିନ୍ଦଲ କହିଛନ୍ତି ଯେ, ରାଷ୍ଟ୍ରପତି ଅସାଉଦ୍ଧିନ ଓୱାସିଙ୍କ ସାଂସଦ ପଦ ରଦ୍ଦ କରନ୍ତୁ । ଆର୍ଟିକିଲ ୧୦୨(୪)ରେ ଅନୁସାରେ ଜଣେ ଭାରତୀୟ ସାଂସଦ ଅନ୍ୟଦେଶ ପ୍ରତି ଆନୁଗତ୍ୟ ଦେଖାଇପାରିବେ ନାହିଁ ।
ଗୁଳିମାଡ଼ରେ ୫ ଜଣଙ୍କ ମୃତ୍ୟୁ, ନାବାଳିକା ଗୁରୁତର ସୂଚନା । ଗୁଳିମାଡ଼ ପରେ ଗୁଳି କରି ଜୀବନ ହାରିଲା ଦୁର୍ବୃତ୍ତ ।
କର୍ମଚାରୀ ଚୟନ ଆୟୋଗ (SSC) ର ମିଳିତ ସ୍ନାତକ ସ୍ତର ପରୀକ୍ଷା (CGL) ମାଧ୍ୟମରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଆବେଦନ ପ୍ରକ୍ରିୟା ମଧ୍ୟ ସୋମବାର ଠାରୁ ଆରମ୍ଭ ହୋଇଯାଇଛି। ଆପଣ ଏହାର ସୁଯୋଗ ନେଇପାରିବେ।
ଏଥର ୫୪୩ ଆସନ ବିଶିଷ୍ଟ ଲୋକସଭାରେ ଏନଡିଏର ୨୯୩ ସାଂସଦ ଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟର ୨୩୪ ଜଣ ସାଂସଦ ଅଛନ୍ତି। ଆଜି ବାଚସ୍ପତି ନିର୍ବାଚନ ପରେ ଆସନ୍ତାକାଲି ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଡ୍ରଗ୍ ଅପବ୍ୟବହାର ଏବଂ ଅବୈଧ କାରବାର ବିରୋଧରେ ଅନ୍ତର୍ଜାତୀୟ ଦିବସ ଜୁନ୍ ୨୬ରେ ପାଳନ କରାଯାଏ। ନିଶା ସେବନ ଏବଂ ଅବୈଧ କାରବାରର ନକାରାତ୍ମକ ପରିଣାମ ବିଷୟରେ ସଚେତନତା ସୃଷ୍ଟି କରିବାକୁ ଜାତୀୟ ଦିବସ କ୍ୟାଲେଣ୍ଡର ଏହି ଅନ୍ତର୍ଜାତୀୟ ଦିନକୁ ବ୍ୟବହାର କରେ।
ବାଚସ୍ପତି ପଦ ପାଇଁ ହେଲାନି ସହମତି। ଇତିହାସରେ ତୃତୀୟ ଥର ପାଇଁ ହେବ ନିର୍ବାଚନ। ଏନଡିଏର ଓମ୍ ବିର୍ଲା ବନାମ ଇଣ୍ଡି ମେଣ୍ଟର କେ. ସୁରେଶ।
ପରୀକ୍ଷା ଖାତାରେ ଉତ୍ତର ଲେଖିବା ବଦଳରେ ପ୍ରେମିକାଙ୍କ ନାଁ ଲେଖିଛନ୍ତି କୁନି ଛାତ୍ର। ଯାହା ଏବେ ବେଶ ଭାଇରାଲ ହେବାରେ ଲାଗିଛି।
କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧିଙ୍କୁ ଲୋକସଭାରେ ବିରୋଧୀ ଦଳର ନେତା ଚୟନ କରାଯାଇଥିବା ସେ ଚିଠିରେ ଅବଗତ କରାଇଛନ୍ତି।
ସକାଳେ କବାଟ ଖୋଲି ନଥିଲେ କି ବାହାରୁ ଡାକିଲେ ବି ଶୁଣିନଥିଲେ।
ବର୍ତ୍ତମାନ ଦୀନେଶ ଲାଲ ଯାଦବ ନିରହୁଆ ଏବଂ ଅମ୍ରାପାଲି ଦୁବେଙ୍କ ‘ମରୁନ କଲର୍ ଶାଢିୟା’ ହଇଚଇ କରୁଛି। କିନ୍ତୁ ଏହାରି ଭିତରେ ଆଉ ଏକ ଭୋଜପୁରୀ ଫିଲ୍ମର ପାୱାର୍ ଷ୍ଟାର ପୱନ ସିଂହ ଏବଂ ଶିବାନୀ ସିଂହଙ୍କ ନୂଆ ଭୋଜପୁରୀ ଗୀତ ‘ଶାଢୀୟା ବୁଲୁକିୟା’ ମୁକ୍ତିଲାଭ କରିଛି।
ବିବାହ ଫଟୋ ପରେ ବର୍ତ୍ତମାନ ଅଭିନେତ୍ରୀ ଇନ୍ଷ୍ଟାଗ୍ରାମରେ ରିସେପସନ୍ ଲୁକରେ ରୋମାଣ୍ଟିକ୍ ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡିକ ଏତେ ସୁନ୍ଦର ହୋଇଛି ଯେ ଯାହାକୁ ଲୋକମାନେ ପ୍ରଶଂସା ନ କରି ରହିପାରୁ ନାହାନ୍ତି।
୨୦୧୮ ରେ ମୁକ୍ତିଲାଭ କରିଥିବା ମ୍ୟାଡକ୍ ଫିଲ୍ମସ୍ର 'ସ୍ତ୍ରୀ' ବକ୍ସ ଅଫିସରେ ଖୁବ ହଙ୍ଗାମା ସୃଷ୍ଟି କରିଥିଲା। ଦର୍ଶକ ଏହି ଫିଲ୍ଲ୍ମକୁ ଏତେ ପସନ୍ଦ କରିଥିଲେ ଯେ ଏହା ରିଲିଜ୍ ହେବା ପରେ ପ୍ରେକ୍ଷାଳୟରେ ଲୋକପ୍ରିୟ ହୋଇଥିଲା। ବର୍ତ୍ତମାନ ଏହି ଫିଲ୍ମର ଦ୍ୱିତୀୟ ଭାଗ ୧୫ ଅଗଷ୍ଟରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି।
ଶପଥ ନେଇଛନ୍ତି ଓଡ଼ିଆ ସାଂସଦ । ଲୋକସଭା ସଦସ୍ୟ ଭାବେ ଆଜି ଓଡ଼ିଶାର ୧୯ ଜଣ ସାଂସଦ ଶପଥ ନେଇଛନ୍ତି ।
ଏହି ଯାନ ପୃଥିବୀଠାରୁ ଅନେକ ଦୂରରେ ଥିବା ସ୍ଥାନରୁ ମାଟି ଓ ପଥର ସଂଗ୍ରହ କରି ଏହାକୁ ପୃଥିବୀକୁ ଆଣିଛି। ବୈଜ୍ଞାନିକଙ୍କ କହିବା ଅନୁସାରେ, ଏପରି ସ୍ଥାନରୁ ପୂର୍ବରୁ ନମୂନା ସଂଗ୍ରହ କରାଯାଇନି। ଏହା ଗବେଷଣା କ୍ଷେତ୍ରରେ ସହାୟକ ହେବ।
୧୮ ତମ ଲୋକସଭା ଅଧିବେଶନ କାଲିଠାରୁ ଆରମ୍ଭ ହେବ। ତେବେ ଆଜି ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଏନ୍ଡିଏ ପ୍ରାର୍ଥୀ ଓମ୍ ବିର୍ଲା ।