ନୂଆଦିଲ୍ଲୀ: ଏଚ୍ଆଇଭି, H1N1 ଓ ଇବୋଲା ପରେ ଆଉ ଏକ ଭୁତାଣୁ ସମସ୍ତଙ୍କର ମୁଣ୍ଡବିନ୍ଧାର କାରଣ ହେବାକୁ ଯାଉଛି। ଏହି ଭୁତାଣୁର ନାମ ହେଉଛି ନିପା ବା ଏନ୍ଆଇଭି( NIV)। କେରଳର କୋଝିକୋଡ ଓ ମାଲ୍ଲପୁରମ୍ରେ ଏହି ଭୁତାଣୁରେ ସଂକ୍ରମିତ ହୋଇ ୧୩ ଜଣ ପ୍ରାଣ ହରାଇଛନ୍ତି ବୋଲି ଜଣାପଡ଼ିଛି। ଏହି ରୋଗର ଲକ୍ଷଣ ଥାଇ ଜଣେ ନର୍ସଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିବା ସ୍ୱାସ୍ଥ୍ୟ ବିଭାଗ ଏହାକୁ ଅତ୍ୟନ୍ତ ଗମ୍ଭୀରତା ସହ ନେଇଛି। ସଂପୃକ୍ତ ନର୍ସ ନିପା […]
ସାଉଥାମ୍ପଟନ୍: ସାକିବ୍ ଅଲ୍ ହାସନଙ୍କ ଅଲରାଉଣ୍ଡର ପ୍ରଦର୍ଶନକୁ ଆଧାର କରି ବାଂଲାଦେଶ ଚଳିତ ବିଶ୍ୱକପର ସୋମବାର ଖେଳାଯାଇଥିବା ମ୍ୟାଚରେ ଆଫଗାନିସ୍ତାନକୁ ୬୨ ରନରେ ପରାସ୍ତ କରିଛି। ଏହି ବିଜୟ ସହ ବାଂଲାଦେଶ ପଏଣ୍ଟ ଟେବୁଲର ପଞ୍ଚମ ସ୍ଥାନକୁ ଉଠିଛି। ରୋଜ୍ ବାଉଲରେ ଅନୁଷ୍ଠିତ ଏହି ମ୍ୟାଚରେ ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ୍ ହରାଇ ୨୬୨ ରନ୍ କରିଥିଲା। ବାଂଲାଦେଶ ପକ୍ଷରୁ ମୁଶଫିକର ରହିମ୍ ସର୍ବାଧିକ ୮୩ (୮୭ ବଲ୍, ୪ […]
ଭୁବନେଶ୍ୱର : ମୁମ୍ବାଇରେ ୮୪, ଦିଲ୍ଲୀରେ ୭୬। ସର୍ବକାଳୀନ ରେକର୍ଡ କରିଛି ତୈଳ ଦର। କର୍ଣ୍ଣାଟକ ନିର୍ବାଚନ ସରିବା ପରଠାରୁ ଗତ ୧୪ ତାରିଖରୁ କ୍ରମାଗତ ୭ ଦିନ ହେଲା ଦୈନିକ ବଢିଛି ଦର। ଏହା ପୂର୍ବରୁ ୧୯ ଦିନ ଧରି ତେଲ ଦର ଅପରିବର୍ତ୍ତିତ ରହିଥିଲା। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ପେଟ୍ରୋଲିୟମର ଦର ବୃଦ୍ଧି ସତ୍ତ୍ୱେ କର୍ଣ୍ଣାଟକ ନିର୍ବାଚନ ଦୃଷ୍ଟିରୁ କେନ୍ଦ୍ର ସରକାର ପ୍ରାୟ ୩ ସପ୍ତାହ ଧରି ତୈଳ ଦରକୁ ନିୟନ୍ତ୍ରଣରେ ରଖିଥିବା କୁହାଯାଉଛି। […]
ନୂଆଦିଲ୍ଲୀ : ଲୋକସଭାରେ ବାଲେଶ୍ୱର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଦମଦାର ଅଭିଭାଷଣ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ବିତର୍କକୁ ଆରମ୍ଭ କରି ପ୍ରତାପ ନିଜ ବାକ୍ ପଟ୍ଟୁତା, ସାଂସ୍କୃତିକ ଓ ବୌଦ୍ଧିକ ଜ୍ଞାନ ସମ୍ଭାର ଉପସ୍ଥାପନ କରିବା ସହ ରାଜନୀତିରେ ନିଜ ନିଗୁଢ଼ତାର ପ୍ରମାଣ ବି ଦେଇଥିଲେ। ହିନ୍ଦୀ, ଇଂରାଜୀ, ବଙ୍ଗଳା, ଓଡ଼ିଆ ଓ ସଂସ୍କୃତରେ ଗୃହକୁ ସମ୍ବୋଧିତ କରିବା ସହ ଗୀତା, ଭାଗବତ, ବେଦ ଓ ଉପନିଷଦର ଉପାଖ୍ୟାନ ଜରିଆରେ ଭାରତୀୟ […]