ନୂଆଦିଲ୍ଲୀ : ୨୦୧୯ ଜନାଦେଶର ଶେଷ ପର୍ଯ୍ୟାୟ ମତଦାନ। ଆସନ୍ତାକାଲି ହେବ ସପ୍ତମ ତଥା ଶେଷ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୫୯ଟି ଲୋକସଭା ଆସନ ଲାଗି ମତଦାନ ହେବ। ପଞ୍ଜାବ ଓ ଉତ୍ତର ପ୍ରଦେଶର ୧୩ଟି ଲେଖାଏଁ ଆସନ ପାଇଁ ଭୋଟ୍ ହେଉଥିବା ବେଳେ ପଶ୍ଚିମବଙ୍ଗରେ ୯ଟି, ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏଁ, ହିମାଚଳ ପ୍ରଦେଶର ୪, ଝାଡ଼ଖଣ୍ଡର ୩ ଏବଂ ଚଣ୍ଡିଗଡ଼ର ଗୋଟିଏ ଆସନରେ ମତଦାନ ହେଉଛି। ୫୯ ଲୋକସଭା ଆସନର ୯୧୮ […]
hahaha https://t.co/CvuPcXZ29z — Amitabh Bachchan (@SrBachchan) 26 April 2018
ସିଡ଼ିନୀ : ଅନେକ ସମୟରେ ଏମିତି କିଛି ଘଟଣା ସାମନାକୁ ଆସେ ଯାହା ଖୁବ୍ ଆଶ୍ଚର୍ଯ୍ୟଜନକ ମନେହୁଏ। ଆମକୁ ବିଶ୍ୱାସ ବି ହୁଏନି, ଏମିତି ଘଟଣା ଘଟିଥିବ ବୋଲି। ହେଲେ ସିଡ଼ିନୀରେ ଘଟିଥିବା ଏ ଘଟଣାଟି ପୁରା ସତ। ଜଣେ ୧୨ ବର୍ଷର ପିଲା ନିଜ ମା’ଙ୍କ ସହ ଝଗଡ଼ା କରି ଘରୁ ପଳାଇ ଯାଇଥିଲା। ଆଉ ତାପରେ ଯାହା କରିଛି, ତାହା ଜାଣିଲେ ଆପଣ ବିଶ୍ୱାସ କରିବେନି। ମିଳିଥିବା ସୂଚନା ଅନୁସାରେ, ସିଡ଼ିନୀରେ ରହୁଥିବା ଏହି […]
ନୂଆଦିଲ୍ଲୀ : ଆଜି ଦୁଇ ଦିନିଆ ଚୀନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗସ୍ତ କାଳରେ ସେ ଚୀନ ରାଷ୍ଟ୍ରପତି ସି ଜିନ୍ ପିଙ୍ଗ୍ଙ୍କ ସହ ଅଣ-ଆନୁଷ୍ଠାନିକ ଆଲୋଚନା କରିବେ। ଡୋକଲାମ ବିବାଦ ପରଠାରୁ ଦୁଇ ଦେଶ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଦେଖାଦେଇଛି। ତେଣୁ ଏହାର ସମାଧାନ ପାଇଁ ଆଲୋଚନା ବେଳେ ଉଦ୍ୟମ ହେବ। ଦୁଇ ଦିନିଆ ଗସ୍ତ ବେଳେ କୌଣସି ଚୁକ୍ତି ସ୍ୱାକ୍ଷରିତ କିମ୍ବା ମିଳିତ ପ୍ରେସ୍ କନଫରେନସ କରାଯିବ ନାହିଁ ବୋଲି ଚୀନର […]
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ୍ର ଅଧିନାୟକ ବିରାଟ କୋହଲିଙ୍କୁ ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ଦେବାପାଇଁ ବିସିସିଆଇ ସୁପାରିଶ କରିଛି। ପୂର୍ବରୁ ୨୦୧୬ରେ କୋହଲିଙ୍କ ନାଁ ସୁପାରିଶ କରାଯାଇଥିଲା। କିନ୍ତୁ ସେହି ବର୍ଷ ରିଓ ଅଲମ୍ପିକରେ ପଦକ ଜିତିଥିବା ପି.ଭି.ସିନ୍ଧୁ, ସାକ୍ଷୀ ମଲ୍ଲିକ ଓ ଦୀପା କର୍ମକାରଙ୍କୁ ରାଜୀବଗାନ୍ଧି ଖେଳରତ୍ନ ପୁରସ୍କାର ମିଳିବାରୁ ବିରାଟ ବାଦ୍ ପଡିଥିଲେ। ସେହିପରି ୧୯ବର୍ଷରୁ କମ୍ ଦଳର କୋଚ୍ ଥିବା ରାହୁଲ ଦ୍ରାବିଡଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ସୁପାରିଶ ହୋଇଛି। ରାହୁଲଙ୍କ […]
ତୃତୀୟ ଲହରୀ ଆଶଙ୍କା ଲାଗି ରହିଥିବା କହିଛନ୍ତି ନୀତି ଅୟୋଗ ସଦସ୍ୟ ଡକ୍ଟର ଭିକେ ପଲ୍ । ଦେଶରେ ସ୍ଥିତି ସାମାନ୍ୟ ସୁଧୁରିଥିବା ବେଳେ ଲୋକେ ପୁଣି ବେପରୁଆ ହୋଇଗଲେଣି ।