• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

fire
ବୁଲନ୍ଦଶହର ହିଂସାକାଣ୍ଡ ଘଟଣା: ମୃତ ପୁଲିସ୍‌ଙ୍କ ପରିବାରଙ୍କୁ ୪୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା

ଲକ୍ଷ୍ନୌ: ଉତ୍ତରପ୍ରଦେଶର ବୁଲନ୍ଦଶହରରେ ହିଂସାକାଣ୍ଡ ଘଟଣାରେ ମୃତ୍ୟୁବରଣ କରିଥିବା ପୁଲିସ୍‌ ଇନ୍ସ୍‌ପେକ୍ଟର ସୁବୋଧ କୁମାର ସିଂହଙ୍କ ପରିବାରକୁ ୪୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଏହା ବ୍ୟତୀତ ତାଙ୍କ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କା ଏବଂ ପରିବାରର ଜଣଙ୍କୁ ସରକାରୀ ଚାକିରି ଦିଆଯିବ ବୋଲି ମଧ୍ୟ ଘୋଷଣା କରାଯାଇଛି। ସେପଟେ ଏହି  ଘଟଣାରେ ୪ ଜଣଙ୍କୁ ଗିରଫ କରାଯିବା ସହ  ହିଂସାକାଣ୍ଡର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ […]