How to Prepare Kadai Mutton Recipe ଆପଣ ରେଷ୍ଟୁରାଣ୍ଟ୍ରେ ଅନେକ ସମୟରେ କଡାଇ ମଟନ୍ ଖାଉଥିବେ। ଯାହାର ସ୍ୱାଦ ଭାରି ବଢ଼ିଆ। ଆପଣ ମଧ୍ୟ ଏହାକୁ ଘରେ ପ୍ରସ୍ତୁତ କରି ଖାଇବାକୁ ଚାହୁଁଥିବେ। କିନ୍ତୁ ଏହା କେମିତି ପ୍ରସ୍ତୁତ ହେବ କିଛି ଲୋକ ଜାଣିଥିଲେ ବି କିଛି ଲୋକ ଜାଣି ନଥିବେ। ତେବେ ଆଜି ଆମେ ଆପଣଙ୍କୁ କହିବୁ ଏହାକୁ କେମିତି ପ୍ରସ୍ତୁତ କରିବେ। ଆବଶ୍ୟକ ସାମଗ୍ରୀ: ବଏଲ୍ ମଟନ୍, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, କଟା […]
ନୂଆଦିଲ୍ଲୀ : ଟିକେଟ ନେଇ କଂଗ୍ରେସ ଶିବିର ମଧ୍ୟ ଚଳଚଞ୍ଚଳ। ଶେଷ ପର୍ଯ୍ୟାୟ ପ୍ରାର୍ଥୀ ଚୟନ ନେଇ ଆଜି ଦିଲ୍ଲୀରେ ଚାଲିଛି ବୈଠକ। ଏଆଇସିସି ସ୍କ୍ରିନିଂ କମିଟି ପ୍ରାର୍ଥୀଙ୍କ ନାଁ ଚୂଡାନ୍ତ କରିବା ପରେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏଥିରେ ମୋହର ମାରିବ। ସ୍କ୍ରିନିଂ କମିଟି ମୁଖ୍ୟ ଭିଡି ସାଥିସାନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଚାଲିଛି। କଂଗ୍ରେସ ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂହ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଅଛନ୍ତି। ୧୫ ଲୋକସଭା […]
ନୂଆଦିଲ୍ଲୀ : କୁଖ୍ୟାତ ଆତଙ୍କବାଦୀ ମାସୁଦ ଆଝାରକୁ ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷଣା ପାଇଁ ଚୀନ୍ ସହ ଆଲୋଚନା ଚାଲିଛି। ଆଝାରଙ୍କୁ ଆତଙ୍କବାଦୀ ଘୋଷଣା ପାଇଁ ଚୀନ ପକ୍ଷରୁ କିଛି ପ୍ରସ୍ତାବ ରଖାଯାଇଛି, ସେ ସମ୍ପର୍କରେ ଭାରତ ପକ୍ଷରୁ ବିଚାର କରାଯାଉଛି। ଖୁବଶୀଘ୍ର ଏ ସମ୍ପର୍କରେ ତଥ୍ୟ ମିଳିବ ବୋଲି ସୂଚନା ମିଳିଛି। ପାକିସ୍ତାନରେ ଆତଙ୍କବାଦୀ ସଂଗଠନ ସକ୍ରିୟ ଥିବା ସମ୍ପର୍କରେ ଚୀନ ନିକଟରେ ପର୍ଯ୍ୟାପ୍ତ ତଥ୍ୟ ରହିଛି। ଏଥିସହ ଚୀନ ପକ୍ଷରୁ ଆତଙ୍କବାଦ ଏକ ବଡ଼ ଚ୍ୟାଲେଞ୍ଜ୍ […]
କୋଲକାତା: କୋଲକାତା ନ୍ୟାସନାଲ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅଗ୍ନିକାଣ୍ଡ। ନିଆଁ ଲାଗିବା ଖବର ପାଇବା ପରେ ଘଟଣାସ୍ଥଳରେ ଅଗ୍ନିଶମବାହିନୀର ୧୦ଟି ଗାଡି ମୁତୟନ କରାଯାଇଛି। ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି ରହିଛି। ମେଡିକାଲରୁ ପ୍ରାୟ ୨୫୦ ରୋଗୀଙ୍କୁ ସୁରକ୍ଷିତ ବାହାର କରାଯାଇଛି। ସେମାନଙ୍କୁ ନିକଟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ହସ୍ପିଟାଲରେ ଥିବା ଏକ କ୍ୟାଣ୍ଟିନରୁ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି। ମେଡିକାଲ କଲେଜ ବିଲ୍ଡିଂରୁ […]
ମୁମ୍ବାଇ: ବଲିଉଡ୍ ସିଙ୍ଘମ୍ ଅଜୟ ଦେବଗନ୍ ଓ କ୍ୟୁଟ୍ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ପ୍ରଥମ କରି ପରଦାରେ ଏକାଠି ଦେଖିବାକୁ ମିଳିବ। ଦୁଇ ଲୋକପ୍ରିୟ ତାରକା ଏବେ ‘ବାହୁବଲୀ’ଫେମ୍ ନିର୍ଦ୍ଦେଶକ ଏସ ଏସ୍ ରାଜାମୌଲିଙ୍କ ଆଗାମୀ ସିନେମାରେ କାମ କରିବେ ବୋଲି ଜଣାଯାଇଛି। ଏ ସଂପର୍କରେ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ନିଜେ ନିର୍ଦ୍ଦେଶକ ରାଜା ମୌଲି କହିଛନ୍ତି ଯେ ତାଙ୍କ ନିର୍ଦ୍ଦେଶିତ ପିରିଅଡିକ୍ ଫିଲ୍ମ ‘ଆର୍ଆର୍ଆର୍’ରେ ନାୟିକା ଭୂମିକାରେ ନଜର ଆସିବେ ଆଲିଆ ଭଟ୍ଟ। ଅପରପକ୍ଷରେ […]
ଭୁବନେଶ୍ୱର: ଖରାଦିନ ଆସି ଗଲାଣି। ତେଣୁ ଏବେ ସମସ୍ତେ ଥଣ୍ଡା ପାଣି, କୋଲ୍ ଡ୍ରିଙ୍କ୍ ସହ ଲେମ୍ବୁ ପାଣି ଅଧିକ ମାତ୍ରାରେ ପିଇବାକୁ ପସନ୍ଦ କରିବେ। ଏପରିକି କିଛି ଲୋକ ମୋଟାରୁ ପତଳା ହେବା ପାଇଁ ମଧ୍ୟ ଲେମ୍ୱୁ ପାଣି ପିଇବାକୁ ପସନ୍ଦ କରିଥାନ୍ତି। ଯଦି ଆପଣ ବି ଲେମ୍ୱୁ ପାଣିକୁ ନିୟମିତ ଭାବରେ ପିଉଛନ୍ତି, ତେବେ ସାବଧାନ ରୁହନ୍ତୁ। କାରଣ ଅତ୍ୟଧିକ ଲେମ୍ୱୁପାଣି ଶରୀର ପାଇଁ ଲାଭଦାୟକ ନୁହେଁ। ଆବଶ୍ୟକତାଠାରୁ ଅଧିକ ଲେମ୍ବୁପାଣି ପିଇବା ଶରୀର […]
Chingudi Fried Rice ଆପଣ ଭିନ୍ନ ଭିନ୍ନ ପ୍ରକାରର ଫ୍ରାଏଡ୍ ରାଇସ୍ ଖାଇଥିବେ। ଯାହା ପାଟିକୁ ଖୁବ୍ ସୁଆଦିଆ ଲାଗେ। ଆଜି ଆମେ ଆପଣଙ୍କୁ ଚିଙ୍ଗୁଡ଼ି ଫ୍ରାଏଡ୍ ରାଇସ୍ ରେସିପି ବିଷୟରେ କହିବୁ। ଚାଲନ୍ତୁ ଜାଣିବା ଘରେ ଏହାକୁ କେମିତି ପ୍ରସ୍ତୁତ କରିବେ। ଆବଶ୍ୟକ ସାମଗ୍ରୀ: ବାସୁମତୀ ଚାଉଳ, ଚିଙ୍ଗୁଡ଼ି, ଫୁଲକୋବି, ଆଳୁ, ଟମାଟୋ, ପିଆଜ, ରସୁଣ, ଅଦା, କଞ୍ଚାଲଙ୍କା, କଞ୍ଚା ମଟର, ତେଲ, ଘିଅ, ହଳଦୀଗୁଣ୍ଡ ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚାଉଳକୁ ଧୋଇ ଦିଅନ୍ତୁ। […]
ନୂଆଦିଲ୍ଲୀ: କ୍ରିକେଟର ଏସ୍. ଶ୍ରୀସାନ୍ତଙ୍କୁ ଆଶ୍ୱସ୍ତି। ୨୦୧୩ ଆଇପିଏଲ୍ ସ୍ପଟ୍ ଫିକ୍ସିଂ ମାମଲାରେ ଫସିଥିବା ଶ୍ରୀସାନ୍ତଙ୍କ ଉପରୁ ଆଜୀବନ ବାସନ୍ଦ ନିର୍ଦ୍ଦେଶକୁ ସୁପ୍ରିମ୍ କୋର୍ଟ ହଟାଇ ଦେଇଛନ୍ତି। ତେବେ ୩ ମାସ ମଧ୍ୟରେ ସାନି ଦଣ୍ଡବିଧାନ ସ୍ଥିର କରିବାକୁ ସୁପ୍ରିମକୋର୍ଟ କୋର୍ଟ ବିସିସିଆଇର ଶୃଙ୍ଖଳା କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ଅଶୋକ ଭୂଷଣ ଓ ଜଷ୍ଟିସ୍ କେ.ଏମ୍ ଜୋଜେଫ୍ଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ଶୁଣାଣି ବେଳେ ସ୍ପଷ୍ଟ ଭାବେ କହିଥିଲେ ଯେ ବିସିସିଆଇର ଶୃଙ୍ଖଳା କମିଟି […]
ନୂଆଦିଲ୍ଲୀ: ସୀମାରେ ପୁଣି ପରାକ୍ରମ ଦେଖାଇଛି ଭାରତୀୟ ବାୟୁସେନା। ପଞ୍ଜାବ ଏବଂ ଜମ୍ମୁ ସୀମାରେ ଇଣ୍ଡିଆନ ଏୟାରଫୋର୍ସ ପକ୍ଷରୁ ଯୁଦ୍ଧାଭ୍ୟାସ କରାଯାଇଛି। ଗତକାଲି ରାତିରେ କରାଯାଇଥିବା ଏହି ଯୁଦ୍ଧାଭ୍ୟାସରେ ବହୁ ସଂଖ୍ୟାରେ ଫାଇଟର ଏୟାରକ୍ରାଫ୍ଟ ଭାଗ ନେଇଥିଲେ। ପଞ୍ଜାବର ଅମ୍ରିତସରରେ ଜେଟ୍ ସମେତ ଅନ୍ୟାନ୍ୟ ଯୁଦ୍ଧ ବିମାନ ସୁପରସୋନିକ ଗତିରେ ଆକାଶ ମାର୍ଗରେ ଉଡ଼ିଥିବା ଦେଖିବାକୁ ମିଳିଥିଲା। ସୀମାରେ ଉତ୍ତେଜନା ଲାଗି ରହିଥିବାରୁ ପ୍ରସ୍ତୁତି ପୂର୍ବକ ଏହି ଏୟାର ଡ୍ରିଲ କରାଯାଇଛି। ପାକିସ୍ତାନ ଯେପରି ଭାରତୀୟ ବାୟୁ […]
ଭୁବନେଶ୍ୱର: କଥାରେ ଅଛି ସ୍ୱଚ୍ଛତା ହିଁ ଭଗବାନ। ସେଥିପାଇଁ ଶାସ୍ତ୍ରରେ ମଧ୍ୟ ସଫା ସୁତୁରା ରହିବା ଲାଗି ଅନେକ ପରାମର୍ଶ ଦିଆଯାଇଛି। ନିଜକୁ ସଫା ସୁତରା ରଖିବା ସହ ନିଜ ପରିବେଶ ଆଉ ଘରକୁ ମଧ୍ୟ ସ୍ୱଚ୍ଛ ରଖୁଥିବା ବ୍ୟକ୍ତି ସବୁବେଳେ ସୁଖ ଓ ସମୃଦ୍ଧି ଭୋଗ କରେ ବୋଲି ଶାସ୍ତ୍ରରେ ବର୍ଣ୍ଣନା ରହିଛି। ହେଲେ ସାବଧାନ, ସଫାସୁତୁରା କରିବାର ମଧ୍ୟ କିଛି ବିଧାନ ଶାସ୍ତ୍ରରେ ଲେଖାଯାଇଛି। ଏହାର ଅନୁପାଳନ କରା ନଗଲେ ଏହାର ବିପରୀତ ପ୍ରତିକ୍ରିୟା […]