ନ୍ୟୁୟର୍କ: କରୋନା କବଳରେ ସାରା ବିଶ୍ୱ। ୨୧୦ ଦେଶରେ ୨୩ ଲକ୍ଷ ୫୦ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ଏଯାଏଁ ଏହି ମହାମାରୀରେ ଗଲାଣି ଲକ୍ଷେ ୬୧ ହଜାରରୁ ଅଧିକ ଜୀବନ। କୋଭିଡ ୧୯ ମହାମାରୀରେ ସବୁଠୁ ବେଶୀ ପ୍ରଭାବିତ ହୋଇଛି ଯୁକ୍ତରାଷ୍ଟ୍ର ଆମେରିକା। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୮ ହଜାର ଟପିଥିବା ବେଳେ ୩୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି। ଆକ୍ରାନ୍ତ ସଂଖ୍ୟାରେ ସ୍ପେନ୍ ଦ୍ୱିତୀୟରେ ଥିବା ବେଳେ […]
ଝାଡ଼ଖଣ୍ଡରେ ହଟିଆ-ରାଉରକେଲା ପାସେଞ୍ଜର ଟ୍ରେନ ଦୁର୍ଘଟଣାଗ୍ରସ୍ତ ଟ୍ରେନର ସ୍ପିଡ କମ ଥିବାରୁ ଟ୍ରେନର ୭ଟି ବଗିରୁ କୌଣସି ଗୋଟିଏ ବଗି ଟ୍ରାକରୁ ବାହାରକୁ ବାହାରି ନଥିଲା ଦୁର୍ଘଟଣା ସମୟରେ ଟ୍ରେନରେ ୮୪ ଜଣ ଯାତ୍ରୀ ଥିଲେ ଟ୍ରେନଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ଆଉ ଏକ ଇଞ୍ଜିନ ଲଗାଯାଇଥିଲା ରାଞ୍ଚି: ଝାଡ଼ଖଣ୍ଡରେ ହଟିଆ-ରାଉରକେଲା ପାସେଞ୍ଜର ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବୁଧବାର ରାତି ୮ଟା ୨୦ରେ କନାରାଓଁ ରେଲୱେ ଷ୍ଟେସନ ନିକଟରେ ପାସେଞ୍ଜର ଟ୍ରେନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କେବଳ ଇଞ୍ଜିନ […]
ନୂଆଦିଲ୍ଲୀ: କୋଭିଡ୍ ଭ୍ୟାକ୍ସିନ ଓ ଔଷଧ ପରୀକ୍ଷଣ ପାଇଁ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କଲେ କେନ୍ଦ୍ର ସରକାର। ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଭ୍ୟାକ୍ସିନ ପ୍ରସ୍ତୁତି ପାଇଁ ଚାଲିଥିବା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଦିଗରେ ଏହି ଟାସ୍କ ଫୋର୍ସ କାର୍ଯ୍ୟ କରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ। ନୀତି ଆୟୋଗ ସଦସ୍ୟ ଓ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ବିଜ୍ଞାନ ପରାମର୍ଶଦାତାଙ୍କ ନେତୃତ୍ୱରେ ଏହି ଟାସ୍କଫୋର୍ସ କାର୍ଯ୍ୟ କରିବ। […]
ନୂଆଦିଲ୍ଲୀ: ଦେଶରେ ଯଦିଓ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି, ହେଲେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗିପାରୁନି। ଲଗାତାର କିଛିଦିନ ଧରି ଦେଶରେ ପ୍ରତିଦିନ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଏହାଛଡା ଲୋକମାନେ କରୋନା ଟେଷ୍ଟ କରାଇବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ଅଧିକ ସଂକ୍ରମିତ ଚିହ୍ନଟ ସହ ଟେଷ୍ଟ ରିପୋର୍ଟ ଆସିବାରେ ମଧ୍ୟ ବିଳମ୍ବ ହେଉଥିବା ନଜର ଆସୁଛି। ଏସବୁ ଭିତରେ ICMR(Indian Council of […]
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଓ ଲକଡାଉନ୍ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ଓ ପରୀକ୍ଷା ସ୍ଥଗିତ ରହିଛି। UPSC ଓ SSC କେବେ ପରୀକ୍ଷା ହେବ, ଏନେଇ ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ମେ ୩ ପରେ ହେବ UPSC ଓ SSC ପରୀକ୍ଷା ତାରିଖ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଲକଡାଉନ୍ ଉଠିବା ପରେ ହିଁ ପରୀକ୍ଷା ହେବ। ଏନେଇ ଆବଶ୍ୟକ ସମୟ ସମସ୍ତ ଆଶାୟୀଙ୍କୁ ଦିଆଯିବ। ଆଜି ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ। […]
ଲୁଧିଆନା: ପଞ୍ଜାବ ଲୁଧିଆନାର ଆସିଷ୍ଟାଣ୍ଡ କମିଶନର ଅଫ୍ ପୋଲିସ ଅନିଲ କୋହଲିଙ୍କର କରୋନା ସଂକ୍ରମଣରେ ମୃତ୍ୟୁ। କିଛିଦିନ ତଳେ ସେ କରୋନାରେ ସଂକ୍ରମିତ ହୋଇ ଲୁଧିଆନାର SPS ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପ୍ରଥମେ ତାଙ୍କ ନମୁନା ପରୀକ୍ଷାବେଳେ ନେଗେଟିଭ ଆସିଥିଲା। ତେବେ ଦ୍ୱିତୀୟ ଥର ପରୀକ୍ଷା ବେଳେ ତାଙ୍କ ସାମ୍ପଲ ପଜିଟିଭ ଆସିଥିଲା। ଗତ ୧୧ ତାରିଖରୁ ସେ ଭେଣ୍ଟିଲେଟରରେ ଥିଲେ। ଆଜି ତାଙ୍କର ମୃତ୍ୟୁ ହୋଇଛି। ଏସିପି ଅନୀଲ କୋହଲିଙ୍କ ମୃତ୍ୟୁରେ ଓଡିଶା ଡିଜିପି ଅଭୟ […]
ସ୍ୱିଜରଲ୍ୟାଣ୍ଡ: ତ୍ରିରଙ୍ଗାରେ ଝଲସିଲା ସ୍ୱିଜରଲ୍ୟାଣ୍ଡର ଆଲପସ୍ ପର୍ବତଶ୍ରେଣୀରେ ଥିବା ମ୍ୟାଟର୍ହର୍ଣ୍ଣ୍ ପର୍ବତ। ସାରା ବିଶ୍ୱ ଏବେ କରୋନା ବିଭୀଷିକା କବଳରେ ଥିବାବେଳେ, ଏଠାରେ ପ୍ରତି ରାତିରେ ବିଭିନ୍ନ ଦେଶର ପତାକାକୁ ଏହି ୪ ହଜାର ୪୭୮ ମିଟର ବରଫାବୃତ ପର୍ବତ ଉପରେ ପ୍ରତିଫଳିତ କରାଯାଇଥାଏ। କରୋନା ସଂକଟ ବେଳେ ଭାରତୀୟଙ୍କୁ ମନରେ ଆଶା ଓ ଦୃଢ଼ତା ବଜାୟ ରଖିବାକୁ ବାର୍ତ୍ତା ଦେଇ ଏଠାରେ ଜାତୀୟ ପତାକା ପ୍ରତିଫଳନ କରାଯାଇଥିଲା। ଏହାକୁ ରିଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି […]
ଜମ୍ମୁ: ଆତଙ୍କବାଦୀ ଆକ୍ରମଣରେ ୩ ଯବାନ ସହିଦ ଜମ୍ମୁ ଓ କାଶ୍ମୀରର ବାରମୁଳା ଜିଲ୍ଲା ସାପୁରରେ ସିଆରପିଏଫ୍ ଓ ପୋଲିସ ତନଖି କରୁଥିବା ବେଳେ ଜଣେ ଆତଙ୍କବାଦୀ ଗୁଳିଚାଳନା କରିଥିଲା। ଚେକିଂ ପୋଷ୍ଟ ପାଖରେ ପହଞ୍ଚିବା ପରେ ଆତଙ୍କବାଦୀ ଜଣକ ଯବାନଙ୍କ ଉପରେ ଆଖିବୁଜା ଗୁଳି ଚଳାଇଥିଲା। ଏଥିରେ ୩ ଜଣ ସିଆର୍ପିଏଫ୍ ଯବାନ ସହିଦ ହୋଇଛନ୍ତି। ଏଥି ସହ ୨ ଜଣ ଗୁରୁତର ଅଛନ୍ତି। ଆହତ ଯବାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସହିଦ ଯବାନ […]
ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କୁ କେଉଁ ଔଷଧ ଦିଆଯିବ? ରେମଡେସିଭିର୍ ନା ହାଇଡ୍ରକ୍ସି କ୍ଲୋରୋକୁଇନ୍ ? ତାକୁ ନେଇ ଗବେଷଣା ଜାରି ରହିଛି ବୋଲି ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ICMR ଉପନିର୍ଦ୍ଦେଶକ ରମଣ ଗଙ୍ଗାଖେଡ଼କର। ରେମଡେସିଭିର୍ ଇବୋଲାରେ ଭଲ କାମ କରିଥିବାରୁ ଆଶା ବଢ଼ିଛି। ତେବେ ପରୀକ୍ଷା ନିରୀକ୍ଷା ଚାଲିଛି, ଆଶା କରାଯାଉଛି ଭଲ କାମ କରିବ ବୋଲି ଗଙ୍ଗାଖେଡକର କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ହାଇଡ୍ରକ୍ସି କ୍ଲୋରୋକୁଇନ ପାଇଁ ଆମେ ପରୀକ୍ଷା ନିରୀକ୍ଷା ଚଳାଇଛୁ। […]
ନ୍ୟୁୟର୍କ: କରୋନା ଭାଇରସରେ ସାରା ବିଶ୍ୱରେ ପ୍ରାଣ ହରାଇଲେଣି ୧ଲକ୍ଷ ୪୭ ହଜାରରୁ ଅଧିକ ଲୋକ। ୨୧୦ ଦେଶରେ କାୟା ବିସ୍ତାର କରିଥିବା ଏହି ଭାଇରସରେ ଆଜି ସୁଦ୍ଧା ପ୍ରାୟ ୨୨ ଲକ୍ଷ ଲୋକ ଆକ୍ରାନ୍ତ ହେଲେଣି। ସର୍ବାଧିକ ପ୍ରଭାବିତ ଆମେରିକାରେ ମୃତ୍ୟୁ ସଂଖ୍ୟା ୩୪ ହଜାର ଟପିଛି। ସେହିଭଳି ୬ ଲକ୍ଷ ୭୮ ହଜାରରୁ ଅଧିକ ଲୋକ କୋଭିଡ୍ ୧୯ରେ ଆକ୍ରାନ୍ତ ହୋଇଛନ୍ତି। କରୋନାରେ ଦ୍ୱିତୀୟ ସର୍ବାଧିକ ମୃତ୍ୟୁ ଘଟିଛି। ଇଟାଲୀରେ ଏଠାରେ ୨୨ ହଜାରରୁ […]
ନୂଆଦିଲ୍ଲୀ: ଗ୍ରାମାଞ୍ଚଳରେ କିଛି ନିର୍ଦ୍ଦିଷ୍ଟ ନିର୍ମାଣ କାର୍ଯ୍ୟକୁ ଲକ୍ଡାଉନ୍ ନିୟମରୁ ବାଦ୍ ଦିଆଯାଇଛି। ଦୂରସଞ୍ଚାର, ପାନୀୟ ଜଳ ଏବଂ ବିଜୁଳି ପାଇଁ ହେଉଥିବା ନିର୍ମାଣ କାର୍ଯ୍ୟରେ କୌଣସି କଟକଣା ରହିବ ନାହିଁ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ପୂଣ୍ୟ ସଲିଲା ଶ୍ରୀବାସ୍ତବ। ସେହିଭଳି ଅନୁସୂଚିତ ଜନଜାତି ଓ ବନାଞ୍ଚଳରେ ରହୁଥିବା ଲୋକେ ଲଘୁ ବନ୍ୟ ଉତ୍ପାଦନ ଓ ଅନ୍ୟ କୃଷି କାର୍ଯ୍ୟ କରିପାରିବେ। ସେହିଭଳି କୋପରେଟିଭ୍ କ୍ରେଡିଟ୍ […]
ନୂଆଦିଲ୍ଲୀ: ମହାମାରୀ କରୋନା ବିରୋଧରେ ଲଢ଼ୁଛି ଭାରତ। କେବଳ ନିଜ ନାଗରିକଙ୍କ ପାଇଁ ନୁହେଁ ସାରା ବିଶ୍ୱକୁ ସହାୟତା ହାତ ବଢ଼ାଇଛି। ଡାକ୍ତରୀ ଟିମ୍, ଔଷଧ ପଠାଉଛି ଭାରତ। ହେଲେ ଠିକ୍ ଏହି ସମୟରେ ପାକିସ୍ତାନ ଆତଙ୍କ ପଠାଉଛି। ଆଜି ଏଭଳି କିଛି ଢଙ୍ଗରେ ପାକିସ୍ତାନକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ସ୍ଥଳ ସେନା ମୁଖ୍ୟ ଏମ୍ଏମ୍ ନରୱାଣେ। It is very unfortunate that at a time when the whole world & […]
ଭୁବନେଶ୍ୱର: ସାରା ବିଶ୍ୱରେ ସାଂଘାତିକ ସ୍ଥିତିରେ ରହିଛି କରୋନା ସଂକ୍ରମଣ। ବର୍ତ୍ତମାନ ସୁଦ୍ଧା ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୯ ହଜାର ୫ଶହ ପାର୍ କରିଥିବାବେଳେ ପ୍ରାୟ ୨୦ ଲକ୍ଷ ମୁହାଁ ହେଲାଣି ଆକ୍ରାନ୍ତଙ୍କ ସଂଖ୍ୟା। ଆମେରିକା, ଇଟାଲି ଓ ସ୍ପେନରେ ଜାରି ରହିଛି ମହାମାରୀର ଭୟାବହ ସ୍ଥିତି। କେବଳ ଏହି ୩ ଦେଶରେ କରୋନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ପାଖାପାଖି ୭୦ ହଜାରରେ ପହଞ୍ଚିଛି। ଆମେରିକାରେ ସର୍ବାଧିକ ୨୩ ହଜାର ୫ଶହରୁ […]