• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

lalu yadav
ବିବାହ କାର୍ଡରେ ଲାଲୁଙ୍କ ଫଟୋ ଲଗାଇ ଯୁବକ କଲେ ଅଜବ ଦାବି

ପାଟନା: ବିବାହ କାର୍ଡରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ଫଟୋ। ବିହାର ହାଜିପୁରର ଜଣେ ଯୁବକ ନିଜ ବିବାହ କାର୍ଡରେ ଲାଲୁ ଯାଦବଙ୍କ ଫଟୋ ଲଗାଇବା ସହ ଜେଲ୍‌ରେ ଥିବା ଲାଲୁଙ୍କୁ ମୁକ୍ତ କରିବା ଲାଗି ଅପିଲ୍‌ କରିଛନ୍ତି। ଏହାସହ ବିବାହରେ ଯୋଗଦେବା ପାଇଁ ସେ ବିବାହ କାର୍ଡକୁ ଆର୍‌ଜେଡିର ଅନେକ ବଡ଼ ନେତାଙ୍କଠୁ ଆରମ୍ଭ କରି ଲାଲୁଙ୍କ ପୁଅ ତେଜସ୍ୱୀ, ପତ୍ନୀ ରାବିଡ଼ି ଦେବୀଙ୍କ ଘରକୁ ପଠାଇଛନ୍ତି। ହାଜିପୁର […]

Virat Kohli
IPL 2021: ଆଉଟ୍‌ ହେବା ପରେ ରାଗରେ ଲାଲ୍‌ ହୋଇଗଲେ ବିରାଟ, ଚେୟାର ଫିଙ୍ଗି ଦେଲେ

ଚେନ୍ନାଇ: ଆଇପିଏଲ୍‌ରେ ‌ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଟିମ୍‌ ଚମତ୍କାର ଫର୍ମରେ ଅଛି। ହେଲେ ଆର୍‌ସିବି ଟିମ୍‌ର କ୍ୟାପଟେନ୍‌ ବିରାଟ କୋହଲି ଆଇପିଏଲ୍‌ର ଆଚରଣ ବିଧି ଉଲ୍ଲଂଘନ କରିଥିବା ଦେଖିବାକୁ ମିଳିଛି। ଗତକାଲି ଚେନ୍ନାଇର ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳା ଯାଇଥିବା ଆଇପିଏଲ୍ ମ୍ୟାଚ୍‌(IPL 2021)ରେ ଆର୍‌ସିବି (Royal Challengers Bangalore) ଟିମ୍‌ ୬ ରନ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ( (Sunrisers Hyderabad)କୁ ପରାସ୍ତ କରିଥିଲା। ମ୍ୟାଚ୍‌ ଚାଲିଥିବା ସମୟରେ ଏମିତି କିଛି ଘଟଣା ଘଟିଥିଲା, ଯାହାକୁ ଦେଖି ଫ୍ୟାନ୍ସ ଚକିତ […]

petrol price cut
୧୫ ଦିନ ପରେ କମିଲା ପେଟ୍ରୋଲ, ଡିଜେଲ ଦର

ଲଗାତାର ୧୫ ଦିନ ସ୍ଥିର ରହିବା ପରେ କମିଲା ପେଟ୍ରୋଲ ଓ ଡିଜେଲ ଦର ପେଟ୍ରୋଲ ଲିଟର ପିଛା ୧୬ ପଇସା ଓ ଡିଜେଲ ୧୪ ପଇସା କମିଛି ନୂଆଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୦ ଟଙ୍କା ୫୬ ପଇସା ରହିଛି ନୂଆଦିଲ୍ଲୀ: ଲଗାତାର ୧୫ ଦିନ ସ୍ଥିର ରହିବା ପରେ ଆଜି ପେଟ୍ରୋଲ ଓ ଡିଜେଲ ଦର କମିଛି। ଆଜି ପେଟ୍ରୋଲ ଲିଟର ପିଛା ୧୬ ପଇସା ଓ ଡିଜେଲ ୧୪ ପଇସା କମିଛି। ଏହାପୂର୍ବରୁ […]

cbse exams
CBSE ଦଶମ ପରୀକ୍ଷା ବାତିଲ୍ ; ଦ୍ୱାଦଶ ପରୀକ୍ଷା ଘୁଞ୍ଚିଲା

ନୂଆଦିଲ୍ଲୀ: ବାତିଲ୍ ହେଲା CBSE (Central Board of Secondary Education) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା। CBSE ଦଶମ ବୋର୍ଡ ପରୀକ୍ଷା ବାତିଲ୍‌ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଜରିଆରେ ରେଜଲ୍ଟ ପ୍ରକାଶ ପାଇବ। ଯେଉଁମାନେ ରେଜଲ୍ଟରେ ସନ୍ତୁଷ୍ଟ ନ ହେବେ ପୁଣି ପରୀକ୍ଷା ଦେଇପାରିବେ। ପରିସ୍ଥିତି ସ୍ୱାଭାବିକ ହେଲା ପରେ ଛାତ୍ରଛାତ୍ରୀ  ପରୀକ୍ଷା ଦେଇପାରିବେ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଟ୍ୱିଟ୍‌ […]

train
କରୋନାର ଦ୍ୱିତୀୟ ଲହର ମଧ୍ୟରେ ବନ୍ଦ ହୋଇଯିବ କି ଟ୍ରେନ୍ ଚଳାଚଳ‌ ? ରେଲ୍‌ୱେ ଦେଲା ବଡ଼ ବୟାନ

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ କରୋନା ସ୍ଥିତି। ହୁ ହୁ ହୋଇ ବଢ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶର ଅନେକ ସହରରେ ନାଇଟ୍‌ କର୍ଫ୍ୟୁ ଘୋଷଣା ହୋଇଛି। ଏହାସହ ସମସ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍‌ ମଧ୍ୟ ଜାରି ହୋଇଛି। ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତ ଅଧିକ ଚିହ୍ନଟ ହେଉଛନ୍ତି। କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ଲାଗି ଆଜିଠାରୁ ସାରା ମହାରାଷ୍ଟ୍ରରେ ଲାଗିବ ୧୪୪ ଧାରା। ମୁମ୍ବାଇରୁ ପ୍ରବାସୀ ଶ୍ରମିକଙ୍କ ସେମାନଙ୍କ ରାଜ୍ୟକୁ ପଳାଉଥିବା ଦେଖିବାକୁ […]

maharashtra
ଆଜିଠୁ ଆସନ୍ତା ୧୫ ଦିନ ପାଇଁ ଏହି ରାଜ୍ୟରେ ଲାଗୁ ହେବ ୧୪୪ ଧାରା

ମୁମ୍ବାଇ: ଆଜିଠାରୁ ସାରା ମହାରାଷ୍ଟ୍ରରେ ଲାଗିବ ୧୪୪ ଧାରା। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏହି ଘୋଷଣା କରିଛନ୍ତି। ଆଜି ରାତି ୮ଟାରୁ ଆସନ୍ତା ୧୫ ଦିନ ପାଇଁ ଏହି କଟକଣା ଲାଗୁ ହେବ। କରୋନାର ‘ବ୍ରେକ୍ ଦ ଚେନ୍’ ଅଭିଯାନ ଆରମ୍ଭ ହେବ ବୋଲି ଉଦ୍ଧବ ଠାକ୍‌ରେ କହିଛନ୍ତି। ପୁରା ମହାରାଷ୍ଟ୍ରରେ ଯା’ଆସ ଉପରେ ପ୍ରତିବନ୍ଧକ ଲାଗୁ ହେବ। ବିନା କାରଣରେ ଲୋକମାନେ ଘରୁ ନ ବାହାରିବାକୁ […]

gold
କମିଲା ସୁନା ଦର, ୮ ମାସରେ ୧୦ ହଜାର ଟଙ୍କା ଶସ୍ତା

କମିଲା ସୁନା ଓ ରୂପା ଦର ଶୁକ୍ରବାର ସୁନା ଦରରେ ହ୍ରାସ ଘଟିଥିବା ବେଳେ ଆଜି ମଧ୍ୟ ହ୍ରାସ ପାଇଛି ଅଲ୍‌ ଟାଇମ୍‌ ରେକର୍ଡଠୁ ପାଖାପାଖି ୧୦ ହଜାର ଟଙ୍କା ଶସ୍ତା ହୋଇଛି ସୁନା ନୂଆଦିଲ୍ଲୀ: ପୁଣିଥରେ ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି। ଶୁକ୍ରବାର ସୁନା ଦରରେ ହ୍ରାସ ଘଟିଥିବା ବେଳେ ଆଜି ମଧ୍ୟ ହ୍ରାସ ପାଇଛି। Multi Commodity Exchange(MCX)ରେ ଆଜି ସୁନା ୨୦୦ ଟଙ୍କା ହ୍ରାସ ସହ କାରବାର ଚାଲିଥିବା […]

marriage
ଲକ୍ଷେ ଟଙ୍କାରେ ମିଳିଲା କନ୍ୟା, ବିବାହ ସରିବା ପରେ ସୁନା ଅଳଙ୍କାର ନେଇ ଫେରାର

ଲକ୍ଷ୍ନୌ: ଦୁଲ୍‌ହନ ବେଶରେ ଆସି ରୀତିନୀତି ଅନୁସାରେ ମନ୍ଦିରରେ ବିବାହ କଲେ, ଶେଷରେ ସୁନା ଅଳଙ୍କାର ନେଇ ଫେରାର ହୋଇଗଲେ। ସବୁଠାରୁ ବଡ଼ କଥା, ଏହି ବିବାହ ପାଇଁ ମଧ୍ୟସ୍ଥିଙ୍କ ସହ ଲକ୍ଷେ ଟଙ୍କା ମଧ୍ୟ ଛିଣ୍ଡି ଥିଲା। ଘଟଣାପରେ ନା ଯୁବତୀଙ୍କର କୌଣସି ପତ୍ତା ମିଳିପାରିଛି ନା ମଧ୍ୟସ୍ଥିଙ୍କ। ଉଭୟେ କେଉଁଆଡ଼େ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଉତ୍ତରପ୍ରଦେଶର ମିରଟରେ। ମୁଜାଫରନଗରରେ ରହୁଥିବା ଜଣେ କୃଷକ ବିବାହ ନାଁରେ ଠକାମିର ଶିକାର ହୋଇଥିବା ଅଭିଯୋଗ […]