ନୂଆଦିଲ୍ଲୀ : ମା’ର ମମତା ଅତୁଳନୀୟ । ମହୋଦଧି ପରି ହୃଦୟ। ମା’ ନୁହେଁ ତ ସାକ୍ଷାତ ଦେବୀଟିଏ । ମା’ ଦୁନିଆର ସବୁଠୁ ମଧୁର ଶବ୍ଦ । ହତାଦର ନକରି ପିଲାର ସବୁ ଅଳିଅର୍ଦ୍ଦଳୀ ନୀରବରେ ସହିନିଏ । ତାର ପାଦ ଦେଲେ ଛୁଇଁଲେ ସବୁ ଦୁଃଖ କଷ୍ଟ ଯାଏ ବହୁ ଦୂରେ ହୋଇଯାଏ। ନିତି ଜଳି ଜଳି ସନ୍ତାନର ଜୀବନକୁ ଆଲୋକିତ କରୁଥାଏ। ହେଲେ ଏପରି ମଣିଷର ସ୍ନେହବୋଳା ପଣତକାନିକୁ ଭୁଲିଗଲା ପୁଅ। ଜୀବନ୍ତ […]
ଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ। ଲଗାତାର ତୃତୀୟ ଥର ପାଇଁ ଦିଲ୍ଲୀ ସବୁଠାରୁ ଅଧିକ ପ୍ରଦୂଷିତ ସହରରେ ପରିଣତ ହୋଇଛି। ସ୍ୱିଜରଲାଣ୍ଡ ସଂସ୍ଥା IQAir ର ରେଟିଂ ଅନୁସାରେ ଦିଲ୍ଲୀ ବିଶ୍ୱର ୫୦ ରାଜଧାନୀ ମଧ୍ୟରୁ ସବୁଠାରୁ ଅଧିକ ପ୍ରଦୂଷିତ ରାଜଧାନୀରେ ପରିଣତ ହୋଇଛି। ଏଠାରେ PM ୨.୫ରେ ପହଞ୍ଚିଯାଇଛି।, ଯାହା ହୃଦଘାତ ସମ୍ବନ୍ଧୀୟ ସମସ୍ୟା ଆଦିକୁ ବଢ଼ାଇଦିଏ । IQAir ଅନୁସାରେ ଦିଲ୍ଲୀ ସରକାରଙ୍କ ଲଗାତାର ପ୍ରୟାସ ଓ ତାବଲାବନ୍ଦ […]
ପୁଣେ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ପୁଣେରେ ଆଉ ୨ ସପ୍ତାହ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁକୁ ବଢ଼ାଇ ଦିଆଯାଇଛି। ଏନେଇ ପୁଣେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୧୪ ତାରିଖ ଯାଏ ପୁଣେର ସମସ୍ତ ସ୍କୁଲ୍, କଲେଜ ଓ ପ୍ରାଇଭେଟ୍ କୋଚିଂ ସେଣ୍ଟର ବନ୍ଦ ରହିବ। ଏହାସହ ରାତି ୧୧ଟାରୁ ସକାଳ ୬ଟା ଯାଏ ସାଧାରଣ ଯାତାୟାତ ବନ୍ଦ ରହିବ। ଏହି ସମୟରେ ଜରୁରୀ ସେବାରେ ନିୟୋଜିତ ଗାଡ଼ିକୁ ଛାଡ଼ିଦେଲେ ଅନ୍ୟ ସମସ୍ତ […]
ଚେନ୍ନାଇ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ତାମିଲନାଡୁରେ ଲକ୍ଡାଉନ୍ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ବଢ଼ା ଯାଇଛି। ଲକ୍ଡାଉନ୍ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାକୁ ତଦାରଖ କରିବା ପାଇଁ ସମସ୍ତ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଲକ୍ଡାଉନ୍ ସମୟରେ ବିଭିନ୍ନ କାର୍ଯ୍ୟାଳୟ, ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଅଳ୍ପ ସଂଖ୍ୟକ କର୍ମଚାରୀଙ୍କୁ ନେଇ ଚାଲି ପାରିବ। ମାସ୍କ ପିନ୍ଧିବା ସହ ସାମାଜିକ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀ ସ୍ଥିତ ଏମ୍ସରେ କରୋନା ଟିକା କୋଭାକ୍ସିନ୍ର ପ୍ରଥମ ଡୋଜ୍ ନେଇଛନ୍ତି। ପୁଡୁଚେରୀର ସିଷ୍ଟର ପି. ନିଭେଦା ପ୍ରଧାନମନ୍ତ୍ରୀଙ୍କୁ ଟିକା ଦେଇଛନ୍ତି। ଟିକା ନେବା ବେଳର ଏକ ଫଟୋ ସୋସିଆଲ୍ ମିଡିଆରେ ପୋଷ୍ଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି, ଏମ୍ସରେ କୋଭିଡ୍ ୧୯ ଟିକାର ପ୍ରଥମ ଡୋଜ୍ ଗ୍ରହଣ କଲି। ମହାମାରୀ କରୋନା ବିରୋଧ ଲଢ଼େଇରେ ଭାରତର ଡାକ୍ତର ଓ ବୈଜ୍ଞାନିକ […]
ମୁମ୍ବାଇ: ବଲିଉଡ୍ ବିଗ୍ ବି ଅମିତାଭ ବଚ୍ଚନ ସୋସିଆଲ୍ ମିଡିଆରେ ବେଶ୍ ଆକ୍ଟିଭ୍ ଥାଆନ୍ତି। ସେ ବ୍ଲଗ୍ ମାଧ୍ୟମରେ ତାଙ୍କର ମନର ଭାବନାକୁ ଫ୍ୟାନ୍ସଙ୍କ ସହ ଶେଆର କରିଥାନ୍ତି। ବିଗ୍ ବି ଏବେ ଏକ ବ୍ଲଗ୍ରେ ଏମିତି କିଛି ଖୁଲାସା କରିଛନ୍ତି, ଯାହାକୁ ନେଇ ଫ୍ୟାନ୍ସ ଚିନ୍ତାରେ ପଡ଼ି ଯାଇଛନ୍ତି। ବିଗ୍ ବି ତାଙ୍କର ଏହି ବ୍ଲଗ୍ରେ ମାତ୍ର ଗୋଟିଏ ଧାଡ଼ି ହିଁ ଲେଖିଛନ୍ତି। ସେ ଲେଖିଛନ୍ତି, ‘ମେଡିକାଲ୍ କଣ୍ଡିସନ୍..ସର୍ଜରୀ..ଆଉ କିଛି ଲେଖି ପାରିବି ନାହିଁ।’ ଫେବୃଆରୀ […]
ଅହମଦାବାଦ: ଗୁଜରାଟର ଅହମଦାବାଦରେ ଜଣେ ମହିଳା ସାବରମତୀ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆତ୍ମହତ୍ୟା କରିବା ପୂର୍ବରୁ ମହିଳା ଜଣକ ଏକ ଭିଡିଓ କରି ସୋସିଆଲ୍ ମିଡିଆରେ ଶେଆର କରିଥିଲେ। ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ମହିଳାଙ୍କ ନାଁ ଆୟଶା ବୋଲି ଜଣାପଡ଼ିଛି। ଯାହା ବି କିଛି ଜୀବନରେ ମିଳିଛି, ବହୁତ ଭଲ। ବର୍ତ୍ତମାନ ମୁଁ ଭଗବାନଙ୍କୁ ଭେଟିବାକୁ ଚାହୁଁଛି ବୋଲି ଆୟଶା ଭିଡିଓରେ କହୁଥିବା ଦେଖିବାକୁ ମିଳିଛି। ଭିଡିଓରେ ସେ କହିଥିଲେ, ‘ହ୍ୟାଲୋ, ମୋ […]