ରଣବୀରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଲକ୍ଷଣ ଦେଖା ଦେବା ପରେ ଟେଷ୍ଟ କରାଇଥିଲେ ଏବେ ସେଲ୍ଫ କ୍ୱାରେଣ୍ଟାଇନରେ ରହିଲେ ଅଭିନେତା କରୋନା ହେବା ନେଇ ସୂଚନା ଦେଲେ ମାଆ ନୀତୁ ସିଂହ ବଲିଉଡ୍ ଅଭିନେତା ରଣବୀର କପୁରଙ୍କୁ କରୋନା । ତାଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସୂଚନା ଦେଇଛନ୍ତି ମାଆ ନୀତୁ ସିଂହ । ଗତ କିଛି ଦିନ ଧରି କରୋନା ଲକ୍ଷଣ ଦେଖା ଦେବା ପରେ ଟେଷ୍ଟ କରାଇଥିଲେ ରଣବୀର […]
ପିମ୍ପରି: ଅଭାବ ଅନଟନ ଆଗରେ ଭାଙ୍ଗି ପଡ଼ିଲାନି ମା’ର ମମତା । ପୁଅର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କଣ୍ଟକିତ ଦୁନିଆକୁ ସୁନ୍ଦର କରି ଗଢ଼ିତୋଳିଲା ମା’। ସ୍ୱପ୍ନର ଉଡ଼ାଣକୁ ପ୍ରତିହତ କରିପାରିଲାନି ଆର୍ଥିକ ଦୁରବସ୍ଥା । କଥାରେ ଅଛି ଦୃଢ଼ଇଚ୍ଛା ଶକ୍ତି ଆଗରେ ଅସମ୍ଭବ ବି ସମ୍ଭବ । ଆଉ ଏହି ଉକ୍ତିକୁ ଅକ୍ଷରେ ଅକ୍ଷରେ ସତ ପ୍ରମାଣିତ କରିଛନ୍ତି ପୁଣେରେ ରହୁଥିବା ଜଣେ ମହିଳା ସୁରକ୍ଷାକର୍ମୀ। ଦିନ ରାତି କଠିନ ପରିଶ୍ରମି କରି ପୁଅକୁ ଡାକ୍ତର […]
ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ୍ ଲିମିଟେଡ୍ (ଏଚପିସିଏଲ୍), ମହାରତ୍ନା ସେଣ୍ଟ୍ରାଲ୍ ପବ୍ଲିକ୍ ସେକ୍ଟର ଏଣ୍ଟରପ୍ରାଇଜ୍ ଶକ୍ତି କ୍ଷେତ୍ରରେ ଉତ୍ସାହଜନକ କ୍ୟାରିୟର ସୁଯୋଗ ଖୋଜୁଥିବା ତଥା ଅଭିବୃଦ୍ଧି ଯାତ୍ରାର ଏକ ଅଂଶ ଭାବରେ ଭାରତର ଶକ୍ତି କ୍ଷେତ୍ର ରେ ସହଯୋଗ କରିବାକୁ ଇଚ୍ଛୁକ ପ୍ରତିଭାବାନ ତଥା ଭାରତୀୟ ନାଗରିକମାନଙ୍କୁ ଆମନ୍ତ୍ରଣ କରିଛି। ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀମାନେ ଅନଲାଇନରେ ନିମ୍ନଲିଖିତ ପଦବୀ ପାଇଁ ଆବେଦନ କରିପାରିବେ । ଅନଲାଇନ୍ ଆବେଦନ ଆରମ୍ଭ ତାରିଖ : ୩ ମାର୍ଚ୍ଚ ୨୦୨୧ ଅନଲାଇନ୍ […]
ବେଙ୍ଗାଲୁରୁ: “ମୁଁ ମୋ ଜୀବନରେ ହାରି ଯାଇଛି। ନା ମୁଁ ଜଣେ ଭଲ ପୁଅ ନା ଭାଇ, ଏପରିକି ଭଲପାଇବାର ହୃଦୟ ଜିତି ପାରିଲି। ମୋ ଜୀବନରେ ହାସଲ କରିବାକୁ ଆଉ କିଛି ବାକି ନାହିଁ। ତେଣୁ ସବୁଦିନ ପାଇଁ ମୁଁ ମୋ ଜୀବନକୁ ଶେଷ କରି ଦେଉଛି”…ମୃତ୍ୟୁ ପୂର୍ବରୁ ଏଭଳି କିଛି ଲେଖି ଆତ୍ମହତ୍ୟା କରିଛନ୍ତି ଜଣେ ୨୫ ବର୍ଷୀୟ ଯୁବକ। କର୍ଣ୍ଣାଟକ ମାଣ୍ଡ୍ୟା ଜିଲ୍ଲା କୋଡିଡୋଡି ଗାଁର ଏହି ଯୁବକ ଜଣକ ‘KGF’ ଆକ୍ଟର […]
ଆଜି ଆନ୍ତର୍ଜାତୀୟ ମହିଳା ଦିବସ। ମହିଳାଙ୍କ ଆର୍ଥିକ, ରାଜନୈତିକ, ସାମାଜିକ ତଥା ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଯୋଗଦାନ ବଢ଼ାଇବା ଓ ତାଙ୍କୁ ନିଜର ଅଧିକାର ପ୍ରତି ସଚେତନ କରିବା ଏହାର ମୂଳ ଉଦ୍ଦେଶ୍ୟ। ଏହା ବ୍ୟତୀତ ସମାଜରେ ସେମାନଙ୍କୁ ଉଚିତ ସ୍ଥାନ ଦେବା ସହ ତାଙ୍କର ଉପଲବ୍ଧିକୁ ସର୍ବସାଧାରଣରେ ପ୍ରୋତ୍ସାହନ ଦେବା ପାଇଁ ଏହି ଉତ୍ସବ ପାଳନ କରାଯାଏ । ପ୍ରତିବର୍ଷ ଏହି ଦିବସ ପାଇଁ ଏକ ସ୍ୱତନ୍ତ୍ର ଥିମ୍ ରହିଥାଏ । ତେବେ ଚଳିତ ବର୍ଷର […]
କୋଲକାତା: ବିଜେପିର ବଙ୍ଗ ମିଶନର ସାରଥୀ ସାଜିବେ ମିଥୁନ ଦା’। ବିଧାନସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ରାଜନୀତି ଉଠୁଥିବା ପଡୁଥିବା ବେଳେ ମିଥୁନ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିଲା । ତାହା ସତ ପ୍ରମାଣିତ ହୋଇଛି କୋଲକାତାରେ ଆଜି ହେଉଥିବା ମୋଦିଙ୍କ ବିରାଟ ସମାବେଶ ଅବସରରେ ସେ ବିଜେପିରେ ମିଶିଛନ୍ତି । ରାଜ୍ୟ ବିଜେପି ସଭାପତି ଦିଲୀପ ଘୋଷଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଛନ୍ତି ମେଗାଷ୍ଟାର ମିଥୁନ ଚକ୍ରବର୍ତ୍ତୀ । ପ୍ରଧାନମନ୍ତ୍ରୀଙ୍କ ବ୍ରିଗେଡ୍ ଗ୍ରାଉଣ୍ଡ୍ […]
ମୁମ୍ବାଇ: ମହାରାଷ୍ଟ୍ରକୁ ପୁଣି ଫେରିଲା କୋଭିଡ ଡର। ଗୁରୁବାର ଦିନ ମହାରାଷ୍ଟ୍ରରେ ୫ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୫ ଦିନ ପରେ ଗୋଟିଏ ଦିନରେ ମହାରାଷ୍ଟ୍ରରେ ଏତେ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସପ୍ତାହେ ହେବ ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ହେଲେ ଗୁରୁବାର ଦିନ ଏହି ସଂଖ୍ୟା ୫ ହଜାର ଅତିକ୍ରମ କରିଛି। ଗତ କିଛି ଦିନ ଧରି ମହାରାଷ୍ଟ୍ରର ଅମରାବତୀ ଓ […]
କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନରେ ଏଥର ଦେଖିବାକୁ ମିଳିବ ବରିଷ୍ଠ ଆଇପିଏସଙ୍କ ମଧ୍ୟରେ ଟକ୍କର। ଦେବ୍ରା ନିର୍ବାଚନୀ ମଣ୍ଡଳିରୁ ଏଥର ପ୍ରାର୍ଥୀ ହୋଇଛନ୍ତି ରାଜ୍ୟର ଦୁଇ ପୂର୍ବତନ ଆଇଇପିଏସ୍ ଅଧିକାରୀ । ଟିଏମସିରୁ ହୁମାୟୁନ୍ କବିର୍ ଏବଂ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ଭାରତୀ ଘୋଷ । ଗତ କିଛି ମାସ ତଳେ ଉଭୟେ ଚାକିରୀ ଛାଡ଼ି ରାଜନୀତି ମୈଦାନକୁ ଓହ୍ଲାଇଛନ୍ତି । ହୁମାୟୁନ୍ ଚନ୍ଦନନଗର ପୋଲିସ୍ କମିଶନର୍ ଭାବେ ଦାୟିତ୍ୱ ତୁଲାଇଛନ୍ତି ।ତେବେ ନିର୍ବାଚନର ଠିକ୍ ପୂର୍ବରୁ ବିଜେପି […]
ରାଞ୍ଚି : ପଶୁପାଳନରେ ନୂଆ ରେକର୍ଡ଼ କଲେ କ୍ୟାପଟେନ୍ କୁଲ। ସଫଳତମ ଅଧିନାୟକଙ୍କୁ ମିଳିଲା ସର୍ବଶ୍ରେଷ୍ଠ ଗୋପାଳକ ସମ୍ମାନ। ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେବାପରେ ଏବେ ଅଧିକ ସମୟ ଜୈବିକ ଚାଷରେ ବିତାଉଥିବାର ଦେଖିବାକୁ ମିଳୁଛି । ତେବେ ଏଥିପାଇଁ ୩୯ ବର୍ଷୀୟ ମାହିଙ୍କୁ ଏବେ ପୂର୍ବ ଭାରତର ସର୍ବଶ୍ରେଷ୍ଠ ଗୋପାଳକ ପୁରସ୍କାର ପ୍ରଦାନ କରାଯାଇଛି । ରାଞ୍ଚିର ରାଜକୁମାର ଧୋନୀଙ୍କୁ ରାଞ୍ଚିରେ ବିର୍ସା କୃଷି […]
ୱାଶିଂଟନ: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା NASA(National Aeronautics and Space Administration) ଇତିହାସ ରଚିଛି। ନାସାର ଯାନ ‘ପର୍ସିଭିରନ୍ସ ରୋଭର’ ମଙ୍ଗଳ ଗ୍ରହରେ ସଫଳତାର ସହ ଅବତରଣ କରିଛି। ୭ ମାସ ପରେ ଏହି ରୋଭର ମଙ୍ଗଳ ଗ୍ରହରେ ଅବତରଣ କରିଛି। ଭାରତୀୟ ସମୟ ଅନୁସାରେ, ଗୁରୁବାର ରାତି ୨ଟା ୨୫ ମିନିଟରେ ଏହି ରୋଭର ଅବତରଣ କରିଥିଲା। ମଙ୍ଗଳ ଗ୍ରହରେ ରୋଭର ସଫଳତାର ସହ ଲ୍ୟାଣ୍ଡ୍ କରିବା ମାତ୍ରେ କାଲିଫର୍ଣ୍ଣିଆ ସ୍ଥିତ ଜେଟ୍ ପ୍ରପଲସନ୍ […]