• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

barbara
ମିିିଳିଲା ଦୁନିଆର ସର୍ବ ପୁରାତନ ପାଣି, ଯାହାର ବୟସ ୧୬୦ କୋଟି

ନୂଆଦିଲ୍ଲୀ: ମଣିଷ ସଭ୍ୟତାର ଅନେକ ଫର୍ଦ୍ଦ ଏବେ ବି ଅନ୍ଧାରରେ ରହିଛି । ସେହି ଅନ୍ଧାର ଭିତରୁ ରହସ୍ୟର ପେଡ଼ି ଖୋଲିବାକୁ ଚେଷ୍ଟା ଅବ୍ୟାହତ ରଖିଛନ୍ତି ଗବେଷକମାନେ । ସେଇ ରହସ୍ୟ ପେଡ଼ିର ସୂତାଖିଅଟେ ଏବେ ପଡ଼ଛି ଗବେଷଙ୍କ ହାତରେ । ବହୁ ପୂରାତନ ପାଣିର ସନ୍ଧାନ ମିଳିଛି । ଶହେ ବା ହଜାରେ ବର୍ଷର ପୁରୁଣା ପାଣି ନୁହେଁ,୧୬୦ କୋଟି ବର୍ଷର ପୁରୁଣା ପାଣି । ଏହି ପାଣିକୁ ଖୋଜି ପାଇଛନ୍ତି ଟରୋଣ୍ଟ ୟୁନିଭର୍ସିଟିର ଆଇସୋଟ୍ରପ […]

Adolf Hitler
ବିିବାହର ଗୋଟିଏ ଦିନ ପରେ କାହିଁକି ଆତ୍ମହତ୍ୟା କଲେ ହିଟ୍‌ଲର୍

ଆଡଲଫ ହିଟଲର । ଜର୍ମାନର ଏକଛତ୍ରବାଦ ଶାସକ । ଦୁର୍ଦ୍ଦଷ ନାଜି ସେନାର ମୁଖ୍ୟ । ଦକ୍ଷ, ପରାକ୍ରମୀ । ଦ୍ୱିତୀୟ  ବିଶ୍ୱଯୁଦ୍ଧରେ ତାଙ୍କର ପରାଜୟ ହେଲା । ତଥାପି ସେ ହାର ମାନି ନ ଥିଲେ । କେମିତି କଟିଥିଲା ତାଙ୍କ ଜୀବନର ସେଇ ଶେଷ ୨ ଦିନ.. ୧୯୪୫ ମସିହା ଏପ୍ରିଲ ଶେଷ ସପ୍ତାହ ବେଳକୁ ଜର୍ମାନୀର ପରାଜୟ ଏକ ପ୍ରକାର ସ୍ଥିର ହୋଇ ଯାଇଥିଲା । ମିତ୍ର ବାହିନୀ ଧୀରେ ଧୀରେ ଜର୍ମାନୀର […]

covid positive
ଦେଶରେ କରୋନା ନେଲା ୩୫୨୩ ଜୀବନ

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ଦ୍ୱିତୀୟ  ଲହର ଭୟଙ୍କର ରୂପ ନେଇଛି । ସଂକ୍ରମଣର ପ୍ରତିଦିନ ନୂଆ ରେକର୍ଡ ଦେଖିବାକୁ ମିଳୁଛି । କରୋନା ଗ୍ରାଫ ଯେପରି ଉପରମୁହାଁ ହେବାରେ ଲାଗିଛି, ତାହା ସମସ୍ତଙ୍କ ନିଦ ହଜାଇ ଦେଇଛି । ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଶରେ ଏକ କୋଟି ୯୧ ଲକ୍ଷ ୬୪ ହଜାର ୯୬୯ରେ ପହଞ୍ଚିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪, ୦୧,୯୯୩ ଜଣଙ୍କୁ ମହାମାରୀ ନିଜ କବଜାକୁ […]

labour
ଇତିହାସର ପ୍ରାଚୁର୍ଯ୍ୟ ଭିତରେ ଅଲୋଡା ଶ୍ରମିକ

ମାନବସମାଜ ସୃଷ୍ଟି ହେଲା ପରେ ଶକ୍ତିଶାଳୀ ମଣିଷମାନେ ଶକ୍ତି ପ୍ରଦର୍ଶନ କରି ନିରୀହ ଲୋକଙ୍କୁ କାର୍ଯ୍ୟରେ ଲଗାଇ ନିଜେ ଆନନ୍ଦ , ସୁଖ ଅନୁଭବ କରୁଥିଲେ । ପରେ ରାଜା ମହାରାଜାମାନେ ଗରିବ, ଶ୍ରମିକ, ଶିଳ୍ପୀଙ୍କୁ ଲଗାଇ ନିଜର ଶ୍ରେଷ୍ଠତା ପ୍ରଦର୍ଶନ କଲେ । ବିଦେଶୀ ରାଷ୍ଟ୍ର ଶିଳ୍ପ ସୃଷ୍ଟି କରି ମାଲିକମାନେ ଶ୍ରମିକମାନଙ୍କୁ ଅସ୍ୱାସ୍ଥ୍ୟ କର ପରିବେଶରେ ୧୨ ଘଣ୍ଟା ଖଟାଉଥିଲେ । ଶ୍ରମିକ ନିହଣ ମୁନରେ ଦିନେ ଗଢି ଉଠିଥିଲା ଗ୍ରୀକ୍‌ ସଭ୍ୟତା । […]

ctc
କରୋନା ବ୍ରେକ ପାଇଁ କଟକରେ ଲାଗୁ ହେବ ନୂଆ କଟକଣା

କଟକ:କଟକରେ କରୋନା କାୟା ବିସ୍ତାର କରି ଚାଲିଛି। ଆଜି ଦିନକରେ କଟକରୁ  ୫୭୦ ପଜିଟିଭ ବାହାରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସୋମବାର ଠାରୁ କଟକ ସହରରେ ସାନି କଟକଣା ଲାଗୁ କରାଯାଉଛି ।  ଦିନ ୨ଟା ପରେ ସହରର ସବୁ ଦୋକାନ ବଜାର ବନ୍ଦ ରହିବ। ଆଗାମୀ ୧୫ ଦିନ ପାଇଁ ଲାଗୁ ହେଲା କଟକଣା। କେବଳ ଔଷଧ ଦୋକାନ ଛଡ଼ା ଅନ୍ୟ ସବୁ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଲୋଡିଂ/ଅନଲୋଡିଂ ଛାଡ଼ି ମାଲଗୋଦାମ, ଛତ୍ରବଜାରରେ […]

national corona
ଦେଶରେ ଦିନକରେ ଆଖି ବୁଜିଲେ ୩,୪୯୮ କରୋନା ରୋଗୀ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ଭାବେ ବଢ଼ି ଚାଲିଛି କରୋନା ଦୈନିକ ସଂକ୍ରମଣ। ଦୈନିକ ମୃତ୍ୟୁ ଟ୍ରେଣ୍ଡ  ସମସ୍ତ ରେକର୍ଡ ଭାଙ୍ଗିଛି।ଆଜି ଦିନକରେ ଦେଶରେ  ସର୍ବାଧିକ୩ ଲକ୍ଷ ୮୬ ହଜାର ୪୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ସର୍ବାଧିକ ୩ ହଜାର ୪୯୮ ଜଣଙ୍କର ମୃତ୍ୟୁ ଘଟିଛି । ମୋଟ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୮ ହଜାର ୩୩୦କୁ ବୃଦ୍ଧି ପାଇଛି। ସେହିପରି ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୭ ଲକ୍ଷ ୬୨ […]

soli sorabji
କରୋନାରେ ଆଖି ବୁଜିଲେ ପୂର୍ବତନ ଆଟର୍ଣ୍ଣି ଜେନେରାଲ ସୋଲି ସୋରାବଜୀ

ନୂଆଦିଲ୍ଲୀ: ପୂର୍ବତନ ଆଟର୍ଣ୍ଣି ଜେନେରାଲ ସୋଲି ସୋରାବଜୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ  ବେଳକୁ ସୋଲି ସୋରାବଜୀଙ୍କୁ ୯୧ ବର୍ଷ ବୟସ ହୋଇଥିଲା। କିଛିଦିନ ତଳେ ସୋଲି ସୋରାବଜୀ ଓ ତାଙ୍କ ପତ୍ନୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।  ତାଙ୍କ ପତ୍ନୀ ସୁସ୍ଥ ହୋଇଥିଲେ ମଧ୍ୟ ସୋଲି ସୋରାବଜୀ ଚିକିତ୍ସାଧୀନ ଥିଲେ। ସୋଲି ସୋରାବଜୀ ଦୁଇ ଦୁଇ ଥର ଦେଶର ଆଟର୍ଣ୍ଣି ଜେନରାଲ ଥିଲେ। ପ୍ରଥମେ ୧୯୮୯ରୁ ୯୦ ଏବଂ ଦ୍ୱିତୀୟ ଥର ୧୯୯୮ରୁ ୨୦୦୪ ପର୍ଯ୍ୟନ୍ତ। […]

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result