• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

tiger
ବାଘ ଗଣନାରେ ଗିନିଜ୍‌ ୱାର୍ଲଡ୍‌ ରେକର୍ଡସ୍‌ କଲା ଭାରତ

ନୂଆଦିଲ୍ଲୀ: ବାଘ ଗଣନାରେ ଗିନିଜ୍‌ ବୁକ୍‌ ଅଫ୍‌ ୱାର୍ଲଡ୍‌ ରେକର୍ଡସ୍‌ କଲା ଭାରତ। ୨୦୧୮-୧୯ ମସିହାରେ ଭାରତରେ ଥିବା ବାଘଙ୍କୁ ନେଇ ଏହି ଗଣନା କରାଯାଇଥିଲା। ବିଶ୍ୱର ସର୍ବ ବୃହତ ଅନ୍-କ୍ୟାମେରା ବନ୍ୟପ୍ରାଣୀ ସର୍ଭେ ପାଇଁ ଗିନିଜ୍‌ ବୁକ୍‌ ଅଫ୍‌ ୱାର୍ଲଡ୍‌ ରେକର୍ଡସ୍‌ରେ ନାଁ ଲିପିବଦ୍ଧ କରିଛି ଭାରତ। ୨୦୧୮ରେ ଚତୁର୍ଥ ପର୍ଯ୍ୟାୟ ସର୍ବଭାରତୀୟ ବ୍ୟାଘ୍ର ଗଣନା ଅନୁଯାୟୀ ଦେଶର ସମୁଦାୟ ବାଘ ସଂଖ୍ୟା ୨,୯୬୭ ଥିଲା। ଯାହା ସାରା ବିଶ୍ୱରେ ଥିବା ବାଘ ସଂଖ୍ୟାର ୭୫ […]

Imran Khan
ଇମ୍ରାନ ଖାନ୍‌ କରୋନା ଆକ୍ରାନ୍ତ; ଦୁଇଦିନ ତଳେ ନେଇଥିଲେ ଚାଇନା ଟିକା

ଇସ୍‌ଲାମବାଦ୍‌: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କରୋନା ଆକ୍ରାନ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବିଶେଷ ସହୟକ ଟୁଇଟ କରି ଏହି ସୂଚନା ଦେଇଛନ୍ତି। କରୋନା ରିପୋର୍ଟ ପାଇବା ପରେ ଇମ୍ରାନ ହୋମ ଆଇସୋଲେସନରେ ଅଛନ୍ତି। ପାକିସ୍ତାନରେ ଏବେ ଟିକାକରଣ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ଲୋକ ଏବଂ ସ୍ୱାସ୍ଥ୍ୟ କର୍ମୀ ଟିକା ନେଉଛନ୍ତି। ଇମ୍ରାନଙ୍କ ଡାକ୍ତରଙ୍କ ସୂଚନା ଅନୁଯାୟୀ ସେ ଚାଇନା ଦ୍ୱାରା ପ୍ରସ୍ତୁତ ‘ସିନୋଫର୍ମ’ ଟିକା ନେଇଥିଲେ। ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା […]

rekha
ସିଲ୍‌ ହେଲା ଅଭିନେତ୍ରୀ ରେଖାଙ୍କ ବଙ୍ଗଳା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରେଖାଙ୍କ ମୁମ୍ବାଇ ସ୍ଥିତ ବଙ୍ଗଳା ‘Sea Springs’କୁ ସିଲ୍ କରାଯାଇଛି। ରେଖାଙ୍କ ବାନ୍ଦ୍ରା ସ୍ଥିତ ଏହି ବଙ୍ଗଳାରେ କାର୍ଯ୍ୟରତ ଜଣେ ସିକ୍ୟୁରିଟି ଗାର୍ଡଙ୍କ କରୋନା ପଜିଟିଭ୍‌ ଆସିବା ପରେ ବଙ୍ଗଳାକୁ ସିଲ୍ କରାଯିବା ସହ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ବଙ୍ଗଳା ବାହାରେ ବିଏମ୍‌ସି ନୋଟିସ୍‌ ଲଗାଇ କଣ୍ଟେନ୍‌ମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି। ସୂଚନା ଅନୁସାରେ, ରେଖାଙ୍କ ଏହି ବଙ୍ଗଳାରେ ୨ଜଣ ସିକ୍ୟୁରିଟି ଗାର୍ଡ ଅଛନ୍ତି। ଯେଉଁମାନେ […]

pakhala-KO
ହଜି ଯାଉଛି କି ଆମ ପଖାଳ ହାଣ୍ଡିର ବାସ୍ନା ?

ଆମ ହାଣ୍ଡିଶାଳରୁ ହଜି ଯାଉଛି କି ପଖାଳ ହାଣ୍ଡି? ଆମ ଖାଦ୍ୟ ଶୈଳୀରୁ ଦୂରେଇ ଯାଉଛି କି ପଖାଳ କଂସା? ଦିନକୁ ଦିନ ପଖାଳଠାରୁ ଆମର ସମ୍ପର୍କ ଛିନ୍ନ ହୋଇଯାଉଛି କି ? ଏହା ଯେ ଆମ ଜୀବନ ଜୀବିକା ଓ ଦିନଚର୍ଯା ସହ ଅତି ଅନ୍ତରଙ୍ଗ, ଏହାକୁ ସେତିକି ସମ୍ମାନ ଦେବାରେ ଆମେ ହେଳା କରି ଦେଉ ନାହାନ୍ତି ତ? ଆଲେଖ୍ୟ:- ଜଗମୋହନ ମହାରଣା ପଖାଳ ଖାଲି ଏକ ଖାଦ୍ୟ ନୁହେଁ, ସକାଳରୁ ସଞ୍ଜ ରାତିରୁ […]

twit-1
ଗୋଟିଏ ଟ୍ୱିଟ ପାଇଁ ଝିଅକୁ ଫେରି ପାଇଲେ ବାପା

ଚନ୍ଦୌଲି:ସୋଶିଆଲ ମିଡିଆ ଲାଗି ଟଳିଗଲା ଏକ ବଡ ବିପଦ। ଅସାମାଜିକଙ୍କ ହାବୁଡରୁ ଉଦ୍ଧାର ପାଇଲେ ନାବାଳିକା । ଗୋଟିଏ ଟୁଇଟ ପାଇଁ ଝିଅକୁ ଫେରି ପାଇଲେ ବାପା। ନହେଲେ ଝିଅର ଜୀବନ ଯେ କ’ଣ ହୋଇଥାନ୍ତା ! ସୋଶିଆଲ ମିଡିଆକୁ ନେଇ ଅନେକଙ୍କ ମନରେ ନକାରାତ୍ମମ ଚିନ୍ତାଧାରା ଥିବାବେଳେ ଏହି ଘଟଣା ସେମାନଙ୍କୁ ଆଉ ଥରେ ଭାବିବା ପାଇଁ ବାଧ୍ୟ କରିବ। ଗୌହାଟିର ଏଇ ନାବାଳିକାଙ୍କୁ କାମାକ୍ଷ ଏକ୍ସପ୍ରେସରେ ଅପହରଣ କରି ନେଇ ଯାଉଥିଲେ ।  ହେଲେ […]

ranvir kapoor
ରଣବୀର ଓ ନିତୁଙ୍କୁ କରୋନା ଖବର ଉପରୁ ପର୍ଦ୍ଦା ଉଠାଇଲେ ରିଦ୍ଧିମା

ମୁମ୍ବାଇ: ବଲିଉଡ୍‌ର ବିଗ୍‌ ବି ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ  ମୁମ୍ବାଇ ସ୍ଥିତ ନାନାବତୀ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଗତକାଲି ଅମିତାଭ ଓ ଅଭିଷେକ କରୋନା ପଜିଟିଭ୍‌ ଖବର ସାମ୍ନାକୁ ଆସିବାର କିଛି ଘଣ୍ଟା ପରେ ରଣବୀର କପୁର, ତାଙ୍କ ମା’ ନୀତୁ କପୁର ଓ କରଣ ଜୋହର କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସୋସିଆଲ୍‌ ମିଡିଆରେ ଏକ ପୋଷ୍ଟ ଭାଇରାଲ ହୋଇଥିଲା। ଯାହାକୁ ନେଇ ଚିନ୍ତା ଆହୁରି […]

flight
ଜେଟ୍ ଇନ୍ଧନ ଦର ବୃଦ୍ଧି; ବଢିପାରେ ବିମାନ ଭଡା

ନୂଆଦିଲ୍ଲୀ:  ମହଙ୍ଗା ହେବ ବିମାନ ଯାତ୍ରା । ସରକାର ଜେଟ୍ ଇନ୍ଧନ ଦର ବୃଦ୍ଧି କରିଛନ୍ତି।  ଫଳରେ ବିମାନ ଭଡା ବଢିବାର ସମ୍ଭାବନା ରହିଛି। ତେବେ ଦରବୃଦ୍ଧି ଯୋଗୁ  କେବଳ ଇକୋନମିକ୍ ଶ୍ରେଣୀରେ ବିମାନ ଟିକେଟ ଦର ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର।  ବିଜିନେସ ଶ୍ରେଣୀରେ ଟିକଟ ଦର ବଢ଼ିବ ନାହିଁ ବୋଲି  ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଆସନ୍ତା ଏପ୍ରିଲ ଯାଏଁ ଟିକେଟ୍ ଦରରେ […]

pakhala-Health-PKG
ପଖାଳର ଫାଇଦା: ଜାଣିଲେ, ନ ଫୋପାଡି ସାଇତି ରଖିବେ…

ଭୁବନେଶ୍ୱର: ଓଡ଼ିଆ ହାଣ୍ଡିଶାଳର ସ୍ୱତନ୍ତ୍ର ଆକର୍ଷଣ ପଖାଳ। ମାର୍ଚ୍ଚ ମାସର ଟାଇଁ ଟାଇଁ ଖରାରେ  ଯେପରି ହାତ ଠାରି ଡାକୁଥାଏ। ଖାଲି ଖରା କାହିଁକି, ଶୀତ ହେଉ କି ବର୍ଷା…ସବୁ ଋତୁ, ସବୁ ଦିନ ପଖାଳର ଆକର୍ଷଣ ମନଲୋଭା।  ଚୂନା ମାଛ ସାଙ୍ଗକୁ ଆଳୁ ଭର୍ତ୍ତା, ବଡ଼ି ଚୁରା, ଛୁଇଁ ଭଜା, ଟମାଟୋ, ବାଇଗଣ ଚକଟା ଆଉ ପିଆଜ ଖଣ୍ଡେ …ଆଃ, ଭାବିଦେଲେ ଯେମିତି ମୁହଁରେ ପାଣି ଆସିଯାଉଛି।   ଗୁଣ୍ଡେ ଖାଇ ଢ଼ୋକେ ପିଇଦେଲେ ସବୁ ଶାନ୍ତି […]

arrest sohil
ବିବାହ ଭୋଜିରେ ଛେପ ଲଗା ରୁଟି ଦେଇ ଗିରଫ ହୋଇଥିଲେ, ଏବେ ଲାଗିଲା NSA

ମିରଟ: ବିବାହ ଭୋଜିରେ ଛେପ ଲଗାଇ ତନ୍ଦୁର ରୁଟି ତିଆରି କରି କ୍ୟାମେରା ସାମ୍ନାରେ ଧରା ପଡ଼ିଥିବା ଜଣ ଯୁବକଙ୍କ ବିରୋଧରେ ନାଶନାଲ ସିକ୍ୟୁରିଟି ଆକ୍ଟ (ଏନଏସ୍‌ଏ)ରେ ମାମଲା ରୁଜୁ କରାଯାଇଛି। ଉତ୍ତର ପ୍ରଦେଶର ମିରଟରେ ଘଟିଥିବା ଏହି ଘଟଣାର ଭିଡିଓ  ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତାଙ୍କ ଗତ ଫେବ୍ରୁଆରୀରେ ଗିରଫ କରାଯାଇଥିଲା। ଗିରଫ ଯୁବକଙ୍କ ନାମ ସୋହିଲ। ନିକଟରେ ତାଙ୍କ ପରିବାର ଜୁଡିସିଆଲ ମାଜିଷ୍ଟ୍ରେଟ କୋର୍ଟରେ ଜାମିନି ପାଇଁ ଆବେଦନ କରିଥିଲେ। ହେଲେ ଜିଲ୍ଲା […]

cricket
ଇଂଲଣ୍ଡ ବିପକ୍ଷ ଦିନିକିଆ ମ୍ୟାଚ୍‌ ପାଇଁ ଖେଳାଳି ଚୟନ: ଟିମ୍‌ରେ ନାହାନ୍ତି ବୁମ୍‌ରାହ 

ମୁମ୍ବାଇ: ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।  ବିରାଟ୍ କୋହଲିଙ୍କ ନେତୃତ୍ୱରେ ଏହି ୧୮ ଜଣିଆ ଦଳରେ ନୂଆ ମୁହଁ ଭାବେ ସ୍ଥାନ ପାଇଛନ୍ତି ସୂର୍ଯ୍ୟକୁମାର ଯାଦବ, କୃଣାଲ ପାଣ୍ଡ୍ୟା ଏବଂ ପ୍ରସିଦ୍ଧ କ୍ରିଷ୍ଣା ସୂର୍ଯ୍ୟକୁମାର । ଚଳିତ ଟି-ଟ୍ୱେଣ୍ଟି ସିରିଜ୍‌ରେ ଡେବ୍ୟୁ କରିଥିବା ବେଳେ କୃଣାଲ ପୂର୍ବରୁ ଭାରତ ପାଇଁ ଟି-ଟ୍ୱେଣ୍ଟି ମ୍ୟାଚ ଖେଳିସାରିଛନ୍ତି। ତେବେ କର୍ଣ୍ଣାଟକର ୨୫ ବର୍ଷୀୟ ପେସ୍ ବୋଲର ପ୍ରସିଦ୍ଧ କ୍ରିଷ୍ଣା […]

amitabh bachchan
କେମିତି ଅଛି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ସ୍ୱାସ୍ଥ୍ୟାବସ୍ଥା ?

ମୁମ୍ବାଇ: ବଲିଉଡ୍‌ ବିଗ୍‌ ବି ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ(୪୪) କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି ଓ ଉଭୟ କରୋନା ପଜିଟିଭ୍‌ ନେଇ ଟ୍ୱିଟ୍‌ କରି ଶନିବାର ରାତିରେ ସୂଚନା ଦେଇଥିଲେ। ପ୍ରଥମେ କରୋନା ପଜିଟିଭ୍‌ ନେଇ ଅମିତାଭ ଟ୍ୱିଟ୍‌ କରିଥିଲେ ଓ ଏହାର କିଛି ସମୟ ପରେ ଅଭିଷେକ ଟ୍ୱିଟ୍‌ କରିଥିଲେ। ଅମିତାଭଙ୍କୁ ମୁମ୍ବାଇ ସ୍ଥିତ ନାନାବତୀ ହସ୍ପିଟାଲ୍‌ର‌ respiratory isolation unitରେ ଭର୍ତ୍ତି […]

images (85)
ଅମିତାଭ, ଅଭିଷେକଙ୍କ ପରେ ଐଶ୍ୱର୍ଯ୍ୟା ଓ ଜୟାଙ୍କ ଆସିଲା କରୋନା ଟେଷ୍ଟ ରିପୋର୍ଟ

ମୁମ୍ବାଇ: ବଲିଉଡ ବିଗ୍‌ ବି ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଉଭୟ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏହି ଖବର ଜଣାପଡ଼ିବା ପରେ ଫ୍ୟାନ୍ସମାନେ ଉଭୟଙ୍କ ଆରୋଗ୍ୟ କାମନା କରିଛନ୍ତି। ତେବେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ, ଜୟା ବଚ୍ଚନ ଓ ବାକିଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିବା ନେଇ ଫିଲ୍ମ କ୍ରିଟିକ ତଥା ଫିଲ୍ଲ ଟ୍ରେଡ ଆନାଲିଷ୍ଟ ସୁମିତ କାଡେଲ […]

corona-1
ଦେଶରେ କରୋନା ଗ୍ରାଫ ଉପରମୁହାଁ; ୨୪ ଘଣ୍ଟାରେ ୪୦ ହଜାର ନୂଆ ରୋଗୀ ଚିହ୍ନଟ

ମୁମ୍ବାଇ: ଦେଶରେ କରୋନା ଗ୍ରାଫ ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ହଜାର ପାଖାପାଖି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅର୍ଥାତ୍‌ ୩୯ ହଜାର ୭୨୬ ନୂଆ ମାମଲା ସାମ୍ନାକୁ ଆସିଛି। ଏହା ପରେ ଦେଶରେ କରୋନା ସଂକ୍ରମଣ ୧ କୋଟି ୧୫ ଲକ୍ଷ ୧୪ ହଜାର ୩୩୧କୁ ଛୁଇଁଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁସାରେ, ୨୪ ଘଣ୍ଟାରେ ୧୫୪ ଜଣଙ୍କର ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ପୁଣି ଥରେ କଡ଼ ଲେଉଟିଛି କରୋନା। ଏଠାରେ […]

cooking
ଜ୍ୱାଇଁଙ୍କ ପାଇଁ ୬୭ ପ୍ରକାରର ଖାଦ୍ୟ ପରସି କରି ଚର୍ଚ୍ଚାରେ ମହିଳା

ହାଇଦ୍ରାବାଦ: ଶ୍ୱଶୁର ଘରେ ଜ୍ୱାଇଁଙ୍କ ପ୍ରଥମ ଭୋଜନ। ସବୁ କିଛି ସ୍ୱତନ୍ତ୍ର ହେବା ଉଚିତ୍‌। ତେଣୁ ଜ୍ୱାଇଁ ଆସୁଥିବା ଜାଣି ଶାଶୂ ରାନ୍ଧିଛନ୍ତି ୬୭ ପ୍ରକାର ବ୍ୟଞ୍ଜନ।  ଜ୍ୱାଇଁଙ୍କୁ ଏମିତି ସମ୍ମାନ ଜଣାଇଛନ୍ତି  ଚର୍ଚ୍ଚାକୁ ଆସିଛନ୍ତି ଜଣେ ମହିଳା । ସାଧାରଣତଃ ଜ୍ୱାଇଁମାନେ ଘରକୁ ଆସିଲେ ସେମାନଙ୍କୁ ଅଧିକ ସମ୍ମାନ ଦିଆଯାଇଥାଏ। ଖାଇବାଠୁ ଆରମ୍ଭ କରି ରହିବା, ବୁଲାବୁଲି ଓ ସର୍‌ପ୍ରାଇଜ୍‌ ପ୍ଲାନିଂ ସବୁକିଛିର ଆୟୋଜନ ହୋଇଥାଏ। ତେବେ ଜ୍ୱାଇଁଙ୍କ ପାଇଁ ୬୭ ପ୍ରକାରର ଖାଦ୍ୟ ରୋଷେଇ […]

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result