• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

flash flood
ନାଳ ପାର୍‌ ହେଉଥିଲେ ୪ ଶିଶୁ, ହଠାତ୍‌ ମାଡ଼ି ଆସିଲା ପାଣି...

ଚାମ୍ବା: ପାଣି ସୁଅରୁ ଉଦ୍ଧାର ହେଲେ ୪ ଶିଶୁ। ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାର ଭଟିୟାତ୍‌ ଅଞ୍ଚଳ ଦେଇ ଯାଇଥିବା ଏକ ନାଳରେ ହଠାତ୍‌ ପାଣି ମାଡ଼ି ଆସିବାରୁ ୪ଜଣ ଶିଶୁ ଫସି ଯାଇଥିଲେ। ପରେ  ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରାଯାଇଥିଲା। ସୂଚନା ଅନୁସାରେ, ବୁଧବାର ଦିନ ଭଟିୟାତ୍‌ ଅଞ୍ଚଳର ୪ଜଣ ଶିଶୁ କୁଡ୍ଡୀ ଗାଁରେ ଥିବା ସମ୍ପର୍କୀୟଙ୍କୁ ଭେଟିବା ପାଇଁ ବାହାରି ଥିବାବେଳେ ଏଭଳି କିଛି ଘଟଣା ଘଟିଥିଲା। ଭଟିୟାତ୍‌ ଅଞ୍ଚଳ ଦେଇ […]

petrol pump
୫ଦିନ ଧରି ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ୍‌ ଦର

ନୂଆଦିଲ୍ଲୀ: କ୍ରମାଗତ ୫ଦିନ ଧରି ପେଟ୍ରୋଲ ଓ ଡିଜେଲ୍‌ ଦର ବୃଦ୍ଧି ପାଇଛି। ଆଜି ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ୍‌ ଦର ଲିଟର ପ୍ରତି ୬୦ ପଇସା ବୃଦ୍ଧି ପାଇଛି। ବର୍ଦ୍ଧିତ ଦର ଘୋଷଣା ପରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୭୪ଟଙ୍କା ହୋଇଥିବାବେଳେ ଡିଜେଲ ଲିଟର ପିଛା ୭୨ଟଙ୍କା ୨୨ପଇସା ହୋଇଛି। କୋଲକାତାରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୭୫ଟଙ୍କା […]

7am-nurse
ରାସ୍ତାକୁ ଓହ୍ଲାଇଲେ ଏମ୍ସ ନର୍ସ

ନୂଆଦିଲ୍ଲୀ: ଦୀର୍ଘଦିନର ଦାବି ପୂରଣ ନେଇ ଦିଲ୍ଲୀ ଏମ୍ସର ନର୍ସମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଠିକା ନିଯୁକ୍ତି ବ୍ୟବସ୍ଥାକୁ ସ୍ଥାୟୀ ନିଯୁକ୍ତି କରିବା ଓ ଷଷ୍ଠ ବେତନ କମିଶନ ସୁପାରିଶ ଲାଗୁ ଦାବିରେ ଅନିର୍ଦ୍ଦିଷ୍ଟ କାଳ ଯାଏ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି ନର୍ସ । ଫଳରେ ଏମ୍ସରେ ଜରୁରୀ ସେବା ଓ କ୍ରିଟିକାଲ୍ କେୟାର ଚିକିତ୍ସା ବାଧାପ୍ରାପ୍ତ ହୋଇଛି । ଗତକାଲି ଅପରାହ୍ଣରୁ ହସ୍ପିଟାଲର ପ୍ରାୟ ୫୦୦୦ ନର୍ସ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିଛନ୍ତି । […]

Total Seats 70

BJP 43
APP 27
INC 1
OTHERS 0

Delhi Vidhan Sabha Election Result