• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

Capture-11
ହୃଦୟ ବିଦାରକ: ମୃତ ମା’ଙ୍କୁ ଉଠାଇବା ପାଇଁ ଚେଷ୍ଟା କରୁଛି କଅଁଳ ଶିଶୁ

ପାଟନା: ବିହାରର ମୁଜାଫରପୁର୍‌ ରେଲ୍‌ୱେ ଷ୍ଟେସନରେ ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାର ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ଦୁନିଆ କ’ଣ ଭଲ ଭାବରେ ଜାଣି ନ ଥିବା ଏହି କଅଁଳ ଶିଶୁ ତା’ର ମୃତ ମା’ଙ୍କୁ ଉଠାଇବା ପାଇଁ ପ୍ରୟାସ କରୁଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ବିନା ଖାଦ୍ୟପେୟ ଓ ପ୍ରବଳ ଗରମରେ ଗୁଜରାଟରୁ ଆସି ନିଜ ଗନ୍ତବ୍ୟସ୍ଥଳ ବିହାରର ମୁଜାଫର ଷ୍ଟେସନରେ ପହଞ୍ଚିବା ପୂର୍ବରୁ ସମ୍ପୃକ୍ତ ମହିଳା […]

actress
ଝୁଲନ୍ତା ଅବସ୍ଥାରେ ମିଳିଲା ‘କ୍ରାଇମ୍‌ ପାଟ୍ରୋଲ୍‌’ ଅଭିନେତ୍ରୀଙ୍କ ମୃତଦେହ

ମୁମ୍ବାଇ: ପପୁଲାର୍‌ ଟିଭି ଶୋ’ ‘କ୍ରାଇମ୍‌ ପାଟ୍ରୋଲ୍‌’ରେ ଅଭିନୟ କରିଥିବା ପ୍ରେକ୍ଷା ମେହତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମଙ୍ଗଳବାର ଦିନ ମଧ୍ୟପ୍ରଦେଶ ସ୍ଥିତ ତାଙ୍କ ଘରେ ଫ୍ୟାନ୍‌ରୁ ଝୁଲନ୍ତା ଅବସ୍ଥାରେ ୨୫ ବର୍ଷୀୟ ପ୍ରେକ୍ଷାଙ୍କ ମୃତଦେହ ଉଦ୍ଧାର ହୋଇଛି। ସୋମବାର ରାତିରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ଲକ୍‌ଡାଉନ୍‌ ଯୋଗୁ ତାଙ୍କୁ କୌଣସି କାମ ନ ମିଳିବାରୁ ସେ ଚିନ୍ତାରେ ଥିଲେ। ଯେଉଁଥିପାଇଁ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି କୁହାଯାଉଛି। ‘କ୍ରାଇମ୍‌ […]

Former Cricketer Yashpal Sharma
‌ଆଖି ବୁଜିଲେ ୱାର୍ଲଡ କପ୍‌ ବିଜେତା କ୍ରିକେଟର ଯଶପାଲ ଶର୍ମା

ଆଉ ନାହାନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଯଶପାଲ ଶର୍ମା। ମଙ୍ଗଳବାର ହୃଦଘାତରେ ତାଙ୍କର ପରଲୋକ ହୋଇଯାଇଛି । କ୍ରିକେଟର ଯଶପାଲଙ୍କ ମୃତ୍ୟୁ ଖବର ତାଙ୍କର ପରିବାର ସୂତ୍ରରୁ ଦିଆଯାଇଛି।

monsoon
ଜୁନ୍ ୧ ରୁ ୫ ମଧ୍ୟରେ କେରଳ ଛୁଇଁପାରେ ମୌସୁମୀ

ନୂଆଦିଲ୍ଲୀ: ଆସନ୍ତା ଜୁନ୍ ୧ ରୁ ୫ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି। ଜୁନ୍ ୧୫ ଏବଂ ୧୬ ମଧ୍ୟରେ ଏହା ମୁମ୍ବାଇ ପହଞ୍ଚିପାରେ। ଏନେଇ ରିଜିଓନାଲ ସ୍ପେଶାଲାଇଜ୍ଡ ମେଟ୍ରୋଲଜିକାଲ ସେଣ୍ଟର(ଆର୍‌ଏସ୍‌ଏମ୍‌ସି)ର ମୁଖ୍ୟ ରାଜେନ୍ଦ୍ର କୁମାର ଜେନାମଣି ସୂଚନା ଦେଇଛନ୍ତି। ଦେଶରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ନେଇ ପ୍ରତିକ୍ରିୟା ରଖି ରାଜେନ୍ଦ୍ର କୁମାର କହିଛନ୍ତି, ବାତ୍ୟା ଅମ୍ପନ୍‌ ଯିବା ପରେ ତାତିର ପ୍ରକୋପ ବଢ଼ିଛି। ଯାହା ଆଗକୁ ଆହୁରି କିଛି […]

New Zealand PM
ଭୂକମ୍ପ ହେଲା ପରେ ମଧ୍ୟ ଲାଇଭ୍‌ ଇଣ୍ଟରଭ୍ୟୁ ଦେଇଥିଲେ ନ୍ୟୁଜିଲାଣ୍ଡ୍‌ ପ୍ରଧାନମନ୍ତ୍ରୀ

ୱେଲିଂଟନ୍‌: ନ୍ୟୁଜିଲାଣ୍ଡ୍‌ ପ୍ରଧାନମନ୍ତ୍ରୀ ଜାସିଣ୍ଡା ଆର୍ଡର୍ନ ଏକ‌ ଟିଭି ଚ୍ୟାନେଲ୍‌କୁ ଲାଇଭ୍‌ ଇଣ୍ଟରଭ୍ୟୁ ଦେଉଥିବାବେଳେ ହଠାତ୍‌‌ ଭୂକମ୍ପର ଝଟ୍‌କା ଅନୁଭୂତ କରିଥିଲେ। ହେଲେ ଏଥିରେ ସେ ବିଚଳିତ ନ ହୋଇ ହସିକି ପରିସ୍ଥିତିକୁ ସମ୍ଭାଳିବା ସହ ଇଣ୍ଟରଭ୍ୟୁ ପ୍ରୋଗ୍ରାମ ଜାରି ରଖିଥିଲେ। ସୋମବାର ନ୍ୟୁଜିଲାଣ୍ଡ୍‌ର ରାଜଧାନୀ ୱେଲିଂଟନ୍‌ରେ ଏହି ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। ଆର୍ଡର୍ନ ଆଙ୍କରଙ୍କୁ ତାଙ୍କ ଦେଶର ସଂସଦ ପରିସରରେ ହେଉଥିବା ଘଟଣା ସମ୍ପର୍କରେ କହିବା ବେଳେ ଏହି ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। […]

former cm
ମହାମାରୀ କରୋନାରେ ଆକ୍ରାନ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହ୍ୱାନ

ମୁମ୍ବାଇ: ମହାରାଷ୍ଟ୍ରର କ୍ୟାବିନେଟ୍‌ ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହ୍ୱାନ‌ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଏବେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମହାରାଷ୍ଟ୍ର ସରକାରର ପିଡବ୍ଲ୍ୟୁଡି ମନ୍ତ୍ରୀ ଥିବା ଅଶୋକ ମୁମ୍ବାଇ ଓ ମରାଠୱାଡା ଜିଲ୍ଲା ସ୍ଥିତ ଘରକୁ ଅନେକ ଥର ପରିଭ୍ରମଣ କରିଥିଲେ ବୋଲି ସୂଚନା ମିଳିଛି। ସୂଚନାଥାଉ କି, ଏହା ପୂର୍ବରୁ ମହାରାଷ୍ଟ୍ରର ହାଉସିଂ ମନ୍ତ୍ରୀ ଜିତେନ୍ଦ୍ର ଆୱାଡ କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ। ମହାରାଷ୍ଟ୍ରରେ […]

airport
ଦୁଇ ମାସ ପରେ ଉଡ଼ିଲା ଘରୋଇ ବିମାନ

ନୂଆଦିଲ୍ଲୀ: ଦୁଇ ମାସ ପରେ ଦେଶରେ ଆଜିଠୁ ପୁଣି ଥରେ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆଜି ଭୋର ୪ଟା ୪୫ ମିନିଟ୍‌ରେ ମୁମ୍ବାଇ ପାଇଁ ପ୍ରଥମ ବିମାନ ଉଡ଼ାଣ କରିଛି। ବିମାନ ଉଡ଼ାଣର ଦୁଇ ଘଣ୍ଟା ପୂର୍ବରୁ ଯାତ୍ରୀମାନେ ବିମାନ ବନ୍ଦରରେ ପହଞ୍ଚିଥିଲେ। ମାସ୍କ ପିନ୍ଧିବା, ସାମାଜିକ ଦୂରତା ନିୟମ ପାଳନ, ସାନିଟାଇଜର୍ ବ୍ୟବହାର କରିବା ଭଳି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଇଛି। ସେହିପରି ମୁମ୍ବାଇରୁ […]