• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

susanta
କାହିଁକି ଆତ୍ମହତ୍ୟା କଲେ ସୁଶାନ୍ତ ? ମାନସିକ ଅବସାଦ ନା ଆଉ କିଛି ?

ମୁମ୍ବଇ: କାହିିଁକି ଏମିତି ଅବେଳରେ ଝଡ଼ିଗଲେ ବଲିଉଡର ଏଇ ଉଜ୍ଜ୍ୱଳ ତାରକା ? ଅବସାଦରୁ ଆତ୍ମହତ୍ୟା ନା ଆଉ କିଛି ? ଯଦି ଅବସାଦ ତାହେଲେ କାରଣ କଣ? ମୁମ୍ବାଇ କ୍ରାଇମ୍‌ ବ୍ରାଞ୍ଚ  ଏ ଦିଗରେ ତଦନ୍ତକୁ ଆଗକୁ ବଢ଼ାଇ ସୁଶାନ୍ତଙ୍କ ସାଥି ରିଆ ଚକ୍ରବର୍ତ୍ତୀ, ମହେଶ ସେଟ୍ଟୀଙ୍କ ସହ ଅନ୍ୟ କିଛି ନିକଟ ସଂପର୍କୀୟଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। ପୋଷ୍ଟମର୍ଟମ୍ ରିପୋର୍ଟ କହୁଛି, ଫାଶି ଯୋଗୁଁ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ଘଟିଛି। ହେଲେ […]

corona-test
୧୫ ମିନିଟ୍‌ରେ ହେବ କରୋନା ଟେଷ୍ଟ

ନୂଆଦିଲ୍ଲୀ: କଣ୍ଟେନମେଣ୍ଟ ଜୋନରେ କୋଭିଡ ପରୀକ୍ଷଣ ପାଇଁ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ୍ କିଟ୍ ବ୍ୟବହାର କରିବାକୁ ସୁପାରିଶ କରିଛି ICMR । ରାପିଡ ଆଣ୍ଟିଜେନ ଟେଷ୍ଟରେ ନେଗେଟିଭ ଆସିଥିଲେ, ଏହା ପଛକୁ RT-PCR ଟେଷ୍ଟ କରିବା ଉଚିତ । ଏହା ପରେ ଯଦି କୌଣସି ବ୍ୟକ୍ତି ପଜିଟିଭ ଚିହ୍ନଟ ହୁଅନ୍ତି ତେବେ ତାକୁ ହିଁ ପ୍ରକୃତ ପଜିଟିଭ ଧରାଯିବ ବୋଲି ICMR ପକ୍ଷରୁ କୁହାଯାଇଛି।  ବିନା ଲାବୋରେଟୋରୀ ପରୀକ୍ଷଣରେ ଏହା ଶୀଘ୍ର ଫଳ ନିରୁପଣ କରିବ।  ଏହି […]

icmr
କରୋନା ସଂକ୍ରମିତ ଖବରକୁ ଖଣ୍ଡନ କଲା ଆଇସିଏମ୍‌ଆର

ନୂଆଦିଲ୍ଲୀ: ନଭେମ୍ବର ମଧ୍ୟଭାଗରେ ଦେଶରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରିତ ହେବା ପରେ ଆଇସିଏମ୍ଆର୍ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ଏହାକୁ ବିଭ୍ରାନ୍ତିକର ବୋଲି ସ୍ପଷ୍ଟ କରିଛି ନିଜେ ଆଇସିଏମ୍‌ଆର। ଏ ନେଇ ଆଇସିଏମ୍‌ଆର ପକ୍ଷରୁ ଟ୍ୱିଟ୍ କରାଯାଇଛି । ଏହି ତଥ୍ୟ ଯେଉଁ ଗବେଷଣାରୁ ସଂଗ୍ରହ କଯାଇଛି, ତାହା ଆଇସିଏମ୍‌ଆର କିମ୍ବା କୌଣସି ଅନୁବନ୍ଧିତ ସଂସ୍ଥା ଦ୍ୱାରା କରାଯାଇନାହିଁ । ତେଣୁ ଏହା ଆଇସିଏମ୍‌ଆରର ତଥ୍ୟ ନୁହେଁ ବୋଲି […]

Lac-2
ବର୍ଷ ଶେଷ ସୁଦ୍ଧା ଚୀନ ସୀମାରେ ସଡ଼କ ନିର୍ମାଣ କାମ ଶେଷ କରିବ ଭାରତ

ନୂଆଦିଲ୍ଲୀ: ପୂର୍ବ ଲଦାଖରେ ଭାରତ-ଚୀନ ମଧ୍ୟରେ ଏଲଏସିରେ ବିବାଦ ବିସ୍ଫୋରକ ରୂପ ନେଇଛି । ଅନ୍ୟପକ୍ଷେ ଭାରତ ସୀମାରେ ସଡ଼କ ନିର୍ମାଣ କାମ ଜାରି ରଖିଛି । ବର୍ଡର ରୋଡସ୍‌ ଅର୍ଗାନାଇଜେସନ‌୍ ଆଶା ରଖିଛି, ଚଳିତବର୍ଷ ଶେଷ ସୁଦ୍ଧା ୨୫୫ କିମି ଦୀର୍ଘ ଏଇ ସଡକର ନିର୍ମାଣ କାମ ଶେଷ ହେବ । ଏଠି କହି ରଖିବୁ, ନିର୍ମାଣ ଚାଲିଥିବା ଦାରବୁକ-ଶୌକ-ଦୌଲତବାଗ ଓଲଡି ସଡକ( Darbuk-Shyok-Daulat Beg Oldie-DSDBO)ରେ ପାଖାପାଖି ୮ଟି ଜଳାଶୟ ନିର୍ମାଣ ହେବ । […]

india
ପାକିସ୍ତାନରେ ଭାରତୀୟ ଦୂତାବାସର ୨ କର୍ମଚାରୀ ନିଖୋଜ

ନୂଆଦିଲ୍ଲୀ:  ଇସଲାମାବାଦରେ ଥିବା ଭାରତୀୟ ଦୂତାବାସର ୨ କର୍ମଚାରୀ ନିଖୋଜ ହୋଇଯାଇଛନ୍ତି।  CISFର ୨ କର୍ମଚାରୀ ଡ୍ୟୁଟିରେ ଥିବାବେଳେ ନିଖୋଜ ହୋଇଯାଇଛନ୍ତି । ୨ ଘଣ୍ଟାରୁ ଅଧିକ ହେଲାଣି, ସେମାନଙ୍କର କୌଣସି ପତ୍ତା ମିଳୁନାହିଁ। ସକାଳୁ ଉଭୟ ନିଜ ଡ୍ୟୁଟିରେ ଯୋଗ ଦେଇଥିଲେ। ହେଲେ ଆସିବାର ପ୍ରାୟ ୨ ଘଣ୍ଟା ପରେ ସେମାନଙ୍କର ପତ୍ତା ମିଳୁନାହିଁ ।  ଘଟଣା ପରେ ଭାରତ ପକ୍ଷରୁ ପାକିସ୍ତାନ ଅଧିକାରୀଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି। ନିଖୋଜ ଦୁଇ କର୍ମଚାରୀ ହାଇକମିଶନରରେ […]

sushant sing
ସୋଶାଲ ମିଡିଆରେ ସୁଶାନ୍ତଙ୍କ ଶେଷ ପୋଷ୍ଟ କହୁଥିଲା ଏମିତି କିଛି....

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ୍‌  ଆଉ ଆମ ପାଖରେ ନାହାନ୍ତି । ରିପୋର୍ଟ ଅନୁସାରେ ମୁମ୍ବାଇର ବାନ୍ଦ୍ରା ସ୍ଥିତ ନିଜ ଘରେ ସୁଶାନ୍ତ ରବିବାର ଆତ୍ମହତ୍ୟା କରିଛନ୍ତି । ଏହି ଖବର ଶୁଣିବା ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଖେଳି ଯାଇଥିଲା ଶୋକର ଲହରୀ । ଆକ୍ଟରମାନଙ୍କ ଭିତରେ ସୁଶାନ୍ତ ସିଂ ଯଥେଷ୍ଟ ଅଲଗା ଥିଲେ । ଅଧିକାଂଶ ସମୟରେ ସେ ନିଜ ଇନ୍‌ଷ୍ଟାରେ ଅଜିବ ଅଜିବ ପୋଷ୍ଟ ଶେୟାର କରୁଥିଲେ । ଗତକିଛି ଦିନ ହେବ ଇନ୍‌ଷ୍ଟାରେ […]

mumbai train
ଏଇ ମହାନଗରରେ ଆଜିଠୁ ଗଡ଼ିଲା ଲୋକାଲ୍ ଟ୍ରେନ୍

ମୁମ୍ବାଇ: କରୋନା କଟକଣା ଭିତରେ ଆଜିଠୁ ମୁମ୍ବାଇରେ ଗଡ଼ିଲା ଲୋକାଲ୍ ଟ୍ରେନ୍ । ଜରୁରୀକାଳୀନ ସେବାରେ ନିୟୋଜିତ ଥିବା ବ୍ୟକ୍ତିଙ୍କ ପାଇଁ କେତେକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ୱେଷ୍ଟର୍ଣ୍ଣ ରେଲଓ୍ୱ । ତେବେ ଟ୍ରେନ୍‌ରେ ସାଧାରଣ ଯାତ୍ରୀଙ୍କୁ ଯିବା ପାଇଁ ଅନୁମତି ନାହିଁ । କେବଳ ଜରୁରୀକାଳୀନ ସେବାରେ ନିୟୋଜିତ କର୍ମଚାରୀ ହିଁ  ଟ୍ରେନ୍‌ରେ ଯାଇପାରିବେ।  ସେଥିଲାଗି ଯାତ୍ରୀମାନେ ଅଯଥାରେ ଷ୍ଟେସନରେ ଭିଡ଼ ନ […]