• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

Lalbaugcha Raja
ସାମ୍ନାକୁ ଆସିଲା ଲାଲ୍‌ବାଗ୍‌ଚା ରାଜାଙ୍କ ପ୍ରଥମ ଝଲକ

ମୁମ୍ବାଇ: ଦିନକ ପରେ ସାରା ଦେଶରେ ପୂଜା ପାଇବେ ବିଘ୍ନ ବିନାଶକ ପ୍ରଭୁ ଶ୍ରୀ ଗଣେଶ। ଏନେଇ ସାରାଦେଶ ଚଳଚଞ୍ଚଳ। ତେବେ ମୁମ୍ବାଇର ପ୍ରସିଦ୍ଧ ଲାଲ୍‌ବାଗ୍‌ଚା ରାଜାଙ୍କ ପ୍ରଥମ ଝଲକ୍‌ ସାମ୍ନାକୁ ଆସିଛି। ଯାହାକୁ ଦେଖିବାପାଇଁ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଅପେକ୍ଷା କରି ରହିଥିଲେ। ପ୍ରତିବର୍ଷ ଭିନ୍ନ ଏବଂ ନିଆରା ଥିମ୍‌ରେ ଲାଲ୍‌ବାଗ୍‌ଚାରେ ଗଣେଶଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ। ଚଳିତ ବର୍ଷ ଥିମ୍ ଚନ୍ଦ୍ରଯାନ-୨ ରହିଛି। ମୁମ୍ବାଇ ସମେତ ମହାରାଷ୍ଟ୍ରର ସବୁ ଅଞ୍ଚଳରେ ଗଣେଶ ପୂଜା ପାଇଁ ଚଳଚଞ୍ଚଳ […]

astrology
ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ

ଆଜି ୨୦୧୯ ମସିହା, ଅଗଷ୍ଟ ମାସ ୩୧ ତାରିଖ, ଶନିବାର, ସିଂହ ମାସ ୧୫ ଦିନ। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…

security forces
ଭାରତ ବିରୋଧରେ ସାଂଘାତିକ ଷଡ଼ଯନ୍ତ୍ର ରଚୁଛି ପାକିସ୍ତାନ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ରାଗରେ ବିଳିବିଳାଉଥିବା ପାକିସ୍ତାନ ଏବେ ଭାରତ ବିରୋଧରେ ସାଂଘାତିକ ଷଡ଼ଯନ୍ତ୍ର କରୁଛି। ଭାରତର ଛବିକୁ ବିଶ୍ୱ ଦରବାରରେ ମଳିନ କରିବା ପାଇଁ ଇମ୍ରାନ୍‌ ଖାନ୍‌ ସରକାର ଅପପ୍ରଚାର କରିବା ଆରମ୍ଭ କରିଛନ୍ତି। ଏଥିପାଇଁ ପାକ ଅଧିକୃତ କାଶ୍ମୀର ଉପରେ ବନ୍ଧୁକ ରଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ସରକାର ଗୁଳି ଚଳାଇବା କାର୍ଯ୍ୟ ଆରମ୍ଭ କରିଛନ୍ତି। ପାକିସ୍ତାନର ସମର୍ଥକମାନେ କେବଳ ଜମ୍ମୁ-କାଶ୍ମୀରରେ ନୁହେଁ ଭାରତର ନାଗାଲ୍ୟାଣ୍ଡରେ ମଧ୍ୟ ହିଂସା […]

pan masala
ଏହି ସ୍ଥାନରେ ବ୍ୟାନ୍‌ ହେଲା ପାନ ମସଲା

ପାଟନା: ମଦ ପରେ ଏବେ ବିହାର ସରକାର ପାନ ମସଲା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଯେଉଁ ପାନ ମସଲାରେ ଅଧିକ ପରିମାଣର ମାଗ୍ନେସିୟମ କାରବୋନେଟ୍‌ ରହିଛି, ସେଗୁଡ଼ିକର ବିକ୍ରି, ନିର୍ମାଣ ଓ ବିତରଣ ଉପରେ ବିହାର ସରକାର ରୋକ ଲଗାଇଛନ୍ତି। ବିହାରର ଫୁଡ୍‌ ଓ ସେଫ୍ଟି ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ କରି ଏକାଧିକ ବ୍ରାଣ୍ଡ୍‌ର ପାନ ମସଲା ପ୍ୟାକେଟ୍‌ ଜବତ କରିଥିଲା। ଏସବୁକୁ ନେଇ ପରୀକ୍ଷା କରିବା ପରେ ଜଣାପଡ଼ିଥିଲା କି ଏଥିରେ ମାଗ୍ନେସିୟମ କାରବୋନେଟ୍‌ […]

ranu
ଆଉ ଏକ ଗୀତ ଗାଇଲେ ରାନୁ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ରାନାଘାଟ ରେଲୱେ ଷ୍ଟେସନ୍‌ରେ ଗୀତ ଗାଇ ସୋଶାଲ୍‌ ମିଡିଆରେ ରାତାରାତି ସୁପର୍‌ଷ୍ଟାର୍‌ ହୋଇଥିବା ରାନୁ ମଣ୍ଡଳ ଗୋଟିଏ ପରେ ଗୋଟିଏ ସଫଳତାର ସିଡ଼ି ଚଢ଼ିବାରେ ଲାଗିଛନ୍ତି। ନିକଟରେ ସେ ହିମେଶ ରେଶମିଆଁଙ୍କ ଫିଲ୍ମ ‘ହାପି ହାର୍‌ଡି ଆଣ୍ଡ୍‌ ହୀର୍‌’ରେ ‘ତେରୀ ମେରୀ କାହାନୀ’ ଗୀତ ରେକର୍ଡ କରିଥିଲେ। ଏହି ଗୀତଟିର ରେକର୍ଡିଂ ବେଳର ଭିଡିଓ ସୋଶାଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହୋଇଥିଲା। ଯାହାକୁ  ନେଇ ବେଶ୍‌ ଚର୍ଚ୍ଚା ବି ହୋଇଥିଲା। ତେବେ ‘ତେରୀ ମେରୀ […]

pm modi
ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ଶଶି ଥରୁର

ନୂଆଦିଲ୍ଲୀ: ସପ୍ତାହକ ପରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ସାଂସଦ ଶଶି ଥରୁର ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଅନ୍ୟ ଭାଷା ଶିଖିବା ଚ୍ୟାଲେଞ୍ଜକୁ ସାଂସଦ ଶଶି ଥରୁର ଗ୍ରହଣ କରିଛନ୍ତି। ଶଶି ଥରୁର କହିଛନ୍ତି, ଏଥର ସେ ପ୍ରତ୍ୟେକ ଦିନ ହିନ୍ଦୀ, ଇଂରାଜୀ ଏବଂ ମାଲାୟାଲମରେ ଟ୍ୱିଟ୍‌ କରିବେ। 2/2 In response to the PM’s #LanguageChallenge, I will tweet a word daily in English, Hindi & […]