• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

Capture
ଭାରତ-ୱେଷ୍ଟଇଣ୍ଡିଜ୍‌ ସିରିଜ୍‌: ଟିମ୍‌ ଇଣ୍ଡିଆ ଖେଳାଳି ଘୋଷଣା

ନୂଆଦିଲ୍ଲୀ: ଭାରତ-ୱେଷ୍ଟଇଣ୍ଡିଜ୍‌ ସିରିଜ୍‌ ଲାଗି ଆଜି ଭାରତୀୟ ଦଳ ଘୋଷଣା ହୋଇଛି। ବିରାଟ କୋହଲି ହିଁ ଅଧିନାୟକ ଭାର ତୁଲାଇବେ। ବିଶ୍ୱକପ୍‌ରେ ଆହତ ହୋଇଥିବା ଶିଖର ଧାୱନ୍‌ ଫିଟ୍ ହୋଇ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୱିକେଟ୍ କିପର୍‌ ଭାବେ ଋଷଭ ପନ୍ତଙ୍କୁ ଟିମ୍‌ରେ ସ୍ଥାନ ମିଳିଛି। ଟିମ୍‌ରେ ଶ୍ରେୟାସ ଆୟାର, ଲୋକେଶ ରାହୁଲ ଓ ରବୀନ୍ଦ୍ର ଜାଡ଼େଜାଙ୍କୁ ମଧ୍ୟ ସ୍ଥାନ ମିଳିଛି। ସେହିପରି କେଦାର ଯାଦବ ତାଙ୍କ ସ୍ଥାନ ବଜାୟ ରଖିଛନ୍ତି। ତେବେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବିଶ୍ରାମ […]

UP
୧୨୮ କୋଟି ଟଙ୍କାର ବିଦ୍ୟୁତ୍‌ ବିଲ୍‌ ଦେଖିଲା ପରେ....

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଜଣେ ବ୍ୟକ୍ତିଙ୍କ ନିକଟକୁ ଏତେ ଟଙ୍କାର ବିଦ୍ୟୁତ୍‌ ବିଲ୍‌ ଆସିଛି ଯାହା ଜାଣିଲେ ଆପଣ ଖାଲି ଆଶ୍ଚର୍ଯ୍ୟ ହେବେ ନାହିଁ ବରଂ ମୁଣ୍ଡରେ ହାତ ଦେବେ। ପରିବାର କହିଲେ ସ୍ୱାମୀ, ସ୍ତ୍ରୀ ମାତ୍ର ୨ଜଣ ରୁହନ୍ତି। ହେଲେ ବିଲ୍‌ ଆସିଛି ୧୨୮ କୋଟିରୁ ଅଧିକ ଟଙ୍କା। ଏହା କୌଣସି ମିଛ ନୁହେଁ । ଉତ୍ତର ପ୍ରଦେଶ ହାପୁର ଅଞ୍ଚଳର ଚାମୁର ଗାଁର ଜଣେ ବ୍ୟକ୍ତିଙ୍କ ନିକଟକୁ ଏହି ବିଦ୍ୟୁତ୍‌ ବିଲ୍‌ ଆସିଛି। ପଢ଼ନ୍ତୁ […]

Sheila Dikshi
ଦିବଙ୍ଗତ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଆଜି ହେବ ଶେଷକୃତ୍ୟ

ନୂଆଦିଲ୍ଲୀ: ଦିବଙ୍ଗତ ନେତ୍ରୀ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ଆଜି ନୂଆଦିଲ୍ଲୀରେ ସମ୍ପନ୍ନ ହେବ। ଏନେଇ ନିଗମ୍‌ ବୋଧ୍‌ ଘାଟରେ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ତାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ମୁଖ୍ୟାଳୟ ନେବା ପୂର୍ବରୁ ଲୋକଙ୍କ ଶେଷ ଦର୍ଶନ ପାଇଁ ଦିଲ୍ଲୀର ନିଜାମୁଦ୍ଦିନ୍‌ ଅଞ୍ଚଳରେ ଥିବା ତାଙ୍କ ବାସଭବନରେ ରଖାଯାଇଛି। ନିଗମ୍‌ ବୋଧ୍‌ ଘାଟରେ ଆଜି ଅପରାହ୍ନ ୨ଟା ୩୦ ମିନିଟ୍‌ରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟରେ […]

Chandrayaan 2
ଆସନ୍ତାକାଲି ଉତ୍‌କ୍ଷେପଣ ହେବ ‘ଚନ୍ଦ୍ରଯାନ-୨’

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ‘ଚନ୍ଦ୍ରଯାନ-୨’ ଆସନ୍ତାକାଲି ଉତ୍‌କ୍ଷେପଣ ହେବ। ଅପରାହ୍ନ ୨ଟା ୪୩ ମିନିଟ୍‌ରେ ଇସ୍ରୋ ଏହାକୁ ଲଞ୍ଚ୍‌ କରିବ। ଏନେଇ ‌ସମସ୍ତ ପ୍ରକାରର ପ୍ରସ୍ତୁତି ସରିଥିବା ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଏଥର ‘ଚନ୍ଦ୍ରଯାନ-୨’ର ପ୍ରଣାଳୀ ଏବଂ ଯାନ୍ତ୍ରିକ ସ୍ତରରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି। ଗତ ୧୫ ତାରିଖରେ ‘ଚନ୍ଦ୍ରଯାନ-୨’ର ଉତ୍‌କ୍ଷେପଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ଉତ୍‌କ୍ଷେପଣର ଠିକ୍ ଘଣ୍ଟାକ ପୂର୍ବରୁ ଯାନ୍ତ୍ରିକ ତ୍ରୁଟି କାରଣରୁ ମିଶନ୍‌କୁ ସ୍ଥଗିତ […]