ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ତଥା ରାଫେଲ ଡିଲ୍ର ଅଫଶୋର୍ ପାର୍ଟନର ଅନୀଲ ଅମ୍ବାନୀଙ୍କ ଉପରେ ଦିନକୁ ଦିନ ଋଣ ବୋଝ ବଢ଼ିବାରେ ଲାଗିଛି। ଏହାକୁ ପରିଶୋଧ କରିବା ପାଇଁ ଅନୀଲ ଅମ୍ବାନୀ ଏବେ ତାଙ୍କ ପାଖରେ ଥିବା ୨୧,୭୦୦ କୋଟି ଟଙ୍କାର ସମ୍ପତ୍ତି ବିକ୍ରି କରିବାକୁ ଯୋଜନା କରୁଛନ୍ତି। ରିଲାଏନ୍ସ ଗ୍ରୁପ୍ର ମୁଖପାତ୍ରଙ୍କ ସୂଚନା ଅନୁଯାୟୀ, ରିଲାଏନ୍ସ ଭିତ୍ତିଭୂମି ଲିଃ ତା’ ପାଖରେ ଥିବା ୯ଟି ରାସ୍ତା ପ୍ରକଳ୍ପ ବିକ୍ରି କରିବ। ଏହାର ମୂଲ୍ୟ ୯ ହଜାର […]
ନୂଆଦିଲ୍ଲୀ: ‘ପାପା ଗୁଣ୍ଡା ପଠାଇବା ବନ୍ଦ କର’। ଏହା କୌଣସି ଫିଲ୍ମର ଡାଏଲଗ୍ ନୁହେଁ ବରଂ ଦଳିତ ଯୁବକଙ୍କୁ ପ୍ରେମ ବିବାହ କରିଥିବା ଜଣେ ବିଧାୟକଙ୍କ ଝିଅ ନିଜ ବାପାଙ୍କୁ ଏଭଳି ଗୁହାରି କରୁଥିବା ଦୃଶ୍ୟ ଏବେ ସୋଶାଲ୍ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ସାରା ଦେଶରେ ଚର୍ଚ୍ଚା। ଯୁବତୀ ଜଣକ ହେଲେ ଉତ୍ତରପ୍ରଦେଶର ବିଜେପି ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ ମିଶ୍ରା। ସୂଚନା ଅନୁସାରେ, ସାକ୍ଷୀ ପରିବାର ଲୋକଙ୍କ ଇଚ୍ଛା ବିରୁଦ୍ଧରେ ଅଭି […]
ନୂଆଦିଲ୍ଲୀ: ଟ୍ରେନ୍ରେ ବିକ୍ରି ହେଉଥିବା ଅଧିକାଂଶ ପାଣି ବୋତଲରେ ଥିବା ଜଳ ବିଶୁଦ୍ଧ ନୁହେଁ। ବିଭିନ୍ନ ବ୍ରାଣ୍ଡ୍ର ଅରିଜିନାଲ ଷ୍ଟିକର ଲଗାଇ ପାଣି ବୋତଲ ବିକ୍ରି ହେଉଥିବାର ଅଭିଯୋଗ ଆସିବା ପରେ ରେଳ ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାଖାପାଖି ୩୦୦ଟି ସ୍ଥାନରେ ଚଢ଼ାଉ କରାଯାଇ ୮୦୦ ଲୋକଙ୍କୁ ରେଲଓ୍ୱେ ପୁଲିସ୍ ଗିରଫ କରିଥିବା ସୂଚନା ମିଳିଛି। ଟ୍ରେନ୍ରେ ଏହି ନକଲି ପାଣି ବୋତଲ ବିକ୍ରି ପଛରେ ୪ ପ୍ୟାଣ୍ଟ୍ରୀ କାର୍ର ମ୍ୟାନେଜରଙ୍କ ହାତ […]