ବର୍ମିଂହାମ୍: ଚଳିତ କ୍ରିକେଟ୍ ବିଶ୍ୱକପ୍ରେ ଗତକାଲି ଭାରତ ଓ ବାଂଲାଦେଶ ମଧ୍ୟରେ ଏକ ଲିଗ୍ ମ୍ୟାଚ୍ ଖେଳା ଯାଇଥିଲା। ଭାରତ ଏହି ମ୍ୟାଚ୍କୁ ୨୮ ରନ୍ରେ ଜିତି ସେମି ଫାଇନାଲ୍ରେ ପହଞ୍ଚି ଯାଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୩୧୪ ରନ୍ କରିଥିବା ବେଳେ ‘ହିଟ୍ ମ୍ୟାନ୍’ ରୋହିତ ଶର୍ମା ପୁଣି ଏକ ଶତକ ମାରି ଆକର୍ଷଣର କେନ୍ଦ୍ର ବିନ୍ଦୁ ସାଜିଥିଲେ। ସେ ୯୨ଟି ବଲ୍ରୁ ୧୦୪ ରନ୍ କରିଥିଲେ। ସେ ସିନା ପଡ଼ିଆରେ ଆକର୍ଷଣର କେନ୍ଦ୍ର […]
ମୁମ୍ବାଇ: ଲଗାଣ ବର୍ଷାରେ ମହାରାଷ୍ଟ୍ରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମହାରାଷ୍ଟ୍ରର ରତ୍ନଗିରି ଜିଲ୍ଲାରେ ଥିବା ତିୱାରି ଡ୍ୟାମ୍ର ବନ୍ଧ ଭାଙ୍ଗି ଯିବା ଫଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଡ୍ୟାମ୍ର ପାଣି ହଠାତ୍ ଗାଁ ଭିତରେ ପଶି ଯିବା ଫଳରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ୨୦ରୁ ଅଧିକ ଲୋକ ଏବେ ବି ନିଖୋଜ ଥିବା ଖବର ମିଳିଛି। ପାଖାପାଖି ୭ଟି ଗାଁର ଲୋକ ଏହି ବନ୍ୟା କବଳରେ ରହିଛନ୍ତି। ଘଟଣାସ୍ଥଳରେ ଏନ୍ଡିଆର୍ଏଫ୍, ଅଗ୍ନିଶମ ବିଭାଗ […]
ମୁମ୍ବାଇ: ଲଗାଣ ବର୍ଷରେ ବେହାଲ ମହାରାଷ୍ଟ୍ର। ବିଶେଷ କରି ମୁମ୍ବାଇରେ ସ୍ଥିତି ଅଧିକ ସଙ୍ଗୀନ ହୋଇପଡ଼ିଛି। ଏପରିକି ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ନେବା ପାଇଁ ନୌସେନାର ଯବାନ ମୁତୟନ ହୋଇଛନ୍ତି। ପ୍ରବଳ ବର୍ଷାରେ ସହରର କୁରଲା ଅଞ୍ଚଳ ବିଶେଷ ପ୍ରଭାବିତ ହୋଇଛି। ସ୍ପିଡ୍ ବୋଟ୍ ସହାୟତାରେ ଲୋକଙ୍କୁ ଉଦ୍ଧାର କରାଯିବା ସହ ବିପନ୍ନଙ୍କୁ ରିଲିଫ ବଣ୍ଟନ କରାଯାଉଛି। ଅନ୍ୟପକ୍ଷରେ ବିଭିନ୍ନ ଅଘଟଣରେ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି। କେବଳ କାନ୍ଥ ଓ ଟାଙ୍କି […]