ଆଖୁ ରସ ଲୋକମାନଙ୍କୁ ଏକ ସତେଜ ଅନୁଭବ ଦେଇଥାଏ ଏବଂ ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ଆଖୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ଏନେଇ ଆଖୁକୁ ସ୍ୱାସ୍ଥ୍ୟ ପାଇଁ ଏକ ରାମବାଣ ବୋଲି କୁହାଯାଏ।
ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛନ୍ତି ଜଣେ ମହିଳା। ସେ ଡବଲ୍ MA ସହିତ PhD କରିଛନ୍ତି। ପୁଟ୍ପାଥ୍ରେ ବିକୁଛନ୍ତି ଚା’। ସେ ଅନେକ ଅସହାୟ ଲୋକଙ୍କୁ ମଧ୍ୟ ନିଜ ପାଖରେ ରଖିଛନ୍ତି। ଦେଖନ୍ତୁ ଏହି ଭିଡିଓ ସେ କ’ଣ କହୁଛନ୍ତି।
ଟି-20 ବିଶ୍ୱକପରୁ କ୍ରିକେଟ ମ୍ୟାଚରେ ପରମାନେଣ୍ଟ ଲାଗୁ ହେବ ଷ୍ଟପ କ୍ଳକ୍ ନିୟମ । ସୀମିତ ଓଭର ଅନ୍ତର୍ଜାତୀୟ ମ୍ୟାଚରେ ଏହି ନିୟମ ହେବ ବାଧ୍ୟତାମୂଳକ ।
ଦିଲ୍ଲୀରେ ଇଣ୍ଡିଆ ଟୁଡେର କନକ୍ଲେଭରେ ଯୋଗଦେଇ ଶାହା କହିଛନ୍ତି, ଓଡ଼ିଶାରେ ବିଜେପି କେମିତି ଆଗକୁ ବଢ଼ିବ ସେନେଇ କାର୍ଯ୍ୟ କରୁଛୁ। ତା’ସହ ଶାହା କହିଛନ୍ତି, ଓଡ଼ିଶାରେ ବିଜେପିର ଭୋଟ ହାର ଭଲ ବଢ଼ିବ।
୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା କାଉଣ୍ଟଡାଉନ୍ ଆରମ୍ଭ। ଆସନ୍ତାକାଲି ଅପରାହ୍ନ ୩ଟାରେ ବିସ୍ତୃତ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବେ ECI।
ଆଜି ନାଗପୁରରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭଗବତ ଅଖିଳ ଭାରତୀୟ ପ୍ରତିନିଥି ସଭାର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ବାର୍ଷିକ ‘ଶିକ୍ଷା ବର୍ଗ’ରେ ନାମ ଓ ଫର୍ମାଟ୍ ବଦଳାଇଲା RSS...
ଭାରତୀୟ ରେଳବାଇରେ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏହା ଏକ ଭଲ ସୁଯୋଗ। ଏନେଇ ବିଭାଗ ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଅନ୍ଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରେଳ କୋଚ୍ କାରଖାନା କାପୁରଥାଲାରେ ଖାଲିଥିବା ପଦବୀ ପୂରଣ ହେବ। ଆବେଦନ ବିଷୟରେ ଜାଣିବା ପାଇଁ ଏହି ଖବର ଦେଖନ୍ତୁ।
ଆମୀର କହିଛନ୍ତି, “ଆମେ ଏକ ଭଲ ବିଷୟ ଖୋଜୁଛୁ। ଯଦି ଆମ କିଛି ନୂଆ କରିବାର ସୁଯୋଗ ମିଳିବ, ତେବେ ଆମେ ନିଶ୍ଚିତ ଭାବରେ ଏକାଠି କାମ କରିବୁ। ମୁଁ ଭାବୁଛି ଏକାଠି କାମ କରିବା ପାଇଁ ଏହା ହେଉଛି ଉପଯୁକ୍ତ ସମୟ। ସଲମାନ ଏବଂ ଶାହରୁଖ ମଧ୍ୟ ବହୁତ ଆଗ୍ରହୀ। ନିକଟ ଭବିଷ୍ୟତରେ ଆମେ ନିଶ୍ଚିତ ଭାବରେ ଏକାଠି କାମ କରିବୁ।”
ଜଲି ତାଙ୍କ ସ୍ୱାମୀଙ୍କଠାରୁ ଅଲଗା ରହୁଥିଲେ ଏବଂ ବିବାହ ପାଇଁ ଜୟଙ୍କୁ କ୍ରମାଗତ ଭାବରେ ଚାପ ପକାଉଥିଲେ। ସେ ସବୁବେଳେ ଧମକ ଦେଉଥିଲେ ଯଦି ସେ ତାଙ୍କୁ ବିବାହ ନକରନ୍ତି ତେବେ ସେ ପୋଲିସରେ ଅଭିଯୋଗ କରିବେ।
ପୁଣି ଥରେ ଆରମ୍ଭ ହେଲା ରାମ ମନ୍ଦିର ନିର୍ମାଣ କାମ । ପୁଣି ଅଭିଭୁତ କଲା ଭଳି ବିଶାଳ ମନ୍ଦିରର ନିଖୁଣ ନିର୍ମାଣ ଶୈଳୀ କରାଯାଉଛି ।
ଅମିତାଭ ବଚ୍ଚନଙ୍କର ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଏଞ୍ଜିଓପ୍ଲାଷ୍ଟି ହୋଇଛି। ଶୁକ୍ରବାର ସକାଳେ ଅମିତାଭଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିଗ୍ ବି ୮୧ ବର୍ଷରେ ପହଞ୍ଚିଥିବା ବେଳେ ହାର୍ଟର ଧମନୀରେ ରକ୍ତ ଜମାଟ ବାନ୍ଧିବା କାରଣରୁ ଏହି ଏଞ୍ଜିଓପ୍ଲାଷ୍ଟି କରାଯାଇଛି। ସାଧାରଣତଃ ହାର୍ଟ ପାଇଁ ଏଞ୍ଜିଓପ୍ଲାଷ୍ଟି କରାଯାଏ।
ସର୍ଭେ ପ୍ୟାନେଲ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ, ମେଘା ଇଞ୍ଜିନିୟରିଂ ଏବଂ ଇନଫ୍ରାଷ୍ଟ୍ରକଚର ଲିମିଟେଡ୍ ୯୬୬କୋଟି ଟଙ୍କା ଦାନ କରିଛି। ହାଇଦ୍ରାବାଦର ଏହି କମ୍ପାନୀ ବର୍ତ୍ତମାନ ଅନେକ ଭିତ୍ତିଭୂମି ପ୍ରକଳ୍ପରେ କାର୍ଯ୍ୟ କରୁଛି।
୨୦୧୯ ଡିସେମ୍ୱର ୨ରେ PWD କଣ୍ଟ୍ରାକ୍ଟର ରାକେଶ ଯାଦବଙ୍କୁ ଦିନ ଦ୍ୱିପ୍ରହରେ ଗୁଳି କରି ହତ୍ୟା କରିବା ଅଭିଯୋଗରେ ଆସିଫ ଗିରଫ ହୋଇଥିଲା। ଦିଲ୍ଲୀର ସଦର ବଜାର ପୋଲିସ ଷ୍ଚେସନ ଅଂଚଳର ଶାହାଜାହାନପୁରରେ ଏହି ହତ୍ୟାକାଣ୍ଡ ଘଟିଥିଲା।
ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏ ଉପରେ ଶୁଣାଣି କରିଥିଲେ।
କାଲି ଲୋକସଭା ଓ କିଛି ରାଜ୍ୟର ବିଧାନସଭା ତାରିଖ ଘୋଷଣା ହେବା ନେଇ ସୂଚନା ମିଳିଛି।
ଆମେରିକାରେ ଅନେକ ରୁଷ-ଆମେରିକା ସମ୍ପର୍କ ବିଷୟରେ ତର୍ଜମା କରିବାକୁ ଅନେକ ବିଶେଜ୍ଞ ରହିଛନ୍ତି। ତେଣୁ ମୁଁ ଭାବୁଛି ଯେ ସମସ୍ତେ ପରମାଣୁ ଯୁଦ୍ଧ ପାଇଁ ଆଦୌ ତରବରିଆ ନ ହୁଅନ୍ତୁ। କିନ୍ତୁ ଆମେ ଲଢ଼େଇ କରିବାକୁ ପ୍ରସ୍ତୁତ। ଆମ ସହ ଯିଏ ଲାଗିବ, ତା’କୁ ଆମେ ଛାଡ଼ିବାକୁ ନାହିଁ।”
ଯଦି ଆପଣ ଜଣେ ମହିଳା ଏବଂ ଆଠ ଘଣ୍ଟା ଶୋଇବା ପରେ ମଧ୍ୟ ଆପଣ ସକାଳେ ଥକି ଯାଉଛନ୍ତି, ତେବେ ଆପଣଙ୍କୁ ଆଉ ଅଧିକ ସମୟ ଶୋଇବା ଆବଶ୍ୟକ । ପୁରୁଷମାନେ ୭ରୁ ୮ ଘଣ୍ଟା ଶୋଇବା ପରେ ଫୁର୍ତ୍ତି ଅନୁଭବ କରନ୍ତି ମାତ୍ର, ମହିଳାମାନେ ଏହାଠାରୁ ଅଧିକ ସମୟ ଶୋଇବା ଆବଶ୍ୟକ କରନ୍ତି।
ବିଶ୍ୱ ଗ୍ରାହକ ଅଧିକାର ଦିବସ ପାଳନ କରିବାର ଉଦ୍ଦେଶ୍ୟ ହେଉଛି ଗ୍ରାହକମାନଙ୍କୁ ସେମାନଙ୍କର ଅଧିକାର ବିଷୟରେ ଅବଗତ କରାଇବା। ଆଜିର ଯୁଗରେ ଯେତେବେଳେ କଳାବଜାରୀ ଏବଂ ନକଲି କାରବାର ବୃଦ୍ଧି ପାଉଛି, ଏଭଳି ପରିସ୍ଥିତିରେ ଲୋକମାନେ ସେମାନଙ୍କର ଗ୍ରାହକ ଅଧିକାର ବିଷୟରେ ଜାଣିବା ଜରୁରୀ। ଏହି ଅବସରରେ ଆସନ୍ତୁ ବ୍ୟାଙ୍କ ସହିତ ଜଡିତ କିଛି ଗ୍ରାହକ ଅଧିକାର ବିଷୟରେ ଜାଣିନେବା।
ଗତ ମଙ୍ଗଳବାର ଏହି ତଥ୍ୟ SBI ଦାଖଲ କରିବା ପରେ, ଏହାକୁ ୧୫ ତାରିଖ ସୁଦ୍ଧା ସାର୍ବଜନୀନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଏହାକୁ ଯେମିତି ମିଳିଥିଲା ସେମିତି ପ୍ରକାଶ କରାଯାଇଛି ବୋଲି ଦର୍ଶାଇଛି ECI ।
ନିଯୁକ୍ତ ହେଲେ ୨ ନିର୍ବାଚନ କମିଶନର । ୨ IASଙ୍କୁ ନିର୍ବାଚନ କମିଶନର୍ ଭାବେ ମିଳିଲା ନିଯୁକ୍ତ। ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ନୂଆ ନିର୍ବାଚନ କମିଶନର ।
ଶସ୍ତା ହେଲା ପେଟ୍ରୋଲ୍ ଓ ଡିଜେଲ୍ । ଲିଟର ପିଛା ୨ ଟଙ୍କା ଶସ୍ତା କଲେ କେନ୍ଦ୍ର ସରକାର । ସୋସିଆଲ୍ ମିଡ଼ିଆ Xରେ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀଙ୍କ ସୂଚନା ।
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଇଲେକ୍ଟୋରାଲ୍ ବଣ୍ଡ ତଥ୍ୟକୁ ସାର୍ବଜନୀନ କଲା ଭାରତୀୟ ନିର୍ବାଚନ କମିଶନ। SBI ପକ୍ଷରୁ ଦାଖଲ ହୋଇଥିବା ଡାଟା ପ୍ରକାଶ କଲେ...
ପୁଣି ବଞ୍ଚିବେ କି ସାଧ୍ୱୀ ଆଶୁତୋଷମ୍ବରୀ ? ଜୀବନ୍ତ ଫେରିବା ନେଇ ଆଶା ରଖିଛନ୍ତି ଅନୁଗାମୀ...୪୫ ଦିନ ହେଲା ସମାଧି ନେଲେଣି ସାଧ୍ୱୀ ଆଶୁତୋଷମ୍ବରୀ...
ଭାବନ୍ତୁ ତ, ଗୋଆ ଯାଇଥିବେ ବୁଲିବାକୁ । ଭରପୂର ମଜାମସ୍ତି କରୁଥିବେ । ଏହି ସମୟରେ କୌଣସି ଏକ କାରଣରୁ ଆପଣଙ୍କର ଆଇଫୋନଟି ଚୋରି ହୋଇଯିବ । ତେବେ ଆପଣ କ’ଣ କରିବେ କହିଲେ ।