• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

fire at temple
ଶ୍ରୀଲକ୍ଷ୍ମୀ ନରସିଂହ ମନ୍ଦିରରେ ଅଗ୍ନିକାଣ୍ଡ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲ୍ଲା ଅର୍ନ୍ତବେଦୀରେ ଥିବା ପ୍ରସିଦ୍ଧ ଶ୍ରୀଲକ୍ଷ୍ମୀ ନରସିଂହ ମନ୍ଦିରର ରଥରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି। ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ଏହାସହ ମନ୍ଦିରର ଅନ୍ୟ ସମ୍ପତ୍ତି ମଧ୍ୟ କିଛି କ୍ଷୟକ୍ଷତି ହୋଇନାହିଁ। ତେବେ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡିନାହିଁ। ମନ୍ଦିରର ଦୀପଦାନ ସ୍ଥାନରୁ ନିଆଁ ବ୍ୟାପିଥିବା ସନ୍ଦେହ କରାଯାଉଛି। ପୋଲିସ୍‌ ଘଟଣାର ତଦନ୍ତ କରୁଛି। […]

Untitled-1
୨୪ ଘଣ୍ଟାରେ ପୁଣି ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ, ୭୦ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ରେକର୍ଡ ଛୁଇଁବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୯୦,୬୩୨ ପଭିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକି କୌଣସି ଗୋଟିଏ ଦିନରେ ଏହା ସର୍ବାଧିକ ପଜିଟିଜ୍। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧,୧୩,୮୧୧ରେ ପହଞ୍ଚିଛି। ସେହିପରି ଦେଶରେ ଗତ ୨୪ ଘଣ୍ଟାରେ ୧୦୬୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଏଥିସହ ମୃତ୍ୟୁ ସଂଖ୍ୟା ୭୦,୬୨୬କୁ […]

claydon
ବଲରେ ସାନିଟାଇଜର୍ ଲଗାଇ ସସ୍‌ପେଣ୍ଡ୍‌ ହେଲେ ଏହି ବୋଲର୍

ଲଣ୍ଡନ: କରୋନାଭାଇରସ୍ ମହାମାରୀ ଯୋଗୁ ସାରା ଦୁନିଆରେ କଡ଼ା ସୁରକ୍ଷା ଓ ବିଭିନ୍ନ କଟକଣା ସହ କ୍ରୀଡ଼ା ଆୟୋଜିତ କରାଯାଉଛି। କିନ୍ତୁ ଏଥିରେ କିଛି ଖେଳାଳି ଭୁଲ୍ କରି ବସନ୍ତି, ଯେଉଁଥିପାଇଁ ସେମାନଙ୍କୁ ଲଜ୍ଜିତ ହେବାକୁ ପଡ଼ିଥାଏ। ଇଂଲଣ୍ଡର ପ୍ରଥମ ଶ୍ରେଣୀ କ୍ରିକେଟର୍ ମିଚ୍ କ୍ଲେଡନ୍ ଏଭଳି ଏକ ଭୁଲ୍ କରିଛନ୍ତି, ଯେଉଁକାରଣରୁ ତାଙ୍କୁ ସସପେଣ୍ଡ କରାଯାଇଛି। କ୍ଲେଡନ୍ କଥିତ ଭାବେ ବଲରେ ସାନିଟାଇଜର୍ ଲଗାଇଥିଲେ, ଯେଉଁଥିପାଇଁ ତାଙ୍କୁ ତାଙ୍କର କାଉଣ୍ଟି ଟିମ୍ ସସେକ୍ସ ସସପେଣ୍ଡ୍ କରିଛି। […]

rhea chakraborty
‘ଗିରଫ ପାଇଁ ରିୟା ପ୍ରସ୍ତୁତ’

ମୁମ୍ବାଇ: ଗିରଫ ପାଇଁ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ପ୍ରସ୍ତୁତ ଅଛନ୍ତି ବୋଲି ରିୟାଙ୍କ ଓକିଲ ସତୀଶ ମନ୍‌ସିନ୍ଧେ ଆଜି ଏହା କହିଛନ୍ତି। ଏକ ବୟାନ ଜାରି କରି ରିୟାଙ୍କ ଉଦ୍ଦେଶ୍ୟରେ ସତୀଶ ମନ୍‌ସିନ୍ଧେ କହିଛନ୍ତି, ‘ଯଦି କାହାକୁ ଭଲ ପାଇବା ଅପରାଧ, ତା’ହେଲେ ଏହାର ପରିଣାମକୁ ସାମ୍ନା କରିବାକୁ ସେ(ରିୟା) ମଧ୍ୟ ପ୍ରସ୍ତୁତ। ଏପରିକି ସେ ଗିରଫ ହେବାପାଇଁ ମଧ୍ୟ ପ୍ରସ୍ତୁତ ଅଛନ୍ତି’। ରିୟାଙ୍କ ଓକିଲ ଆହୁରି ମଧ୍ୟ କହିଛନ୍ତି, ‘ଏହି ସମସ୍ତ ମାମଲାକୁ ନେଇ ସେ(ରିୟା) […]

arjun kapoor
ବଲିଉଡ୍‌ ଅଭିନେତା ଅର୍ଜୁନ କପୁର କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ତଥା ଫିଲ୍ମ ପ୍ରଡ୍ୟୁସର ବୋନି କପୁରଙ୍କ ପୁଅ ଅର୍ଜୁନ କପୁର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସେ ଏହି ସୂଚନା ଦେଇଛନ୍ତି। ସେ ସୁସ୍ଥ ଅଛନ୍ତି। ଆରୋଗ୍ୟ ହେବା ଯାଏ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିବେ ବୋଲି ଅର୍ଜୁନ କହିଛନ୍ତି। ଡାକ୍ତର ଓ ଅଧିକାରୀଙ୍କ ପରାମର୍ଶ କ୍ରମେ ସେ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିବେ ବୋଲି ସେ କହିଛନ୍ତି। ଗତ ମେ’ରେ ବୋନି କପୁରଙ୍କ ଜଣେ ଷ୍ଟାଫ୍‌ କରୋନା ପଜିଟିଭ୍‌ […]

sushant singh
Sushant Singh Death Case: ଡ୍ରଗ୍ସ ଲିଙ୍କ୍‌କୁ ନେଇ ବଡ଼ ଖୁଲାସା କଲେ ସୁଶାନ୍ତଙ୍କ ପର୍ସନାଲ୍‌ ଷ୍ଟାଫ୍ ଓ ହାଉସ୍‌ ମ୍ୟାନେଜର

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ ଗତ ଦୁଇଦିନ ଭିତରେ Narcotics Control Bureau (NCB) ରିୟାଙ୍କ ଭାଇ ଶୌଭିକ ଚକ୍ରବର୍ତ୍ତୀ, ସୁଶାନ୍ତଙ୍କ ହାଉସ୍‌ ମ୍ୟାନେଜର ସାମୁଏଲ୍‌ ମିରଣ୍ଡା ଓ ସୁଶାନ୍ତଙ୍କ ପର୍ସନାଲ୍‌ ଷ୍ଟାଫ୍‌ ଦୀପେଶ ସାୱନ୍ତଙ୍କୁ ଗିରଫ କରିଛି। ଦୀପେଶ ଓ ସାମୁଏଲ୍‌ଙ୍କୁ ଜେରା ପରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇ ବାନ୍ଦ୍ରା ସ୍ଥିତ ସୁଶାନ୍ତଙ୍କ ଘରେ ଡ୍ରଗ୍‌ ପାର୍ଟି ହେଉଥିଲା ବୋଲି ଜଣାପଡ଼ିଛି। ଏପରିକି […]

kangna
କଙ୍ଗନାଙ୍କୁ କ୍ଷମା ମାଗିବି, କିନ୍ତୁ...

ମୁମ୍ବାଇ: ଅଭିନେତ୍ରୀ କଙ୍ଗନା ରନାୱତ ମୁମ୍ବାଇକୁ ମିନି ପାକିସ୍ତାନ କହିବା ମନ୍ତବ୍ୟ ଉପରେ କଡ଼ା ଟିପ୍ପଣୀ ଦେଇଥିବା ଶିବସେନା ନେତା ସଞ୍ଜୟ ରାଉତ ନିଜ ଜିଦରେ ଅଟଳ। ମହିଳାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବାରୁ ସଞ୍ଜୟ କ୍ଷମା ମାଗନ୍ତୁ ବୋଲି କେତେକ ଗଣମାଧ୍ୟମ ପ୍ରଶ୍ନ କରିଥିଲେ। ତେବେ ମୁମ୍ବାଇ ବିରୋଧରେ ଯେ କୌଣସି ବ୍ୟକ୍ତି ଏଭଳି ମନ୍ତବ୍ୟ ଦେବେ ତା ବିରୋଧରେ ବି ସେ ସେହି ଭାଷାର ପ୍ରୟୋଗ କରିବେ ବୋଲି କହିଛନ୍ତି ସଞ୍ଜୟ। କଙ୍ଗନା ରଣାୱତଙ୍କୁ […]

ipl
ସରିଲା ଅପେକ୍ଷା, ଜାରି ହେଲେ ଆଇପିଏଲ୍ ସିଡ୍ୟୁଲ୍

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷାର ଶେଷ ହୋଇଛି। ଜାରି ହୋଇଛି ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ର ନୂଆ ସିଡ୍ୟୁଲ୍। ରବିବାର ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ) ପକ୍ଷରୁ ଆଇପିଏଲର ୧୩ଶ ସଂସ୍କରଣର କାର୍ଯ୍ୟସୂଚୀର ଘୋଷଣା କରାଯାଇଛି। ନୂଆ କାର୍ଯ୍ୟସୂଚୀ ଅନୁଯାୟୀ, ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ୍ ଅର୍ଥାତ୍ ସେପ୍ଟେମ୍ବର ୧୯ ତାରିଖରେ ଆବୁଧାବିରେ ଡିଫେଣ୍ଡିଂ ଚାମ୍ପିୟନ୍ ରୋହିତ୍ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଓ ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ସୁପର୍ କିଙ୍ଗସ୍ (ସିଏସକେ) ମଧ୍ୟରେ ଖେଳାଯିବ। ଏହି […]

riya
ସତ ଓଗାଳିଲେ ରୀୟା ଚକ୍ରବର୍ତ୍ତୀ!

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସାମ୍ନାକୁ ଆସିଲା ତାଙ୍କ ବାନ୍ଧବୀ ତଥା ଅନ୍ୟତମ ଅଭିଯୁକ୍ତ ରିୟା ଚକ୍ରବର୍ତ୍ତୀଙ୍କ ଡ୍ରଗ୍ସ ଲିଙ୍କ୍। NCB ଜେରାରେ ସତ ଓଗାଳିଛନ୍ତି ରିୟା। ରିୟାଙ୍କ ଡାଇରେକ୍ଟ ଡ୍ରଗ୍ସ ଲିଙ୍କ୍ ନେଇ ଏବେ ତଥ୍ୟ ସାମ୍ନାକୁ ଆସିଛି। ଭାଇ ସୌଭିକଙ୍କ ଜରିଆରେ ସେ ସୁଶାନ୍ତଙ୍କ ପାଇଁ ଡ୍ରଗ୍ସ କିଣୁଥିଲେ। NCB ଜେରାରେ ରିୟା ଏହିସବୁ ସତ ମାନିଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ପ୍ରଥମ ହାଜିରାରେ ରିୟାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ୍ […]

covid1911
ସୁସ୍ଥ ହେବା ପରେ ପୁଣି ଆସିଲା ପଜିଟିଭ୍ ରିପୋର୍ଟ

ବେଙ୍ଗାଳୁରୁ: କୋଭିଡରୁ ସୁସ୍ଥ ହେବା ପରେ ପୁଣି କୋଭିଡ ସଂକ୍ରମଣର ଶୀକାର। ବେଙ୍ଗାଳୁରୁର ଜଣେ ମହିଳା ଦ୍ୱିତୀୟ ଥର ପାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ବେଙ୍ଗାଲୁରୁର ଫୋର୍ଟିସ ହସ୍ପିଟାଲ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଜୁଲାଇ ମାସରେ ମହିଳାଜଣକ କରୋନା ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସୁସ୍ଥ ହୋଇ କରୋନା ମୁକ୍ତ ହୋଇଥିଲେ। ମହିଳାଙ୍କ ନେଗେଟିଭ୍ ରିପୋର୍ଟ ଆସିବା ପରେ ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯାଇଥିଲା। କିନ୍ତୁ ମାସକ ପରେ ଅଗଷ୍ଟ ଶେଷ ସପ୍ତାହରେ ତାଙ୍କଠାରେ […]

metro train
Unlock 4: ୫ ମାସ ପରେ ଆଜିଠୁ ପୁଣି ଗଡ଼ିଲା ମେଟ୍ରୋ ଟ୍ରେନ୍‌

ନୂଆଦିଲ୍ଲୀ: ଆଜିଠୁ ଦେଶର କିଛି ସହରରେ ମେଟ୍ରୋ ରେଲ୍‌ୱେ ସେବା ପୁଣି ଆରମ୍ଭ ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୫ ମାସରୁ ଅଧିକ ଦିନ ହେବ ଏହି ସେବା ବନ୍ଦ ରହିଥିଲା। କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ୍ସ ଆଧାରରେ, ଦିଲ୍ଲୀ, ନୋଇଡା, ଚେନ୍ନାଇ, କୋଚି, ବେଙ୍ଗାଲୁରୁ, ମୁମ୍ବାଇ ଲାଇନ୍‌-୧, ଜୟପୁର, ହାଇଦ୍ରାବାଦ, ମହା ମେଟ୍ରୋ(ନାଗପୁର), କୋଲକାତା, ଗୁଜରାଟ ଓ ଉତ୍ତରପ୍ରଦେଶ ମେଟ୍ରୋ ଅଥରିଟି ମେଟ୍ରୋ ଟ୍ରେନ୍‌ ଚଳାଚଳ ନେଇ ସେମାନଙ୍କର Standard Operating Procedures(SOP) ପ୍ରସ୍ତୁତ କରିଛନ୍ତି। […]

corona
ବ୍ରାଜିଲ୍‌କୁ ଟପିଲା ଭାରତ: ୪୨ ଲକ୍ଷ ପାର୍‌ ହେଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ବ୍ରାଜିଲ୍‌କୁ ଟପି ଭାରତ ଏବେ ବିଶ୍ୱର ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଦେଶ ପାଲଟିଛି। ଆମେରିକା ପ୍ରଥମ ସ୍ଥାନରେ ଥିବାବେଳେ ଭାରତ ଦ୍ୱିତୀୟ ସ୍ଥାନ ଓ ବ୍ରାଜିଲ୍‌ ତୃତୀୟ ସ୍ଥାନରେ ରହିଛି। ସେହିପରି ଋଷିଆ ଓ ପେରୁ ଯଥାକ୍ରମେ ଚତୁର୍ଥ ଓ ପଞ୍ଚମ ସ୍ଥାନରେ ଅଛନ୍ତି। Source: Worldometer ଗତ ୨୪ ଘଣ୍ଟାରେ ଭାରତରେ ୯୦, ୮୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୦୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା […]

PUBG-Ban
ପବ୍‌ଜି ପାଇଁ ଜୀବନ ହାରିଲେ ଛାତ୍ର ! ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା: ପବ୍‌ଜି ଖେଳି ନ ପାରିବାରୁ ଜଣେ ୨୧ ବର୍ଷୀୟ ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ନାଦିଆ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଥିବା ପୋଲିସ୍‌ ସୂଚନା ଦେଇଛି। ମୃତ ଯୁବକଙ୍କ ନାଁ ପ୍ରୀତମ ହଲ୍‌ଦର୍‌। ସେ ଆଇଟିଆଇ ଛାତ୍ର ଥିଲେ। ଚକ୍‌ଡାହ ପୋଲିସ୍‌ ଥାନା ଅନ୍ତର୍ଗତ ପୂର୍ବ ଲାଲ୍‌ପୁର ଅଞ୍ଚଳରେ ତାଙ୍କ ଘର। ପ୍ରୀତମଙ୍କ ମା’ ରତ୍ନା ସୂଚନା ଦେଇ କହିଛନ୍ତି, ଶୁକ୍ରବାର ସକାଳେ ସେ ବ୍ରେକ୍‌ଫାଷ୍ଟ ଖାଇ ନିଜ ରୁମ୍‌କୁ ଯାଇଥିଲେ। […]