ବେଜିଂ: ପ୍ୟାକେଟ୍ ଗୋମାଂସ ଓ ଚିଙ୍ଗୁଡ଼ିରେ କରୋନା ଭାଇରସ ଥିବା ଜଣାପଡ଼ିବା ପରେ ଚାଇନା ସତର୍କତା ଦେଖାଇଛି। ବ୍ରାଜିଲ୍ରୁ ଆସିଥିବା ବିଫ୍ ଓ ସାଉଦି ଆରବରୁ ଆସିଥିବା ଚିଙ୍ଗୁଡ଼ିରେ ଏହି ଭାଇରସ ଥିବା ଜଣାପଡ଼ିଛି। ଯଦିଓ ଥଣ୍ଡା ଖାଦ୍ୟରେ କରୋନା ବିପଦ କମ୍ ଥିବା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହୁଛି, ତେବେ ବିଦେଶରୁ ଶୀତଳ ଯନ୍ତ୍ରରେ ରହି ଆସୁଥିବା ମାଂସରେ ପଜିଟିଭ୍ ଚିହ୍ନଟ ହୋଇଛି। ରୟଟର୍ସର ଖବର ଅନୁସାରେ ବ୍ରାଜିଲ୍ରୁ ଉହାନ ସହରକୁ ଆସିଥିବା ବରଫ ଦିଆ […]
DCGI ଆବେଦନ କଲା ଜାଇକୋଭ-ଡି ଦେଶର ୫୦ଟି ସେଣ୍ଟରରେ ହୋଇଛି ଟ୍ରାଏଲ ସବୁଠୁ ବଡ଼ କ୍ଲିନିକାଲ୍ ଟ୍ରାଏଲ ଜାଇଡସ୍ କରିଛି ଜାଇକୋଭ୍-ଡି ଟିକା ଶିଶୁଙ୍କ ପାଖରେ ଟ୍ରାଏଲ ହୋଇଛି କରୋନା ବିରୋଧରେ ପ୍ରଭାବଶାଳୀ DNA ଟିକା ନୂଆଦିଲ୍ଲୀ : କରୋନା ବିରୋଧୀ…
ନୂଆଦିଲ୍ଲୀ: ଶନିବାର ଦେଶରେ ୪୧,୧୦୦ କରୋନା ଭାଇରସ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮,୧୪,୫୭୯ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୨୪ ଘଣ୍ଟାରେ ୪୪୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦେଶର ମୋଟ ମୃତ୍ୟୁ ସଂଖ୍ୟା ୧,୨୯,୬୩୫ ହୋଇଛି। ସେହିପରି ସକ୍ରିୟ ସଂଖ୍ୟାରୁ ଦିନକରେ ୧୫୦୩ କମିଥିବାରୁ ମୋଟ ସକ୍ରିୟ ସଂଖ୍ୟା ୪, ୭୯, ୨୧୬ ହୋଇଛି। ସେହିଭଳି ୨୪ ଘଣ୍ଟାରେ ୪୨,୧୫୮ ସୁସ୍ଥ […]
ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପଙ୍କୁ ସମର୍ଥନ କରି ରାଜଧାନୀ ଓ୍ୱାଶିଂଟନ ଡିସିରେ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଛି। ଲକ୍ଷ ଲକ୍ଷ ଟ୍ରମ୍ପ ସମର୍ଥକ ପ୍ଲାକାର୍ଡ ଧରି ହ୍ୱାଇଟ୍ ହାଉସ ଓ ଓ୍ୱାଶିଂଟନ ଡିସିର ମୁଖ୍ୟ ରାସ୍ତାରେ ଆନ୍ଦୋଳନ କରିଛନ୍ତି । ଗତ ରାଷ୍ଟ୍ରପତି ନିର୍ବାଚନରେ ତ୍ରୁଟି ଥିବା ଅଭିଯୋଗ କରିବା ସହ ଟ୍ରମ୍ପଙ୍କୁ ଆଉ ୪ ବର୍ଷ ପାଇଁ ରାଷ୍ଟ୍ରପତି ଭାବେ ସୁଯୋଗ ଦେବାକୁ ସମର୍ଥକମାନେ ଶୋଭାଯାତ୍ରା କରିଛନ୍ତି । ଟ୍ରମ୍ପଙ୍କୁ ସମର୍ଥନ କରୁଥିବା ଶ୍ୱେତାଙ୍ଗ […]
କୋଲକାତା: ବର୍ଷ ୨୦୨୦ ପୁଣି ଜଣେ କିମ୍ବଦନ୍ତି କଳାକାରଙ୍କୁ ଆମ ଗହଣରୁ ଛଡ଼ାଇ ନେଇଛି। ସେ ହେଲେ ପ୍ରଖ୍ୟାତ ଫିଲ୍ମ ଅଭିନେତା ସୌମିତ୍ର ଚାଟାର୍ଜୀ। କୋଲକାତାରେ ଘରୋଇ ନର୍ସିଂ ହୋମ୍ ବେଲ୍ଲେ ଭ୍ୟୁ କ୍ଲିନ୍କରେ ଚିକିତ୍ସା ଚାଲିଥିବା ବେଳେ ଆଜି ଦିନ ୧୨: ୧୫ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ତାଙ୍କ ବିୟୋଗ ନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଥିଲା। ଅକ୍ଟୋବର ୬ ତାରିଖରେ ସୌମିତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। […]
ରାୟପୁର: ମୁଖ୍ୟମନ୍ତ୍ରୀଙ୍କୁ ଚାବୁକ୍ ମାଡ଼। କଥାଟି ଶୁଣି ଆଶ୍ଚଯ୍ୟ ଲାଗୁଥିଲେ ବି ଘଟଣାଟି ସତ। ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କୁ ଏହି ଚାବୁକ ମାଡ଼ ଖାଇବାକୁ ପଡ଼ିଛି। ତେବେ ଦୋଷ କରି ନୁହେଁ ବରଂ ସମସ୍ତଙ୍କ ମଙ୍ଗଳ କାମନା କରି ବଘେଲଙ୍କୁ ଚାବୁକ ମାଡ଼ ଖାଇବାକୁ ପଡ଼ିଛି। ଖବର ଅନୁସାରେ ଗୋବର୍ଦ୍ଧନ ପୂଜା ଅବସରରେ ମୁଖ୍ୟମନ୍ତ୍ରୀ ପ୍ରତିବର୍ଷ ପରି ଏବର୍ଷ ମର୍ଧ୍ୟ ଦୁର୍ଗ ଜିଲ୍ଲାର ଜଂଜଗିରି ଗାଁରେ ପହଞ୍ଚି ଗୋମାତାଙ୍କୁ ପୂଜା କରିବା ସହ ଖାଇବାକୁ ଦେଇଥିଲେ। ଏହାପରେ […]
ପାଟନା: ସପ୍ତମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହେବେ ନୀତିଶ କୁମାର। ପାଟନାରେ ଅନୁଷ୍ଠିତ ଏନ୍ଡିଏ ବୈଠକ ପରେ ମୁଖ୍ୟମନ୍ତ୍ରୀ ଭାବେ ନୀତୀଶଙ୍କ ନାଁ ଘୋଷଣା କରିଛନ୍ତି ଦଳୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ। ମିଳିଥିବା ସୂଚନା ଅନୁସାରେ ଆଉ କିଛି ସମୟ ପରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଦାବି ରଖିବେ ନୀତୀଶ। ପୂର୍ବରୁ ଜେଡିୟୁ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଆଜି ବିଜେପିର ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ବିଜେପିର ସମସ୍ତ […]
ଇମ୍ଫାଲ: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏ ନେଇ ସେ ଲେଖିଛନ୍ତି “ ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଆଇସୋଲେସନରେ ରୁହନ୍ତୁ।” I have tested positive for COVID-19. I request all those who came in close contact with […]
ନୂଆଦିଲ୍ଲୀ: ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବଢିଛି। ସ୍ଥିତିର ଗମ୍ଭୀରତାକୁ ଦେଖି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓ ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ସହ ଆଲୋଚନା କରିବେ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିବେ। ଗତ ୨୪ ଘଣ୍ଟା ଭିତରେ ଦିଲ୍ଲୀରେ ୩ ହଜାର ୨୩୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ସେହିପରି ଦିନକରେ ୯୫ […]
ନୂଆଦିଲ୍ଲୀ: ଆଇସିୟୁରେ ଭର୍ତ୍ତି ହେଲେ ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲ। ଅକ୍ଟୋବର ପ୍ରଥମ ସପ୍ତାହରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେବେଠାରୁ ଡାକ୍ତରଙ୍କ ଚିକିତ୍ସାରେ ରହୁଥିଲେ ଅହମଦ। କିନ୍ତୁ ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗରୁତର ହେବାରୁ ତାଙ୍କୁ ଗୁରଗାଓଁର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏନେଇ ଆଜି ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ୭୧ ବର୍ଷୀୟ ଅହମଦ ଅକ୍ଟୋବର ୧ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଟ୍ୱିଟ୍ କରି […]
ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆକୁ ଝଟକା ୨ରୁ ୧୭ବର୍ଷ ବୟସ୍କ ଉପରେ କୋଭୋଭାକ୍କ୍ସj କ୍ଲିନିକାଲ ଟ୍ରାଏଲ ପାଇଁ ହୋଇଥିଲା ଆବେଦନ କ୍ଲିନିକାଲ ଟ୍ରାଏଲ ପାଇଁ ମିଳିଲାନି ଅନୁମତି ଦ୍ୱିତୀୟ ଓ ତୃତୀୟ ପଯର୍ୟାୟ କ୍ଲିନିକାଲ ଟ୍ରାଏଲ ପାଇଁ ମିଳିଲାନି ଅନୁମତି…
ଭୋପାଳ: ମୃତ୍ୟୁ କେତେବେଳେ କେଉଁ ରୂପରେ ଆସିବ ତାହା କେହିବି କହିପାରିବେ ନାହିଁ। ଏମିତି କିଛି ଘଟଣା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ବୈତୁଲରେ। ମନ୍ଦିରରେ ପୂଜା କରୁଥିବା ସମୟରେ ହୃଦ୍ଘାତରେ ଜଣେ ପୂର୍ବତନ ବିଧାୟକଙ୍କ ଦେହାନ୍ତ ହୋଇଛି। ଯାହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ମିଳିଥିବା ସୂଚନା ଅନୁସାରେ, ବୈତୁଲର ପୂର୍ବତନ କଂଗ୍ରେସ ବିଧାୟକ ବିନୋଦ ଡାଗା ନଭେମ୍ବର ୧୨ ତାରିଖ ସକାଳେ ପୂଜା କରିବା ପାଇଁ ବୈତୁଲ ସ୍ଥିତ ଜୈନ ଦାଦାୱାଡି ମନ୍ଦିର ଯାଇଥିଲେ। ଭଗବାନଙ୍କ […]
ୱାଶିଂଟନ: ଇତିହାସ ରଚିଲା ଆମେରିକାର ସ୍ପେସ୍ ଏକ୍ସ ସଂସ୍ଥା। ଆଜି ଫ୍ଲୋରିଡା ସ୍ଥିତ ସ୍ପେସ୍ ସେଣ୍ଟରରୁ ୪ ଜଣ ମହାକାଶଚାରୀଙ୍କୁ ନେଇ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ର ଅଭିମୁଖେ ବାହାରିଛି ଫାଲକନ୍ ରକେଟ୍। ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିବାକୁ ୨୭ ଘଣ୍ଟା ଲାଗିବ। ଏହି ମହାକାଶ ଯାତ୍ରା ଆମେରିକା ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ। କାରଣ, ପ୍ରଥମ ଥର ପାଇଁ ଆମେରିକାର କୌଣସି ବେସରକାରୀ ସଂସ୍ଥା ମହାକାଶ ଯାତ୍ରାରେ ସାମିଲ ହୋଇଛି। ମହାକାଶ ଯାତ୍ରା ପାଇଁ ପୂର୍ବରୁ ନାସା […]
ଢାକା: ବାଂଲାଦେଶର ପୂର୍ବତନ ଅଣ୍ଡର-୧୯ କ୍ରିକେଟର ମହମ୍ମଦ ସୋଜିବ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ୨୧ ବର୍ଷୀୟ ଏହି କ୍ରିକେଟର ଦୁର୍ଗାପୁରରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ଜଣେ ଭଲ ବ୍ୟାଟ୍ସମ୍ୟାନ୍ ଥିଲେ। ୨୦୧୭-୧୮ ଢାକା ପ୍ରିମିୟର ଲିଗ୍ରେ ସାଇନ୍ପୁକୁର କ୍ରିକେଟ୍ କ୍ଲବ୍ ପାଇଁ ସେ ଖେଳିଥିଲେ। ଏହାସହ ସେ ବାଂଲାଦେଶ ପାଇଁ ୩ଟି ୟୁଥ୍ ODIs ମଧ୍ୟ ଖେଳିଥିଲେ। ୨୦୧୮ ଅଣ୍ଡର-୧୯ ୱାର୍ଲଡ୍ କପ୍ରେ ସେ standby ଖେଳାଳିରେ ସାମିଲ ହୋଇଥିଲେ। ମହମ୍ମଦ ସୋଜିବ ଜଣେ […]
ମୁମ୍ବାଇ: ବଲିଉଡ ତାରକାମାନେ ସର୍ବଦା ମୁକ୍ତ ଚିନ୍ତାଧାରକୁ ପ୍ରାଧାନ୍ୟ ଦେଇଥାନ୍ତି। ପ୍ରେମ ଏବଂ ବିବାହ ଭଳି ପ୍ରସଙ୍ଗରେ ସେମାନେ ବୟସ ଏବଂ ଧର୍ମର ପ୍ରତିବନ୍ଧକକୁ ପାର କରିବାରେ ବିଶ୍ୱାସ ରଖନ୍ତି। ବଲିଉଡ୍ରେ ଏମିତି ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ବିବାହ କରିବା ପାଇଁ ନିଜର ଧର୍ମ ପରିବର୍ତ୍ତନ କରିଛନ୍ତି। ଆସନ୍ତୁ ସେମିତି ୫ଜଣ ଅଭିନେତ୍ରୀଙ୍କ ବିଷୟରେ ଜାଣିବା। -‘ଆରାଧନା’, ‘କାଶ୍ମୀର କି କଲି’, ‘ଆନ୍ ଇଭ୍ନିଂ ଇନ୍ ପ୍ୟାରିସ୍’ ଭଳି ଲୋକପ୍ରିୟ ହିନ୍ଦୀ ଚଳଚ୍ଚିତ୍ରରେ କାମ କରିଥିବା […]
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପୁଣି ସଙ୍ଗୀନ ହେଲାଣି କରୋନା ସ୍ଥିତି । ପ୍ରତି ୧ ଘଣ୍ଟାରେ ଯାଉଛି ୪ ଜଣଙ୍କ ଜୀବନ। ଗତ ୧ ସପ୍ତାହ ହେଲା ରାଜଧାନୀରେ ଏଭଳି ସ୍ଥିତି ଜାରି ରହିଛି । ରବିବାର ଗୋଟିଏ ଦିନରେ ୯୫ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭୂତାଣୁ । ରବିବାର ଦିଲ୍ଲୀରେ ମୋଟ ୨୧ ହଜାର ୯୮ଟି ଟେଷ୍ଟ ହୋଇଥିବା ବେଳେ ୩ ହଜାର ୨୩୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ ୧୫ ଦିନ […]
ନୂଆଦିଲ୍ଲୀ: ଦିୱାଲି ପରେ ଦିଲ୍ଲୀ ପ୍ରଦୂଷଣ ଆହୁରି ବଢିଯାଇଛି । ଗତକାଲି ଅଳ୍ପ ବର୍ଷା ହୋଇଥିଲେ ମଧ୍ୟ ସ୍ଥିତି ସଙ୍ଗୀନ ରହିଛି। ବାୟୁର ମାନ ସିଭିୟର କ୍ୟାଟେଗୋରୀ ଅର୍ଥାତ୍ ଅତି ଖରାପ ସ୍ଥିତିରେ ରହିଛି। ରାଜଧାନୀର ଏୟାର କ୍ୱାଲିଟି ଇଣ୍ଡେକ୍ସ ୪୯୦ ଛୁଇଁଛି ।ପାଣିପାଗ ବିଭାଗ ଆକଳନ କରିଛି ଯେ, ଆଗକୁ ଥଣ୍ଡା ବଢିବ ଏବଂ ପ୍ରଦୂଷଣ ନକମିଲେ ସ୍ଥିତି ସଂଘାତିକ ହୋଇପାରେ। ଏଭଳି ସ୍ଥିତିରେ ଦିଲ୍ଲୀବାସୀ ନିଶ୍ୱାସ ନେବାରେ ଅସୁବିଧା ଭୋଗୁଥିବା କହିଛନ୍ତି ଦିଲ୍ଲୀ ସରକାର। […]
ନୂଆଦିଲ୍ଲୀ : ଡାଉନ୍ ହେଲା ମାଇକ୍ରୋବ୍ଲଗିଂ ସାଇଟ୍ ଟ୍ୱିଟର । ପେଜ୍ ଲୋଡ୍ କରିପାରୁ ନାହାନ୍ତି ୟୁଜର । ବିଶ୍ୱର ଅନେକ ଦେଶରୁ ଏପରି ଖବର ସାମ୍ନାକୁ ଆସିବାରେ ଲାଗିଛି । ଏହାକୁ ନେଇ ଅନେକ ୟୁଜର ଅଭିଯୋଗ ମଧ୍ୟ…