• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

Pari
ପରୀ, ପରିବାର ଏବଂ ଅବଶ୍ୟମ୍ଭାବୀ ପରିବର୍ତ୍ତନ

ବିଶ୍ୱବନ୍ଦିତା ସ୍ୱାଇଁ ଲଢ଼େଇର ଅନ୍ଧାରୀ ଗଳିକୁ ବାହାରି ନ୍ୟାୟର ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପୂର୍ବରୁ ଆମେ ବାଟସାରା ଯାହା ଛାଡ଼ିଦେଉ, ସେସବୁ ଯନ୍ତ୍ରଣାର ଛିଟା ବହନ କରୁଥିବା ଗୋଟେ ଗୋଟେ ପରିବର୍ତ୍ତନ। ଏ ପରିବର୍ତ୍ତନ ଶକ୍ତ ଏବଂ ସମାନତାର ବାର୍ତ୍ତା ବାଣ୍ଟୁଥିବା ଏକ ସମାଜ ଗଢ଼ିବାକୁ। ନୟାଗଡ଼ ଜିଲ୍ଲାର ୫ବର୍ଷର ଝିଅ ପରୀ ପାଇଁ ନ୍ୟାୟର ଲଢ଼େଇ ସେଭଳି ଏକ ପରିବର୍ତ୍ତନ ପାଇଁ ପ୍ରୟାସର ଅଂଶବିଶେଷ। ଅନେକ ଆଶା ଏବଂ ଅବଶୋଷର ସମୁଦ୍ର ମଧ୍ୟରେ ଏକ ଅଦମନୀୟ ଜିଦ୍ […]

model
ପିରାମିଡ୍‌ ଆଗରେ ଫଟୋସୁଟ୍‌ କରି ଫସିଲେ ମଡେଲ

ପିରାମିଡ ସାମ୍ନାରେ ‘ସେକ୍ସି’ ଫଟୋସୁଟ। ଫସିଲେ ମଡେଲଙ୍କ ସହ ଫଟୋଗ୍ରାଫର। ଏମିତିକି ଫଟୋ ଉଠାଇଥିବା ବ୍ୟକ୍ତିଙ୍କୁ ଶେଷରେ ଗିରଫ କରିବାକୁ ବାଧ୍ୟ ହୋଇଛି ପୋଲିସ। ଭାରତରେ ନୁହେଁ, ଏମିତି ଘଟଣା ଦେଖିବାକୁ ମିଲିଛି ମିଶରରେ। ବିଦେଶୀ ପୋଷାକ ପିନ୍ଧି ସଲମା-ଏଲ-ସିମି ପିରାମିଡ ଆଗରେ ଫଟୋସୁଟ କରିଥିଲେ। ଯାହାକୁ ସହଜରେ ଗ୍ରହଣ କରି ପାରି ନାହାନ୍ତି ସେଠାକାର ସରକାର। ବେଶଭୂଷା ସାଙ୍ଗକୁ ପ୍ରାଚୀନ ସ୍ଥଳରେ ଫଟୋସୁଟ କରିଥିବା ହୁସେନ ମହମ୍ମଦ ନାମକ ଫଟୋ ଗ୍ରାଫରଙ୍କୁ ମିଶର ପୋଲିସ ଗିରଫ […]

vaccine
ଚୀନ ତିଆରି କରିଛି କୋଭିଡ ଟିକା, ଉତ୍ତର କୋରିଆରୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

କରୋନାର କରୁଣ ଚିତ୍ର ଦେଖୁଛି ସାରା ବିଶ୍ୱ। ଏହି ମହାମାରୀ ପୁଣି ରିଟର୍ଣ୍ଣ କରିଛି। ଫଳରେ ସଂକ୍ରମଣ ବଢିବା ଆରମ୍ଭ ହୋଇଯାଇଛି। ଏତିକି ବେଳେ ଗୋଟିଏ କଥା ବିଶ୍ୱବାସୀକୁ ଆଶ୍ଚର୍ଯ୍ୟ କରିଛି। ବିଭିନ୍ନ ଦେଶ କରୋନାର ସ୍ଥାୟୀ ମୁକାବିଲା କରିବାରେ ଲାଗି ପଡିଥିବା ବେଳେ ଚୁପ ହୋଇ ବସିଛି ବିଶ୍ୱର ଏକମାତ୍ର ଦେଶ ଉତ୍ତର କୋରିଆ। କରୋନା ସଂକ୍ରମଣକୁ ନେଇ କୌଣସି ତଥ୍ୟ ସାର୍ବଜନୀନ କରୁନାହିଁ। ଏମିତିକି ଏହି ଦେଶର କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା […]

farmer
କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ଚାଷୀ ସଂଗଠନର ବୈଠକ ଜାରି

ନୂଆଦିଲ୍ଲୀ:  ଦିଲ୍ଲୀରେ ଚାଲିଛି କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ଚାଷୀ ସଂଗଠନର ବୈଠକ। ଚାଷୀ ନେତାଙ୍କ ସହ ଆଲୋଚନା କରୁଛନ୍ତି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର। କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟ ଆଜି କଣ ରହିବ ? ଚାଷୀଙ୍କୁ ମନାଇବାକୁ କି ପଦକ୍ଷେପ ନେବେ କେନ୍ଦ୍ର ସରକାର ? ଏସବୁ ଦିଗ ଉପରେ ସାରା ଦେଶର ଚାଷୀଙ୍କ ନଜର ରହିଛି। ଜାତୀୟ ଗଣମାଧ୍ୟମର ଚର୍ଚ୍ଚା ଅନୁସାରେ, ଚାଷୀଙ୍କ ଦାବି ଅନୁସାରେ ଦର ଦେବା ପ୍ରସଙ୍ଗ ଉପରେ ସରକାର […]

rajnikanth
ଜାନୁଆରୀରେ ରାଜନୈତିକ ଦଳ ଗଢ଼ିବେ ସୁପର ଷ୍ଟାର ରଜନୀକାନ୍ତ

ଚେନ୍ନାଇ: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ନେତା ହେବାକୁ ଯାଉଛନ୍ତି ତାମିଲ୍‌ ଷ୍ଟାର୍ ରଜନୀକାନ୍ତ। ୨୦୨୧ ଜାନୁଆରିରେ ନିଜର ଦଳ ଗଠନ କରିବେ। ଏନେଇ ଡିସେମ୍ବର ୩୧ ତାରିଖରେ ଏ ବିଷୟରେ ସମସ୍ତ ସୂଚନା ଦେବେ। ଗଣମାଧ୍ୟମକୁ ସୂଚନା ଦେଇ ଏପରି କହିଛନ୍ତି ରଜନୀକାନ୍ତ। କରୋନା ଭାଇରସ ପାଇଁ ଯୋଜନା ପ୍ରଭାବିତ ହୋଇଥିଲା। ଏବେ ତାମିଲନାଡୁକୁ ପରିବର୍ତ୍ତନ କରିବାର ସମୟ ଆସିଛି। ଯଥା ସମ୍ଭବ ଆମେ ଲୋକଙ୍କ ପାଇଁ କାମ କରିବୁ। ଯଦି ଏହି ସମୟରେ […]

narendra-singh-tomar
ଆଜି ବି ଚାଷୀଙ୍କୁ ମନେଇ ପାରିଲେନି ସରକାର; ଆସନ୍ତା ଶନିବାର ପୁଣି ବୈଠକ

ନୂଆଦିଲ୍ଲୀ: ଚାଷୀ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଜି ହୋଇଥିବା ବୈଠକରେ କୌଣସି ନିଷ୍କର୍ଶ ବାହାରି ପାରିଲା ନାହିଁ। ୭ ଘଣ୍ଟାର ବୈଠକ ପରେ ଏମ୍ଏସ୍‌ପିରେ କୌଣସି ପରିବର୍ତ୍ତନ ହେବନି ବୋଲି କେନ୍ଦ୍ର କୃଷି ମନ୍ତ୍ରୀ ପ୍ରତିଶ୍ରୁତି ଦେବା ସତ୍ତ୍ୱେ, ଅନ୍ୟ ସବୁ ଦାବି ପୂରଣ ଜିଦ୍‌ରେ ଅଟଳ ରହିଥିଲେ ଚାଷୀ। ଫଳରେ ସମସ୍ୟାର ସମାଧାନ ପାଇଁ କୌଣସି ବାଟ ବାହାରି ପାରିନଥିଲା। ଆସନ୍ତା ଶନିବାର ପୁଣି ବୈଠକ ବସିବ ବୋଲି ସୂଚନା ମିଳିଛି। ଆଜି କେନ୍ଦ୍ର […]

ଆଜି ସ୍ଥଳଭାଗ ଛୁଇଁପାରେ ବାତ୍ୟା ‘ବୁରେଭି’, ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁରେଭି’ ଆଜି ଅପରାହ୍ଣ ସୁଦ୍ଧା ଥିରୁଅନନ୍ତପୁରମ୍‌ ଉପକୂଳରେ ସ୍ଥଳଭାଗ ଛୁଇଁପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ‘ବୁରେଭି’ ପ୍ରଭାବରେ କେରଳ ଓ ତାମିଲନାଡୁରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଘଣ୍ଟା ପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ। ବେଳେବେଳେ ପବନର ବେଗ ୯୦ କିଲୋମିଟର ମଧ୍ୟ ରହିପାରେ। କେରଳ ସରକାରଙ୍କ […]

1
'ଚଳିତ ମାସ ଶେଷ ସପ୍ତାହରେ ଆସିପାରେ କରୋନା ଟିକା'

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ଭିତରେ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ କରୋନା ଟିକାକୁ ନେଇ ତାଙ୍କର ବୟାନ ରଖିଛନ୍ତି। ସେ କହିଛନ୍ତି, ଭାରତରେ ଏକାଧିକ କରୋନା ଟିକା ପରୀକ୍ଷଣର ଶେଷ ପର୍ଯ୍ୟାୟ ଟ୍ରାଏଲ ଚାଲିଛି। ସରକାର ମଧ୍ୟ ଟିକା ବିତରଣ ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ତେଣୁ ଚଳିତ ମାସ ଶେଷ ସୁଦ୍ଧା କିମ୍ବା ଜାନୁଆରୀ ଆରମ୍ଭରୁ ଦେଶରେ ଯେମିତି ହେଲେ ଗୋଟିଏ ଟିକା ଉପଲବ୍ଧ ହୋଇଯିବ ବୋଲି  ଗୁଲେରିଆ କହିଛନ୍ତି। ଚଳିତ ବର୍ଷ […]