• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

vaccine
Pfizer ଓ Moderna ଟିକା ନେବା ପରେ କମ୍ ହୁଏ ନାହିଁ ପ୍ରଜନନ କ୍ଷମତା : ଅଧ୍ୟୟନ

ନୂଆଦିଲ୍ଲୀ : ପ୍ରଜନନ କ୍ଷମତା ଉପରେ ପ୍ରଭାବ ପକାଏ କି ଟିକା ? କରୋନା ଟିକା ଫାଇଜର ଓ ମଡର୍ଣ୍ଣା ନେବାପରେ ପୁରୁଷଙ୍କ ପ୍ରଜନନ କ୍ଷମତାକୁ କ୍ଷତି ପହଞ୍ଚାଏ ନାହିଁ । ଏକ ଅଧ୍ୟୟନରେ କୁହାଯାଇଛି ଉଭୟ ଭ୍ୟାକ୍ସିନ ପୁରୁଷଙ୍କ ପ୍ରଜନନ…

odisha
ମହାକାଶକୁ ପଠାଯିବ ଓଡ଼ିଆ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିକଶିତ ଫାଷ୍ଟନର୍

ଭୁବନେଶ୍ୱର: ପୁଣିଥରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ କମାଲ। ଓଡ଼ିଆ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିକଶିତ ଫାଷ୍ଟନର୍ ବା ନଟ୍ ବୋଲ୍ଟକୁ ମହାକାଶକୁ ପଠାଯିବ। ମହାକାଶରେ ଏସବୁ ନଟ୍ ବୋଲ୍ଟ ତିଷ୍ଠି ପାରୁଛି ନା ନାହିଁ ତାର ପରୀକ୍ଷା ହେବ। ଜୁନ୍ ୨୪ରେ ନାସା ଏହାକୁ…

KIM JONG UN
ଏକଛତ୍ରବାଦୀ ଶାସକଙ୍କ ସାମ୍ରାଜ୍ୟରେ ଦୁର୍ଭିକ୍ଷ : କଦଳୀ କିଲୋ ପ୍ରତି ମୂଲ୍ୟ ୩୩୦୦

ପ୍ୟୋଙ୍ଗୟାଙ୍ଗ : ଏକଛତ୍ରବାଦୀ ଶାସକଙ୍କ ଶାସନରେ ଦୁର୍ଭିକ୍ଷ, ସାରା ଦେଶରେ ଅନାହାର ପରିସ୍ଥିତି । ଭୋକରେ ଛଟପଟ୍ ହେଉଛନ୍ତି ଉତ୍ତର କୋରିଆ ବାସୀ । ଖାଦ୍ୟ ଶସ୍ୟର ଅଭାବ ହେତୁ ଉତ୍ତର କୋରିଆରେ ମୁଦ୍ରାସ୍ଫିତି ଶିଖରରେ ପହଞ୍ଚିଛି । ଫଳରେ ସାଧାରଣ…

ବ୍ରେକିଂ ନ୍ୟୁଜ୍‌: ଜୁନ୍‌ ୧୯

ଭୁବନେଶ୍ୱର: ଲୋକପ୍ରିୟ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କର  ଭୁବନେଶ୍ୱରର ସମ୍ ସ୍ପିଟାଲରେ ଦେହାନ୍ତ ଭୁବନେଶ୍ୱର: ବରିଷ୍ଠ IPS ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଗତକାଲି ପରଲୋକ ହୋଇଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

milkha singh
ଜୀବନ ଯୁଦ୍ଧରେ ହାରିଗଲେ କିମ୍ବଦନ୍ତୀ ଧାବକ ମିଲଖା ସିଂହ

ଚଣ୍ଡୀଗଡ଼ : ଆରପାରିରେ କିମ୍ବଦନ୍ତୀ ଧାବକ ମିଲଖା ସିଂହ । ପ୍ରାୟ ମାସେ ଧରି କରୋନା ସହ ଯୁଦ୍ଧ କରିବା ପରେ ଫ୍ଲାଇଂ ଶିଖ୍ ମିଲଖା ସିଂହଙ୍କ ନିଧନ ହୋଇଛି । ଚଳିତ ସପ୍ତାହରେ କରୋନାରେ ଆକ୍ରାନ୍ତ ହୋଇ ତାଙ୍କ ପତ୍ନୀ…

Debasis Panigrahi
ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ IPS ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଗତକାଲି ପରଲୋକ ହୋଇଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ସେ କିଛିଦିନ ପୂର୍ବରୁ କରୋନାରେ ଆକ୍ରାନ୍ତ ହେବା ପରେ…

office
ଜୁଲାଇରୁ ପୂର୍ଣ୍ଣ କାର୍ଯକ୍ଷମ ହେବ ରାଜଧାନୀର ସରକାରୀ ଅଫିସ୍

ଭୁବନେଶ୍ୱର: ରାଜଧାନୀରେ ସରକାରୀ କର୍ମଚାରୀଙ୍କୁ ଡବଲ ଡୋଜ ଟିକା ବାଧ୍ୟତାମୂଳକ କରାଯାଇଛି। ୨ଟି ଡୋଜ ଟିକାକରଣ ହୋଇନଥିଲେ ଅଫିସ ଆସିପାରିବେନି କର୍ମଚାରୀ। ଆଉ ସେମାନଙ୍କର ଅଫିସରେ ଅନୁପସ୍ଥିତିକୁ ଉଦ୍ଦେଶ୍ୟମୂଳକ ଛୁଟି ଭାବେ ବିବେଚନା କରାଯିବ। ଏନେଇ ସବୁ ବିଭାଗକୁ ଅତିରିକ୍ତ ମୁଖ୍ୟ…

3rd-wave
ମାସେ ଭିତରେ ମହାରାଷ୍ଟ୍ରକୁ ଗ୍ରାସି ପାରେ କରୋନାର ତୃତୀୟ ଲହର

ମାସେ ଭିତରେ ମହାରାଷ୍ଟ୍ରକୁ ଗ୍ରାସି ପାରେ କରୋନାର ତୃତୀୟ ଲହର। ଆତଙ୍କ ଖେଳାଇପାରେ ଡେଲ୍ଟା ପ୍ଲସ୍ ଭ୍ୟାରିଏଣ୍ଟ। ଦ୍ୱିତୀୟ ୱେଭରୁ ଦୁଇଗୁଣା ଅଧିକ ରହିପାରେ ତୃତୀୟର ପ୍ରଭାବ। ମହାରାଷ୍ଟ୍ରରେ ୫ ଥାକିଆ ଅନଲକ୍‌ ପର୍ଯ୍ୟାୟ ଆରମ୍ଭ ହେବା ପରେ ରାସ୍ତାଘାଟ, ସହର…

ratha
ଆମର ବି ହେଉ ରଥଯାତ୍ରା, ଅକ୍ଷୁର୍ଣ୍ଣ ରହୁ ପରମ୍ପରା ! କେନ୍ଦ୍ରାପଡ଼ାରେ ଗଣଧାରଣା, ନୀଳଗିରିରେ ପଦଯାତ୍ରା

କେନ୍ଦ୍ରାପଡ଼ା: ଆମର ବି ହେଉ ରଥଯାତ୍ରା । ଅକ୍ଷୁର୍ଣ୍ଣ ରହୁ ପରମ୍ପରା । କେନ୍ଦ୍ରାପଡ଼ାରେ ଗଣଧାରଣା, ନୀଳଗିରିରେ ପଦଯାତ୍ରା ଓ ଗତକାଲି ବାରିପଦାରେ ମାନବଶୃଙ୍ଖଳ । କୋଭିଡ୍ ସଂକ୍ରମଣ ପାଇଁ କେବଳ ପୁରୀରେ ରଥଯାତ୍ରା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପରେ…

fraud-cal
ତୁମ ପିଲା ମାଟ୍ରିକ୍‌ରେ ଫେଲ୍ ହୋଇଛି। ଟଙ୍କା ଦିଅ, ପାସ୍ କରାଇ ଦେବୁ !

ବୀରମିତ୍ରପୁର: ମୁଁ କଟକ ବୋର୍ଡ ଅଫିସରୁ କହୁଛି। ଆସନ୍ତା ଜୁନ ଶେଷ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଉଛି। ଜୋରସୋରରେ ପ୍ରସ୍ତୁତି ଚାଲିଛି। ଆପଣଙ୍କ ପିଲା ସବୁ ବିଷୟରେ ପାସ୍‌ କରିଛି। କେବଳ ଗଣିତ ଓ ବିଜ୍ଞାନ ଦୁଇଟି ବିଷୟରେ…

kane-williamson
WTC 2021: ଭାରତ ବିରୋଧରେ ମଇଦାନକୁ ଓହ୍ଲାଇବା ପୂର୍ବରୁ ନ୍ୟୁଜିଲ୍ୟାଣ୍ଡ ଅଧିନାୟକ ନେଲେ ଇଞ୍ଜେକ୍ସନ..

ନୂଆଦିଲ୍ଲୀ: ଭାରତ ଓ ନ୍ୟୁଜଲ୍ୟାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଐତିହାସିକ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲ ମ୍ୟାଚ୍ ଆରମ୍ଭ ହୋଇଯାଇଛି । ଲଗାତାର ବର୍ଷା କାରଣରୁ ଏହି ମ୍ୟାଚ୍‌ ବିଳମ୍ବରେ ଆରମ୍ଭ ହୋଇଛି । ପ୍ରବଳ ବର୍ଷା କାରଣରୁ ମ୍ୟାଚ୍‌ ହାଫ୍‌ ଟାଇମ୍‌…

ifs
ଜେଲରୁ ବାହାରିଲେ IFS ଅଭୟକାନ୍ତ ପାଠକ

ଭୁବନେଶ୍ୱର: ଜେଲରୁ ବାହାରିଲେ IFS ଅଭୟକାନ୍ତ ପାଠକ। ଦୀର୍ଘ ୬ ମାସ ପରେ ଝାରପଡ଼ା ଜେଲରୁ ମୁକୁଳିଲେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିଲେ। ଗତ ନଭେମ୍ବର ୨୭ରେ ଭିଜିଲାନ୍ସ ଗିରଫ କରିଥିଲା। ଏହା ବ୍ୟତୀତ ତାଙ୍କ ନାଁରେ…

1
କଦଳୀ ଚୋପା ଚର୍ମକୁ ନରମ ରଖିବା ସହ ଆଣେ ଚମକ

ଆପଣ ନିଶ୍ଚୟ ଅନେକବାର କଦଳୀ ଖାଇଥିବେ ଏବଂ କଦଳୀ ଚୋପାକୁ ଡଷ୍ଟବିନରେ ପକେଇଥିବେ। କିନ୍ତୁ ଆପଣ ଜାଣନ୍ତି କି କେବଳ କଦଳୀ ଯେ ସ୍ୱାସ୍ଥ୍ୟ ଏବଂ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ କାମ କରେ ନାହିଁ, ବରଂ ଏହାର ଚୋପା ମଧ୍ୟ ସୌନ୍ଦର୍ଯ୍ୟ…

Lab agrwal
"ଦେଶରେ ୮୫ ପ୍ରତିଶତ କମିଲାଣି ସଂକ୍ରମଣ"

ଦେଶରେ ଲଗାତାର ଭାବରେ କମିଚାଲିଛି ସଂକ୍ରମଣ। ତେବେ ପୂର୍ବ ମାସରେ ଅର୍ଥାତ୍‌ ମେ ମାସରେ ସଂକ୍ରମଣ ଶିଖର ଛୁଇଁଥିଲା କିନ୍ତୁ ସେହିଦିନ ଠାରୁ ବର୍ତ୍ତମାନ ସମୟ ସୁଦ୍ଧା ପ୍ରାୟ ୮୫ ପ୍ରତିଶତ ସଂକ୍ରମଣ ହ୍ରାସ ପାଇଛି ବୋଲି ସୂଚନା ମିଳିଛି।

ଆର୍ଟେମିସ୍ ମିଶନର ପ୍ରଥମ ପର୍ଯ୍ୟାୟ ପାଇଁ SLS ରକେଟ୍ ପ୍ରସ୍ତୁତ

ଆମେରିକାର ସ୍ପେସ୍ ଏଜେନ୍ସି ନାସା ମହାକାଶ ସହ ଜଡିତ ଅନେକ ମିଶନରେ ନିୟୋଜିତ ଅଛି। କିନ୍ତୁ ବର୍ତ୍ତମାନ, ଚନ୍ଦ୍ର ପାଇଁ ଆର୍ଟେମିସ୍ ଅଭିଯାନ ଉପରେ ଲୋକଙ୍କ ନଜର ରହିଛି। ଚଳିତ ବର୍ଷ ଶେଷରେ, ନାସା ଏହି ମିଶନ ପାଇଁ ଏହାର ରକେଟ୍‌ସ୍ପେସ୍…

rain
ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: କାଲି ସକାଳ ୮ଟା ୩୦ ଯାଏଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ,…

Untitled-1
‘ବାବା କା ଢାବା’ର ମାଲିକଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ: ‘ବାବା କା ଢାବା’ର ମାଲିକ କାନ୍ତା ପ୍ରସାଦ ଗୁରୁବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମଦ୍ୟପାନ କରିବା ପରେ ନିଦ ବଟିକା ଖାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ କାନ୍ତା ପ୍ରସାଦ। ବାବା କା ଢାବା ମାଲିକ ଦିଲ୍ଲୀର ମାଲବିୟ ନଗର…

Dilip-Tirkey-
ଦିଲ୍ଲୀପ ତିର୍କି ଓଡ଼ିଶା ହକି ଆଡହକ କମିଟିର ନୂଆ ଚେୟାରମ୍ୟାନ

ଭୁବନେଶ୍ୱର: ବଦଳିଲେ ଓଡ଼ିଶା ହକି ଆଡହକ କମିଟି ଚେୟାରମ୍ୟାନ । ଦିଲ୍ଲୀପ ତିର୍କି ହେଲେ ଆଡହକ କମିଟିର ନୂଆ ଚେୟାରମ୍ୟାନ । ସେହିଭଳି କ୍ରୀଡ଼ା ବିଭାଗ ଉପସଚିବ ଶୈଳେନ୍ଦ୍ର ଜେନା ହେଲେ ସଦସ୍ୟ ଆବାହକ । ଅନ୍ୟପଟେ ଭୋଳାନାଥ ସିଂହ, ରାଜେନ୍ଦ୍ର…

high court
ରାଜ୍ୟରେ କରୋନା ମୃତ୍ୟୁ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ମାମଲା

ଭୁବନେଶ୍ୱର: ହାଇକୋର୍ଟ ଗଲା କରୋନା ମୃତ୍ୟୁ ପ୍ରସଙ୍ଗ। ରାଜ୍ୟରେ କରୋନା ଜନିତ ମୃତ୍ୟୁ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା। ମୃତ୍ୟୁର ସଂଖ୍ୟାର ସ୍ୱତନ୍ତ୍ର ଭାବେ ଅଡିଟ କରିବା ପାଇଁ ଏହି ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି। ଆଇନଜୀବୀ…

coronavirus
ବିଶ୍ୱର ୨୯ ଦେଶରେ ଠାବ ହେଲା କରୋନାର ନୂଆ ଭ୍ୟାରିଆଂଟ୍‌

କରୋନାକୁ ନେଇ WHO ବା ହୁ ବଡ଼ ମନ୍ତବ୍ୟ ଦେଇଛି। କହିଛି, ବିଶ୍ୱର ୨୯ ଦେଶରେ ପୁଣି ଥରେ କରୋନାର ନୂଆ ଭ୍ୟାରିଆଂଟ୍‌ ମିଳିଛି। ଏହି ମାରାତ୍ମକ ଭୂତାଣୁ ଦକ୍ଷିଣ ଆମେରିକାରୁ ପ୍ରଥମ ଥର ଲାଗି ଚିହ୍ନଟ ହୋଇଛି। ଆଉ ଏହାର ନାମ (Lambda) ବୋଲି କୁହାଯାଇଛି

exams
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର: ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ରେଜଲ୍ଟ ଏବଂ ମୂଲ୍ୟାୟନ ପଦ୍ଧତି ନେଇ ଆଜି CHSE ପକ୍ଷରୁ ସୂଚନା ଦିଆଯାଇଛି। ଏକ୍ସପର୍ଟ କମିଟି ଦେଇଥିବା ଭିତ୍ତି ଅନୁଯାୟୀ ମାଟ୍ରିକ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ…

nitin gadkari
୨୦୨୪ ସୁଦ୍ଧା ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ୫୦ ପ୍ରତିଶତ କମିବ-ନୀତିନ ଗଡ଼କରୀ

ନୂଆଦିଲ୍ଲୀ: ଦେଶରେ ସଡକ ଦୁର୍ଘଟଣା କମିବ। ଏ ନେଇ  ଆସନ୍ତା ୨୦୨୪ ସୁଦ୍ଧା ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ୫୦ ପ୍ରତିଶତ କମାଇବାକୁ ଲକ୍ଷ୍ୟ ରଖିଛନ୍ତି କେନ୍ଦ୍ର ସରକାର । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ…

favipiravir
କଟକରୁ ନକଲି କରୋନା ଔଷଧ ଜବତ ଘଟଣା, କମ୍ପାନୀ ମାଲିକକୁ ଜେରା ପାଇଁ ମୁମ୍ବାଇ ଗଲା STF

କଟକ: କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଠାବ ଘଟଣା । ଅଧିକ ଖୋଳତାଡ଼ ପାଇଁ ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ STF ଟିମ୍ । ମୁମ୍ବାଇରେ ଗିରଫ ସୁଦୀପ ମୁଖାର୍ଜୀଙ୍କୁ ଜେରା କରିବାକୁ ଗଲା ଟିମ୍ । ନକଲି କଂପାନୀ…

rathajatra
ରଥ ଯାତ୍ରା ପାଇଁ ୪ ଥର ହେବ କରୋନା ଟେଷ୍ଟ୍‌

ରଥଯାତ୍ରାରେ ସଂପୃକ୍ତ ସେବାୟତଙ୍କର ହେବ କରୋନା ଟେଷ୍ଟ। ରଥ ସହ ସଂପୃକ୍ତ ସମସ୍ତଙ୍କର ୪ ଥର RTPCR ଟେଷ୍ଟ ହେବା ନେଇ ସୂଚନା ମିଳିଛି।