• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

lord-sri-krishan
୨୦୧୫ର ଭଗବାନ ଶ୍ରୀକୃଷ୍ଣଙ୍କ ଚିତ୍ରକଳାକୁ ନେଇ ପୁଣି ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା ଇସ୍କନ୍

ଗୌହାଟୀ: ୨୦୧୫ରେ ଆସାମର ଆର୍ଟିଷ୍ଟ ଆକ୍ରାମ ହୁସେନ୍ ଭଗବାନ ଶ୍ରୀକୃଷ୍ଣଙ୍କର ଏକ ଚିତ୍ରକଳା ଅଙ୍କନ କରିଥିଲେ, ଯାହାକୁ ନେଇ ଏବେ ପୁଣିଥରେ ବିବାଦ ଦେଖା ଦେଇଛି। ଏହି ଚିତ୍ରକଳାରେ ଦେଖିବାକୁ ମିଳିଛି ଯେ ଶ୍ରୀକୃଷ୍ଣ ଏକ ବାର୍‌ରେ ଅଛନ୍ତି ଏବଂ ତାଙ୍କ ଚତ୍ତୁର୍ପାଶ୍ୱରେ କିଛି ଯୁବତୀ ବିକିନି ପିନ୍ଧି ଛିଡ଼ା ହୋଇଛନ୍ତି। ବିକିନି ପିନ୍ଧା ଯୁବତୀମାନେ କୃଷ୍ଣଙ୍କୁ କୁଣ୍ଢାଇ ଧରିବାର ଦୃଶ୍ୟକୁ ଚିତ୍ରକଳା ଦ୍ୱାରା ପ୍ରଦର୍ଶନ କରାଯାଇଛି। We request @CMOfficeAssam @sarbanandsonwal ji @himantabiswa ji […]

rafeal
ଆସନ୍ତାକାଲି ଭାରତରେ ପହଞ୍ଚିବ ରାଫେଲ୍

ନୂଆଦିଲ୍ଲୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଆସନ୍ତାକାଲି ଭାରତ ପହଞ୍ଚିବ ରାଫେଲ ଫାଇଟର ପ୍ଲେନ୍। ଫ୍ରାନ୍ସରୁ ଉଡ଼ାଣ ଆରମ୍ଭ କରିଥିବା ୫ଟି ରାଫେଲ୍ ୭୩୬୪ କିଲୋମିଟରର ଲମ୍ବା ଯାତ୍ରା ପରେ ହରିଆଣା ଅମ୍ବାଲା ଏୟାରବେସରେ ପହଞ୍ଚିବ। ବାୟୁସେନାର ୧୨ ଜଣ ଯୋଦ୍ଧା ପାଇଲଟ୍ ଏହାକୁ ଉଡ଼ାଇ ଆଣୁଛନ୍ତି। ରାସ୍ତାରେ ଆବୁଧାବିରେ କିଛି ସମୟ ପାଇଁ ରହଣି ପରେ ପୁଣି ମଙ୍ଗଳବାର ସକାଳୁ ପାଇଲଟ୍ ଉଡ଼ାଣ ଆରମ୍ଭ କରିଥିଲେ। ଉଡ଼ାଣ ବେଳେ ମଝି ଆକାଶରେ ଇନ୍ଧନ ଭର୍ତ୍ତି ହୋଇଥିଲା। […]