ଆକ୍ରମଣକାରୀ ମୋରିସ୍ ନୋରହ୍ନା ବି ଆତ୍ମହତ୍ୟା କରିଥିବା ସୂଚନା । ଆକ୍ରମଣ କିଛି ସମୟ ପୂର୍ବରୁ ଉଭୟ ଏକାଠି ଫେସବୁକ ଲାଇଭ କରୁଥିଲେ ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।
ବ୍ଲାକ୍ ପେପର ବନାମ ହ୍ୱାଇଟ୍ ପେପର। ବିଜେପି ସରକାର ଆଣିବାକୁ ଥିବା ହ୍ୱାଇଟ୍ ପେପରକୁ କାଉଣ୍ଟର କରିବ କଂଗ୍ରେସ। ଲୋକଲୋଚନକୁ କଂଗ୍ରେସ ଆଣିଛି ବ୍ଲାକ୍ ପେପର।
ବଢ଼ିଲା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଡ଼ୁଆ । ଇଡି ହାତରେ ଲାଗିଲା ତାଙ୍କର ବିବାଦୀୟ ହ୍ୱାଟସଆପ୍ ଚାଟ୍ ।
ଇଡି ହାତରେ ସୋରେନଙ୍କ ହ୍ୱାଟସଅପ୍ ଚାଟ୍ । ଯେଉଁଥିରେ ରହିଛି ସୋରେନଙ୍କ କଳା ସମ୍ପତ୍ତିର ତାଲିକା । ପଚରାଉଚରା ବେଳେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମୋବାଇଲରୁ ହ୍ୱାଟସ ଅପ୍ ଚାଟର ସୁରାକ ପାଇଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।
ଷଷ୍ଠରୁ ଅଷ୍ଟମ ଶ୍ରେଣୀର ଛାତ୍ରମାନଙ୍କ ପାଇଁ ଏହା କାହାଣୀ ଏବଂ ପଠନ ଆକାରରେ ଶିକ୍ଷା ଦିଆଯିବ। ସେହିପରି ନବମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରମାନେ ସେମାନଙ୍କର ପ୍ରଥମ ଭାଷା ପାଠ୍ୟ ପୁସ୍ତକରେ ଗୀତା ପଢିବେ ।
ଆପଣ ଏ ପ୍ରେମକୁ କଣ କହିବେ... ମାଲିକ ମରିଗଲା ପରେ ମଧ୍ୟ କୁକୁରଟି ଜଗି ରହିଥିଲା । ବରଫାବୃତ ପାହାଡ଼ ମଝିରେ ମରି ପଡ଼ିଥିଲେ ଦୁଇ ମଣିଷ । କିନ୍ତୁ ସାଙ୍ଗରେ ଯାଇଥିବା କୁକୁରଟି ଭୁଲି ନଥିଲା ମାନବିକତା । ସେମିତି ଭୁକି ଚାଲିଥିଲା, ଯେପର୍ଯ୍ୟନ୍ତ କେହି ସାହାଯ୍ୟ ପାଇଁ ନଆସିଛି ।
୨୭ ବର୍ଷରେ ହେଲେ ଭାରତର ସର୍ବ କନିଷ୍ଠ ଧନୀ ବ୍ୟକ୍ତି...୩ ମାସରେ ଠିଆ କଲେ ୯୧୦୦ କୋଟିର କମ୍ପାନୀ ...ଲଣ୍ଠନରୁ ଭାରତ ଯାଏଁ ସବୁଠି ଚର୍ଚ୍ଚା...ଜାଣନ୍ତୁ କିଏ ଏହି ଯୁବକ...
ସଂସ୍ଥା ପକ୍ଷରୁ ଫେବ୍ରୁଆରୀ ୨୦୨୪ରେ ଏହି ସର୍ଭେ ରିପୋର୍ଟ ପ୍ରକାଶ ପାଇଛି । ମୋଟ ୩୫ ହଜାର ୮୦୧ ଜଣଙ୍କ ଠାରୁ ମତାମତ ଗ୍ରହଣ କରାଯାଇଛି । ୧୫ ଡିସେମ୍ବର ୨୦୨୩ ରୁ ୨୮ ଜାନୁଆରୀ ୨୦୨୪ ମଧ୍ୟରେ ଏହି ସର୍ଭେ କରାଯାଇଛି ।
ସବୁଠାରୁ ବଡ଼ କଥା ହେଲା, ଗୋଟିଏ ନୁହେଁ ବରଂ ଏକାଧିକ ସ୍କୁଲକୁ ଏଭଳି ମେଲ୍ ପଠାଯାଇଛି । ଏଭଳି ଡରାଇବାର ମୂଳ ଉଦେଶ୍ୟ କ’ଣ ବୋଲି ଏବେ ସମସ୍ତଙ୍କ ମନରେ ପ୍ରଶ୍ନ ।
ଭାରତରେ କ୍ରିକେଟ୍ ଖେଳର ଲୋକପ୍ରିୟତା ଯଥେଷ୍ଟ ଅଧିକ ରହିଛି । କିନ୍ତୁ ଏହି କ୍ରିକେଟ୍ ମ୍ୟାଚ୍ରୁ ଘଟିଛି କରୁଣ କାହାଣୀ...ସାଙ୍ଗକୁ ହତ୍ୟା କରିଛି ସାଙ୍ଗ...
ରିଜର୍ଭ ବ୍ୟାଙ୍କ ରିଭର୍ସ ରେପୋ ରେଟକୁ ମଧ୍ୟ ଅପରିବର୍ତ୍ତିତ ରଖିଛି । ବର୍ତ୍ତମାନ ୩.୩୫ ପ୍ରତିଶତ ରହିଛି ରିଭର୍ସ ରେପୋ ରେଟ୍ । ସେହିପରି ଏମଏସଏଫ୍ ରେଟ୍ ଏବଂ ବ୍ୟାଙ୍କ୍ ରେଟ୍ ୬.୭୫ ପ୍ରତିଶତ ରହିଛି ।
ପ୍ରାୟ ୯୫ ପ୍ରତିଶତ ପାରା ସେମାନଙ୍କର କାର୍ଯ୍ୟ ସଠିକ୍ ଭାବରେ ତୁଲାଉ ଥିଲେ । ତେଣୁ ୧୯୫୦ ମସିହା ପର୍ଯ୍ୟନ୍ତ ପାରାକୁ ସେନାର ଗୁପ୍ତଚର କାର୍ଯ୍ୟ ପାଇଁ ବ୍ୟବହାର କରାଯାଉଥିଲା ।
How to charge your EV: ଆପଣଙ୍କର ଇଲେକ୍ଟ୍ରିକ୍ ଗାଡ଼ି ଅଛି କି ? ତେବେ କେମିତି କରିବେ ଇଲେକ୍ଟ୍ରିକ୍ ଗାଡ଼ିକୁ ଚାର୍ଜିଂ ? ଜାଣନ୍ତୁ କ’ଣ କରିବେ ଓ କ’ଣ କରିବେ ନାହିଁ...
ଆସନ୍ତା ଏପ୍ରିଲ ମାସରେ ଏକ ଲିଖିତ ପରୀକ୍ଷା କରାଯିବ। ସେଥିରେ ଉତ୍ତୀର୍ଣ୍ଣ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଫିଜିକାଲ ଟେଷ୍ଟ ପାଇଁ ଡକାଯିବ।
କଥାଟି ବିଶ୍ୱାସ ନହେଲେ ବି ସତ । କାମ ହେଉଛି ଅନଲାଇନରେ ପ୍ରଡକ୍ଟ ରିଭ୍ୟୁ । ପୁଣି ଗୋଟେ ପ୍ରଡକ୍ଟର ରିଭ୍ୟୁ ମାତ୍ର ତିନି ସେକେଣ୍ତରେ ହୁଏ ।
କର୍ଣ୍ଣାଟକରେ ଏବେ ସୁଦ୍ଧା ୬୪ଟି ‘ମଙ୍କି ଫିଭର’ ମାମଲା ସାମ୍ନାକୁ ଆସିଛି । ତେବେ ଦୁଇ ଜଣଙ୍କ ମତ୍ୟୁ ହେବା ପରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଆଲର୍ଟ ମୋଡ୍କୁ ଆସିଛି ।
ଫଟୋରେ ଅତି କମରେ ଦଶଟି ଫୋନ୍ ଏବଂ ଏକ ଖୋଲା ରେଜିଷ୍ଟର ସହିତ ଏକ ଷ୍ଟେସନ୍ ମାଷ୍ଟରଙ୍କର ଡେସ୍କ ଦେଖିବାକୁ ମିଳିଛି। ଯେଉଁଥିରେ କ୍ୟାପସନ୍ ଅଛି, ଷ୍ଟେସନ ମାଷ୍ଟରଙ୍କର ଡେସ୍କ।
ପ୍ରେମ କେତେବେଳେ କାହାକୁ ହୁଏ କହି ହୁଏନା । ସେମିତି ଏକ ପ୍ରେମ ହୋଇଛି ଜଣେ ମହିଳାଙ୍କୁ । ହାତ ତିଆରି କଣ୍ଢେଇକୁ ବାହା ହେଲେ ମହିଳା; ପାଇଲେ ଯାଆଁଳା ଶିଶୁ !
ଆପଣ ଜାଣନ୍ତିକି... ଆପଣଙ୍କ ବାଇକ୍ କପରି ଭଲ ମାଇଲେଜ୍ ଦେବ ? ଆଉ ବାଇକ୍ର ଟାୟାର ପ୍ରେସର ସପ୍ତାହକୁ ଥରେ ଯାଞ୍ଚ କରିବା ଦ୍ୱାରା ଆପଣଙ୍କୁ କେଉଁ ସବୁ ଲାଭ ମିଳିବ ।
ଠିକ୍ ସେମିତି ଏକ ଫଟୋ ଏବେ ସୋସିଆଲ ମିଡିଆରେ ନିଆଁ ଭଳି ଭାଇରାଲ ହେଉଛି ।
ବିଭିନ୍ନ ଦେଶର ଶାସନ ବ୍ୟବସ୍ଥାରେ ଭାରତୀୟ ବଂଶୋଦ୍ଭୋବଙ୍କ ପ୍ରତିନିଧିତ୍ୱ ରହିଛି। ମାତ୍ର ବିଦେଶୀ ସଂସଦରେ ଗୀତା ପାଠ କରି ଶପଥ ନେବାରେ ବରୁଣ ପ୍ରଥମ ଭାରତୀୟ ବଂଶୋଦ୍ଭବ ବୋଲି କୁହାଯାଉଛି।
କର୍ଣ୍ଣାଟକ ସ୍ୱାସ୍ଥ୍ୟମନ୍ତ୍ରୀ ନିଜେ ସୋସିଆଲ ମିଡିଆ ‘X’ରେ ପୋଷ୍ଟ କରି କ୍ୟାପସନରେ ଲେଖିଛନ୍ତି, ହୁକା ଧୂମପାନ ସ୍ୱାସ୍ଥ୍ୟ ପ୍ରତି ହାନୀକାରକ । ଏହି ବିପଦକୁ ଦୃଷ୍ଟିରେ ରଖି ଆମେ ସାରା ରାଜ୍ୟରେ ହୁକା ଧୂମପାନ ଉପରେ ନିଷେଧାଦେଶ ଜାରି କରିଛୁ ।
ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ । ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି ।
ଖରାଦିନେ ସାଇନସ୍ କିମ୍ବା ନାକରୁ ପାଣି ବାହାରିବା ସମସ୍ୟା ହେଲେ, ତେବେ ଏହା ଥଣ୍ଡାଜନିତ ନୁହେଁ ବରଂ ଭୂତାଣୁ ବା ଜୀବାଣୁ କିମ୍ବା ଫଙ୍ଗସ୍ ଦ୍ୱାରା ହୋଇଥାଏ। ଏହି ସମସ୍ୟା ହେଲେ ପ୍ରାୟ ଆଧୁନିକ ଔଷଧ ଏହାକୁ ଭଲ କରିପାରେ ନାହିଁ। ଏହାକୁ କିନ୍ତୁ ଦୂର କରିବା ପାଇଁ ଘରୋଇ ଉପଚାର ଅତ୍ୟନ୍ତ ପ୍ରଭାବଶାଳୀ ହୋଇପାରେ। ଆସନ୍ତୁ ଜାଣିବା…