ରେସ୍କ୍ୟୁ ସରିବା ଆଶାରେ ହେଲା ମକଡ୍ରିଲ । ଚୋର-ପୋଲିସ ଖେଳୁଛନ୍ତି ଓ ଯୋଗ କରୁଛନ୍ତି ଶ୍ରମିକ ।
ରଣଦୀପ ହୁଡା ତାଙ୍କର ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଏବଂ ଅଭିନେତ୍ରୀଙ୍କୁ ନଭେମ୍ବର ଶେଷରେ ବିବାହ କରିବେ। କୁହାଯାଉଛି ଯେ ଅଭିନେତା ନିଜ ଗର୍ଲଫ୍ରେଣ୍ଡଙ୍କ ନିଜ ସହର ମଣିପୁରରେ ପାରମ୍ପରିକ ରୀତିନୀତି ସହିତ ବରଣମାଳା ପିନ୍ଧେଇବେ। କିଏ ମନହରିଣୀ ଆସନ୍ତୁ ଜାଣିବା।
ଶ୍ରମିକ ମାନଙ୍କୁ ଲମ୍ବା ଭାବେ ଶୋଇବା ପରେ ଉପରକୁ ଟଣା ଯିବ।
ପରିବାର ଲୋକ କୌଣସି ଅଘଟଣ ଘଟିବା ଆଶଙ୍କା କରି ଏନେଇ ଥାନାରେ ଏତଲା ଦେଇଛନ୍ତି ।
‘ଆନିମଲ୍’ରେ ବବି ଦେଓଲଙ୍କ ଲୁକ୍ ଏବେ ଚାରିଆଡେ ଚର୍ଚ୍ଚାରେ। ତାଙ୍କ ଲୁକ ସମସ୍ତଙ୍କୁ ଭୟଦେଉଥିବା ଲୋକେ କହୁଛନ୍ତି। କେହି କେହି କହୁଛନ୍ତି ବବି ହେଉଛନ୍ତି ଚଳିତ ବର୍ଷର ଶ୍ରେଷ୍ଠ ଖଳନାୟକ!
କୋରନା ପରେ ଏବେ ଚୀନରେ ରହସ୍ୟମୟ ନିମୋନିଆ ବ୍ୟାପୁଛି। ଏଥିରେ ହଜାର ହଜାର ପିଲା ଆକ୍ରାନ୍ତ ହେଉଛନ୍ତି। ଅସୁସ୍ଥ ଶିଶୁଙ୍କ ନେଇ ହସ୍ପିଟାଲ ମଧ୍ୟ ଭର୍ତ୍ତି ହୋଇଯାଇଛି।
ଦେଶରେ କମୁନି ପେଟ୍ରୋଲ ଡିଜେଲ ଦର । ଗତ କିଛି ଦିନ ହେବ ଅଶୋଧିତ ତୈଳ ବଜାରରେ ଦର ହ୍ରାସ ଜାରି ରହିଛି । ଏହା ସତ୍ତ୍ବେ ଦେଶରେ ଦର କମିବାର ନାଁ ଗନ୍ଧ ନାହିଁ ।
ମହଙ୍ଗାଇ ମାଡ଼ରେ ବେହାଲ ସାଧାରଣ ଜନତା । ଅତ୍ୟାବଶ୍ୟକୀୟ ସାମଗ୍ରୀ ମହଙ୍ଗା, ଖାଦ୍ୟ ସାମଗ୍ରୀ ମହଙ୍ଗା, ଶିକ୍ଷା ମହଙ୍ଗା । ବର୍ତ୍ତମାନ ସ୍ବାସ୍ଥ୍ୟ ସେବା ମଧ୍ୟ ମହଙ୍ଗା ।
ଉତ୍ତରାଖଣ୍ଡ ଉତ୍ତରକାଶୀକୁ ଗଲା ହୀରାକୁଦରୁ ସ୍ବତନ୍ତ୍ର ଅଗର ମେସିନ । ଟନେଲ ଟ୍ରାଜେଡିର ଖନନ କାମରେ ଏହି ମେସିନ ଲଗାଯିବ ।
୪୧ ଶ୍ରମିକଙ୍କୁ ଉଦ୍ଧାର ଲାଗି ଚାଲିଥିବା ଅଭିଯାନ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ସୁଡ଼ଙ୍ଗ ଭିତରକୁ ଡ୍ରୋନ୍ ଛଡାଯାଇ ଶ୍ରମିକଙ୍କ ଗତିବିଧି ନିରୀକ୍ଷଣ କରାଯାଉଛି ।
ଟି-ଟ୍ୱେଣ୍ଟି ସିରିଜର ପ୍ରଥମ ମ୍ୟାଚରେ ଆଜି ବାଜି ମାରିଛି ଭାରତ ।
କେବଳ ସଂସଦୀୟ ସଦସ୍ୟମାନେ ସେମାନେ ବ୍ୟକ୍ତିଗତ ଭାବେ ଲଗଇନ୍ କରି ତଥ୍ୟ ଦେଇପାରିବେ ଏବଂ ୱେବ୍ସାଇଟ୍ ବ୍ୟବହାର କରିପାରିବେ । ସବୁଠାରୁ ବଡ଼ କଥା ହେଉଛି ସାଂସଦମାନେ ପଞ୍ଜୀକୃତ କରିଥିବା ଫୋନ୍ ନମ୍ବର ଦ୍ୱାରା ଏହା କେବଳ ପରିଚାଳିତ ହୋଇପାରିବ ।
ଅଭିନେତା କି ନେତା, ସେଲିବ୍ରିଟି ହୁଅନ୍ତୁ ଅବା ସାଧାରଣ ଜନତା । ସମସ୍ତଙ୍କୁ ଏବେ ଘାରିଛି ଡିପ୍ ଫେକର ଡର । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା AI ପ୍ରଯୁକ୍ତି ବ୍ୟବହାର କରି ନକଲି ଭିଡିଓ ପ୍ରସ୍ତୁତ କରାଯିବାକୁ ନେଇ ବଢ଼ିଛି ସମସ୍ତଙ୍କ ଚିନ୍ତା । ଏଭଳି ଅନୈତିକ ଏବଂ ବେଆଇନ କାର୍ଯ୍ୟ ଉପରେ ରୋକ ଲଗାଇବାକୁ ଅଣ୍ଟା ଭିଡିଛନ୍ତି କେନ୍ଦ୍ର ସରକାର ।
ଆଉ ମାତ୍ର କେଇ ମିଟର ଦୂରରେ ୪୧ଟି ନିରୀହ ଜୀବନ । ସରି ସରି ଆସୁଛି ୨ଶହରୁ ଅଧିକ ଘଣ୍ଟାର ଅପେକ୍ଷା ଓ ଅନିଶ୍ଚିତତା । ୮ଶହ ମିଲିମିଟର ଓସାରିଆ ପାଇପ ଯେତେ ଭିତରକୁ ପଶୁଛି, ସେତେ ଉଜ୍ଜୀବିତ ହେଉଛି ଉତ୍ତରକାଶୀ ଟନେଲରେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର ଆଶା ।
ଆପଣଙ୍କ ମନେଥିବ ଟନେଲ ଅଘଟଣ ବେଳର ସେହି କାହାଣୀ । ଯେଉଁଠି ଗ୍ରାମବାସୀ କହିଥିଲେ, ଟନେଲ ନିର୍ମାଣ ପୂର୍ବରୁ ଏଠାରେ ବୖଖନାଥ ଠାକୁରଙ୍କ ମନ୍ଦିର ଥିଲା।
ଆମକୁ ଖାଦ୍ୟ ରାନ୍ଧିବାକୁ ବି ପଡ଼ିବ ନାହିଁ । ମେସିନ୍ ସବୁ କିଛି କରିପାରିବ । କିନ୍ତୁ ଏଥିରେ ସାମାନ୍ୟ ରିସ୍କ ଅଛି ।
ନିଶାରେ ମତ୍ତ ବାଳକର ବିଭତ୍ସ କାଣ୍ତ । ୬୦ ଥର ଛୁରୀ ଭୁଷିଲା, ପରେ ନାଚିଲା । ମଝିରେ ମଝିରେ ମୁଣ୍ତକୁ ଗୋଇଠା ମଧ୍ୟ ମାରିଲା ।
ରାଜସ୍ଥାନର ବାରମେରରେ ଏକ ନିର୍ବାଚନ ରାଲିରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଅଭିଯୋଗ ହୋଇଥିଲା ।
ସବୁ ପ୍ରକାର ସାହାଯ୍ୟ କରିବାକୁ ଦିଲ୍ଲୀରୁ ଆସିଛନ୍ତି ୱେଲଡିଂ ଏକ୍ସପର୍ଟ । ନିର୍ମାଣାଧୀନ ଟନେଲ ଭୁଶୁଡ଼ି ପଡ଼ିବାରୁ ନଭେମ୍ବର ୧୨ ତାରିଖରୁ ତା’ ଭିତରେ ଫସି ରହିଛନ୍ତି ୪୧ ଜଣ ଶ୍ରମିକ ।
ବିଶ୍ୱକପ ଶେଷ ହେବା ପରେ ଆଇସିସି ପକ୍ଷରୁ ଦିନିକିଆ ମାନ୍ୟତା ଘୋଷଣା କରା ଯାଇଛି । ବ୍ୟାଟିଂରେ ଶୁବମାନ ଗିଲ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି ।
ପାଞ୍ଚ ଦିନ ଧରି ହାଇଡ୍ରାମା । ପ୍ରଥମେ ବହିଷ୍କାର ପୁଣି ପ୍ରତ୍ୟାବର୍ତ୍ତନ । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଓପନ AI କୁ ଫେରିବେ ସାମ ଅଲ୍ଟମ୍ୟାନ ।
କିଛି ଦିନ ତଳେ ଅଭିନେତ୍ରୀ ରଶ୍ମିକା ମାନ୍ଧାନା, ସାରା ତେନ୍ଦୁଲକର, କାଜୋଲ, କ୍ୟାଟ୍ରିନା କୈଫଙ୍କ ଭିଜୁଆଲକୁ ନେଇ ଡିପ୍ ଫେକ୍ କରାଯାଇଥିଲା ।
ସରିଛି ବିଶ୍ୱକପ, ଭାଙ୍ଗିଛି ହୃଦୟ । କିନ୍ତୁ ଅତୀତକୁ ପଛରେ ଛାଡ଼ି ପ୍ରସ୍ତୁତି ଆରମ୍ଭ କରିଛି ଭାରତୀୟ ଦଳ । ବିଶ୍ୱକପ ଶେଷ ହେବାର ମାତ୍ର ତିନି ଦିନ ପରେ ଆରମ୍ଭ ହେବାକୁ ଯାଉଛି ଭାରତ-ଅଷ୍ଟ୍ରେଲିଆ ଟିଟ୍ୱେଣ୍ଟି ସିରିଜ । କେବଳ ଫର୍ମାଟ ହିଁ ନୂଆ, କିନ୍ତୁ ବିପକ୍ଷ ସେହି ପୁରୁଣା ।
ଡ୍ରିଲିଂ କରିବା ବେଳେ ଏକ ଲୁହା ଛଡ ପଡ଼ିଥିଲା ବାଟରେ। ତେଣୁ ଖନନ ବନ୍ଦ କରାଯାଇଥିଲା। ଗ୍ୟାସ କଟରରେ ତାକୁ କାଟି ହଟାଯାଇଛି। ଏହା ପରେ ପୁଣି ଡ୍ରିଲିଂ କାମ ଆରମ୍ଭ ହୋଇଛି ।
ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ ।