ଯଦିଓ ସନ୍ତାନ ଜନ୍ମ କ୍ଷେତ୍ରରେ ଡାକ୍ତରଖାନା ଯିବା ଏକ ଶୁଭ ମୁହୂର୍ତ୍ତ ତେବେ ପ୍ରସବ ସମୟରେ ହେଉଥିବା ଖର୍ଚ୍ଚ ହେତୁ ଅନେକ ପରିବାର ଏହି ଖୁସି ଖବରକୁ ନେଇ ଚିନ୍ତାରେ ପଡନ୍ତି। କିନ୍ତୁ 'ଡାକ୍ତର ଦାଦି' ଏମାନକ ପାଇଁ କୌଣସି ଦେବୀ ଠାରୁ କମ ନୁହେଁ। ସେ କରିଛନ୍ତି ମାଗଣା ସେବା। ଜାଣନ୍ତୁ 'ଡାକ୍ତର ଦାଦି'ଙ୍କ ମହାନତା।
ଟିମ୍ ଇଣ୍ଡିଆ ଯେଉଁ ବୋଲିଂ ଆଧାରରେ ଏଯାଏ ପହଞ୍ଚିଥିଲା ସେହି ବୋଲିଂ ଫାଇନାଲରେ ପ୍ରଭାବହୀନ ହୋଇଗଲା। ଭାରତୀୟ ଖେଳାଳିମାନେ କେବଳ ବୋଲିଂରେ ନୁହେଁ ବ୍ୟାଟିଂରେ ମଧ୍ୟ ଫ୍ଲପ୍ ହୋଇଥିଲେ। ଭାରତୀୟ ଟିମ୍ର ଏଭଳି ସାଙ୍ଘାତିକ ପରିସ୍ଥିତି ପାଇଁ ଅନେକ କାରଣ ରହିଛି। ଆସନ୍ତୁ ଏହାର ୮ଟି କାରଣ ଉପରେ ନଜର ପକେଇ ନେବା।
ବିଶ୍ଵକପ୍ ଫାଇନାଲ୍ରେ ନିରାଶ ହୋଇଥିବା ଟିମ୍ ଇଣ୍ଡିଆ ଖେଳାଳିଙ୍କ ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ । ପ୍ରଥମରୁ ଭଲ ପ୍ରଦର୍ଶନ କରି ଫାଇନାଲ୍ ଯାଏଁ ଆସିଥିବା ଭାରତୀୟ ଦଳକୁ ମୋଦି ପ୍ରଶଂସା କରିଛନ୍ତି ।
କଙ୍ଗାରୁ ଦଳ ମାତ୍ର ୪୩ ଓଭରରେ ୨୪୦ରନ୍ କରିବାରେ ସମର୍ଥ ହୋଇଥିଲା । ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ଭାରତ ହାରିଛି । ଅଷ୍ଟ୍ରେଲିଆ ଠାରୁ ୬ ୱିକେଟ୍ରେ ହାରିଲା ଭାରତ ।
ଉତ୍ତରକାଶୀର ଅନ୍ଧାରୀ ଟନେଲରେ ୮ ଦିନ। ଗତ ୧୨ ତାରିଖରୁ ଉତ୍ତରାଖଣ୍ଡ ଉତ୍ତରକାଶୀ ଟନେଲରେ ଫସିଥିବା ୪୦ ଶ୍ରମିକଙ୍କୁ ଉଦ୍ଧାର ଲାଗି ଚାଲିଛି ଅହରହ ଉଦ୍ୟମ।
କ୍ରିକେଟ୍ ଫିଭରରେ କମ୍ପୁଛି ସାରା ଦେଶ... ଶୁଭୁଛି ଇଣ୍ଡିଆ ଇଣ୍ଡିଆ । ଗାଁରୁ ସହର, ପିଲା ଠୁ ବୟସ୍କ, ପୁରୁଷ-ମହିଳା... ଏପରିକି ଦେଶର ସିପାହୀ । ସଭିଏଁ ଆଜି କ୍ରିକେଟ୍ ଫ୍ୟାନ୍ ।
ସାମିଙ୍କ ଯୋଗୁଁ ଭାରତ କ୍ରିକେଟ୍ ବିଶ୍ୱକପ ୨୦୨୩ ଜିତିବ ବୋଲି ରଜନୀକାନ୍ତ କରିଛନ୍ତି ଭବିଷ୍ୟବାଣୀ। ତେବେ ଆଜିର ଫାଇନାଲ ମ୍ୟାଚ୍କୁ ନେଇ ଅନେକଙ୍କ ମଧ୍ୟରେ ସନ୍ଦେହ ରହିଛି। ଏଭଳି ପରିସ୍ଥିତିରେ ରଜନୀକାନ୍ତଙ୍କ ଏହି ଭବିଷ୍ୟବାଣୀ ସତ ହେବ କି?
ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେବା ପରେ ଭାରତ ବ୍ୟାଟିଂ କରିଥିଲା । ୫୦ ଓଭରରେ ୨୪୦ ରନରେ ସୀମିତ ରହିଥିଲା ଭାରତ । ୨୪୧ ରନ କଲେ ଷଷ୍ଠ ଥର ବିଶ୍ୱ ବିଜେତା ହେବ ଅଷ୍ଟ୍ରେଲିଆ । କେଏଲ ରାହୁଲ ୬୬ ରନ ସହ ସର୍ବୋଚ୍ଚ ସ୍କୋରର୍ ।
ବିଶ୍ୱକପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ । ଫାଇନାଲରେ ମନ୍ଥର ବ୍ୟାଟିଂ କଲା ଭାରତ ।
OSSC ପୁଣି ବାହାରକଲା ନିଯୁକ୍ତି ବିଜ୍ଞାପନ। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଅଧୀନରେ ଗୁରୁତ୍ୱପୂର୍ଣ୍ଣ ପରିସଂଖ୍ୟାନ ସହାୟକ ପଦରେ ପ୍ରାର୍ଥୀମାନେ ନିଯୁକ୍ତି ପାଇବେ।
ଯୁବକ ଜଣକ ପାଲେଷ୍ଟାଇନ ପତାକା ଧରି କୋହଲିଙ୍କ କାନ୍ଧରେ ହାତ ପକାଇଥିଲେ । ଏପରି ଘଟଣା ଘଟିବା ପରେ ସଙ୍ଗେ ସଙ୍ଗେ ସୁରକ୍ଷାକର୍ମୀ ପଡ଼ିଆକୁ ଯାଇ ଯୁବକକୁ କାବୁ କରିଥିଲେ ।
ସାରା ଦେଶରେ ଫାଇନାଲ୍ ମ୍ୟାଚ୍କୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ବର୍ତ୍ତମାନ ଏହାରି ଭିତରେ ବିଶ୍ୱକପ ଫାଇନାଲ୍କୁ ନେଇ ତିଆରି ହୋଇଥିବା ଏକ ଗୀତ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଏହି ଗୀତରେ ସମସ୍ତ ଖେଳାଳିଙ୍କ ନାମ ନିଆଯାଇଛି ଆଉ ଉତ୍ସାହିତ ମଧ୍ୟ କରାଯାଇଛି।
ପ୍ରଥମେ ରୋହିତ ଶର୍ମା ଓ ପରେ ବିରାଟଙ୍କ ବୋଲ୍ଡ କ୍ରିକେଟ୍ ପ୍ରେମୀଙ୍କୁ ଶକ୍ତ ଧକ୍କା ଦେଇଛି । ବିରାଟଙ୍କ ଏପରି ଆଉଟ୍ ହେବା କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ଦୁଃଖ ଆଣି ଦେଇଛି ।
ଯେତେବେଳେ ଆମେ ଇଂରାଜୀରେ Gully ଗଲୀ ବୋଲି ଲେଖୁ ଏହା ଗଳି, ଡ୍ରେନ୍, ସଂକୀର୍ଣ୍ଣ ରାସ୍ତା ଆଦିକୁ ବୁଝାଏ। ତେବେ କ୍ରିକେଟର କଥା କହିଲେ ଗଲୀ ପୋଜିଜନ୍କୁ ସ୍ଲିପ୍ ମଝିରେ ଥିବା ସଂକୀର୍ଣ୍ଣ ଚ୍ୟାନେଲ୍ କିମ୍ବା ପଏଣ୍ଟକୁ ବୁଝାଏ। କେମିତି ଆସିଲା ଏହି ଶବ୍ଦ…
ପୁନିତ ଗୁପ୍ତା ଆହୁରି ଲେଖିଛନ୍ତି ଗତଥର ମୋ ସାଥୀରେ କେବଳ କିଛି ସାଥୀଥିଲେ । ଯାହାଙ୍କ ସହ ମୁଁ ଖୁସି ବାଣ୍ଟିଥିଲି । କିନ୍ତୁ ଏଥର ମୋସହ କିଛି ଆଷ୍ଟ୍ରୋଟକ୍ ୟୁଜର୍ସ ଅଛନ୍ତି । ମୁଁ ତାଙ୍କ ସହ କିଛି କରିବାକୁ ଚାହୁଁଛି ।
ଟସ୍ ଜିତି ବୋଲିଂ କରିବାକୁ ଅଷ୍ଟ୍ରେଲିଆର ନିଷ୍ପତ୍ତି ନେଇଛି ।
ଆଜି ଉଭୟ ଦଳ ପାଇଁ ମହାମଞ୍ଚ ପ୍ରସ୍ତୁତ । ଯିଏ ଜିତିବ ସେ ହେବ ବିଶ୍ୱ ବିଜେତା । ମୋଟ ଉପରେ କହିବାକୁ ଗଲେ ଭାରତ ଜବରଦସ୍ତ ଫର୍ମରେ ଥିବା ବେଳେ ଲଗାତାର ୮ଟି ମ୍ୟାଚ ଜିତି ଅଷ୍ଟ୍ରେଲିଆର ଆତ୍ମ ବିଶ୍ୱାସ ମଧ୍ୟ ଉଚ୍ଚା ରହିଛି ।
କିଛି ଦିନ ଧରି ସୁସ୍ମିତା ସେନ୍ ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନ ପାଇଁ ଅଧିକ ଚର୍ଚ୍ଚାରେ ଥିଲେ। ସେ ଏପର୍ଯ୍ୟନ୍ତ ବିବାହ କରି ନାହାନ୍ତି, କିନ୍ତୁ ଡେଟିଂ ଖବର ପାଇଁ ପ୍ରାୟତଃ ସେ ଚର୍ଚ୍ଚାରେ ରହିଥା’ନ୍ତି। ସୁସ୍ମିତା ସେନଙ୍କ ଜନ୍ମଦିନ ୧୯ ନଭେମ୍ବରରେ। ଏହି ଅବସରରେ, ଆସନ୍ତୁ ଅଭିନେତ୍ରୀଙ୍କୁ ନେଇ କିଛି ରୋଚକ କଥା ଜାଣିନେବା।
ସୁପର ସଣ୍ଡେରେ ହେବ ସୁପର ଫାଇଟ୍... ଫାଇନାଲ ଜିତି ଟାଇଟଲ କବଜା ଲକ୍ଷ୍ୟରେ ଟିମ ଇଣ୍ଡିଆ ... ଲକ୍ଷାଧିକ ଫ୍ୟାନଙ୍କ ଉପସ୍ଥିତିରେ କମ୍ପିବ ମୈଦାନ ...
ଭାରତ ମାତା କି ଜୟ ନାରାରେ କମ୍ପିଲା ଘାଟ....ଗଙ୍ଗା ସେବା ନିଧି ପକ୍ଷରୁ ହୋଇଥିବା ଏହି ଆଳତିରେ ଶତାଧିକ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ...
ଇନ୍ଦିରା ଗାନ୍ଧୀଙ୍କ କେତେକ ବଡ ଓ ଶକ୍ତିଶାଳୀ ନିଷ୍ପତ୍ତି ଯୋଗୁଁ ତାଙ୍କୁ ଲୌହ ମାନବୀ ବୋଲି କୁହାଯାଏ। ତେବେ ଆସନ୍ତୁ ଏହି ଅବସରରେ ସେ ନେଇଥିବା ୫ଟି ବଡ ନିଷ୍ପତ୍ତି ବିଷୟରେ ଜାଣିନେବା ଯାହା ସେତେବେଳେ ଦେଶକୁ ଆଶ୍ଚର୍ଯ୍ୟ କରିଥିଲା ଆଉ ତାଙ୍କର ଏହି ନିଷ୍ପତ୍ତି ତାଙ୍କୁ ଲୌହ ମାନବୀ କରିଦେଲା।
ମହିଳା ସଶକ୍ତିକରଣ ଦିଗରେ ସାରା ବିଶ୍ୱରେ କିଛି ନା କିଛି କରାଯାଉଥିଲେ ମଧ୍ୟ ପୁରୁଷଙ୍କ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ବିଷୟରେ ସଚେତନତା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଏନେଇ ପୁରୁଷମାନଙ୍କ ମାନସିକ ବିକାଶ, ସେମାନଙ୍କର ସକରାତ୍ମକ ଗୁଣ ଏବଂ ଲିଙ୍ଗଗତ ସମାନତାକୁ ପ୍ରଶଂସା କରିବା ଉଦ୍ଦେଶ୍ୟରେ ‘ଅନ୍ତର୍ଜାତୀୟ ପୁରୁଷ ଦିବସ’ ପ୍ରତିବର୍ଷ ସମଗ୍ର ବିଶ୍ୱରେ ପାଳନ କରାଯାଏ।
ଶନିବାର ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଶୀତ ଛୁଟି ପରେ ସ୍କୁଲ ଖୋଲାଯିବ ବୋଲି କୁହାଯାଇଛି। ୧୮ ନଭେମ୍ବର ପର୍ଯ୍ୟନ୍ତ ବିଦ୍ୟାଳୟରେ ଛୁଟି ଘୋଷଣା କରାଯାଇଥିଲା।
ଫାଇନାଲ ପୂର୍ବରୁ ଆଜି ସାମ୍ବାଦିକ ସମ୍ମିଳନୀ କରିଥିଲେ ଅଧିନାୟକ ରୋହିତ ଶର୍ମା । ଏହି ସାମ୍ବାଦିକ ସମ୍ମିଳନୀରେ ରାହୁଲ ଦ୍ରାବିଡଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି ରୋହିତ । ଚଳିତ ବିଶ୍ୱକପ୍ ଦଳର ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡଙ୍କ ପାଇଁ ଜିତିବାକୁ ଚାହୁଁଛନ୍ତି ବୋଲି ସେ କହିଛନ୍ତି ।
ରବିବାର ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଏହି ସୁପର ମୁକାବିଲା ଲାଗି ସାରା ଦେଶରେ ବଢିଚାଲିଛି କ୍ରିକେଟ ଫିଭର୍ ।