ବିଶ୍ୱକପରେ ସୂର୍ଯ୍ୟକିରଣ ଟିମର ଜଲୱା । ବିଶ୍ୱକପ୍ ଫାଇନାଲ୍ ପୂର୍ବରୁ ଆକାଶରେ ସୂର୍ଯ୍ୟ କିରଣ ଏରୋବାଟିକ୍ ଟିମ୍ ଦେଖାଇବ ଜଲୱା ।
ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ବିଶ୍ବକପର ଫାଇନାଲ ଫାଇଟ୍ । ସୁପରସଣ୍ଡେରେ ହେବ ସୁପର ମୁକାବିଲା ।
ଚଳିତ ବିଶ୍ୱକପ୍ରେ ପ୍ରତିଶୋଧ ନେବା ମୁଡ୍ରେ ରହିଛି ଭାରତ। ପ୍ରଥମେ ନ୍ୟୁଜିଲାଣ୍ଡଠାରୁ ୨୦୧୯ ସେମି ଫାଇନାଲ ହାରିବାର ପ୍ରତିଶୋଧ ନେବା ପରେ ଏବେ ଅଷ୍ଟ୍ରେଲିଆକୁ ଫାଇନାଲରେ ପରାସ୍ତ କରି ୨୦୦୩ର ବଦଲା ନେବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ।
ଦ୍ୱିତୀୟ ଦଳ ଭାବେ ବିଶ୍ୱକପ୍ ଫାଇନାଲ୍ରେ ପହଞ୍ଚିଲା ଅଷ୍ଟ୍ରେଲିଆ। ଏକ ଲୋ ସ୍କୋରିଂ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୩ ୱିକେଟରେ ହରାଇ ହାତେଇଲା ଫାଇନାଲ୍ ଟିକେଟ୍।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆହତ ପରେ ଚୂଡାନ୍ତ ଏକାଦଶରେ ସାମିଲ ହୋଇଥିବା ଶାମି ପୁରା ଟୁର୍ଣ୍ଣାମେଣ୍ଟରେ ଦମଦାର ପ୍ରଦର୍ଶନ ଜାରି ରଖିଛନ୍ତି । ୬ଟି ମ୍ୟାଚରେ ତିନି ତିନି ଥର ୫ ୱିକେଟ୍ ସଫଳତା ପାଇଛନ୍ତି । ଆଉ ୨୩ଟି ୱିକେଟ ସହ ଟୁର୍ଣ୍ଣାମେଣ୍ଟର ସର୍ବାଧିକ ୱିକେଟ ହାସଲକାରୀ ହୋଇଛନ୍ତି ।
ସମ୍ପୂର୍ଣ୍ଣ ଘଟଣାକୁ ନେଇ ଦିଲ୍ଲୀ ପୋଲିସ ତା’ର ପ୍ରତିକ୍ରିୟା ରଖିଛି । ପୋଲିସ କହିଛି ଯେ, ଜଣେ ରୋଗୀ ୨୦୨୨ରେ ଗାଲ୍ ବ୍ଲାଡର ଚିକିତ୍ସା ପାଇଁ ସେହି କ୍ଲିନିକରେ ଭର୍ତ୍ତି ହୋଇଥିଲେ । ସେହି ସମୟରେ ତାଙ୍କର ଅପରେସନ୍ ଜଣେ ଯୋଗ୍ୟ ସର୍ଜନଙ୍କ ନିକଟରେ କରାଇବାକୁ କୁହାଯିବା ସହ ସର୍ଜନଙ୍କ ନାଁ ମଧ୍ୟ କ୍ଲିନିକ୍ ପକ୍ଷରୁ କୁହାଯାଇଥିଲା ।
ମେଡିକାଲ୍ ଭିତରେ ଲୁଚି ରହି ହମାସ ଆତଙ୍କବାଦୀ ତାଙ୍କ କାର୍ଯ୍ୟକଳାପ ଚଳାଇଥିଲେ । ଯାହାର ପର୍ଦ୍ଦଫାସ କରିଛି ଇସ୍ରାଏଲ ସେନା ।
ଗଭୀର ଅବପାତ ଉତ୍ତର-ଉତ୍ତରପୂର୍ବ ଦିଗକୁ ମୁହାଁଇ ଥିବାରୁ ଓଡ଼ିଶାରେ ବିଶେଷ ପ୍ରଭାବ ନାହିଁ । କେବଳ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ବିଶ୍ୱକପରେ ଭାରତ ଫାଇନାଲରେ ପ୍ରବେଶ କରିବା ପରେ ଛୁଟିଛି ଶୁଭେଚ୍ଛାର ସୁଅ । ଏନେଇ ଏକ୍ସରେ ପୋଷ୍ଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଅନ୍ଧାର ଭିତରେ ୪ ଦିନ, ୪୦ ଜୀବନ । ଉତ୍ତରାଖଣ୍ଡର ଉତ୍ତରକାଶୀର ଟନେଲରେ ୪ ଦିନ ଧରି ଫସି ରହିଥିବା ୪୦ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି ।
ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରି ୭ଟି ୱିକେଟ ନେଇଛନ୍ତି ମହମ୍ମଦ ସାମି । ମାତ୍ର ୫୭ରନ ଦେଇ ୭ଟି ୱିକେଟ ଅକ୍ତିଆର କରିଥିଲେ ଶାମୀ । ଗତକାଲି ୱାଙ୍ଖଡେରେ ଖେଳା ଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ କଡା ଟକ୍କର ଦେଖିବାକୁ ମିଳିଥିଲା ।
ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଇତିହାସରେ ଇତିହାସ ରଚି ସାରିଛନ୍ତି ବିରାଟ କୋହଲି । ୱାଙ୍ଖେଡେରେ ୫୦ତମ ଶତକ ହାସଲ କରିଛନ୍ତି କିଙ୍ଗ ।
ସଫଳ ବୋଲର ମହମ୍ମଦ ସାମିଙ୍କୁ ୭ ୱିକେଟ ସଫଳତା ମିଳିଛି । ୫୭ ରନ୍ ବିନିମୟରେ ୭ ୱିକେଟ ନେଇ ବଡ଼ ସଫଳତା ହାସଲ କରିଛନ୍ତି ମହମ୍ମଦ ସାମି । ସେପଟେ ୩୨୭ ରନ୍ କରି ଅଲଆଉଟ ହୋଇଛି ନ୍ୟୁଜିଲାଣ୍ଡ ।
ନିର୍ମାଣାଧୀନ ଏଇ ଟନେଲରେ ମାଟି ଧସି ଶ୍ରମିକ ଫସିବା ପରଠୁ ଫସିଥିବା ଶ୍ରମିକଙ୍କ ପାଖରେ ପହଞ୍ଚିବାକୁ ଯଥାସମ୍ଭବ ପ୍ରୟାସ ଜାରି ରଖିଛନ୍ତି ଉଦ୍ଧାରକାରୀ ଟିମ୍ ।
କିଛି ଦିନର ଅସୁସ୍ଥତା ପରେ ମୁମ୍ବାଇ ଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ସୁବ୍ରତ ରାୟ । ଆଉ ତା’ ସହିତ ପୁଣି ଆଶଙ୍କା ଭିତରେକୁ ଠେଲି ହୋଇଯାଇଛନ୍ତି କୋଟି କୋଟି ଜମାକାରୀ ।
ଏଭଳି ଏକ ଠକାମୀର ଶିକାର ହେବା ପରେ ସେ ତୁରନ୍ତ ନବଘର ପୋଲିସ ଷ୍ଟେସନ୍ର ଦ୍ୱାରସ୍ଥ ହୋଇଥିଲେ ।
ବିଶ୍ୱକପ୍ ସେମି ଫାଇନାଲରେ ବିରାଟ କୋହଲିଙ୍କ ବିରାଟ ଶତକ । ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଶତକ ରେକର୍ଡ ଭାଙ୍ଗିଛନ୍ତି ବିରାଟ । ୫୦ ତମ ସେଞ୍ଚରୀ କରି ସେ ସଚିନଙ୍କ ରେକର୍ଡ ଭାଙ୍ଗିବା ସହ କ୍ରିକେଟରେ ବିରାଟ ରେକର୍ଡ କରିଛନ୍ତି ବିରାଟ କୋହଲି ।
ଜଣେ ବ୍ୟକ୍ତିଙ୍କ ଶରୀରରେ ଯଦି କୁକୁରର ଗୋଟିଏ ଦାନ୍ତ ଦାଗ ରହିଥାଏ ତେବେ ତାଙ୍କୁ ୧୦ ହଜାର ଟଙ୍କା ମିଳିବ । ସେହିପରି ଗୋଟିଏରୁ ଅଧିକ ଦାନ୍ତ ଦାଗ ରହିଥିଲେ ପୀଡ଼ିତ ଜଣଙ୍କୁ ୨୦ ହଜାର ଟଙ୍କା ରାଜ୍ୟ ସରକାର ଦେବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଅପରାଜେୟ ଭାରତ, ବେଲଗାମ କୋହଲି । ଆଜି ପୁଣି ଥରେ ପଡ଼ିଆ ଭିତରେ ନିଜର ଦମ ଦେଖାଇଛନ୍ତି ବିରାଟ ।
ବଡ଼ ଟାର୍ଗେଟ ଦେବାକୁ ଲକ୍ଷ୍ୟ, ରୋମାଞ୍ଚକର ମ୍ୟାଚ ଆଶାରେ ଫ୍ୟାନ ...
ଜମ୍ମୁ କାଶ୍ମୀରରେ ବଡ଼ ଧରଣର ବସ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ।
ଭାରତ ନ୍ୟୁଜିଲାଣ୍ତ ମ୍ୟାଚ ପୂର୍ବରୁ ସୋସିଆଲ ମିଡ଼ିଆ X ରେ ଧମକପୂର୍ଣ୍ଣ ଟ୍ୱିଟ । ମୁମ୍ବାଇ ପୋଲିସର ଟ୍ୱିଟର ଆକାଉଣ୍ଟକୁ ଟ୍ୟାଗ କରି ଧମକ ଦେଇଛି ସନ୍ଦିଗ୍ଧ ।
ୱାନ୍ଖେଡେ ଷ୍ଟାଡିୟମରେ ଭାରତ ନ୍ୟୁଜିଲ୍ୟାଣ୍ଡ୍ ସହ ମୁକାବିଲା କରିବ। ଏହି ମ୍ୟାଚ୍ ବହୁତ ସ୍ୱତନ୍ତ୍ର ହେବାକୁ ଯାଉଛି। ଏହି ମ୍ୟାଚ୍ରେ ଭାରତକୁ ସର୍ବୋତ୍ତମ ପ୍ରଦର୍ଶନ ଦେବାକୁ ପଡିବ। ୨୦୧୯ରେ ନ୍ୟୁଜିଲ୍ୟାଣ୍ଡ୍ ଭାରତକୁ ପରାସ୍ତ କରିଥିଲା। ଏଭଳି ପରିସ୍ଥିତିରେ ଭାରତକୁ ଏଥର ଜିତି ପ୍ରତିଶୋଧ ନେବାକୁ ପଡିବ।
ଦିନ ଥିଲା ସାହାରା ବନିଯାଇଥିଲା ଦେଶର ସବୁଠୁ ବଡ଼ କମ୍ପାନୀ... ଭାରତୀୟ ରେଲୱେ ପରେ ସବୁଠୁ ଅଧିକ ନିଯୁକ୍ତି ଦେଉଥିଲା ସାହାରା.. କ୍ରୀଡ଼ାଠୁ ଫିଲ୍ମ, ଏୟାରଲାଇନ୍ସରୁ ବୀମା ସବୁ ସେକ୍ଟରରେ ଥିଲା ସାହାରାର ଦବଦବା..
AI ଅର୍ଥାତ୍ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ପ୍ରାଧାନ୍ୟ ଅନେକ କ୍ଷେତ୍ରରେ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ସ୍କୁଲ୍ ସ୍ତରରୁ ଛାତ୍ରମାନଙ୍କୁ AI ପାଇଁ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହେଉଛି। ଭବିଷ୍ୟତରେ ସେମାନଙ୍କୁ ଯେପରି କୌଣସି ଅସୁବିଧାର ସମ୍ମୁଖିନ ନ ହେବାକୁ ପଡିବ ତାହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।