ଭାରତରେ ଆରମ୍ଭ ହୋଇଯାଇଛି ୨୦୨୩ ଦିନିକିଆ ବିଶ୍ୱକପ୍। ଏଥର ମୁକୁଟର ଦାବିଦାରମାନଙ୍କ ମଧ୍ୟରେ ଏକ ନମ୍ବର ସ୍ଥାନରେ ରହିଛି ଟିମ୍ ଇଣ୍ଡିଆ। ତେବେ ଅଷ୍ଟ୍ରେଲିଆ, ଇଂଲଣ୍ଡ, ପାକିସ୍ତାନ, ନ୍ୟୁଜିଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ବି ରହିଛି ଦୌଡ଼ରେ।
ଏହି ସଙ୍କଟ ସ୍ଥିତିରେ ଭାରତ ପାଇଁ ସଙ୍କଟମୋଚକ ସାଜିଥିଲେ ବିରାଟ କୋହଲି ଓ କେଏଲ ରାହୁଲ । ଉଭୟଙ୍କ ମଧ୍ୟରେ ୧୬୫ ରନ୍ର ଜବରଦସ୍ତ ପାର୍ଟନରସିପ୍ ହୋଇଥିଲା। ଯାହାଫଳରେ ଭାରତ ଏହି ମ୍ୟାଚକୁ ଅଷ୍ଟ୍ରେଲିଆ ହାତରୁ ଛଡ଼ାଇ ଆଣିଥିଲା।
ଅଷ୍ଟ୍ରେଲିଆ ଜର୍ସି ପଛରେ ଥିବା ପୂରା କାହାଣୀ ଏହାର ଜାତୀୟ ଫୁଲ ସହ ଜଡ଼ିତ। ଅଷ୍ଟ୍ରେଲିଆର ଜାତୀୟ ଫୁଲ ହେଉଛି ’ଦି ଗୋଲ୍ଡେନ୍ ୱେଟଲ୍’। ’ଦି ଗୋଲ୍ଡେନ୍ ୱେଟଲ୍’ ଫୁଲର ପତ୍ର ସବୁଜ ରଙ୍ଗ ଓ ଏହାର ଫୁଲ ହଳଦିଆ ରଙ୍ଗର ହୋଇଥାଏ।
ଆଜି ଗାଜା ପଟ୍ଟି ସମେତ ପାଲେଷ୍ଟାଇନର ବିଭିନ୍ନ ଅଞ୍ଚଳରେ ହମାସ ଆତଙ୍କୀଙ୍କୁ ଖୋଜି ଖୋଜି ମାରୁଛି ରକ୍ତମୁଖା ଇସ୍ରାଏଲ୍ । ବଦଲା ନେବାକୁ ଆରମ୍ଭ ହୋଇଛି ଅପରେସନ୍ ଆଇରନ୍ ସୋର୍ଡ ।
ଅକ୍ଟୋବର ୧୪ ମଧ୍ୟରେ କନଫର୍ମ ହୋଇଥିବା ସମସ୍ତ ଯାତ୍ରୀଙ୍କୁ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ । ତେଲ୍ ଅଭିବକୁ ପ୍ରତି ସପ୍ତାହରେ ଏୟାର ଇଣ୍ଡିଆର ୫ଟି ବିମାନ ଉଡ଼ାଣ ଭରିଥାଏ।
ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜା ୩ଟି ୱିକେଟ ନେଇଥିବାବେଳେ କୁଲଦୀପ ଯାଦବ ଓ ଯଶପ୍ରୀତ ବୁମ୍ରା ୨ଟି ଲେଖାଏଁ ୱିକେଟ ଅକ୍ତିଆର କରିଥିଲେ। ତେବେ ଏହି ମ୍ୟାଚ୍ରେ କଙ୍ଗାରୁ ଦଳକୁ ହରାଇ ବିଜୟ ସହ ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବାକୁ ଚେଷ୍ଟା କରିବ ଭାରତ।
ଗତକାଲି ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ଥିଲା। ଆମେରିକୀୟ ଭୂଗର୍ଭୀୟ ସର୍ବେକ୍ଷଣ ସଂସ୍ଥାର ରିପୋର୍ଟ ଅନୁଯାୟୀ ଆଫଗାନିସ୍ତାନର ହେରାତ ସହରଠୁ ୪୦ କିଲୋମିଟର ଉତ୍ତର-ପଶ୍ଚିମରେ ଏହି ଶକ୍ତିଶାଳୀ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା।
ଏକ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବାକୁ ନୁସରତ ଇସ୍ରାଏଲ ଯାଇଥିଲେ। ତେବେ ଇସ୍ରାଏଲ ପାଲେଷ୍ଟାଇନ ମଧ୍ୟରେ ଅଚାନକ ଯୁଦ୍ଧ ହେବା ପରେ ସେ ଫସି ରହିଥିଲେ। ଯୁଦ୍ଧ ପରିସ୍ଥିତି ଯୋଗୁଁ ବାହାରକୁ ବାହାରି ପାରୁନଥିଲେ ନୁସରତ।
ଇସ୍ରାଏଲରେ ଥିବା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ସମ୍ପର୍କ କରାଯାଇଥିବା ସୂଚନା ମିଳିଛି । ନୁସରତଙ୍କୁ ସୁରକ୍ଷିତ ଭାବେ ବିମାନବନ୍ଦରକୁ ଆଣିବା ଓ ସ୍ୱଦେଶ ଫେରାଇ ଆଣିବାକୁ ଚେଷ୍ଟା କରାଯାଉଛି । ଗତକାଲିଠୁ ସେ ଫେରି ଆସିବା ପାଇଁ ଚେଷ୍ଟା କରିଥିଲେ ବି କୌଣସି ବିମାନ ଆସୁନଥିବାରୁ ସେଠାରେ ଫସି ରହିଛନ୍ତି ନୁସରତା।
RBI ଆସିଷ୍ଟାଣ୍ଟ ପ୍ରାଥମିକ ପରୀକ୍ଷାର ତାରିଖ ସଂଶୋଧନ କରିଛି। ଯଦି ଆପଣ ପରୀକ୍ଷାରେ ହାଜର ହେବାକୁ ଯାଉଛନ୍ତି, ତେବେ ଆପଣ RBIର ଅଫିସିଆଲ୍ ୱେବସାଇଟ୍କୁ ଯାଇ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଯାଞ୍ଚ କରିପାରିବେ।
ଚୂଡ଼ାନ୍ତ ଏକାଦଶରେ ଗିଲ୍ଙ୍କ ସ୍ଥାନରେ ଈଶାନ କିଶନ
ଆଜିକାଲି ଅନୁ ମଲିକ ତାଙ୍କ ବ୍ୟବହାର ପାଇଁ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଅନୁ ମଲିକଙ୍କ ବିଷୟରେ କଥାବାର୍ତ୍ତା କରୁଥିବାବେଳେ ସୋନୁ ନିଗମ କହିଥିଲେ ଯେ ତାଙ୍କ କ୍ୟାରିୟରର ପ୍ରଥମ ଦିନରେ ସେ କିପରି ତାଙ୍କୁ ଡରଉଥିଲେ।
ଚଳଚ୍ଚିତ୍ର 'ତେଜସ୍'ର ଟ୍ରେଲର ମୁକ୍ତିଲାଭ କରିଛି। ଟ୍ରେଲରରେ ରୋମାଞ୍ଚ ଏବଂ ଆକ୍ସନର ଝଲକ ଦିଆଯାଇଛି। ଫିଲ୍ମର ଟ୍ରେଲରରୁ ଏହା ସ୍ପଷ୍ଟ ହୋଇଛି ଯେ ଏହି ଚଳଚ୍ଚିତ୍ର ଆତଙ୍କବାଦ ବିରୋଧରେ ଭାରତର ସଂଗ୍ରାମକୁ ପ୍ରତିଫଳିତ କରିଛି।
ବିଶ୍ୱକପ୍ କ୍ରିକେଟ୍ରେ ଆଜି ହାଇଭୋଲଟେଜ ମ୍ୟାଚ୍। ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ-ଅଷ୍ଟ୍ରେଲିଆ । ବିଜୟରୁ ଅଭିଯାନ ଆରମ୍ଭ କରିବାକୁ ଚେଷ୍ଟା କରିବେ ଦୁଇ ଦଳ ।
ଆଜି ୯୧ ତମ ବାୟୁସେନା ଦିବସ। ଆଜିର ଦିନ ବାୟୁସେନା ଇତିହାସରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ ଭାବେ ଲିପିବଦ୍ଧ ହୋଇଛି।
ଇସ୍ରାଏଲ୍ ଓ ପାଲେଷ୍ଟାଇନ୍ ମଧ୍ୟରେ ମହାଯୁଦ୍ଧ। ଗୋଟିଏପଟେ ଆତଙ୍କବାଦୀ ସଂଗଠନ ହମାସ ଘନ ଘନ ରକେଟ୍ ମାଡ଼ କରିଥିବା ବେଳେ ଅନ୍ୟପଟେ ଏହାର ଜବାବରେ ଇସ୍ରାଏଲ୍ ମଧ୍ୟ ଜୋରଦାର ଏୟାରଷ୍ଟ୍ରାଇକ୍ କରିଛି।
ଇସ୍ରାଏଲ୍ ଓ ପାଲେଷ୍ଟାଇନ୍ ମଧ୍ୟରେ ମହାଯୁଦ୍ଧ। ୨୦ ମିନିଟ୍ ଭିତରେ ଆତଙ୍କୀ ସଂଗଠନ ହମାସ୍ ପକ୍ଷରୁ ପ୍ରାୟ ୫ ହଜାର ରକେଟ୍ ମାଡ଼ କରାଯାଇଛି।
ପ୍ରତିବର୍ଷ ୮ ଅକ୍ଟୋବରରେ ଦେଶ ଖୁବ ଧୂମଧାମରେ ପାଳନ କରେ ‘ଭାରତୀୟ ବାୟୁସେନା ଦିବସ’। ଏହି ଅବସରରେ ଆସନ୍ତୁ ଭାରତୀୟ ବାୟୁସେନା ସହିତ ଜଡିତ କିଛି ମଜାଦାର ତଥ୍ୟ ଉପରେ ନଜର ପକେଇ ନେବା
ନୂଆ ଧ୍ୱଜାରେ ୟୁନିଅନ୍ ଜ୍ୟାକ୍ ହଟାଇ ତ୍ରିରଙ୍ଗାକୁ ସ୍ଥାନ ଦିଆଯାଇଛି
ଏସିଆନ୍ ଗେମ୍ସରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ । ପ୍ରଥମ ଥର ୧୦୦ ପାର୍ ହେଲା ପଦକ ତାଲିକା । ଐତିହାସିକ ସଫଳତା ଆଣିଲେ ଭାରତୀୟ ଆଥଲେଟ୍ ହାଙ୍ଗଝୌ ଏସୀୟ କ୍ରୀଡାରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛି ଭାରତ ।
ଲମ୍ବା ସମୟ ଧରି ଚାଲିଥିବା ୟୁକ୍ରେନ୍-ଋଷ ଯୁଦ୍ଧ ସମୟରେ ଇସ୍ରାଏଲ୍-ପାଲେଷ୍ଟାଇନ୍ ମଧ୍ୟରେ ଆରମ୍ଭ ହୋଇଥିବା ଏ ଲଢ଼େଇ ବିଶ୍ୱ ପାଇଁ ନୂଆ ସଂକଟ ଭାବେ ଉଭା ହୋଇଛି। ଏପରିସ୍ଥିତିରେ ଇସ୍ରାଏଲରେ ଥିବା ଭାରତୀୟ ନାଗରିକଙ୍କୁ ସତର୍କ ରହିବାକୁ ଭାରତ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଭାରତରେ ଚାଲିଥିବା ଦିନିକିଆ ବିଶ୍ୱକପରେ ସାଉଥ ଆଫ୍ରିକା ବିଶ୍ୱ ରେକର୍ଡ କରିଛି ।
ମହାଦେବ ଅନ୍ଲାଇନ୍ ବୁକ୍ ବେଟିଂ ଆପ୍ ମାମଲାରେ ଛନ୍ଦି ହେଲେଣି ଅନେକ ତାରକା। ନେହା କକ୍କରଙ୍କ ଉପରେ ଏବେ ଇଡିର ଖଣ୍ଡା ଝୁଲୁଛି। ଏହା ତାଙ୍କ କ୍ୟାରିୟର ପାଇଁ ସାଂଘାତିକ ହୋଇପାରେ ବୋଲି କୁହାଯାଉଛି।
ବ୍ୟାଡମିଣ୍ଟନ ପୁରୁଷ ଡବଲ୍ସରେ ମଧ୍ୟ ଭାରତ ଲାଗି ସ୍ୱର୍ଣ୍ଣ ପଦକ ଆଣିଛନ୍ତି ସ୍ୱାସ୍ଥିକ୍ ସାଇରାଜ୍ ଏବଂ ଚିରାଗ ସେଟ୍ଟୀ ଯୋଡ଼ି । ଫାଇନାଲରେ ଦକ୍ଷିଣ କୋରିଆ ଯୋଡ଼ି ଚୋୟି ସୋଲଗାୟୁ ଓ କିମ୍ ଓନୋଙ୍କୁ ପରାସ୍ତ କରି ବାଜି ମାରିଛନ୍ତି ଭାରତୀୟ ଯୋଡ଼ି ।
ଆକ୍ସନ୍ ଥ୍ରୀଲର 'ଲିଓ' ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ତାମିଲ ଚଳଚ୍ଚିତ୍ର ମଧ୍ୟରୁ ଗୋଟିଏ। ଏହାକୁ ନେଇ ଏବେ ଯେଉଁ ଖବର ସାମ୍ନାକୁ ଆସିଛି ତାହା ହିନ୍ଦୀ ଦର୍ଶକଙ୍କ ପାଇଁ ଅତ୍ୟନ୍ତ ନିରାଶାଜନକ ହୋଇପାରେ।