ଭାରତରେ ସମଲିଙ୍ଗୀ ବିବାହକୁ ଆଇନଗତ ସ୍ୱୀକୃତି ମିଳିବ କି ନାହିଁ, ସେନେଇ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ଜାଣନ୍ତୁ କ’ଣ ରହିଛି ରାୟ..
ହମାସ ଆତଙ୍କବାଦୀଙ୍କ ପକ୍ଷରୁ ଟେଲିଗ୍ରାମରେ ସେୟାର ହୋଇଛି ଏକ ଭିଡିଓ । ଯେଉଁଥିରେ ଯୁବତୀ ଜଣକ ଚିତ୍କାର କରି କହୁଛନ୍ତି ‘ମତେ ବଞ୍ଚାଅ..ମତେ ମୋ ପରିବାର ପାଖକୁ ନେଇଯାଅ’।
ହେମା ମାଳିନୀ ଗତକାଲି ଅର୍ଥାତ୍ ୧୬ ଅକ୍ଟୋବରରେ ତାଙ୍କର ୭୫ ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ପାର୍ଟୀରେ ଯେତେବେଳେ ‘ତୁନେ ଓ ରଙ୍ଗିଲେ କୈସେ ଯାଦୁ କିୟା’ ଗୀତ ବାଜୁଥିଲା ସେତେବେଳେ ହେମାଙ୍କ ଷ୍ଟାଇଲ୍ ଥିଲା ଦେଖିଲା ଭଳି।
ଆସନ୍ତାକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲ୍ ଗସ୍ତରେ ଯିବେ । ରାଷ୍ଟ୍ରପତି ବାଇଡେନ୍ କହିଛନ୍ତି, ‘ଇସ୍ରାଏଲ୍ର ଗାଜା ଦଖଲ ନିଷ୍ପତ୍ତି ମସ୍ତ ବଡ଼ ଭୁଲ୍ ହେବ ।
ବିବାହର ପ୍ରାୟ ୪୧ ବର୍ଷ ପରେ ରତ୍ନା ପାଠକ ଶାହା ଏବେ ମୁହଁ ଖୋଲିଛନ୍ତି ଯେ, ତାଙ୍କ ସ୍ୱାମୀ ଅନେକ ସଂପର୍କରେ ଅଛନ୍ତି। ନାସିରୁଦ୍ଦିନ ଶାହାଙ୍କର ଅନେକଙ୍କ ସହ ସମ୍ପର୍କ ସତ୍ତ୍ୱେ ତାଙ୍କର ବିବାହ ଏବଂ ପ୍ରେମରେ କିପରି ଫରକ ପଡିନି ତାହା ରତ୍ନା ପାଠକ କହିଛନ୍ତି।
ସମଲିଙ୍ଗୀ ବିବାହକୁ ନେଇ ଆଜି ଆସିବ ସୁପ୍ରିମକୋର୍ଟଙ୍କ ରାୟ । ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଏହି ରାୟ ପ୍ରକାଶ କରିବେ ।
ପାଣିପାଗ ଦ୍ରୁତ ଗତିରେ ବଦଳୁଛି ଏବଂ ଏହି କାରଣରୁ ଲୋକମାନେ ଥଣ୍ଡା, କାଶ, ଜ୍ୱର ଭଳି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବହୁ ସଂଖ୍ୟକ ଲୋକ ଏହିସବୁ ସମସ୍ୟା ସହ ସଂଘର୍ଷ କରୁଛନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଆପଣ କିଛି ଖାଦ୍ୟ ଖାଇ ଏହି ସବୁ ସମସ୍ୟାକୁ ଦୂର କରିପାରିବେ।
ଗର୍ଭଧାରଣର ୨୬ ସପ୍ତାହ ପରେ ଗର୍ଭପାତ ପାଇଁ ଅନୁମତି ମାଗିଥିଲେ ଜଣେ ମହିଳା ।ମାନସିକ ରୋଗରେ ଆକ୍ରାନ୍ତ ଥିବାରୁ ଗର୍ଭପାତ ପାଇଁ ସେ ଅନୁମତି ମାଗିଥିଲେ ବୋଲି କୁହାଯାଇଛି ।
ପ୍ରାୟ ସପ୍ତାହେ ହେଲା ଗାଜାକୁ ପିଇବା ପାଣି ଟୋପାଏ ବି ଛାଡ଼ିନି ଇସ୍ରାଏଲ୍ । ସେନା ଅବରୋଧ କରିଥିବାରୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ବି ବନ୍ଦ । ଭୋକ ଶୋଷରେ ଡହଳବିକଳ ଗାଜାବାସୀ ।
ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ପାକିସ୍ତାନ ମ୍ୟାଚ୍ ଖେଳାଯାଇଥିବା ସମୟରେ ଉର୍ବଶୀ ରଉତେଲାଙ୍କ ଗୋଲ୍ଡେନ୍ ଆଇଫୋନ୍ ଚୋରି ହୋଇଥିବା ଅଭିଯୋଗ ହୋଇଛି ।
ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରଣାଳୟ ଏହାକୁ ଶୀଘ୍ର ନିୟୋଜିତ କରିବାକୁ ନେଇ ବିଚାର କରିପାରନ୍ତି । ଏନେଇ ଇସ୍ରାଏଲ୍ ଗଣମାଧ୍ୟମ ମଧ୍ୟରୁ କିଛି ରିପୋର୍ଟ ପ୍ରକାଶ ପାଇଥିବା ଜଣାପଡ଼ିଛି ।
ସ୍ବପ୍ନ ଦେଖିବା ହେଉଛି ସବୁଠାରୁ ସାହସର କାମ । ତାକୁ ସଫଳ କରିବା ତା’ଠାରୁ କଠିନ । ନୂଆ ଭାରତ ସ୍ବପ୍ନ ଦେଖୁଛି ଓ ତାକୁ ସଫଳ କରିବାକୁ କାମ ମଧ୍ୟ କରୁଛି । ଏହାଠାରୁ ବଡ଼ ସଫଳତା ଆଉ କଣ ହୋଇ ପାରେ ବୋଲି ଇସ୍ରୋ ମୁଖ୍ୟ କହିଛନ୍ତି ।
ଧନୀଙ୍କ ଆଇଫୋନ ବର୍ତ୍ତମାନ ଭିକାରି ହାତରେ । ଦୋକାନ ଗଲେ, ଟଙ୍କା ଦେଲେ ଆଉ ଆଇଫୋନ କିଣିଲେ । ମଧ୍ୟବିତ୍ତଙ୍କ ପାଇଁ ସ୍ବପ୍ନ ପରିଥିବା ଆଇଫୋନକୁ କିନ୍ତୁ ସହଜରେ କିଣି ନେଇଛି ଜଣେ ଭିକାରି ।
UPSC ରେ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ଭଲ ସୁଯୋଗ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସହକାରୀ ପ୍ରଫେସର ଏବଂ ଅନ୍ୟାନ୍ୟ ପଦବୀ ପାଇଁ ପ୍ରାର୍ଥୀମାନଙ୍କ ଠାରୁ UPSC ଆବେଦନ ପତ୍ର ଗ୍ରହଣ କରୁଛି।
ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟ୍ଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରେ ଏହାର ପରୀକ୍ଷଣ ହେବ । ପରୀକ୍ଷଣରେ ଏହି ପ୍ରୋଜେକ୍ଟର କ୍ରିଉ ମଡ୍ୟୁଲକୁ ଅନ୍ତରୀକ୍ଷକୁ ପ୍ରେରଣ ଏବଂ ଏହାକୁ ଭୂପୃଷ୍ଠକୁ ପୁଣି ଥରେ ଫେରାଇବା ଆଣିବା ଅନ୍ତର୍ଭୁକ୍ତ ।
ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫ୍ଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର 'ଟାଇଗର ୩' ର ଦମଦାର ଟ୍ରେଲର ରିଲିଜ୍ ହୋଇଛି। ଟ୍ରେଲରରୁ ହିଁ ପୂରା ଫିଲ୍ମର ଆକ୍ସନ୍ ଏବଂ ସଂଳାପର ଲେବଲ୍ ଦେଖିବାକୁ ମିଳେ। କ୍ୟାଟ୍ରିନା କୈଫ୍ ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ଚଳଚ୍ଚିତ୍ରରେ ଅଧିକ ଆକ୍ସନ୍ ଏବଂ ଫାଇଟ୍ କରୁଥିବା ଦେଖାଯାଆନ୍ତି।
ଟଙ୍କା ପଠାଇବା ବେଳେ ବାରମ୍ବାର ଫେଲ୍ ହେବା ସହ ଟେକ୍ନିକାଲ୍ ସମସ୍ୟା ଦେଖିବାକୁ ମିଳିଛି । ବିଶେଷ ଭାବେ ଫୋନ୍ ପେ’ରେ ଏହି ସମସ୍ୟା ଅଧିକ ଦେଖିବାକୁ ମିଳିଛି ।
ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ସବୁଠାରୁ ଅଧିକ ଡିମାଣ୍ଡ ଥିବା ଅଭିନେତାମାନଙ୍କ ମଧ୍ୟରୁ ସେ ଜଣେ। ନିକଟରେ ଏକ ଇଭେଣ୍ଟରେ ସାମ୍ବାଦିକମାନେ ତାଙ୍କୁ ଏକ ବଡ ଏବଂ ସମ୍ବେଦନଶୀଳ ପ୍ରଶ୍ନ ପଚାରିଥିଲେ, ଯାହାକୁ ସେ ଅତି ଶାଳୀନତା ଭାବରେ ଉତ୍ତର ଦେଇଛନ୍ତି।
ଦକ୍ଷିଣ ଗାଜା ଷ୍ଟ୍ରିପ୍ରେ ଥିବା ହଜାର ହଜାର ଲୋକ ବାଥରୁମ୍ରେ ପାଣି ପାଇଁ ଲାଇନ୍ରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି । କାରଣ ଅନେକ ଦିନ ହେବ ସେମାନେ ଗୋଧୋଇ ନାହାନ୍ତି ।
ସୀମା ଟପିଲା ବର୍ବରତା । ବିଭତ୍ସ ଭାବେ ୨୬ ଥର ଛୁରାମାଡ଼ କରି ଶିଶୁକୁ ହତ୍ୟା କଲା ଅଭିଯୁକ୍ତ ।
ସବୁ ସ୍କୁଲ୍ ପିଲାଙ୍କ ପାଇଁ ଗୋଟିଏ ଦେଶ, ଗୋଟିଏ ପରିଚୟ ପତ୍ର ଅଣାଯିବାକୁ ଯୋଜନା ହେଉଛି । ୧୨ ଅଙ୍କ ବିଶିଷ୍ଟ ଏହି ନମ୍ବର ପ୍ରି ପ୍ରାଇମେରୀ ଠାରୁ ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ରହିବ।
ନବରାତ୍ରୀ ଉପବାସ ସମୟରେ ଲୋକମାନେ ଅନେକ ପ୍ରକାରର ପୁଷ୍ଟିକର ଖାଦ୍ୟ ଖାଇଥା’ନ୍ତି। ଯଦି ଆପଣ ଉପବାସ ସମୟରେ ଏନର୍ଜେଟିକ୍ ରହିବାକୁ ଚାହାଁନ୍ତି, ତେବେ ଆପଣଙ୍କୁ ଖାଦ୍ୟ ତାଲିକାରେ ଏହାକୁ ସାମିଲ କରିବାକୁ ପଡିବ। ଜାଣନ୍ତୁ ଏହା କ’ଣ…
ସ୍ଥଳଭାଗ ଦେଇ ପ୍ରବେଶ କରି ହମାସ ଉପରେ ଆକ୍ରମଣ କରିବାକୁ ଇସ୍ରାଏଲର ସୈନ୍ୟ ପ୍ରସ୍ତୁତ ହୋଇ ରହିଛନ୍ତି । କେବଳ ଇସ୍ରାଏଲ ସରକାରଙ୍କ ଗ୍ରୀନ୍ ସିଗ୍ନାଲକୁ ଅପେକ୍ଷା ।
ପ୍ରତିବର୍ଷ ୧୬ ଅକ୍ଟୋବରରେ ‘ବିଶ୍ୱ ଖାଦ୍ୟ ଦିବସ’ ପାଳନ କରାଯାଏ। ଅନାହାର ବିରୋଧରେ କାର୍ଯ୍ୟପନ୍ଥା ଗ୍ରହଣ କରିବା ଏହି ସଂଗଠନର ଉଦ୍ଦେଶ୍ୟ। ପୁଷ୍ଟିକର ଖାଦ୍ୟ ବିଷୟରେ ଅବଗତ କରାଇବା ଲକ୍ଷ୍ୟରେ ଏହି ଦିନ ପାଳନ କରାଯାଏ।
ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ସାମ୍ନାରେ ୨୮୫ ରନ୍ର ଟାର୍ଗେଟ ରଖିଥିଲା ଆଫଗାନିସ୍ତାନ। ତେବେ ଏହି ଟାର୍ଗେଟକୁ ପୂରଣ କରିପାରିନଥିଲା ଇଂଲଣ୍ଡ। ମାତ୍ର ୨୧୫ ରନ୍ କରି ଅଲଆଉଟ ହୋଇଥିଲା ଡିଫେଣ୍ଡିଂ ଚମ୍ପିଆନ୍ ଇଂଲଣ୍ଡ।