ବର୍ତ୍ତମାନ ଡେଙ୍ଗୁ ଜ୍ୱରକୁ ନେଇ ଚାରିଆଡେ ଆତଙ୍କ ସୃଷ୍ଟି ହୋଇଛି। ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବ୍ୟାପକ ହେଉଥିବାରୁ ପ୍ରଶାସନ ଏହାକୁ ଆୟତ୍ତ କରିବାରେ ବିଫଳ ହେଉଥିବା ଦେଖିଯାଉଛି। ତେବେ ‘ଜାତୀୟ ପୋଷଣ ସପ୍ତାହ’ ଅବସରରେ ଆସନ୍ତୁ ଏପରି କିଛି ଖାଦ୍ୟ ବିଷୟରେ ଜାଣିନେବା ଯାହାର ବ୍ୟବହାର ଯୋଗୁଁ ଖୁବ୍ ଶୀଘ୍ର ପ୍ଲାଟଲେଟ୍ କାଉଣ୍ଟ୍ ବଢାଯାଇପାରେ।
ବିଜେପି ଦଳୀୟ ଅନୁଷ୍ଠାନରେ ମହିଳାଙ୍କୁ ୩୩% ସଂରକ୍ଷଣ ବ୍ୟବସ୍ଥା । ସଂସଦ ଓ ବିଧାନସଭାରେ ୩୩% ସଂରକ୍ଷଣ ଦାବି କରିଆସୁଛି ବିଜେଡି ।
କାଲି ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ମିଲେଟ୍ ମିଶନ ଅଭିଜ୍ଞତା ବଖାଣିବେ ଦୁଇ ଓଡ଼ିଆ ମହିଳା ଚାଷୀ ।
ତୋରବୁଙ୍ଗ ବାଂଲା ଓ କାନଭି ଅଞ୍ଚଳକୁ ଯିବାକୁ ବାରଣ । କୋକମି ଲୋକଙ୍କୁ ବାଟରେ ଅଟକାଇ ବୁଝାଇଲା ପୋଲିସ ।
ଛେଳି ପାଇଁ ଟ୍ରେନ୍ ଟିକେଟ୍ କାଟି ପ୍ରଶଂସା ସାଉଁଟୁଛନ୍ତି ମହିଳା । ଟିଟିଇ ବି ହୋଇଗଲେ ଆଶ୍ଚର୍ଯ୍ୟ, ଆଉ କହିଲେ..
୨୦୩୦-୩୧ ଆର୍ଥକ ବର୍ଷ ସୁଦ୍ଧା ପ୍ରକଳ୍ପ କାମ ସରିବ । ପ୍ରକଳ୍ପ ଲାଗି ମୋଟ ଖର୍ଚ୍ଚର ୪୦ ପ୍ରତିଶତ ଅର୍ଥ କେନ୍ଦ୍ର ଦେବ ।
ସେପ୍ଟେମ୍ବର ୧୮ରୁ ୨୨ ଯାଏ ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି କେନ୍ଦ୍ର ସରକାର। କିନ୍ତୁ କ’ଣ ଆଲୋଚନା ହେବ, ତାହା କେନ୍ଦ୍ର ସରକାର ସ୍ପଷ୍ଟ କରି ନାହାନ୍ତି । ଚର୍ଚ୍ଚା ହେଉଛି ଏକକ ନିର୍ବାଚନ ନେଇ ବିଲ୍ ଆସିବ।
ଭାରତ ବନାମ ଇଣ୍ଡିଆ। ଏହାକୁ ନେଇ ଚାଲିଛି ରାଜନୈତିକ ଝଡ। ତେବେ ଏହାରି ଭିତରେ ଆସନ୍ତୁ ଜାଣିନେବା କିପରି ହୋଇଥିଲା ଭାରତ ଶବ୍ଦର ଉତ୍ପତ୍ତି ଆଉ କାହିଁକି ହେଲା ଇଣ୍ଡିଆ।
ନୃଶଂସ ସ୍ୱାମୀ । ଯୌତୁକ ପାଇଁ ସ୍ତ୍ରୀର ଜୀବନକୁ ବାଜିରେ ଲଗାଇଦେଲା ।
ଏହା ପୂର୍ବରୁ ଭାରତୀୟ ନୌସେନାର କର୍ମଚାରୀମାନେ ଖାଇବା ସମୟରେ ହେଉ କିମ୍ବା ୱାର୍ଡରୁମ୍ରେ, ସବୁବେଳେ ଅଣ୍ଟାରେ ସେହି ଇଂରେଜ ଅମଳରୁ ‘କମରପଟି’ ପିନ୍ଧି ଆସୁଥିଲେ । ଏହି ପ୍ରଥାକୁ ଏବେ ଉଚ୍ଛେଦ କରାଯାଇଛି ।
ସଂସଦର ସ୍ୱତନ୍ତ୍ର ଅଧିବେଶନରେ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ଇଣ୍ଡିଆର ସରକାରୀ ନାମକୁ 'ଭାରତ' ରେ ପରିବର୍ତ୍ତନ କରିବାକୁ ଏକ ପ୍ରସ୍ତାବ ଆଣିବାର ସମ୍ଭାବନା ରହିଛି। ଏହାରି ଭିତରେ ‘ଇଣ୍ଡିଆ’କୁ ବଦଳେଇ ‘ଭାରତ’ ହେବ କି ନାହିଁ ତାହା ତ ପରକଥା, ତେବେ ଏବେ ଆସନ୍ତୁ ଜାଣିନେବା ଏମିତି କିଛି ଦେଶ ବିଷୟରେ ଯେଉଁମାନଙ୍କ ସରକାରୀ ନାମକୁ ବଦଳାଯାଇ ଅନ୍ୟ ନାମ ରଖାଯାଇଛି।
ଯୋଗୀଙ୍କ ସାନ ଭାଇ ଶୈଳେନ୍ଦ୍ର ବିଷ୍ଟ କିଛିଦିନ ତଳେ ସୁବେଦାର ମେଜର୍ ପଦବୀକୁ ପଦୋନ୍ନତି ପାଇଛନ୍ତି ।
ଦ୍ରୁତ ଗତି ମହାବିପତି... ମୃତ୍ୟୁର ସେହି ଭୟଙ୍କର ମୁହୂର୍ତ୍ତ ସିସିଟିଭିରେ କଏଦ୍ ହୋଇଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ବିଷୟରେ ଜ୍ଞାନ ନ ଥିବା ଦଳଠାରୁ ଆମେ କ’ଣ ଆଶା କରି ପାରିବା ବୋଲି କହିଛନ୍ତି ଜେପି ନଡ୍ଡା
ଆୟୁର୍ବେଦରେ ଅନେକ ଔଷଧ ଅଛି ଯାହା ମଧୁମେହକୁ ଭଲ କରିପାରେ। ଏହି ଔଷଧଗୁଡ଼ିକ ରୋଷେଇ ଘରେ ସହଜରେ ମିଳିଯାଏ। କିନ୍ତୁ ଏହି ଜିନିଷଗୁଡ଼ିକ ରକ୍ତ ଶର୍କରାକୁ ଶୀଘ୍ର ନିୟନ୍ତ୍ରଣ କରିବା ଆରମ୍ଭ କରନ୍ତି। ଆସନ୍ତୁ ଏମିତି ୪ଟି ଜିନିଷ ଉପରେ ନଜର ପକେଇନେବା।
G-20 ଶିଖର ସମ୍ମିଳନୀରେ ଯୋଗଦେବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍। ଆସନ୍ତାକାଲି ସେ ଭାରତ ଆସିବେ ବୋଲି ହ୍ୱାଇଟ୍ ହାଉସ୍ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଶ୍ରୀମଦ୍ ଭଗବତ ପୁରାଣଙ୍କ ଅନୁଯାୟୀ, ଭଗବାନ ଶ୍ରୀକୃଷ୍ଣ ମଧ୍ୟରାତ୍ରିରେ ରୋହିଣୀ ନକ୍ଷତ୍ର ଏବଂ ବୃଷ ରାଶିରେ ଭାଦ୍ର କୃଷ୍ଣ ଅଷ୍ଟମୀ ତିଥିରେ ଜନ୍ମ ହୋଇଥିଲେ। ଆଜି ଏହି ପବିତ୍ର ଦିନ ଥିବାରୁ ଆସନ୍ତୁ ଶ୍ରୀକୃଷ୍ଣଙ୍କ ଜନ୍ମ ରହସ୍ୟ ବିଷୟରେ ଜାଣିନେବା।
ରୋହିତ ଶର୍ମା, କ୍ରିକେଟ ଜଗତର ଏତ ଚର୍ଚ୍ଚିତ ତଥା ସଫଳ ନାମ । ଭାରତୀୟ କ୍ରିକେଟର ଅନ୍ୟତମ ମହାରଥୀ । ହେଲେ ୨୦୧୧ ବିଶ୍ୱକପ ସ୍କ୍ୱାଡରୁ ବାଦ୍ ପଡ଼ିଥିଲେ ରୋହିତ, ଏବେ ତାଙ୍କ ନେତୃତ୍ୱରେ ୨୦୨୩ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ଖେଳିବ ଭାରତୀୟ ଟିମ ।
ଆଜିକୁ ୩୭ ବର୍ଷ ତଳେ ଏକ ପ୍ଲେନ ହାଇଜାକ୍ ଘଟଣାରେ ପ୍ରାଣ ହରାଇଥିଲେ ନିର୍ଜା ଭାନଟ୍ । ନିଜର ସାହାସିକତା ଓ ବୁଦ୍ଧି ବଳରେ ଅନେକ ଲୋକଙ୍କୁ ବିପଦ ମୁହଁରୁ ବଞ୍ଚାଇଥିଲେ ।
ସିମ୍ କାର୍ଡ ବିକ୍ରି ପାଇଁ ଆସିଲା ନୂଆ ନିୟମ । ଯେ କେହି ଚାହିଁଲେ ବିକି ପାରିବେନି । କେବଳ ପଞ୍ଜୀକୃତ ବିକ୍ରେତାଙ୍କୁ ମିଳିବ ସିମ୍ କାର୍ଡ ବିକ୍ରି ଅନୁମତି ।
ରାଷ୍ଟ୍ରପତିଙ୍କ ପ୍ରେରିତ ପତ୍ରରେ ଆଗରୁ ଲେଖାଯାଉଥିଲା ପ୍ରେସିଡେଣ୍ଟ୍ ଅଫ୍ ଇଣ୍ଡିଆ । ହେଲେ ଜି-ଟ୍ୱେଣ୍ଟି ଆମନ୍ତ୍ରଣ ପତ୍ରରେ ଲେଖାଯାଇଛି ପ୍ରେସିଡେଣ୍ଟ୍ ଅଫ୍ ଭାରତ ।
ଯେଉଁ ଭାରତ ମଣ୍ଡପମ୍କୁ ନେଇ ଏବେ ସାରା ଦେଶ ତଥା ବିଶ୍ୱରେ ଚର୍ଚ୍ଚା । ସେହି ଭାରତ ମଣ୍ଡପମ୍ର କ’ଣ ରହିଛି ବିଶେଷତ୍ୱ । ଆସନ୍ତୁ ଜାଣିବା ।
କଟ୍ଟପ୍ପା ଖୁବ୍ ଶୀଘ୍ର ତାଙ୍କ ନୂଆ ରୂପରେ ପରଦାରେ ରାଜ୍ କରିବାକୁ ଯାଉଛନ୍ତି। ତାଙ୍କୁ ଦେଖି କେହିବି ପ୍ରଶଂସା କରିବାରେ ଥକିବେ ନାହିଁ। ନିକଟରେ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ସୁପର ହ୍ୟୁମାନ ୱିପନ’ର ଟିଜର୍ ରିଲିଜ ହୋଇଛି।
ପ୍ରେମିକାର କଥା ଶୁଣି ପ୍ରେମିକର ଉଡ଼ିଗଲା ହୋସ୍ । ତା’ପରେ..
ଅତିଥିଙ୍କୁ ସ୍ୱାଗତ ଲାଗି ଏଠାରେ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଭାରତ ମଣ୍ଡପମର ବିଲଡିଂକୁ ରଙ୍ଗୀନ ଆଲୋକମାଳାରେ ସଜାଯିବା ସହ ଚାରିଆଡ ସଫାସୁତରା କରାଯାଉଛି ।