ଆଶାଙ୍କ କହିବାନୁସାରେ ଗୋବିନ୍ଦ ନିଜ ପତ୍ନୀଙ୍କୁ ମୋହାଂବସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।
Hotstar ୟୁଜର୍ସ, ସଂସ୍ଥାର ଏଭଳି ନିଷ୍ପତ୍ତିକୁ ନାପସନ୍ଦ କରିଛନ୍ତି । ଅନେକ ୟୁଜର କହିଛନ୍ତି ହଟ୍ଷ୍ଟାର ନଦେଖିଲେ ଆମର କିଛି ଅସୁବିଧା ହେବ ନାହିଁ ।
ରାଜସ୍ଥାନର ଭିୱାଡିରୁ ସିଧା ଯାଇ ପାକିସ୍ତାନରେ ପହଞ୍ଚିଥିବା ଭାରତୀୟ ମହିଳା ଅଞ୍ଜୁ ପ୍ରସାଦ ଏବେ ଫତିମା ହୋଇଯାଇଛନ୍ତି। ପାକିସ୍ତାନୀ ଯୁବକଙ୍କ ପ୍ରେମରେ ପାଗଳ ହୋଇ ସ୍ୱାମୀ ଓ ଦୁଇ ପିଲାଙ୍କୁ ଛାଡ଼ି ସୀମା ଡେଇଁଛନ୍ତି ଭାରତର ଅଞ୍ଜୁ।
ରାଜ୍ୟ ବାହାରେ ହୋଇପାରେ ମାମଲାର ଶୁଣାଣି । ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିବେ କେନ୍ଦ୍ର ସରକାର ।
ଜାହାଜରେ ହଠାତ୍ ନିଆଁ ବ୍ୟାପିଯିବାରୁ ଅନେକ କ୍ରୁ ମେମ୍ବର ସମୁଦ୍ରକୁ ଡେଇଁପଡ଼ିଥିଲେ । ଫଳରେ ଏଥିରେ ଅନେକ ଗୁରୁତର ଆହତ ହୋଇଛନ୍ତି । ଖାଲି ସେତିକି ନୁହେଁ, ଜାହାଜରେ ଥିବା ସମସ୍ତ କ୍ରୁ ମେମ୍ବର ଭାରତୀୟ ବୋଲି ସୂଚନା ମିଳିଛି ।
ଜଳବାୟୁ ପରିବର୍ତ୍ତନ ଏବଂ ପରିବେଶର ଅବନତି ଦିନକୁ ଦିନ ପ୍ରମୁଖ ପ୍ରସଙ୍ଗ ପାଲଟିବାରେ ଲାଗିଛି। ସମସ୍ତେ ଏହି ସମସ୍ୟାକୁ ଗମ୍ଭୀରତାର ସହ ନେଇ ପରିବେଶର ସୁରକ୍ଷା ପାଇଁ କିଛି କରିବା ଉଚିତ।
ହେପାଟାଇଟିସର କାରଣ ମୁଖ୍ୟତଃ ଏହି ଭୂତାଣୁ ହେଲେ ମଧ୍ୟ ଅନେକ ବାହ୍ୟ କାରକ ମଧ୍ୟ ଏଥିପାଇଁ ଦାୟୀ । ଯେପରିକି ଆଲକହଲ ବା ମଦ୍ୟପାନ କରିବା, ଅନ୍ୟ କୌଣସି ଔଷଧର ସାଇଡ୍ ଇଫେକ୍ଟ ଯୋଗୁଁ ମଧ୍ୟ ଯକୃତ ପ୍ରଭାବିତ ହୁଏ, ବେଳେବେଳେ ଆମର ଇମ୍ୟୁନୋ ସିଷ୍ଟମ୍ ବା ରୋଗ ପ୍ରତିରୋଧକାରୀ ଶକ୍ତି ମଧ୍ୟ ଯକୃତ ଉପରେ ପ୍ରଭାବ ପକାଏ ଯାହାକୁ ଅଟୋ ଇମ୍ୟୁନୋ ଡିଜଅର୍ଡ଼ର ବୋଲି ଆମେ କହିଥାଉ ।
ହେପାଟାଇଟିସ୍ ଏବଂ ଯକୃତ ସମ୍ବନ୍ଧୀୟ ରୋଗକୁ ନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ୨୮ ଜୁଲାଇରେ ‘ବିଶ୍ୱ ହେପାଟାଇଟିସ୍ ଦିବସ’ ପାଳନ କରାଯାଏ। ଆଜି ଏହି ଦିନ ଥିନାରୁ ଆସନ୍ତୁ ବିଶ୍ୱ ହେପାଟାଇଟିସ୍ ଦିବସର ଇତିହାସ, ମହତ୍ତ୍ୱ ଏବଂ ଏହି ଚଳିତ ବର୍ଷର ଥିମ୍ ବିଷୟରେ ଜାଣିନେବା।
ପୋଲିସ୍ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣାଟି ଚଳିତ ବର୍ଷ ଫେବ୍ରୁଆରୀ ମାସର ବୋଲି ଜଣାପଡ଼ିଛି । ଆଉ ଅଭିଯୁକ୍ତକୁ ଏବେ ଗିରଫ କରାଯାଇଛି ।
ରାଷ୍ଟ୍ରପତିଙ୍କ ଦିଲ୍ଲୀ ଗସ୍ତ ସମୟରେ ବିମାନବନ୍ଦରରେ ଉପସ୍ଥିତ ଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସାଧାରଣତଃ LICକୁ ଲୋକମାନେ ସୁରକ୍ଷା ତଥା ସଂଚୟର ପ୍ରମୁଖ ମାଧ୍ୟମ ଭାବେ ବାଛିଥା’ନ୍ତି । ଅନ୍ୟ କୌଣସି ଯୋଜନାରେ ବିନିଯୋଗ କରିବା ପରିବର୍ତ୍ତେ, LICକୁ ଅଧିକ ବାଛିଥା’ନ୍ତି ଲୋକମାନେ ।
ଭିନ୍ନ ଭିନ୍ନ ଉପାୟରେ ସାଇବର ଠକ ମାନେ ଲୋକଙ୍କୁ ଲୁଟି ଚାଲିଛନ୍ତି । ଲୋକେ ଯେତେ ସତର୍କ ହେଲେ ବି ସାଇବର ଠକ ନୂଆ ନୂଆ ଫଣ୍ଡା ଆପଣାଇ ଚୋରି କରୁଛନ୍ତି ।
ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରେଜିଷ୍ଟ୍ରେସନ୍ କରିବାର ଶେଷ ତାରିଖ ଅଗଷ୍ଟ ୧୬ ତାରିଖ ରହିଛି ।
୪ ଫୁଟ ଲମ୍ବର ଅଜଗର ୧୩ ମହଲା ଟାୱାର ଉପରେ ଚଢ଼ିଯାଇଥିବା ଦେଖିବାକୁ ମିଳିଛି । ଏହାକୁ ସ୍ଥାନୀୟ ଲୋକ ଦେଖିବା ପରେ ସୁରକ୍ଷିତ ଭାବେ ସାପଟିକୁ ଉଦ୍ଧାର କରାଯାଇଛି ।
ଜଣେ ମହିଳା କର୍ମଚାରୀ ମା’ ହେବା ପରେ ଅନେକ ହଇରାଣ ହେବାକୁ ପଡ଼ିଥାଏ । ତେଣୁ ଏସବୁ ଦିଗକୁ ଦୃଷ୍ଟିରେ ରଖି ବର୍ତ୍ତମାନ କର୍ମଜୀବୀ ମହିଳାଙ୍କ ପାଇଁ ଖୁସି ଖବର ନେଇ ଆସିଛନ୍ତି ସିକ୍କିମ୍ ସରକାର ।
ପ୍ରବାସୀ ଭାରତୀୟଙ୍କୁ ଘାରିଛି ଭାତ ଚିନ୍ତା । ଚାଉଳ ବସ୍ତା ନେବାକୁ ଠେଲାପେଲା ସ୍ଥିତି । ସୁପରମାର୍କେଟରେ ଲମ୍ବା ଲାଇନ୍
ସୋସିଆଲ ମିଡିଆରେ କରିଥିବା ରିଲସ୍ ଭାଇରାଲ । ଗଞ୍ଜାମ ବରଡାବିଲି ଠାରେ ସଡ଼କ ଦୁର୍ଘଟଣା ଘଟିଛି ।
ତ୍ୟାଗ କରିଦେଉଛନ୍ତି ଭାରତୀୟ ନାଗରିକତା ! ଚଳିତବର୍ଷ ଜୁନ୍ ସୁଦ୍ଧା ଦେଶ ଛାଡ଼ିଛନ୍ତି ପ୍ରାୟ ୮୭ ହଜାର
ଦିଲ୍ଲୀ ସହ ଏହା ପାଖରେ ଥିବା ନୋଏଡ଼ା ଏବଂ ଗାଜିଆବାଦରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ଜଳ ବନ୍ଦୀ ସମସ୍ୟା ସୃଷ୍ଟି ହୋଇଥଲା।
ନୀତିନିୟମ ଅନୁସାରେ, ଆଲୋଚନା ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ବିଷୟରେ ସୂଚନା ଦେବି ବୋଲି ବାଚସ୍ପତି କହିଛନ୍ତି।
ରମାକାନ୍ତ ତ୍ୟାଗୀ ଜନ୍ମରୁ ପକ୍ଷାଘାତରେ ଆକ୍ରାନ୍ତ। ଏହା ପରେ ମଧ୍ୟ ସେ ତାଙ୍କ ଧୈର୍ଯ୍ୟ ନ ହରାଇ ପାଠ ପଢା ଜାରି ରଖିଥିଲେ। ସେ ୩ ଥର ମଧ୍ୟପ୍ରଦେଶ PSC ଲିଖିତ ପରୀକ୍ଷା ପାଶ୍ କରିଛନ୍ତି।
ଅଢ଼େଇ ବର୍ଷର ଝିଅ ଜଳାନ୍ତକ ରୋଗରେ ପ୍ରାଣ ହରାଇଛି ।
ଅଚାନକ ନଦୀ ଗର୍ଭରେ କିଛି ଏପରି ଘଟିଲା, ଯାହାକୁ ସେମାନେ ଦେଖି ଭୟଭୀତ ହୋଇଗଲେ।
ଦିଲ୍ଲୀରେ ଆପ୍ ଓ ବିଜେପି ମଧ୍ୟରେ ସବୁବେଳେ ଟକ୍କର ଚାଲିଥାଏ । ଉଭୟ ଦଳର ନେତାଙ୍କ ମଧ୍ୟରେ ଖୁବ୍ କଥା କଟାକଟି ଚାଲେ ।
ଆଜି ମୁଗ୍ଧା ଗୋଡ୍ସେ ବଲିଉଡର ଜଣେ ପ୍ରସିଦ୍ଧ ଅଭିନେତ୍ରୀ। କିନ୍ତୁ ବଲିଉଡରେ ଏକ ସ୍ୱତନ୍ତ୍ର ସ୍ଥାନ ହାସଲ କରିବା ନେଇ ତାଙ୍କ ଯାତ୍ରା ଆଦୌ ସହଜ ନଥିଲା। ସେ ଦିନେ ୧୦୦ ଟଙ୍କାରେ ପେଟ୍ରୋଲ୍ ପମ୍ପରେ କାମ କରୁଥିଲେ।