ମଣିପୁର ବର୍ବର କାଣ୍ଡକୁ ନେଇ ସାରା ଦେଶରେ ପ୍ରତିବାଦର ନିଆଁ ଜଳୁଛି। ଗୋଟିଏପଟେ ଏହି ମାମଲାରେ ଗିରଫଦାରୀ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ସରକାରୀ ଏଜେନ୍ସି ଓ ସୁରକ୍ଷା ବାହିନୀ ମଣିପୁରରେ ଘଟିଥିବା ସମସ୍ତ ଘଟଣାକୁ ଯାଞ୍ଚ କରିଛନ୍ତି।
ୱେଷ୍ଟଇଣ୍ଡିଜ୍ ବିପକ୍ଷ ପୋର୍ଟଅଫ୍ ସ୍ପେନ ଟେଷ୍ଟରେ ଶକତ ହାସଲ । ଟେଷ୍ଟରେ ୨୯ ଶତକ ସହ ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ।
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ । ବନିଛନ୍ତି ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ ।
‘ସିଗନାଲିଂ ସର୍କିଟ ପରିବର୍ତ୍ତନରେ ତ୍ରୁଟିରୁ ଘଟିଲା ଦୁର୍ଘଟଣା । ଦୁର୍ଘଟଣାରେ ମୃତ ୨୯୫ରୁ ଚିହ୍ନଟ ଅପେକ୍ଷାରେ ୪୧ ମୃତଦେହ’, କହିଲେ ଅଶ୍ୱିନୀ
ମଣିପୁର ବର୍ବର କାଣ୍ଡକୁ ନେଇ ସାରା ଦେଶରେ ପ୍ରତିବାଦର ନିଆଁ ଜଳୁଛି। ମଣିପୁର ପେଚୀ ଅଂଚଳରେ ସୀମା ଡେଇଁଛି ଲୋକଙ୍କ ପୁଂଜିଭୁତ ଅସନ୍ତୋଷ। ଚରମ ରାଗରେ ଥିବା ଉତ୍ତ୍ୟକ୍ତ ଲୋକେ ଭାଙ୍ଗି ଦେଇଛନ୍ତି ମୁଖ୍ୟ ଅଭିଯୁକ୍ତର ଘର।
କୋର୍ଟ କହିଛନ୍ତି ଏଏସ୍ଆଇ ମସ୍ଜିଦ୍ ପରିସରରେ ସମସ୍ତ ପ୍ରକାର ସର୍ଭେ କରିପାରିବ ।
ସିସୀଲି ଉପକୂଳକୁ ଚାଲାଣ ହେଉଥିଲା ବୋଲି ଶୁକ୍ରବାର ପୋଲିସ ସୂଚନା ଦେଇଛି । ଏହି ମାମଲାରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି।
ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଆଇଆଇସି ପୁଷ୍ପଲତା ରାଉତରାୟ।
ସୁକୁମାରଙ୍କ ନିର୍ଦ୍ଦେଶିତ ଫିଲ୍ମ 'ପୁଷ୍ପ: ଦି ନିୟମ' ପାଇଁ ସମସ୍ତେ ଅପେକ୍ଷା କରିଛନ୍ତି। ଏହି ସମୟରେ ଅଲୁ ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ବାସ୍ତବରେ, ସେ ଏକ ଇଭେଣ୍ଟରେ 'ପୁଷ୍ପା ୨'ର ସଂଳାପ କହି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ଏହି ସଂଳାପ ଇଣ୍ଟରନେଟରେ ଖୁବ୍ ଭାଇରାଲ ହେବାରେ ଲାଗିଛି।
ଗୁଗୁଲର ଏଭଳି ନିଷ୍ପତ୍ତି କେବଳ ୟୁଜରଙ୍କ ସୁରକ୍ଷା ପାଇଁ ବୋଲି କୁହାଯାଇଛି ।
ଏହି ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରୁ ଏକ ଲଜ୍ଜାଜନକ ଖବର ମାମଲା ସାମ୍ନାକୁ ଆସିଛି। ଜଣେ ଅଭିନେତ୍ରୀଙ୍କ ସହ ଦୁଷ୍କର୍ମ ହେବା ଭଳି ଖବରକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ତାଙ୍କୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ କାମ ଦେବା କହି ଅଭିନେତ୍ରୀଙ୍କ ସହ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି।
କମ୍ପାନୀ ପକ୍ଷରୁ Bullet 350କୁ ସଂପୂର୍ଣ୍ଣ ନୂଆ ଶୈଳୀରେ ବଜାରକୁ ଛଡ଼ାଯିବ ବୋଲି କୁହାଯାଇଛି । କମ୍ପାନୀ ଏହି ବୁଲେଟ୍କୁ ନେଇ ଏକ ଟିଜର ମଧ୍ୟ ପ୍ରକାଶ କରିଛି ।
କ୍ରାଇମ୍ ଶୋ’ ‘କ୍ରାଇମ୍ ପାଟ୍ରୋଲ’ର ଏପିସୋଡ୍ ଦେଖି ପ୍ରେମିକର ଜୀବନ ନେଲା ପ୍ରେମିକା। ହେଲେ ଘଟଣାର ପର୍ଦ୍ଦାଫାସ ସେତେବେଳେ ହୋଇଥିଲା ଯେତେବେଳେ ଯୁବତୀ ଜଣକ ପ୍ରେମିକର ହତ୍ୟା ପାଇଁ ସାହାଯ୍ୟ ନେଇଥିବା ସାପୁଆ କେଳାକୁ ପୋଲିସ୍ ପଚରାଉଚରା କରିଥିଲା।
ଗାଡ଼ିରେ ପୋଲିସ ଲେଖିବା ଦ୍ୱାରା ରାସ୍ତାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ବୋଲି ସାଧାରଣରେ ଲୋକଙ୍କ ଧାରଣା ଥାଏ । ଏବେ ଉକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି ।
ଅଷ୍ଟ୍ରେଲିଆର ଜଣେ ମହିଳା ଏବେ ଖୁବ୍ ଚର୍ଚ୍ଚାରେ । ତାଙ୍କୁ ନେଇ ଏବେ ଢ଼େର ଆଲୋଚନା । କାରଣ ତାଙ୍କ ବିବାହ ଉତ୍ସବ ବେଳେ ଘଟିଯାଇଛି ଏମିତି ଏକ ଘଟଣା ଯାହା ନିହାତି ଭାବେ ଏକ ଚର୍ଚ୍ଚାର ବିଷୟ ।
ଜଣେ ସାଧାରଣ ଝିଅ ନୁହେଁ, ବରଂ ଜଣେ ଅଭିନେତ୍ରୀଙ୍କ ସହ ଏପରି ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି । ଯେଉଁଠି ତାଙ୍କ ସହ ଜଣେ ଯୁବକ ମିଠା ମିଠା କଥା କହି ବନ୍ଧୁତା ସ୍ଥାପନ କରି ତାଙ୍କୁ ଦୁଷ୍କର୍ମ କରିଛନ୍ତି ।
ଗୋଟିଏ ପରେ ଗୋଟିଏ ଲଗାତାର ୩ଥର ଭୂକମ୍ପରେ ଥରିଲା ଜୟପୁର। ଭୋର୍ ୪ଟା ୯ରୁ ସାଢ଼େ ୪ଟା ମଧ୍ୟରେ ୩ଥର ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା।
ICC ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକ ପ୍ରମୋରେ ସ୍ଥାନ ପାଇଛନ୍ତି ଓଡ଼ିଆ ପୁଅ ପିଣ୍ଟୁ। ଏଠି ବି ତାଙ୍କର ସେହି ଅନ୍ଦାଜ। ଆଉ ଯେଉଁଥିରେ ସେ ବେଷ୍ଟ୍ ତାକୁ ଦର୍ଶାଯାଇଛି।
ଦେଶର ମୁଣ୍ଡ ନୁଆଁଇଦେଲା ମଣିପୁରର ଜଘନ୍ୟ କାଣ୍ଡ । ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇବାର ଭିଡିଓ ଭାଇରାଲ୍ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ତିନି ଜଣଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି।
ଏମିତି ଏକ ମଜାଦାର ତଥା ସଚେତନତା ମୂଳକ ଭିଡିଓ ପୁଣି ଭାଇରାଲ କରିଛି ଦିଲ୍ଲୀ ପୋଲିସ ।
ମଣିପୁର ଲଜ୍ଜାକୁ ନେଇ ସଂସଦରୁ ସଡ଼କ ଯାଏଁ ଝଡ଼ । କୌଣସି ଅଭିଯୁକ୍ତଙ୍କୁ ଛଡ଼ାଯିବନି କହିଲେ ପ୍ରଧାନମନ୍ତ୍ରୀ ମୋଦି ।
୧୫ ଜଣଙ୍କ ମୃତ୍ୟୁ, ଦବିହୋଇ ରହିଛନ୍ତି ଆହୁରି ଅନେକ । ଉଦ୍ଧାର କାର୍ଯ୍ୟ ଜାରି ।
NESTS ପକ୍ଷରୁ EMRS ଷ୍ଟାଫ୍ ସିଲେକ୍ସନ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ମୃତକ ଯୁବକଙ୍କ ବୟସ ୨୪ ବୋଲି ଜଣାପଡ଼ିଥିବା ବେଳେ ତାଙ୍କ ନାଁ ସକ୍ଷମ ପୃଥି ବୋଲି ସୂଚନା ରହିଛି ।
ବାକି କର୍ମଚାରୀଙ୍କୁ ଶିକ୍ଷା ଦେବା ପାଇଁ ସବୁଠୁ ଭଲ କାମ କରୁଥିବା କର୍ମଚାରୀକୁ କମ୍ପାନୀରେ ବାହାର କରି ଦିଆଯାଇଛି ।