ISRO ବୈଜ୍ଞାନିକ / ଇଂଜିନିୟର ପଦ ପାଇଁ ବିଜ୍ଞପ୍ତି ଜାରି କରିଛି। ଆବେଦନ ପ୍ରକ୍ରିୟା ଚାଲିଛି। ଅନ୍ୟାନ୍ୟ ତଥ୍ୟ ପାଇଁ ପଢନ୍ତୁ।
ମାମୁ ଗୋବିନ୍ଦାଙ୍କ ମଧ୍ୟରେ ଥିବା ସବୁ ମତଭେଦର ଅନ୍ତ କରିବାକୁ ଚାହୁଛନ୍ତି କୃଷ୍ଣା ଅଭିଷେକ। ସେ ମାମୁ-ମାଇଁଙ୍କୁ ବହୁତ ଭଲ ପାଆନ୍ତି ବୋଲି କହିବା ସହ ମାଇଁ ତାଙ୍କ ପାଇଁ ବହୁତ କିଛି କରିଛନ୍ତି ଆଉ ସେ ତାଙ୍କ ମା’ ପରି ବୋଲି କହିଛନ୍ତି।
ଏପରି ସ୍ଥିତିରେ ଗ୍ରାହକ ସିନା କାନ୍ଦୁଛି ହେଲେ ବେପାରୀ କିନ୍ତୁ ମାଲେମାଲ। ଟମାଟୋ ବିକି ଶହେ କି ହଜାରେ ନୁହେଁ, ଏକାଥରକେ ଦେଢ଼ କୋଟି ଟଙ୍କା ରୋଜଗାର କରିଛନ୍ତି ଜଣେ ଚାଷୀ ।
ସ୍ତ୍ରୀ ଚାଲିଯିବା ପରେ ସ୍ୱାମୀ ତାଙ୍କ ଭୁଲ ବୁଝିପାରି ବଜାରରୁ ସେହି ଟମାଟୋ କିଣି ସ୍ତ୍ରୀଙ୍କୁ ଦେଇ ନିଜ ପାଖକୁ ଫେରାଇ ଆଣିଛନ୍ତି । ଏପରି ଏକ ଖବର ବର୍ତ୍ତମାନ ସମାଜିକ ଗଣମାଧ୍ୟମରେ ଖୁବ୍ ଭାଇରାଲ ହେବାର ଲାଗିଛି ।
ମୋ ବୋଉଲୋ...ବିଲାତିରେ ମାରିହେଉନି ହାତ...ଘର ଭିତରେ ମେଞ୍ଚାଏ ବିଲାତି ଅଛି ହେଲେ ତାକୁ ନାଗ ସାପ ଜଗିଛି । ନିଅ..କେମିତି ନେଉଛ।
ବାହାଘର ପରେ ଗୌରୀଙ୍କୁ ଧରି ତାଙ୍କ ଶ୍ୱଶୁର ଘର ଲୋକେ ଚାଲି ଯାଇଥିଲେ। କିନ୍ତୁ ଡଲିଙ୍କ ବର ମହମ୍ମଦ ଆସିଫ ଯୌତୁକକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ।
ବେକେ ପାଣିରେ ପଶି ରିପୋର୍ଟିଂ। ଜଣେ ମହିଳା ସାମ୍ବାଦିକା ବନ୍ୟା ପାଣିରେ ପଶି ଏନ୍ଡିଆର୍ଏଫ୍ ଉପକରଣ ବ୍ୟବହାର କରି ରିପୋର୍ଟିଂ କରୁଥିବା ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି।
ଟ୍ରେନର ଶେଷ କମ୍ପାର୍ଟମେଣ୍ଟ୍ ପଛରେ “X” ଚିହ୍ନ ଥିବାର ଅନେକ ଯାତ୍ରୀ ନିଶ୍ଚୟ ଦେଖିଥିବେ । ଅନେକଙ୍କ ମନରେ ନିଶ୍ଚିତ ପ୍ରଶ୍ନ ଆସିଥିବ ଏହି ଚିହ୍ନର ପ୍ରକୃତ ଅର୍ଥ କ’ଣ। ଏହାର ଅର୍ଥ ବୁଝାଇବାକୁ ଯାଇ ରେଳ ମନ୍ତ୍ରଣାଳୟ ଟ୍ୱିଟରକୁ ଯାଇଥିଲା ଏବଂ ଶେଷରେ ଏହାର ଉତ୍ତର ପାଇ ଅନେକ ବ୍ୟକ୍ତିଙ୍କ ଶଙ୍କା ଦୂର ହୋଇଛି।
ଫ୍ରାନ୍ସ ଗସ୍ତ ସାରି ୟୁଏଇ ଅଭିମୁଖେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱତନ୍ତ୍ର ଏବଂ ସ୍ମରଣୀୟ ହୋଇ ରହିବ ଏଥରର ଫ୍ରାନ୍ସ ଗସ୍ତ କହିଲେ ।
ରବିଚନ୍ଦ୍ରନ ଅଶ୍ୱିନୀ ଓ ରବୀନ୍ଦ୍ର ଜାଡେଜାଙ୍କ ବୋଲିଂ ଆଗରେ ବେଶି ସମୟ ତିଷ୍ଠି ପାରି ନ ଥିଲା ଘରୋଇ ଦଳ।
ବେକାରୀ ସମସ୍ୟା ବିଶ୍ୱସ୍ତରରେ ଏକ ଚିନ୍ତାର କାରଣ ହୋଇଛି। ଏପରି ପରିସ୍ଥିତିରେ, ଦକ୍ଷତା ବିକାଶ ଏବଂ ସେମାନଙ୍କର ସାମର୍ଥ୍ୟର ବିକାଶ ପାଇଁ ସେମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଆବଶ୍ୟକ ହୋଇପଡିଛି। ସେଥିପାଇଁ ପାଳନ ହେଉଛି ‘ବିଶ୍ୱ ଯୁବ ଦକ୍ଷତା ଦିବସ’।
୪ଟି ରାଫେଲ ଫାଇଟର ଜେଟ୍ ସହିତ ସି-17 ଗ୍ଲୋବମାଷ୍ଟର ଫ୍ଳାଏପାଷ୍ଟରେ ସାମିଲ ହୋଇଥିଲା । ଭାରତର ସର୍ବପୁରାତନ ରେଜିମେଣ୍ଟ ପଂଜାବ ରେଜିମେଣ୍ଟ ସହ ଭାରତର ନୌସେନା, ବାୟୁସେନା ପରେଡରେ ଅଂଶଗ୍ରହଣ କରିଥିଲେ ।
ଖସିଛି ଯମୁନା ନଦୀର ଜଳସ୍ତର... ହେଲେ ଥମୁନି ଦିଲ୍ଲୀବାସୀଙ୍କ ଦୁର୍ଦ୍ଦଶା । ଏବେ ବି ଅଣ୍ଟାଏ ଉଚ୍ଚରେ ପାଣି, ଥଳକୂଳ ପାଇ ହେଉନି ରାସ୍ତାର... ଚାରିଆଡ଼େ ଜଳବନ୍ଦୀ ଜୀବନ... ଶାନ୍ତିପଥରୁ ଆଇଟିଓକୁ ସଂଯୋଗ କରୁଥିବା ରାସ୍ତା ତ ଏକ ନଦୀର ଭ୍ରମ ସୃଷ୍ଟି କରୁଛି ।
ନିର୍ଦ୍ଧାରିତ କକ୍ଷପଥରେ ଅବସ୍ଥାପିତ ହେଲା ଚନ୍ଦ୍ରୟାନ-୩..ଜହ୍ନ ରାଇଜ ଅଭିମୁଖେ ଭାରତର ଯାତ୍ରା..
ସାରା ବିଶ୍ୱର ନଜର ଅଟକି ରହିଛି ଭାରତର ଏହି ଚନ୍ଦ୍ର ଅଭିଯାନ ଉପରେ ।
ଅର୍ଥ ସହ ଯୋଜନା ବିଭାଗ ସମ୍ଭାଳିବେ ଅଜିତ୍ ପାୱାର
୧୧ ଟଙ୍କାରେ କିଣା ହୋଇଥିବା ବହିଟି ୩୨ ଲକ୍ଷରେ ବିକ୍ରି ନେଇ ଆମେରିକାରେ ବେଶ୍ ଚର୍ଚ୍ଚା ଚାଲିଛି ।
ଦିଲ୍ଲୀକୁ ଭସାଇଲା ଯମୁନା ନଦୀ ପାଣି । ଆଇଟିଓ, ରାଜଘାଟ, ଯମୁନା ବଜାର, ୱାଜିରାବାଦ ଭଳି ସ୍ଥାନରେ ସ୍ଥିତି ସଙ୍ଗୀନ। ଏବେ ବି ରାସ୍ତା ଉପରେ ଚାଲିଛି ପାଣିର ପ୍ରଖର ସ୍ରୋତ।
Bastille Day Parade: ଭାରତର ୪ଟି ରାଫେଲ ଫାଇଟର ଜେଟ୍ ସହିତସି-17 ଗ୍ଲୋବମାଷ୍ଟର ଫ୍ଳାଏପାଷ୍ଟରେ ସାମିଲ ହୋଇଥିଲା
ଶାହରୁଖ ଖାନ ଓ ଦୀପିକା ପାଦୁକନ ଷ୍ଟାରର ‘ପଠାନ’ ଏବେ ପୁଣି ଏକ ରେକର୍ଡ ଭାଙ୍ଗିଛି। ଏହି ଫିଲ୍ମ ଏବେ ଋଷ ଏବଂ କମନ୍ୱେଲଥ୍ ଅଫ୍ ଇନ୍ଡିପେଡେଣ୍ଟ୍ ଷ୍ଟେଟ୍ (CIS) ର ୩,୦୦୦ ରୁ ଅଧିକ ପରଦାରେ ମୁକ୍ତିଲାଭ କରିଛି। ପ୍ରଥମ ଦିନର ରୋଜଗାରରେ ଏହା ବାହୁବଲୀର ରେକର୍ଡ ଭାଙ୍ଗିଛି।
ନିଯୁକ୍ତିକୁ ନେଇ ଉତ୍ତର ପୂର୍ବାଞ୍ଚଳ ରେଳବାଇ ପକ୍ଷରୁ କିଛି ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଉତ୍ତର ପୂର୍ବାଞ୍ଚଳ ରେଳ ଆପ୍ରେଣ୍ଟିସ ନିଯୁକ୍ତିରେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ଏକ ବର୍ଷ ପାଇଁ ଆପ୍ରେଣ୍ଟିସିପ୍ ଟ୍ରେନିଂ ନେବାକୁ ପଡିବ ।
ରିମାଣ୍ଡ ଶେଷ ପରେ ଜେଲ୍ ଗଲେ, ଜୁଲାଇ ୨୭ରେ ପରବର୍ତ୍ତୀ ଶୁଣାଣି । ଆଜି ରିମାଣ୍ଡ ସରିଥିବା ବେଳେ ଆଉ ରିମାଣ୍ଡରେ ନେଲାନି CBI ।
ଲାଇଫ୍ ପାର୍ଟନର ଖୋଜିବା ପାଇଁ ସୋସିଆଲ୍ ମିଡିଆରେ ବିଜ୍ଞପ୍ତି ଦେଲେ ଜଣେ ମହିଳା । ଯୋଗ୍ୟ ବର ଖୋଜିଦେଲେ ଦେବେ ୪ ଲକ୍ଷ ଟଙ୍କା ।
ଜୀବନର ସବୁ ହସଖୁସିରେ ସେ ପାଖରେ ଥିଲେ । ଝିଅ ଯେତେବେଳେ ଯାହା ମାଗୁଥିଲା..ସବୁ ଆଣି ଥୋଇ ଦେଉଥିଲେ.. ହେଲେ ସେହି ବାପାଙ୍କୁ ପ୍ରେମ ପାଇଁ ପୋଲିସ୍ ହାତରେ ବନ୍ଧାଇଲା ଝିଅ ।