ବ୍ୟକ୍ତିଙ୍କ ଦେହରେ ଗୁଳିବାଜିବା ପରେ ସେ ସେହି ରାସ୍ତାରେ ଟଳିପଡ଼ିଥିଲେ । କାନ୍ଧରେ ବସିଥିବା ଛୋଟ ଝିଅ ମଧ୍ୟ ରାସ୍ତାରେ ଖସିପଡ଼ିଥିଲା । ଘଟଣାର ଭିଡିଓ ସେଠାରେ ଲାଗିଥିବା ଏକ ସିସିଟିଭିରେ କଏଦ ହୋଇଛି ।
କୁହାଯାଏ ଜୀବନ ସାଥୀ ହେଉଛି ସାତ ଜନ୍ମର ସାଥୀ । ଗୋଟିଏ ଥର ବିବାହ କରିବା ପରେ ଉଭୟ ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥା’ନ୍ତି । ସାରା ଜୀବନ ଏକାଠି ରହିଥା’ନ୍ତି । ହେଲେ ବର୍ତ୍ତମାନ ଏମିତି ଏକ ପରମ୍ପରା ନଜରକୁ ଆସିଛି ଯାହା ସତରେ ଆଶ୍ଚର୍ଯ୍ୟ କଲା ଭଳି ।
ଭ୍ରଷ୍ଟାଚାରୀମାନେ ଦେଶର ସମ୍ପତ୍ତି ନେଇ ପଳାୟନ କରିଛନ୍ତି ।
ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ କରାଯାଇଥିଲା । ବର୍ତ୍ତମାନ ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାର ଲାଗିଛି ।
୨୦୨୪ରେ ବି ଲାଲକିଲ୍ଲା ପ୍ରାଚୀରରୁ ବଖାଣିବି ଦେଶର ଉପଲବ୍ଧି..
କିଏ ସେହି ଅତିଥି..ଯିଏ ସ୍ୱାଧୀନତା ଦିବସରେ ଉପସ୍ଥିତ ନରହି..ବାର୍ତ୍ତା ପଠାଇ ଦେଇଥିଲେ ..
ଯେପରିକି ବଣିଆ, କୁମ୍ଭାର, ବାରିକ ଏବଂ ସଫେଇ କର୍ମଚାରୀ ଭଳି କୌଳିକ ବର୍ଗର ଶ୍ରମିକ ମାନେ ଉପକୃତ ହେବେ । ବିଶେଷକରି ଯେଉଁମାନେ ଓବିସି ବର୍ଗରୁ ଆସିଛନ୍ତି ସେମାନେ ଏହି ଯୋଜନାର ଲାଭ ପାଇପାରିବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।
ପତାକା ଉତ୍ତୋଳନ ପରେ ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଫରଫର ହେଇ ଉଡ଼ୁଛି ତ୍ରିରଙ୍ଗା । ମନେପଡ଼େ ସଂଗ୍ରାମୀଙ୍କ ବଳିଦାନ । ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ।
ଅଗଷ୍ଟ ୧୫ ଭାରତୀୟ ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଏହି ଦିନ ପ୍ରାୟ ଦୁଇ ଶତାବ୍ଦୀ ପରେ ବ୍ରିଟିଶ ଉପନିବେଶ ଶାସନରୁ ଦେଶ ମୁକ୍ତ ହେଲା, ଯାହା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଉଲ୍ଲସିତ ହେବାର ଦିନ। ଆସନ୍ତୁ ଜାଣିବା ଏହି ବର୍ଷର ଥିମ୍।
ଦେଶର ୭୭ତମ ସ୍ୱାଧୀନତା ଦିବସ ପୂର୍ବରୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ବର୍ତ୍ତମାନ ସୁଦ୍ଧା ୨୯ ଜଣଙ୍କ ହେଲାଣି ପ୍ରାଣହାନୀ । ଉତ୍ତରାଖଣ୍ଡରେ ବି ସଙ୍ଗୀନ ସ୍ଥିତି ।
ତ୍ରିରଙ୍ଗା ଧରି ବିଭିନ୍ନ ସ୍ଥାନରେ ଶୋଭାଯାତ୍ରା । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା ।
ଯାତ୍ରୀଙ୍କ କହିବାନୁଯାୟୀ, କ୍ୟାବିନ୍ରେ ଏକ ‘ଜୋରଦାର ଧମାକା’ ହୋଇଥିଲା । ତାପରେ କିଛି ‘ପୋଡ଼ିବାର ଗନ୍ଧ’ ଜଣାପଡ଼ିଥିଲା ।
ଏହାର ଅଫିସିଆଲ୍ ୱେବ୍ସାଇଟ୍ www.ada.gov.in. କୁ ଯାଇ ଇଚ୍ଛୁକ ପ୍ରାର୍ଥୀ ବା ପ୍ରାର୍ଥିନୀ ଚାକିରି ପାଇଁ ଆବେଦନ କରିପାରିବେ ।
ହୋଟେଲକୁ ଟାର୍ଗେଟ କରି ଏୟାର ଷ୍ଟ୍ରାଇକ୍ କରାଯାଇଥିଲା । କାରଣ ଏହି ହୋଟେଲକୁ ପାକିସ୍ତାନୀ ତାଲିବାନ ହାଫିଜ ଗୁଲ ବାହାଦୂର ଦଳର କିଛି କର୍ମୀ ଆସୁଥିଲେ ।
ଆପଣଙ୍କ ମନରେ ପ୍ରଶ୍ନ ଆସୁଥିବ, କହିଁକି ? ଯିଏ ଏହି ଫିଲ୍ମରେ ଅଭିନୟ କରିଛନ୍ତି ତାଙ୍କୁ ପୁଣି ଫିଲ୍ମ ଦେଖିବାକୁ କିଏ ବାରଣ କରିବ ?
ସଲିସିଟର ଜେନେରାଲ ତୁସାର ମେହେତା ମଧ୍ୟ ସେହିଭଳି ସବୁ ମେସେଜ୍କୁ ମିଥ୍ୟା ବୋଲି କହିଛନ୍ତି ।
ଏ କିପରି ସ୍ୱାମୀ..ଯିଏ ଇର୍ଷାପରାୟଣ ହୋଇ ସ୍ତ୍ରୀକୁ ମାରିଦେଲା...ତା’ ପୁଣି ଦୁଇ ଛୁଆଙ୍କ ଆଖି ସାମ୍ନାରେ
ଏଣିକି ସୀମାରେ ପହରା ଦେବ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ‘ହେରୋନ ମାର୍କ-୨’ ଡ୍ରୋନ୍। ପ୍ରଥମ ଥର ଲାଗି ଭାରତ ସୀମାରେ ଏଭଳି ଡ୍ରୋନ୍ ନିୟୋଜିତ ହେବ।
ଏପରି ଦୁଃଖ କାହାକୁ ନଦିଅନ୍ତୁ ଭଗବାନ୍ । ଗୋଟିଏ ଘରୁ ଦୁଇ ଦିନ ଭିତରେ ଦୁଇଟି କୋକେଇ ଉଠିଲା । NEET ପରୀକ୍ଷାରେ ଫେଲ୍ ହେବାରୁ ଆତ୍ମହତ୍ୟା କଲେ ଛାତ୍ର, ପୁଅ ମୃତ୍ୟୁରେ ଅଧୀର ହୋଇ ବାପା ବି ଜୀବନ ହାରିଲେ ।
ସ୍ୱାଧୀନତା ଦିବସରେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଏବା ଓ ଜୈଶ-ଏ-ମହମ୍ମଦ ଭାରତରେ ଆକ୍ରମଣ ପାଇଁ ଯୋଜନା କରିଛନ୍ତି।
ଉତ୍ତରାଖଣ୍ଡ ଡେରାଡୁନରେ ନଦୀ କୂଳରେ ଥିବା ଡିଫେନ୍ସ କଲେଜ ବିଲ୍ଡିଂ ଭୁଶୁଡିବା ସହ ଭାସି ଯାଇଛି ।
ସ୍ୱୟଂକୃତ, ଏକକ ନିୟନ୍ତ୍ରିତ ପ୍ରବେଶ ଦ୍ୱାର ରହିଛି । ମୁଖ୍ୟ ପ୍ରବେଶ ଦ୍ୱାର ବନ୍ଦ ନହେବା ଯାଏଁ ଗଡ଼ିବନି ଟ୍ରେନ୍ । ପ୍ରତି କୋଚରେ ୬ଟି ଲେଖାଏଁ କ୍ୟାମେରା ଲାଗିଛି । ସବୁ କ୍ୟାମେରାରେ ୨୪ ଘଣ୍ଟିଆ ଲାଇଭ୍ ରେକର୍ଡିଂ ।
ଜଣେ ଭାରତୀୟ ନାଗରିକ ଭାବେ ଆଇନଗତ ଅଧିକାର ସମ୍ପର୍କରେ ଅବଗତ ହେବା ଅତ୍ୟନ୍ତ ଜରୁରୀ। ଯାହାକି ଆପଣଙ୍କ ଆତ୍ମବିଶ୍ୱାସକୁ ସୁଦୃଢ଼ କରିବା ସହ ବିଭିନ୍ନ ପରିସ୍ଥିତିକୁ ସାମ୍ନା କରିବାରେ ସହାୟକ ହୋଇଥାଏ।