ଆଜି ସାରା ବିଶ୍ୱ ପାଳୁଛି ‘ୱାର୍ଲ୍ଡ ୱାଇଡ୍ ୱେବ୍ ଦିବସ’। 'ୱାର୍ଲ୍ଡ ୱାଇଡ୍ ୱେବ୍' ଆଜି ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ସହିତ ଅନେକ ଉନ୍ନତ ବୈଶିଷ୍ଟ୍ୟ ସହିତ ଆସିଛି। ତିନି ଦଶନ୍ଧିର ଅଗ୍ରଗତି ପରେ, WWW ର ଏହି ଯାତ୍ରାରେ ଅନେକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଆସିଛି ଯାହା ବର୍ତ୍ତମାନର ରୂପ ନେଇଛି।
୨୦୦୨ରୁ ୨୦୦୭ ସଲମାନଙ୍କ ପାଇଁ ବହୁତ ଅଶୁଭ ଥିଲା। ସେତେବେଳେ ଲାଗୁଥିଲା ଯେପରି ସଲମାନଙ୍କ କ୍ୟାରିୟର ବୁଡିଯିବ। ସେହି ସମୟରେ ବଲିଉଡ୍ର ଜଣେ ସାଉଥ୍ ଅଭିନେତା ନିର୍ଦ୍ଦେଶକ ସଲମାନଙ୍କ ପାଇଁ ଭଗବାନ ହୋଇ ଆସିଥିଲେ ଆଉ ତାଙ୍କ ଉଜୁଡା କ୍ୟାରିଅରକୁ ସଜାଡି ଦେଇଥିଲେ।
ବିମାନ ଚଳାଚଳ ପ୍ରଭାବିତ ହୋଇଛି। ଏଥିଯୋଗୁଁ ଯାତ୍ରୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।
ଚଳିତବର୍ଷ ଶେଷ ଆଡ଼କୁ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବାକୁ ଥିବା ବେଳେ, ଦେଶର ପଲିଟିକାଲ୍ ମାହୋଲ୍ ବି ସରଗରମ ହେଉଛି। ତେବେ ରାଜନୈତିକ ସଭାରେ ଏଭଳି ଆତଙ୍କୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି ।
ସୀମା ହାଇଦର ପାକିସ୍ତାନରୁ ଭାରତ ଆସିବା ମାତ୍ରେ ତାଙ୍କ ଭାଗ୍ୟ ବଦଳିଯାଇଛି। ସୀମା ତାଙ୍କ ସ୍ୱପ୍ନରେ ବି ଯାହା କେବେ ଭାବି ନଥିଲେ, ବର୍ତ୍ତମାନ ତାହା ସତ ହେବାକୁ ଯାଉଛି। ଶୁଣାଯାଉଛି ଯେ ବର୍ତ୍ତମାନ ସୀମା ବଲିଉଡର ହିରୋଇନ୍ ହେବାର ସୁଯୋଗ ପାଇଛନ୍ତି।
ଆୟର୍ଲାଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା ହୋଇଛି । ବହୁତ ଦିନ ପରେ ଦଳକୁ ଫେରିଛନ୍ତି ଭାରତୀୟ ଷ୍ଟାର ବୋଲର ଯଶପ୍ରୀତ ବୁମ୍ରା ।
ଭଲରେ ଶୋଇବା ଆପଣଙ୍କର ମୌଳିକ ଅଧିକାର। ଯଦି କେହି ଆପଣଙ୍କୁ ଶୋଇବା ପାଇଁ ମନା କରନ୍ତି କିମ୍ବା ବାଧା ଦିଅନ୍ତି ତା’ହେଲେ ଆପଣ ତାଙ୍କ ବିରୋଧରେ ମାମଲା ରୁଜୁ କରିପାରିବେ।
ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଏହା ଉପକୂଳ ଛୁଇଁପାରେ।
ପୃଥିବୀ ନିକଟରୁ ବିଦାୟ ନେଲା ଚନ୍ଦ୍ରୟାନ-୩। ଆଜିଠାରୁ ପୃଥିବୀ କକ୍ଷପଥକୁ ଛାଡ଼ି ଏହା ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛି।
ମାସ ଆରମ୍ଭରୁ ଜନତାଙ୍କ ପାଇଁ ଖୁସି ଖବର। ଶସ୍ତା ହେଲା ଏଲ୍ପିଜି ଗ୍ୟାସ୍ ସିଲିଣ୍ଡର ଦର। କେବଳ କମର୍ସିଆଲ୍ ସିଲିଣ୍ଡର ଦର ହ୍ରାସ ପାଇଛି।
ଶ୍ରମିକଙ୍କ ଉପରେ ଖସି ପଡ଼ିଲା କ୍ରେନ୍। ଗତକାଲି ବିଳମ୍ବିତ ରାତିରେ ମହାରାଷ୍ଟ୍ର ସାହାପୁରରେ ଜାତୀୟ ରାଜପଥ କାମ ଚାଲିଥିବା ବେଳେ ଏହି ବଡ଼ ଅଘଟଣ ଘଟିଛି।
ପ୍ରେମ ପାଇଁ କିଏ ଭାରତ ଚାଲି ଆସିଲାଣି ତ କିଏ ଭାରତ ଛାଡ଼ି ଦେଲାଣି...ଲାଗୁଛି ଯେମିତି ସୀମାପାର ପ୍ରେମକାହାଣୀ ଏକ ଟ୍ରେଣ୍ଡ ପାଲଟିଗଲାଣି...
ବିମାନ ଭିତରେ କ୍ରିକେଟର ମହେନ୍ଦ୍ର ସିଂ ଧୋନିଙ୍କ ଶୋଇଥିବା ଭିଡିଓ ରେକର୍ଡିଂ କରି ଟ୍ରୋଲ୍ ହେଲେ ଏୟାର ହୋଷ୍ଟେସ୍। ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍ ପରେ ଧୋନିଙ୍କ ଫ୍ୟାନ୍ସ ଏୟାର ହୋଷ୍ଟେସ୍ଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପୋଲିସର ସୂଚନାନୁସାରେ ୨୧ ଲକ୍ଷ ଟଙ୍କାର ଟମାଟୋ ନେଇ ଆସୁଥିବା ଏକ ଟ୍ରକ୍ ନିଖୋଜ ହୋଇଯାଇଛି । ଯାହାର ପତ୍ତା ମିଳୁନାହିଁ । ଟ୍ରକ୍ଟି କର୍ଣ୍ଣାଟକର କୋଲାରରୁ ରାଜସ୍ଥାନର ଜୟପୁରକୁ ଯାଉଥିଲା
‘ଦୟାକରି ତାକୁ ଛାଡ଼ିଦିଅ। ସେ ନିରୀହ ପିଲା। ଯଦି ସେ କିଛି ଭୁଲ୍ କରିଛି, ତା’ପାଇଁ ମୁଁ କ୍ଷମା ମାଗି ନେଉଛି। ହେଲେ ମୋ ପୁଅକୁ ଛାଡ଼ିଦିଅ’...ଏଭଳି କିଛି ଭାବପ୍ରବଣ ହୋଇ ଆତଙ୍କାବାଦୀକୁ ନିବେଦନ କରିଛନ୍ତି ଜଣେ ଯବାନଙ୍କ ମା’।
୨୦୨୩-୨୪ ବର୍ଷ ଲାଗି ଆୟକର ରିଟର୍ଣ୍ଣ ଦାଖଲର ଆଜି ଶେଷ ଦିନ। ଗତକାଲି ସୁଦ୍ଧା ପ୍ରାୟ ୬ କୋଟି ରିଟର୍ଣ୍ଣ ଫାଇଲିଂ ହୋଇଛି ।
ହଷ୍ଟେଲ ପକ୍ଷରୁ ମଧ୍ୟ ମେଲ୍ ଆସିଥିଲା । କର୍ତ୍ତୃପକ୍ଷଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏପରି ଆଚରଣ ଗ୍ରହଣୀୟ ନୁହେଁ ବୋଲି କୁହାଯାଇଥିଲା ।
ମଣିପୁର ଭାଇରାଲ୍ ଭିଡ଼ିଓ ମାମଲାରେ ୨ ଜଣ ପୀଡ଼ିତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରନ୍ତୁ ବୋଲି ପୀଡ଼ିତା ପିଟିସନ୍ ଦାଖଲ କରିଛନ୍ତି।
ଚଳନ୍ତା ଟ୍ରେନ୍ରେ ଗୁଳିମାଡ଼। RPF କନଷ୍ଟେବଲ୍ଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି। । ଫାୟାରିଂ ପରେ କନଷ୍ଟେବଲ ଟ୍ରେନ୍ରୁ ଡେଇଁ ପଡ଼ିଥିଲେ।
ଯେଉଁମାନେ ବିମାନ ଚଳାଚଳ କ୍ଷେତ୍ରରେ କ୍ୟାରିୟର କରିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ବହୁତ ବଡ଼ ସୁଯୋଗ ଅଛି। ଆପଣ ଯଦି ଏଥିପାଇଁ ଇଛୁକ ତେବେ ଏହି ଟିପ୍ସଗୁଡିକ ଉପରେ ନଜର ପକେଇ ନିଅନ୍ତୁ। ଏହା ଆପଣଙ୍କ ଲକ୍ଷ ପୂରଣ କରିବାରେ ସହାୟକ ହେବ।
ରାଗିବା ଠାରୁ ଆରମ୍ଭ କରି ଖୁସି ହେବା ପର୍ଯ୍ୟନ୍ତ, ହରମୋନର ବହୁତ ପ୍ରଭାବ ଥାଏ। ଆପଣ ନିଶ୍ଚୟ ଦେଖିଥିବେ ଯେ ଦୁର୍ବଳ ଏବଂ ଅସୁସ୍ଥ ଲୋକମାନେ ଅଧିକ ଚିଡିଚିଡା ହୋଇଥାନ୍ତି। ତେବେ ଆସନ୍ତୁ ଜାଣିବା କେଉଁ ସବୁ ଖାଦ୍ୟ ଖାଇବା ଦ୍ୱାରା ଶରୀରରେ ହାପି ହରମୋନ୍ଗୁଡ଼ିକୁ ସକ୍ରିୟ ହୋଇଥାନ୍ତି।
ମନ୍ କି ବାତରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ମୋଦି। ଦେଶର ସହିଦଙ୍କୁ ସମ୍ମାନ ଜଣାଇ ଅଭିଯାନ ଆରମ୍ଭ ହେବ। ସାରା ଦେଶରେ ସହିଦଙ୍କ ସ୍ମୃତିରେ ବହୁ କାର୍ଯ୍ୟକ୍ରମ ଆୟୋଜନ ହେବ।
ମଣିପୁରରେ ଗତ ୯୦ ଦିନ ଧରି ବିଗିଡ଼ି ଯାଇଛି ଆଇନ୍ ଶୃଙ୍ଖଳା ପରିସ୍ଥିତି। ତେଣୁ ତୁରନ୍ତ ଶାନ୍ତି ଫେରାଇ ଆଣିବାକୁ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ବିରୋଧୀ ମେଣ୍ଟ।
ଇଣ୍ଡିଆ ଟିଭି- CNXର ଓପିନିଅନ୍ ପୋଲ୍ ଆକଳନରୁ ଏହି ତଥ୍ୟ ଆସିବା ପରେ ରାଜନୈତିକ ମହଲରେ ଚର୍ଚ୍ଚା, ବିତର୍କ ଆରମ୍ଭ ହୋଇଛି।
ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ। ବିସ୍ଫୋରଣରେ ୪୦ ମୃତ, ୮୦ ଆହତ। ଖାଇବର ପଖତୁନଖ୍ୱାରେ ବିସ୍ଫୋରଣ ହୋଇଛି।