ବାରମ୍ବାର ଗର୍ଭପାତ କାହିଁକି ହେଉଛି ତାହା ଉପରେ ଏହା ସବିଶେଷ ଧାରଣା ଦେଇପାରିବ ବୋଲି ବୈଜ୍ଞାନିକମାନେ ମତ ରଖିଛନ୍ତି।
ଭାରତ ସମେତ ବିଶ୍ୱରେ ଏମିତି ଅନେକ ଦେଶ ଅଛି ଯେଉଁଠି ବିନା ଅନୁମତିରେ ଆପଣ ଫୋନ୍ କଲ୍ ରେକର୍ଡିଂ କରିବା ବେଆଇନ୍। ତେବେ କିଛି ଥାର୍ଡ-ପାର୍ଟି ଆପ୍ ମାଧ୍ୟମରେ କଲ୍ ରେକର୍ଡିଂ ସମ୍ଭବପର ହୋଇଥାଏ।
ଅନ୍ଧାର ରାତିରେ ମଝି ସମୁଦ୍ରରେ ବୁଡ଼ିଗଲା ଡଙ୍ଗା। ଏଥିରେ ୭୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅଧିକାଂଶ ଲୋକଙ୍କ କୌଣସି ପତ୍ତା ମିଳିପାନାହିଁ।
ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆଜି ଗୁଜରାଟ ଉପକୂଳ ଛୁଇଁବ ବାତ୍ୟା ‘ବିପର୍ଯ୍ୟୟ’। ସନ୍ଧ୍ୟାରେ ଏହା ଲ୍ୟାଣ୍ଡଫଲ୍ କରିପାରେ। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୩୫ କିଲୋମିଟର ରହିବାର ସମ୍ଭାବନା ରହିଛି।
ରାତି ପ୍ରାୟ ୯ଟା ୧୦ ମିନିଟ ସମୟରେ ହଠାତ୍ ଚେକ୍ ଇନ୍ କାଉଣ୍ଟର ପାଖ ଅଂଚଳରେ ନିଆଁ ଲାଗିଯାଇଥିଲା।
ଯେତେବେଳେ ଟଙ୍କା ଚୋରି ହେବା କଥା ବାପା ଜାଣିଥିଲେ, ସେତେବେଳେ ପୁଅକୁ ଫୋନ୍ କରି ଡ଼କାଇଥିଲେ।
ସ୍ୱର ତାରକା ଶାରଦା ରାଜନଙ୍କର ଦେହାନ୍ତ ହୋଇଛି। ୮୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଅନେକ ସୁପରହିଟ୍ ଗୀତରେ ନିଜ କଣ୍ଠଦାନ କରିଛନ୍ତି।
ସର୍ବସାଧାରଣ ସ୍ଥାନରେ ଲୁଙ୍ଗି କିମ୍ବା ନାଇଟି ପିନ୍ଧିବା ନିଷେଧ, ଏହି ସୋସାଇଟିରେ ଲାଗୁ ହେଲା ନୂଆ ଡ୍ରେସ୍ କୋଡ୍
NLC ଇଣ୍ଡିଆ ଲିମିଟେଡ୍ ଇଣ୍ଡଷ୍ଟ୍ରିଆଲ୍ ଟ୍ରେନୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ବାହାର କରିଛି। ୫୦୦ଟି ପଦବୀ ପୂରଣ ହେବ। କେବେ ଅଛି ଆବେଦନର ଶେଷ ତାରିଖ, ଦରମା କେତେ ଜାଣିବା ପାଇଁ ପଢନ୍ତୁ।
ପାଖରେ ଫଟା ପାହୁଲା ଟିଏ ନାହିଁ । ବାଇକ୍ ନଥିବାରୁ ଚାଲି ଚାଲି କରନ୍ତି ଫୁଡ୍ ଡେଲିଭରି । ହେଲେ ଗ୍ରାହକଙ୍କ ଗୋଟିଏ ପଦକ୍ଷେପ ବଦଳାଇଦେଲା ଡେଲିଭରି ବୟଙ୍କ ଭାଗ୍ୟ ।
ନାସିରୁଦ୍ଦିନ ଶାହା ନିକଟରେ ପାକିସ୍ତାନର ସିନ୍ଧି ଭାଷା ଉପରେ ନିଜର ମତ ଦେଇଛନ୍ତି। ଏଥିପାଇଁ ପାକିସ୍ତାନୀ ସିନ୍ଧିମାନେ ଅଭିନେତାଙ୍କୁ ଟାର୍ଗେଟ୍ କରିଥିଲେ, ଏହା ପରେ ନାସିରୁଦ୍ଦିନ ଶାହାଙ୍କୁ ସର୍ବସାଧାରଣରେ କ୍ଷମା ମାଗିବାକୁ ପଡିଛି।
ପ୍ରଭାସଙ୍କ 'ଆଦିପୁରୁଷ' ରିଲିଜ୍ ହେବାକୁ ଆଉ ମାତ୍ର ଦୁଇ ଦିନ ବାକି ଅଛି। ଫିଲ୍ମର ଟିକେଟ୍ ମୂଲ୍ୟକୁ ନେଇ ଏକ ନୂଆ ଅପଡେଟ୍ ସାମ୍ନାକୁ ଆସିଛି। ବଢିଛି ଟିକେଟ୍ ମୂଲ୍ୟ। ଏହା ସହିତ ୧ ଲକ୍ଷରୁ ଅଧିକ ମାଗଣା ଟିକେଟ୍ର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହା ଦ୍ୱାରା ଗରିବ ଓ ଅଭାବୀ ଲୋକେ ଫାଇଦା ପାଇବେ।
ସେଣ୍ଟ୍ରାଲ ବ୍ୟାଙ୍କିଂ ଲଣ୍ଡନ ଦ୍ୱାରା ବିବେଚିତ ହୋଇଛନ୍ତି ଶକ୍ତିକାନ୍ତ, ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଅଛନ୍ତି ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ।
ଘରକୁ ଆସୁଥିବା କିଛି ଗ୍ୟାସ ସିଲିଣ୍ଡରରେ ଲିକେଜ୍ ରହୁଥିବା ବେଳେବେଳେ ଦେଖିବାକୁ ମିଳିଥାଏ । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଡର ରହିଥାଏ ।
ଖାଲି ସେତିକି ନୁହେଁ, ଏହାପରେ ସେଲୁନ୍ର ମ୍ୟାନେଜର ଉକ୍ତ ଗ୍ରାହକଙ୍କୁ ଆଉ ଏକ ଗିଫ୍ଟ କାର୍ଡ ବା କୁପନ କିଣିବାକୁ ମଧ୍ୟ ପ୍ରବର୍ତ୍ତାଇଥିଲେ ।
ଡ୍ରାମା ନା ସତରେ ହୋଇଛି ଛାତିରେ ଯନ୍ତ୍ରଣା । ଏବେ ହସ୍ପିଟାଲରେ ତାମିଲନାଡୁର ଶକ୍ତିମନ୍ତ୍ରୀ ଭି ସେନ୍ଥିଲ ବାଲାଜୀ ।
ଅଧିକାରୀଙ୍କ କହିବାନୁଯାୟୀ ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାର ଖୁବ୍ ସମ୍ଭାବନା ରହିଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ହିଂସା ପ୍ରଭାବିତ ମଣିପୁରରେ ଶାନ୍ତି ପ୍ରୟାସ ଜାରି ରହିଥିବା ବେଳେ ପୁଣି ହିଂସାକାଣ୍ଡ ଘଟି ୯ ଜଣଙ୍କ ଜୀବନ ଚାଲିଯାଇଛି ।
ପବନର ଘଣ୍ଟାପ୍ରତି ବେଗ ୧୨୫ରୁ ୧୩୫ କିଲୋମିଟର ଏବଂ ବେଳେବେଳେ ୧୫୦ କିଲୋମିଟର ବେଗ ବହିବ ବୋଲି ପୂର୍ବାନୁମାନ କରାଯାଇଛି ।
ଗିରଫର ମାତ୍ର ଏକ ଘଣ୍ଟାର ଶୁଣାଣି ପରେ ଟ୍ରମ୍ପଙ୍କୁ ଜାମିନ ପ୍ରଦାନ କରିଥିଲେ କୋର୍ଟ ।
‘ବିଶ୍ୱ ରକ୍ତଦାତା ଦିବସ’ ସାରା ବିଶ୍ୱରେ ବହୁତ ଉତ୍ସାହର ସହିତ ପାଳନ କରାଯାଏ। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ରକ୍ତ ଆବଶ୍ୟକ କରୁଥିବା ବ୍ୟକ୍ତିଙ୍କୁ ସାହାଯ୍ୟ କରିବା। ବିନା ରକ୍ତରେ ଏ ଶରୀର କେବଳ ମାଂସ ଏବଂ ହାଡରେ ନିର୍ମିତ ଏକ କଙ୍କାଳ। ରକ୍ତ ଅଭାବ ଜଣେ ବ୍ୟକ୍ତିର ଜୀବନକୁ ବିପଦରେ ପକାଇପାରେ।
ନିୟମ ଉଲ୍ଲଙ୍ଘନ କରିବେ, ତା’ହେଲେ ମୋଟର ଭେଇକିଲ ଆକ୍ଟ ଓ ପରିବେଶ ସୁରକ୍ଷା ଆଇନ ଅନୁସାରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଘଣ୍ଟାପ୍ରତି ଦେଢ଼ଶହ କିଲୋମିଟର ବେଗରେ ବହିପାରେ ପବନ । ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତିର ଆଶଙ୍କା ।