Advertisment

‘ଫୋନି’ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସୁଛି ଆନ୍ତଃ ମନ୍ତ୍ରାଳୟ ସ୍ତରୀୟ କମିଟି

ଭୁବନେଶ୍ୱର: ‘ଫୋନି’ ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ କରିବା ପାଇଁ ଓଡ଼ିଶା ଆସୁଛି ଆନ୍ତଃ ମନ୍ତ୍ରାଳୟ ସ୍ତରୀୟ କମିଟି। ପ୍ରଧାନମନ୍ତ୍ରୀ ତଥା ଗୃହ ମନ୍ତ୍ରାଳୟର ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ନେତୃତ୍ୱରେ ଏହି ଟିମ୍ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ। ଟିମ୍‌ର ସଦସ୍ୟମାନେ ୧୨ ତାରିଖ ସଂଧ୍ୟାରେ ଭୁବନେଶ୍ୱର ପହଞ୍ଚିବେ। ଏହାପରେ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ‘ଫୋନି’ ଦ୍ୱାରା ପ୍ରଭାବିତ ହୋଇଥିବା ବିଭିନ୍ନ ଅଞ୍ଚଳ ଗସ୍ତ କରି କ୍ଷୟକ୍ଷତିର ଆକଳନ କରିବେ।

‘ଫୋନି’ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସୁଛି ଆନ୍ତଃ ମନ୍ତ୍ରାଳୟ ସ୍ତରୀୟ କମିଟି

3

Advertisment

ଭୁବନେଶ୍ୱର: ‘ଫୋନି’ ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ କରିବା ପାଇଁ ଓଡ଼ିଶା ଆସୁଛି ଆନ୍ତଃ ମନ୍ତ୍ରାଳୟ ସ୍ତରୀୟ କମିଟି। ପ୍ରଧାନମନ୍ତ୍ରୀ ତଥା ଗୃହ ମନ୍ତ୍ରାଳୟର ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ନେତୃତ୍ୱରେ ଏହି ଟିମ୍ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ।

Advertisment

ଟିମ୍‌ର ସଦସ୍ୟମାନେ ୧୨ ତାରିଖ ସଂଧ୍ୟାରେ ଭୁବନେଶ୍ୱର ପହଞ୍ଚିବେ। ଏହାପରେ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ‘ଫୋନି’ ଦ୍ୱାରା ପ୍ରଭାବିତ ହୋଇଥିବା ବିଭିନ୍ନ ଅଞ୍ଚଳ ଗସ୍ତ କରି କ୍ଷୟକ୍ଷତିର ଆକଳନ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ