ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟା ‘ସିତ୍ରାଙ୍ଗ’ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ‘ସିତ୍ରାଙ୍ଗ’ ଘଣ୍ଟା ପ୍ରତି ୧୨ କି.ମି. ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି।
ଆଜି ଉପକୂଳ ଓଡିଶାରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ରହିପାରେ। ସର୍ବାଧିକ ପବନର ବେଗ ଘଣ୍ଟା ପ୍ରତି ୫୫ କିଲୋମିଟରକୁ ବୃଦ୍ଧି ହୋଇପାରେ।
ନଦୀ ଭିତରେ ସିଧା ସଳଖ ମଳତ୍ୟାଗ କରୁଛନ୍ତି ଲୋକେ । ବାହ୍ୟମଳମୁକ୍ତ ଅଞ୍ଚଳ ଘୋଷଣା ସତ୍ତ୍ୱେ ଖୋଲାରେ ମଳତ୍ୟାଗ ।
୧୮ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇବ।
ନବମ ଶ୍ରେଣୀର ଛାତ୍ର ଶ୍ରୀତମ । ରବିବାର ଦିନ ସୁଦ୍ଧକଁଠି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଜୟ କୁମାର ସାହୁ ତାଙ୍କୁ ଟ୍ୟୁସନ ହେବାକୁ ଡାକିଥିଲେ । ଶ୍ରୀତମଙ୍କ ସହ ଅନ୍ୟ ୩ ଜଣ ବି ଟ୍ୟୁସନ ଯାଇଥିଲେ ।
ଖୋଦ୍ ବିଜେଡିର ସାଂସଦ ଓ ବିଧାୟକଙ୍କ କରୁଛନ୍ତି ବିରୋଧ ।
ଜଗତସିଂହପୁରର ସ୍ୱର୍ଗତ ମନୋଜ ମହାନ୍ତିଙ୍କ ଝିଅ ସ୍ୱହା ମହାନ୍ତି । ସାରା ଓଡିଶାରେ ୩୪ ନମ୍ବର ରାଙ୍କ ରଖି ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ।
ଉପକୂଳ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆଗାମୀ କିଛି ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁରର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବାଲିଯାତ୍ରା ତଳ ପଡ଼ିଆରେ ହଜାର ହଜାର ଲୋକ ଉପସ୍ଥିତ ରହି ରାବଣପୋଡି ଉତ୍ସବ ଦେଖିବାପାଇଁ ଅପେକ୍ଷା କରିଥିଲେ । ହେଲେ ବର୍ଷା ହେବା ପରେ କିଏ ଜରି ପାଲ ତଳେ ରହିଥିଲେ ତ କିଏ ମୁଣ୍ଡରେ ଚେୟାର ରଖି ବର୍ଷା ଦାଉରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରିଥିଲେ ।
୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨ ତାରିଖରୁ ଅର୍ଥାତ୍ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସର୍ବନିମ୍ନ ମୌଳିକ ସୁବିଧାରୁ ବଞ୍ଚିତ ସାଧାରଣ ଲୋକେ । ଶୋଚନୀୟ ରାସ୍ତାଘାଟ, ବିପର୍ଯ୍ୟସ୍ତ ଡ୍ରେନେଜ ବ୍ୟବସ୍ଥା ।
ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି ।
ରହସ୍ୟଜନକ ହୋଇପଡ଼ିଛି ପାରାଦୀପ ଗଣଦୁଷ୍କର୍ମ ମାମଲା । ଆଗରୁ ୨ ଅଭିଯୁକ୍ତଙ୍କ ଟେଷ୍ଟ ଆଇଡେଣ୍ଟିଫିକେସନ୍ ବା ଟିଆଇ ପରେଡ୍ ସରିଥିବା ବେଳେ ବାକି ୨ ଅଭିଯୁକ୍ତଙ୍କ ଟିଆଇ ପରେଡ୍ ଶନିବାର ହେବାର ଥିଲା । ହେଲେ ଠିକ୍ ସେହି ଦିନ ହିଁ ପୀଡ଼ିତା ନିଖୋଜ ହୋଇଗଲେ ।
ନାବାଳିକାକୁ ଅପହରଣ ପରେ ୪ ଦିନ ଧରି ଅଟକ ରଖି ଦୁଷ୍କର୍ମ କରାଯାଇଥିବା ଲକ୍ ଥାନାରେ ଅଭିଯୋଗ ହୋଇଛି ।
ବାଙ୍କିରୁ ଆଠଗଡ଼, କୋଣାର୍କରୁ ପାରାଦୀପ । ସବୁ ଅଞ୍ଚଳରେ ଏବେ ବି ମହାନଦୀର ଶାଖାନଦୀ ଗୁଡ଼ିକର ବଢ଼ି ପାଣି କମୁନଥିବାରୁ ବିପନ୍ନଙ୍କ ପିଛା ଛାଡୁନି ଦୁର୍ଦ୍ଦଶା ।
SRCଙ୍କ ସୂଚନା ଅନୁଯାୟୀ, ଚଳିତ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ବନ୍ୟା ପ୍ଲାବିତ ଅଞ୍ଚଳରୁ ୫ଟି ସାପ କାମୁଡ଼ା ମାମଲା ସାମ୍ନାକୁ ଆସିଲାଣି ।C
ବନ୍ୟାବେଳେ ଲଘୁଚାପ ବର୍ଷାକୁ ନେଇ ବଢୁଛି ଚିନ୍ତା । ୨୦ ତାରିଖରେ ଓଡ଼ିଶା ଓ ଛତିଶଗଡ଼କୁ ଦିଆଯାଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ ।
କମୁଛି ମହାନଦୀ ଜଳସ୍ତର । ହୀରାକୁଦକୁ ଜଳ ପ୍ରବେଶ କମିବା ପରେ କମୁଛି ଜଳସ୍ତର । ତଥାପି କଟକ, ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ାରେ ସ୍ଥିତି ସଂଗୀନ ।
ଘାଇ ମୁହଁରୁ ବିପନ୍ନଙ୍କୁ ବଞ୍ଚାଇବାକୁ ଚାଲିଛି ଉଦ୍ୟମ । ବନ୍ୟା ବିପନ୍ନଙ୍କୁ ଉଦ୍ଧାର କରୁଛି ଅଗ୍ନିଣମ ବାହିନୀ ।
ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମାଗିଛନ୍ତି ସୋ-କଜ୍ ନୋଟିସ । କୋକିଂ କୋଲ୍ ଚାଲାଣକୁ ନେଇ କାରଣ ଦର୍ଶାଅ ନୋଟିସ୍ ।
ତେଲିଆ ମାଛକୁ ୩ ଲକ୍ଷ ୧୦ ଟଙ୍କାରେ କଲେ ବିକ୍ରି । କୋଲକାତାର ଏକ କମ୍ପାନି ମାଛକୁ କିଣିଲା ।